Home

ପୂରଣ ହେଲା ଆତ୍ମନିର୍ଭର ଭାରତର ସଂକଳ୍ପ: ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨ ।୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ବେଙ୍ଗାଲୁରୁ ଗସ୍ତ କରିଛନ୍ତି । ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ(ଏଚ୍‌ଏଏଲ୍‌)ର ଦ୍ୱିତୀୟ ଏଲ୍‌ସିଏ(ଲାଇଟ୍ କମ୍ବାଟ୍ ଏୟାରକ୍ରାପ୍ଟ)ର ପ୍ରଡକ୍ସନ ଲାଇନର ଉଦ୍‌ଘାଟନ କରିଛନ୍ତି । ଚୁକ୍ତି ଅନୁଯାୟୀ ବାୟୁସେନାକୁ ତେଜସ ଏଲ୍‌ସିଏର ଡେଲିଭରି ମାର୍ଚ୍ଚ ୨୦୨୪ରେ…

ଦାୟିତ୍ୱକୁ ନେଇ ବିବାଦ: କୋର୍ଟ ଅଫ୍‌ ଇନକ୍ୱାରୀ ନିର୍ଦ୍ଦେଶ ଦେଲେ ସେନାଧ୍ୟକ୍ଷ

ନୂଆଦିଲ୍ଲୀ, ୨।୨: ଭାରତୀୟ ସେନାର ଦୁଇ ଉଚ୍ଚ ଅଧିକାରୀଙ୍କ ମଧ୍ୟରେ ଦାୟିତ୍ୱକୁ ନେଇ ସୃଷ୍ଟି ହୋଇଥିବା ମାମଲାରେ ସେନାଧ୍ୟକ୍ଷ ମନୋଜ ମୁକୁନ୍ଦ ନରାଓ୍ବଣେ କୋର୍ଟ ଅଫ୍‌ ଇନକ୍ୱାରୀ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ଉଚ୍ଚ ଅଧିକାରୀଙ୍କ ମଧ୍ୟରେ ଏଭଳି ବିବାଦ ବିରଳ ଘଟଣା…

ରାଜଧାନୀରେ ନକଲି ମୃଦୁ ପାନୀୟ କାରଖାନା: ଚଢ଼ାଉ କଲା ପୋଲିସ

ଭୁବନେଶ୍ୱର, ୨।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଏକ ନକଲି କାରଖାନା ଠାବ ହୋଇଛି। ମଞ୍ଚେଶ୍ୱର ଶିଳ୍ପାଞ୍ଚଳରୁ ଠାବ ହୋଇଥିବା ଏହି କାରଖାନା ଉପରେ ପୋଲିସ ଚଢ଼ାଉ ଜାରି ରଖିଛି। ସୂଚନାଯୋଗ୍ୟ ଯେ, କିଛିଦିନ ହେବ ଭୁବନେଶ୍ବର ମଞ୍ଚେଶ୍ବର ଶିଳ୍ପାଞ୍ଚଳରେ ନକଲି ମୃଦୁ…

ମୃତକଙ୍କୁ ୨ କିମି କାନ୍ଧରେ ବୋହି ନେଲେ ମହିଳା ଏସ୍‌ଆଇ

ବିଶାଖାପଟ୍ଟନମ୍‌, ୨।୨: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍‌ ଜିଲାର କାସିବୁଗାରେ ଅଞ୍ଚଳରେ କାର୍ଯ୍ୟ କରୁଥିବା ମହିଳା ଏସ୍‌ଆଇ କୋଟ୍ଟୁରୁ ଶ୍ରୀଷା ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛନ୍ତି। ସୋମବାର ଜଣେ ଅଜଣାବ୍ୟକ୍ତିଙ୍କ ମୃତଦେହ ଅଦାଭି କୋଟୁଟୁ ଗାଁରେ ପଡ଼ି ରହିଥିବା ଖବର ମିଳିଥିଲା।…

୭ ମାସ ପରେ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ମହିଳା ଆଇଆଇସି

ବାଲେଶ୍ୱର ଅଫିସ, ୨।୨: ବାଲେଶ୍ୱର ଟାଉନ ଥାନାର ପୂର୍ବତନ ଆଇଆଇସି ସରୋଜିନୀ ନାୟକ ମଙ୍ଗଳବାର ଭିଜିଲାନ୍ସ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଥାନା ଅଧିକାରୀ ଭାବେ ଦାୟିତ୍ୱରେ ଥିବା ବେଳେ ସରୋଜିନୀ, ଏକ ଜମିଜମା ଗଣ୍ଡଗୋଳର ସମାଧାନ ପାଇଁ ୨୫ ହଜାର ଟଙ୍କା…

ଅଣ୍ଡା ଭିତରୁ ହେବ ଲିଙ୍ଗ ପରିବର୍ତ୍ତନ !

