କୃଷକଙ୍କ ସହ ପ୍ରତାରଣା କରୁଛନ୍ତି ସରକାର: କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୭।୧୨: ଚାଷୀ ଏବଂ ସରକାରଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଶୀତଦିନେ ମଧ୍ୟ ଚାଷୀମାନେ ରାସ୍ତାରେ ଆନ୍ଦୋଳନ ଚଳାଇଛନ୍ତି। ରବିବାର ଆନ୍ଦୋଳନ ୩୨ ତମ ଦିନରେ ପହଞ୍ଚିଛି। ଏସବୁ ମଧ୍ୟରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ବୁଝାମଣା ପ୍ରସ୍ତାବକୁ କୃଷକମାନେ ଗ୍ରହଣ କରିଛନ୍ତି।…
ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ଭେଟିଲେ ଗାଙ୍ଗୁଲି
କୋଲକାତା,୨୭।୧୨-ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖାରଙ୍କୁ ରବିବାର ଭେଟିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ଆସନ୍ତା ବର୍ଷ ଏପ୍ରିଲ-ମେ ମାସରେ ରାଜ୍ୟରେ ବିଧାନସଭା ନିର୍ବାଚନ ଥିବାରୁ ସେ ରାଜନୀତିରେ ଯୋଗ ଦେଇପାରନ୍ତି ବୋଲି କଳ୍ପନାଜଳ୍ପନା ଚାଲିଛି। ରାଜ୍ୟପାଳ ଜଗଦୀପଙ୍କୁ ଭେଟିବା ପରେ ପଶ୍ଚିମବଙ୍ଗରେ…
ଉଦ୍ଧବ ଠାକ୍ରେଙ୍କୁ ଚେତାବନୀ ଦେଲେ ଫଡନଭିସ
ମୁମ୍ବାଇ,୨୭।୧୨:ମହାରାଷ୍ଟ୍ରରେ ବିରୋଧୀ ଦଳର ନେତା ଦେବେନ୍ଦ୍ର ଫଡନଭିସ ରାଜ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ରିଅଲ ଇଷ୍ଟେଟ କ୍ଷେତ୍ରରେ ଦିଆଯାଇଥିବା ନୀତି ଉପରେ ଫଡନାଭିସ ପ୍ରଶ୍ନ କରିଛନ୍ତି। କେବଳ ଏତିକି ନୁହେଁ, ଯଦି ସେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ…
ଯେଉଁ କାମ ସଚିନ-କୋହଲି କରିପାରି ନ ଥିଲେ ତାହା କରିଦେଖାଇଲେ ରିଷଭ ପନ୍ତ
ମେଲବୋର୍ନ, ୨୭।୧୨: ମେଲବର୍ନରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଉଇକେଟ କିପର ରିଷଭ ପନ୍ତ ଏକ ସ୍ବତନ୍ତ୍ର କ୍ଲବରେ ଯୋଗ ଦେଇଛନ୍ତି। ଭାରତର ପ୍ରଥମ ଇନିଂସରେ ପନ୍ତ ୪୦ଟି ବଲରୁ ୨୦ ରନ…
ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ୭ ମୃତ, ୨୦ ଆହତ
ଗୁଆହାଟୀ,୨୭।୧୨-ଆସାମର କୋକ୍ରାଝର ଜିଲା ଛତାଗୁରୀଠାରେ ରବିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଟ୍ରକକୁ ଧକ୍କା ଦେବାରୁ ୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନରେ ଭର୍ତ୍ତି…
ଭୁବନେଶ୍ୱରରୁ ଆଜି ୧୬ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୧ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ…
ଅନ୍ତର୍ଜାତୀୟ ହକି ଖେଳାଳି ନମିତା ଟପ୍ପୋଙ୍କୁ ମିଳିଲା ଏକଲବ୍ୟ ପୁରସ୍କାର
