Home

ବାମନ ଗ୍ରହରେ ବସତି ଯୋଜନା

ସୌରମଣ୍ଡଳରେ ମଙ୍ଗଳ ଓ ବୃହସ୍ପତି ଗ୍ରହ କକ୍ଷ ମଧ୍ୟରେ ପାଞ୍ଚ ଲକ୍ଷରୁ ଅଧିକ କ୍ଷୁଦ୍ର ଜୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟକୁ ପରିକ୍ରମଣ କରୁଛନ୍ତି। ଏଗୁଡ଼ିକୁ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ। ଅନେକ ବୈଜ୍ଞାନିକ ବିଶ୍ୱାସ କରନ୍ତି ଯେ, ବର୍ତ୍ତମାନ ଯେଉଁ କକ୍ଷରେ ଗ୍ରହାଣୁଗୁଡ଼ିକ…

ଆଜିଠାରୁ ଖୋଲିବ ଅଙ୍ଗନୱାଡି କେନ୍ଦ୍ର: ୪୨୧ କେନ୍ଦ୍ରର ଗୃହ ନିର୍ମାଣରେ ବିଳମ୍ବ

କେନ୍ଦ୍ରାପଡ଼ା ଅଫିସ,୧ା୨: କରୋନା ସଂକ୍ରମିତ ଅଞ୍ଚଳ ବାହାରେ ଥିବା ରାଜ୍ୟର ଅଙ୍ଗନୱାଡି କେନ୍ଦ୍ର ଫେବୃୟାରୀ ୧ ରୁ ଖୋଲିବ। ଏ ନେଇ ରାଜ୍ୟ ସରକାର ଶନିବାର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ହେଲେ କେନ୍ଦ୍ରାପଡ଼ା ଜିଲାରେ ୭୦୦ରୁ ଊର୍ଦ୍ଧ୍ୱ କେନ୍ଦ୍ର ନିର୍ମାଣ ହୋଇ…

ମ୍ୟାନ୍‌ମାର୍‌ରେ କ୍ଷମତା ଦଖଲ କଲା ସୈନ୍ୟ ବାହିନୀ

ନାପିତ୍ୱ,୧।୨: ମ୍ୟାନ୍‌ମାର୍‌ରେ ସୈନ୍ୟ ବାହିନୀ ପକ୍ଷରୁ କ୍ଷମତା ଦଖଲ କରାଯାଇଛି। ଦେଶର ସର୍ବୋଚ୍ଚ ନେତା ଷ୍ଟେଟ୍‌ କାଉନସିଲର ଆଙ୍ଗ ସାନ୍‌ ସୁକି, ରାଷ୍ଟ୍ରପତି ଓ୍ବିନ୍‌ ମିଣ୍ଟ୍‌ ଏବଂ ଶାସକ ଦଳର ବରିଷ୍ଠ ନେତାଙ୍କୁ ଅଟକ ରଖାଯାଇଛି। ବର୍ଷେ ପାଇଁ ଦେଶରେ ଜରୁରିକାଳୀନ…

୭ରେ ପ୍ରଧାନମନ୍ତ୍ରୀଙ୍କ ପଶ୍ଚିମବଙ୍ଗ ଗସ୍ତ

ଭୁବନେଶ୍ୱର,୩୧ା୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୭ ତାରିଖରେ ପଶ୍ଚିମବଙ୍ଗ ଗସ୍ତରେ ଆସି ହଳଦିଆ ଠାରେ ଏକ ବିଶାଳ କାର୍ଯ୍ୟକ୍ରମରେ ଯୋଗଦେବେ। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ୍‌ ଓ ସଡ଼କ ପରିବହନ ମନ୍ତ୍ରଣାଳୟ ଅଧୀନ ମୋଟ୍‌ ୪ ହଜାର ୭୦୦ କୋଟିରୁ…

ହସ୍ତତନ୍ତ ମେଳା ବେପାର ୩ କୋଟି ଛୁଇଁଲା

ଭୁବନେଶ୍ୱର,୧ା୨(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀୟ ପଡ଼ିଆରେ ଚାଲିଥିବା ଜାତୀୟ ହସ୍ତତନ୍ତ ମେଳାର ରବିବାର ଥିଲା ଦ୍ବାଦଶ ଦିବସ। ଦିନକୁ ଦିନ ମେଳାରେ ଗ୍ରାହକଙ୍କ ଭିଡ଼ ବଢ଼ିବା ସହ ବେପାର ଜମୁଛି। ବିଶେଷକରି ସାଧାରଣତନ୍ତ୍ର ଦିବସ, ଶନିବାର ଓ ରବିବାର ଛୁଟି ଦିନରେ…

ଡଙ୍କାରୀରେ ନାମକୁ ମାତ୍ର ଚଢ଼ାଉ

ଯାଜପୁର ଅଫିସ/ଧର୍ମଶାଳା,୧ା୨(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ କଳାପଥର ଖାଦାନରେ ରବିବାର ଚଢ଼ାଉ କରାଯାଇ କମ୍ପ୍ରେସର, ଟ୍ରାକ୍ଟର, ହାଇୱା, ହିଟାଚି ମେଶିନ ଆଦି ୧୦ ଗାଡ଼ି ଜବତ କରାଯାଇଛି। ଏଥିସହିତ ୫ ଜଣଙ୍କୁ ଅଟକ ରଖାଯାଇଛି। ଧରିତ୍ରୀରେ ଡଙ୍କାରୀରୁ ପୁଣି କଳାପଥର…

