ଶିଶୁପୁତ୍ର ଗୁପ୍ତାଙ୍ଗରେ ଚେଙ୍କ
ଗୋପ,୧ା୨(ଡି.ଏନ୍.ଏ.): ଗୋପ ଥାନା ଅନ୍ତର୍ଗତ ହେଲାରି ଗ୍ରାମରେ ଶନିବାର ସନ୍ଧ୍ୟାରେ ଜଣେ ୪ ବର୍ଷର ଶିଶୁପୁତ୍ରର ଗୁପ୍ତାଙ୍ଗ ସମେତ ଶରୀରର ଏକାଧିକ ସ୍ଥାନରେ ଚେଙ୍କ ଦିଆଯାଇଛି। ପାରିବାରିକ ବିପଦକୁ କେନ୍ଦ୍ରକରି ଗ୍ରାମର ଜଣେ ୧୬ ବର୍ଷୀୟା ନାବାଳକ ଏପରି କାଣ୍ଡ ଘଟାଇଛନ୍ତି।…
ନିଶାଦ୍ରବ୍ୟ କାରବାରରେ ଲାଗୁନି ଅଙ୍କୁଶ
ବେଗୁନିଆ,୧ା୨(ଡି.ଏନ୍.ଏ.): ବେଗୁନିଆ ସଦର ମହକୁମା ଓ ଏହି ଥାନା ଅଞ୍ଚଳରେ ଥିବା ଗ୍ରାମାଞ୍ଚଳରେ ଏବେ ନିଶାଦ୍ରବ୍ୟ କାରବାର ବଢ଼ିଚାଲିଛି। ମଦ, ଗଞ୍ଜେଇ, ମାଦକ ଦ୍ରବ୍ୟ ସବୁ ଚୋରାରେ କାରବାର ହେଉଥିବାବେଳେ ପୋଲିସ ଓ ଅବକାରୀ ବିଭାଗ ନୀରବଦ୍ରଷ୍ଟା ସାଜିଥିବାରୁ ଅଞ୍ଚଳର ଯୁବକମାନେ…
ବଜେଟ୍ ପୂର୍ବରୁ ସେନସେକ୍ସ୍ ୪୦୦ ପଏଣ୍ଟ୍ ବୃଦ୍ଧି
ମୁମ୍ବାଇ, ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିବା ପୂର୍ବରୁ ସେନସେକ୍ସ୍ରେ ୪୦୦ ପଏଣ୍ଟ୍ ବୃଦ୍ଧି ଘଟିଛି। ସୋମବାର ଏହା ୪୬,୭୭୭.୫୬ ପଏଣ୍ଟ୍ ଛୁଇଁଛି। ସେନସେକ୍ସ୍ ୪୬,୨୮୫.୭୭ରେ ବନ୍ଦ ହୋଇଥିଲା। ସୋମବାର ଏଥିରେ ଅଚାନକ ବୃଦ୍ଧି ଦେଖିବାକୁ ମିଳିଛି। ବଜେଟ…
ଜବତ ଜେସିବି ଛଡ଼ାଇନେଲେ ପଥର ମାଫିଆ
ବାଣପୁର,୧ା୨(ଡି.ଏନ୍.ଏ): ଟାଙ୍ଗୀ ରେଞ୍ଜ ଅଧୀନ ଚକଡ଼ାପଥର ଡିପିଏଫ ଅଞ୍ଚଳରେ ପଥର ଖନନକୁ ନେଇ ରବିବାର ପଥର ମାଫିଆ ଓ ବନ ବିଭାଗର କର୍ମଚାରୀମାନେ ମୁହାଁମୁହିଁ ହୋଇଛନ୍ତି। ପଥର ମାଫିଆମାନେ ଏକ ଜବତ ଜେସିବିକୁ ବଳପୂର୍ବକ ଛଡ଼ାଇ ନେଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ,…
ଜିଦ୍ରେ ଅଟଳ ଉଭୟ ନିଯୋଗ
ପୁରୀ ଅଫିସ,୧।୨: ପୌଷ ପୂର୍ଣ୍ଣିମାରେ ଗୁରୁବାର ମହାପ୍ରଭୁଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ନୀତି ୫ଘଣ୍ଟା ବିଳମ୍ବ ହୋଇଥିଲା। ଏହାର କାରଣ ଖୋଜିବା ସହ ସମାଧାନ ଲାଗି ରବିବାର ଦ୍ୱିତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଶନିବାର ପ୍ରଥମ ପର୍ଯ୍ୟାୟରେ ପୁଷ୍ପାଳକ…
ନନ୍ଦନକାନନରେ ପର୍ଯ୍ୟଟକ କମିଲେ
ବାରଙ୍ଗ,୧ା୨(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ କେବଳ ରବିବାରରେ ପର୍ଯ୍ୟଟକମାନଙ୍କ ସଂଖ୍ୟା ବଢୁଥିବାର ଲକ୍ଷ୍ୟ କରାଯାଉଥିବାବେଳେ ଏହି ରବିବାର ପର୍ଯ୍ୟଟକ ସଂଖ୍ୟା କମିଯାଇଛି। ଗତ ୨୪ତାରିଖ ରବିବାରଠାରୁ ମାସ ଶେଷ ୩୧ତାରିଖ ରବିବାରରେ ନନ୍ଦନକାନନରେ ପର୍ଯ୍ୟଟକ ମାନଙ୍କ ସଂଖ୍ୟା ତୁଳନାତ୍ମକ ଭାବେ କମିଥିବାବେଳେ…