ଭୁବନେଶ୍ୱର,୨୭।୧୨(ବ୍ୟୁରୋ)-ଅନ୍ତର୍ଜାତୀୟ ହକି ଖେଳାଳି ନମିତା ଟପ୍ପୋଙ୍କୁ ଏକଲବ୍ୟ ପୁରସ୍କାର ମିଳିଛି । ତାଙ୍କୁ ପୁରସ୍କାର ବାବଦକୁ ୫ ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଛି। ସେହିପରି ଭାରୋତ୍ତଳକ ସ୍ନେହା ସୋରେନ ଓ ବ୍ୟାଡମିଣ୍ଟନ ଖେଳାଳି ଋତପର୍ଣ୍ଣା ପଣ୍ଡାଙ୍କୁ ଉପବିଜେତା ଭାବେ…
ମା’ ଦୁର୍ଗାଙ୍କ ଫଟୋ ଶେୟାର କଲେ ଏହି ପାକିସ୍ତାନ କ୍ରିକେଟର୍
ପାକିସ୍ତାନର ପୂର୍ବତନ ବୋଲର ଦାନିଶ କାନେରିଆ ନିଜ ମନ୍ତବ୍ୟକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ପାକିସ୍ତାନ କ୍ରିକେଟ ବୋର୍ଡର ଜଣେ ସମାଲୋଚକ କାନେରିଆ ଆଜିକାଲି ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ ଖୋଲାଖୋଲି ନିଜ ମତ ଦେଉଛନ୍ତି। ଏହା ବ୍ୟତୀତ ହିନ୍ଦୁ ଧର୍ମରେ…
ପିତାଙ୍କ ଶେଷ ଇଚ୍ଛା ପୂରଣ କଲେ ଏହି କ୍ରିକେଟର୍
ମେଲବୋର୍ନ,୨୭।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ ମେଲବୋର୍ନରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତ ପକ୍ଷରୁ ବୋଲର୍ ମହମ୍ମଦ ସିରାଜ୍ ଡେବ୍ୟୁ କରୁଛନ୍ତି। ଭାରତୀୟ ଦଳ ସହ ଅଷ୍ଟ୍ରେଲିଆ ଗସ୍ତରେ ଥିବାରୁ ପିତାଙ୍କ ଅନ୍ତିମ ସଂସ୍କାରରେ ଯୋଗ…
ଅଧରାତିରେ ବିଶ୍ୱସୁନ୍ଦରୀଙ୍କ କବାଟ ପିଟୁଥିଲେ ସଲମାନ, ହାତରୁ ବୋହୁଥିଲା ରକ୍ତ
ବଲିଉଡ୍ର ଦବଙ୍ଗ ଷ୍ଟାର ସଲମନ ଖାନ୍ ଆଜି ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କ ପ୍ରଶଂସକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତେ ଜାଣନ୍ତି ସଲମାନ ଏପପର୍ଯ୍ୟନ୍ତ ଅବିବାହିତ ଅଛନ୍ତି। କିନ୍ତୁ ସେ ନିଜ ପ୍ରେମ କାହାଣୀଙ୍କୁ ନେଇ ସର୍ବଦା…
ହସ୍ପିଟାଲରୁ ଡିସଚାର୍ଜ ହେଲେ ରଜନୀକାନ୍ତ
ହାଇଦ୍ରାବାଦ,୨୭।୧୨-ରକ୍ତଚାପ ସ୍ଥିର ନ ରହିବାରୁ ସୁପରଷ୍ଟାର ରଜନୀକାନ୍ତଙ୍କୁ ଗତ ଶୁକ୍ରବାର ହାଇଦ୍ରାବାଦସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କର ପ୍ରଥମେ କରୋନା ପରୀକ୍ଷା କରାଯିବା ପରେ ଚିକିତ୍ସା ଆରମ୍ଭ ହୋଇଥିଲା। କରୋନା ରିପୋର୍ଟ ନେଗେଟିଭ ଆସିବା ପରେ ଆଜି ରଜନୀକାନ୍ତ ଡାକ୍ତରଖାନାରୁ…
ଆଇସିସି ଧୋନୀଙ୍କୁ ଦେଲା ବଡ଼ ସମ୍ମାନ
ନୂଆଦିଲ୍ଲୀ,୨୭।୧୨: ଅନ୍ତର୍ଜାତୀୟ କ୍ରିକେଟ୍ ବୋର୍ଡ (ଆଇସିସି) ପୂର୍ବତନ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏମଏସ ଧୋନୀଙ୍କୁ ଏକ ବଡ଼ ସମ୍ମାନ ଦେଇଛି। ଧୋନୀଙ୍କୁ ଦଶକର ଆଇସିସି ଟି୨୦ ଏବଂ ଏକଦିବସୀୟ ଦଳର ଅଧିନାୟକ ଚୟନ କରାଯାଇଛି। ଆଇସିସି ଟି -୨୦…
Archives