ଶିଳ୍ପୀ ଗ୍ରାମ ବିକାଶ ବାଟବଣା

ଯାଜପୁର ଅଫିସ,୧ା୨: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପକୁ ନେଇ ଓଡ଼ିଶାର ଅନେକ ଗଁାର ସ୍ବତନ୍ତ୍ର ପରିଚୟ ରହିଛି। ସେଥିମଧ୍ୟରୁ କେତେକ ଗଁାକୁ ଶିଳ୍ପୀଗ୍ରାମ ଭାବେ ବିକାଶ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ବିଶେଷ କରି ହସ୍ତଶିଳ୍ପ ଇଣ୍ଡଷ୍ଟ୍ରିଜ୍‌କୁ ପ୍ରୋତ୍ସାହନ(ପିଏଚ୍‌ଆଇ)…

ପିଲାଙ୍କ ପୁଷ୍ଟି ଚିନ୍ତା: ମିଳିବ ହାପିନେସ୍‌ କିଟ୍‌

ଭୁବନେଶ୍ୱର,୧ା୨(ବ୍ୟୁରୋ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ହାପିନେସ୍‌ କିଟ୍‌। ଏଥିରେ ଅଟା, ଚଣା, ହଳଦୀଗୁଣ୍ଡ, ଡାଳଚିନି, ଚିନାବାଦାମ ଓ ଗୁଡ଼ ଭଳି ଇମ୍ୟୁନିଟି ବୁଷ୍ଟର ସାମଗ୍ରୀ ରହିବ। ପିଲାଙ୍କ ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ପାଇଁ ସ୍କୁଲ ଓ ଗଣଶିକ୍ଷା…

ମହାନଦୀ ପ୍ରସଙ୍ଗରେ ପୁଣି ତେଜିଲା ରାଜନୀତି

ଭୁବନେଶ୍ୱର,୧ା୨(ବ୍ୟୁରୋ): ମହାନଦୀ ଜଳ ବିବାଦ ନେଇ ପୁଣି ରାଜନୀତି ଜୋର୍‌ ଧରିଛି। ମହାନଦୀ ଜଳ ବିବାଦ ନେଇ ଗଠିତ ଟ୍ରିବ୍ୟୁନାଲ ଗଠନର ଅବଧି ଶେଷ ହେବାକୁ ୨ମାସ ବାକି ଥିବାବେଳେ ଏହି ପ୍ରସଙ୍ଗକୁ ନେଇ ଭାଜପା ନେତା ବିଜୟ ମହାପାତ୍ର କେତେକ…

୩ ଦିନ ଶୀତ ଲହରି: ୪ରୁ ୫ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର,୧ା୨(ବ୍ୟୁରୋ): ପୁଣି ଶୀତ ଲେଉଟିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯାଇଛି। ଆସନ୍ତା ୩ ଦିନ ଯାଏ କେତେକ ଜିଲାରେ ଶୀତ ଲହରି ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି। ସୋମବାର ସୁନ୍ଦରଗଡ଼,…

ଆଲୋଚନା ଲାଗି ପରିବେଶ ସୃଷ୍ଟି କରନ୍ତୁ ସରକାର

ନୂଆଦିଲ୍ଲୀ, ୧।୨(ପି.ଟି.): ଆନ୍ଦୋଳନକାରୀ କୃଷକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମର୍ଯ୍ୟାଦାକୁ ସମ୍ମାନ ଦେବେ। ଏଥିସହିତ ସେମାନଙ୍କ ଆତ୍ମସମ୍ମାନର ସୁରକ୍ଷା ପାଇଁ ଅଙ୍ଗୀକାରବଦ୍ଧ ରହିବେ ବୋଲି ଭାରତୀୟ କିଷାନ ସଂଘ (ବିକେୟୁ) ମୁଖ୍ୟ ନରେଶ ଟିକାଏତ୍‌ ରବିବାର କହିଛନ୍ତି। ସରକାର ଆଲୋଚନା ଲାଗି…

ରାହୁଲଙ୍କୁ ଅଧ୍ୟକ୍ଷ କରିବା ଲାଗି ଦିଲ୍ଲୀ କଂଗ୍ରେସରେ ପ୍ରସ୍ତାବ ଗୃହୀତ

ନୂଆଦିଲ୍ଲୀ, ୧।୨: ରାହୁଲ ଗାନ୍ଧୀଙ୍କୁ ତୁରନ୍ତ କଂଗ୍ରେସ ଅଧ୍ୟକ୍ଷ କରିବା ଲାଗି ଦଳର ଦିଲ୍ଲୀ ଶାଖାରେ ରବିବାର ଏକ ପ୍ରସ୍ତାବ ଗୃହୀତ ହୋଇଛି। ଆଗାମୀ ଏପ୍ରିଲ-ମେ’ରେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଏହା ପରେ କଂଗ୍ରେସର ସାଂଗଠନିକ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?