ବିପଦରେ ମହାନଦୀ ମୁହାଣ ଉପକଣ୍ଠ
ମହାକାଳପଡ଼ା,୧ା୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବଙ୍ଗୋସାଗର ସଂଲଗ୍ନ ଉପକଣ୍ଠ ମହାନଦୀ ମୁହାଣ ଉପକଣ୍ଠରେ ବାଲି ଓ ପଟୁମାଟି ଜମୁଛି। ଏହାଦ୍ୱାରା ବନ୍ୟାଜଳ ସମୁଦ୍ରକୁ ନିଷ୍କାସନ ହେଉନାହିଁ। ଉପର ମୁଣ୍ଡରୁ ବନ୍ୟାଜଳରେ ଗଡ଼ି ଆସୁଥିବା ବାଲି, ପଟୁମାଟି ଜମିବା…
ମୁଠି ଚାଉଳରେ ଜଙ୍ଗଲ ସୁରକ୍ଷା
ନୟାଗଡ଼ ଅଫିସ,୧।୨: ଆଦିବାସୀଙ୍କ ଜଙ୍ଗଲ ସୁରକ୍ଷା ଯୋଗୁ ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତର ସମ୍ପଡ଼ା ଓ ଷଣ୍ଢମରା ଗାଁ ପାଖରେ ପୁଣି ନୂଆ ଜଙ୍ଗଲ ସୃଷ୍ଟି ହୋଇପାରିଛି। ଦୁଇ ଉଜୁଡା ଜଙ୍ଗଲ ଜୀବନ୍ୟାସ ପାଇଛି। ଏବେ ସେହି ଜଙ୍ଗଲ…
ଏବେ ବି ରହିଛି କ୍ରିକେଟ ନିଶା
ମୁମ୍ବାଇ, ୧।୨: ଭାରତୀୟ କ୍ରିକେଟର ଅଜୟ ଜାଡେଜାଙ୍କୁ ସୋମବାର ସେ ୫୦ ବର୍ଷ ପୂରଣ ହୋଇଛି। ସେ ୫୧ ବର୍ଷରେ ପାଦ ଦେଇଛନ୍ତି। ୧୯୭୧ ଫେବୃୟାରୀ ୧ରେ ସେ ଗୁଜରାଟର ଜାମ୍ନଗରଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଅଜୟସିଂଜୀ ଦୌଲତସିଂଜୀ…
ପୁଣି ଥରେ ପିତା ହେଲେ କମେଡି କିଙ୍ଗ୍, ଟୁଇଟ୍ କରି ଦେଲେ ସୂଚନା
ମୁମ୍ବାଇ: କମେଡି କିଙ୍ଗ୍ କପିଲ ଶର୍ମା ଫ୍ୟାନ୍ମାନଙ୍କୁ ଖୁସି ଖବର ଦେଇଛନ୍ତି। ଏହି ଖୁସିଟି ହେଲା କପିଲ ପୁଣି ଥରେ ପିତା ହୋଇଛନ୍ତି। ତାଙ୍କ ସ୍ତ୍ରୀ ଗିନି ଚତରଥ ସୋମବାର ସକାଳେ ଏକ ପୁତ୍ରସନ୍ତାନ ଜନ୍ମ ଦେଇଛନ୍ତି। ଏ ବିଷୟରେ କପିଲ…
ଅଜୀର୍ଣ୍ଣ ସମସ୍ୟା
ନିଜକୁ ସୁସ୍ଥ ରଖିବା ଲାଗି ଆମେ ସୁଷମ ତଥା ଭିଟାମିନ୍ଯୁକ୍ତ ଖାଦ୍ୟ ଖାଇବା ଦରକାର। ଗରିଷ୍ଠ ତଥା ଅପାଚ୍ୟ ଖାଦ୍ୟ ଖାଇବା ସହ ପାଣି ପିଇବାରେ ଏପଟ ସେପଟ ହେଲେ ଅଜୀର୍ଣ୍ଣ ସମସ୍ୟା ସୃଷ୍ଟି ହୋଇଥାଏ। ଏହି ସମସ୍ୟା ଗୁରୁତର ହେଲେ…
ବ୍ରିଫ୍କେସ୍ ବଦଳରେ ଅର୍ଥମନ୍ତ୍ରୀଙ୍କ ହାତରେ ଟାବଲେଟ୍
ନୂଆଦିଲ୍ଲୀ,୧।୨: ଚଳିତ ବଜେଟକୁ ପେପର ଲେସ୍ କରାଯାଇଛି। ତେଣୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ହାତରେ ବ୍ରିଫ୍କେସ୍ ବଦଳରେ ଏକ ଟାବଲେଟ ରହିଛି। ସେ ଏହାକୁ ଧରି ସଂସଦ ଭବନ ମୁହାଁ ହୋଇଛନ୍ତି। ଟାବଲେଟ୍କୁ ଲାଲ୍ କପଡ଼ାରେ ଗୁଡାଯାଇଥିବାବେଳେ ଏଥିରେ ଅଶୋକ ସ୍ତମ୍ଭ…