ଜେରୁଜେଲମ, ୨।୨: ପ୍ରତିବର୍ଷ ମାଂସ ପାଇଁ ପୃଥିବୀରେ ୭୦୦ କୋଟିରୁ ଅଧିକ ଅଣ୍ଡିରା ଚିଆଁଙ୍କୁ ମାରି ଦିଆଯାଇଥାଏ। ମାଈ ଚିଆଁ ବଡ଼ ହୋଇ ଅଣ୍ଡା ଦେଇଥାଏ। ପରେ ଏହା ଅଣ୍ଡାଦେବା ବନ୍ଦ କରିଲେ ତାକୁ ମାଂସ ଲାଗି ହତ୍ୟା କରାଯାଇଥାଏ। ତେଣୁ…

ଫେବୃୟାରୀ ୬ରୁ ଯୁକ୍ତ ୨ ଫର୍ମପୂରଣ

ଭୁବନେଶ୍ୱର, ୨।୨(ବ୍ୟୁରୋ): ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଛାତ୍ରୀଛାତ୍ରଙ୍କ ବାର୍ଷିକ ପରୀକ୍ଷା ପାଇଁ ଆସନ୍ତା ୬ ତାରିଖରୁ ଫର୍ମପୂରଣ ଆରମ୍ଭ ହେବ। ଅନ୍‌ଲାଇନ୍‌ରେ ପ୍ରଥମେ ୬ରୁ ୧୨ ତାରିଖ ପର୍ଯ୍ୟନ୍ତ ଏକ୍ସ ରେଗୁଲାର ପିଲାଙ୍କ ଫର୍ମପୂରଣ କରାଯିବ।…

ଅକାଳୀ ଦଳ ନେତା ସୁଖବୀରଙ୍କ ଉପରେ ଆକ୍ରମଣ

ଜଲାଲାବାଦ୍‌, ୨।୨: ପଞ୍ଜାବ ଜଲାଲାବାଦ୍‌ରେ ଅକାଳୀ ଦଳ ନେତା ସୁଖବୀର ସିଂ ବାଦଲଙ୍କ ଉପରେ ଆକ୍ରମଣ ହୋଇଛି। ମଙ୍ଗଳବାର ସେ ନଗର ପରିଷଦ ନିର୍ବାଚନ ପାଇଁ ଅକାଳୀ ଦଳ ପ୍ରାର୍ଥୀଙ୍କର ନାମାଙ୍କନ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଥିଲା। ତେବେ ସୁଖବୀରଙ୍କ…

କ୍ୟାନ୍ସରରେ ଆଖି ବୁଜିଲେ ଏହି ପ୍ରସିଦ୍ଧ ଅଭିନେତା

ହଲିଉଡ୍‌ ଅଭିନେତା ଡଷ୍ଟିନ ଡାଇମଣ୍ଡଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୪ ବର୍ଷ ହୋଇଥିଲା। ତେବେ କ୍ୟାନ୍ସର ରୋଗରେ ଆକ୍ରାନ୍ତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଟିଭି ଶୋ’ ‘ସେଭ୍‌ ବାଏ ଦ ବେଲ’ ପାଇଁ ସେ ବେଶ୍‌…

ରାସ୍ତାରେ ଉଡ଼ିଲା ୫୦୦ ଟଙ୍କିଆ ନୋଟ୍‌

ଭୋପାଳ, ୨।୨: ଜାତୀୟ ରାଜପଥରେ ହଠାତ୍‌ ୫୦୦ ଟଙ୍କିଆ ନୋଟ୍‌ ଉଡ଼ିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏଭଳି ଘଟଣା ରବିବାର ମଧ୍ୟପ୍ରଦେଶର ସିଓନି-ନାଗପୁର ରାଜପଥରେ ଘଟିଛି। କିଛି ଲୋକ କାର ବନେଟ୍‌ରେ ୨କୋଟି ଟଙ୍କା ଲୁଚାଇ ନେଉଥିବା…

‘ଆତ୍ମନିର୍ଭରଭାରତ’ ୨୦୨୦ର ଶବ୍ଦ ଭାବେ ଅକ୍ସଫୋର୍ଡ ଡିକ୍ସିନାରୀରେ ସାମିଲ

ନୂଆଦିଲ୍ଲୀ, ୨।୨: ଅକ୍ସଫୋର୍ଡ ଡିକ୍ସିନାରୀରେ ‘ଆତ୍ମନିର୍ଭରଭାରତ’କୁ ୨୦୨୦ର ଶବ୍ଦ ଭାବେ ଅନ୍ତର୍ଭୁକ୍ତ କରାଯାଇଛି। ଏହାର ଅର୍ଥ ସେଲ୍ଫ-ରିଲାଏନ୍ସ୍‌ ବୋଲି ଡିକ୍ସିନାରୀରେ ଉଲ୍ଲେଖ କରାଯାଇଛି। ଏହି ହିନ୍ଦୀ ଶବ୍ଦକୁ ଚୟନ କରିବା ଲାଗି ଭାଷା ବିଶେଷଜ୍ଞ କ୍ରିତିକା ଅଗ୍ରଓ୍ବାଲ, ପୁନମ ନିଗମ୍‌ ଶାହାୟ…

ବିରାଟ କୋହଲିଙ୍କ ପରେ ବାପା ହେଲେ ଏହି ଖେଳାଳି: ସାମ୍ନାକୁ ଆସିଲା ପୁଅର ଫଟୋ

ମହାମାରୀ କରୋନା ସମୟରେ ଅନେକ କ୍ରିକେଟରଙ୍କ ଘରକୁ ନୂଆ ଅତିଥି ଆସିଛନ୍ତି। ଭାରତୀୟ ଖେଳାଳି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଠାରୁ ଆରମ୍ଭ କରି ବିରାଟ କୋହଲି ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏବେ ଓ୍ବେଷ୍ଟଇଣ୍ଡିଜର ଅଲ୍‌ରାଉଣ୍ଡର ଏବଂ କେକେଆର୍‌ ଖେଳାଳି ସୁନୀଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?