Home

ରିପୋର୍ଟରଙ୍କୁ କାଷ୍ଟିଂ କାଉଚ୍‌ ପାଇଁ ରାଜି କରାଉଥିବା ବେଳେ ଧରାପଡ଼ିଥିଲେ ଏହି ଅଭିନେତ୍ରୀଙ୍କ ବାପା, ଆଉ ତା’ ପରେ..

ବମ୍ବେ: କଥାରେ ଅଛି ଗୋଟିଏ ଜିନିଷକୁ ତିଆରି କରିବାକୁ ବର୍ଷ ବର୍ଷ ଲାଗେ, ହେଲେ ତାକୁ ନଷ୍ଟ କରିବାକୁ କିଛି ସେକେଣ୍ଡ। ବଲିଉଡ୍‌ରେ ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଗୋଟିଏ ଭୁଲ ପାଇଁ ନିଜର କ୍ୟାରିୟରକୁ ନଷ୍ଟ କରିଛନ୍ତି। ସେମାନଙ୍କ…

ଘରେ ଶଙ୍ଖ ରଖିଲେ ମିଳିଥାଏ ଏସବୁ ଶୁଭଫଳ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଶଙ୍ଖରେ ଏପରି ଅନେକ ଗୁଣ ଅଛି; ଯେଉଁଥିପାଇଁ ଘରେ ସକାରାତ୍ମକ ଶକ୍ତି ଆସେ। କୁହାଯାଏ, ଯେଉଁ ଘରେ ଶଙ୍ଖ ଅଛି, ସେଠାରେ ଲକ୍ଷ୍ମୀ ବାସ କରନ୍ତି। ଲକ୍ଷ୍ମୀଙ୍କ ପରି ଶଙ୍ଖ ମଧ୍ୟ ସମୁଦ୍ରରୁ ମିଳିଥିଲା। ସମୁଦ୍ର ମନ୍ଥନ ସମୟରେ…

ବିବାହ ଦିନ ସ୍ବାମୀଙ୍କ ମେକ୍‌ଅପ୍‌ ଆର୍ଟିଷ୍ଟ ହେଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଟିଭି ରିଆଲିଟି ଶୋ’ ‘ବିଗ୍‌ ବସ୍‌’ ସିଜିନ୍‌- ୭ର ବିଜେତା ସାଜିଥିବା ଅଭିନେତ୍ରୀ ଗୌହର ଖାନ୍‌ କ୍ରିଷ୍ଟମାସ ଅର୍ଥାତ୍‌ ଡିସେମ୍ବର ୨୫ରେ ତାଙ୍କର ପ୍ରେମିକ ଜୈଦ ଦରବାରଙ୍କୁ ବିବାହ କରିଛନ୍ତି। ଏହି ଦମ୍ପତିଙ୍କର ଅନେକ ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ…

୧୦ ବର୍ଷ ମଧ୍ୟରେ ଭାରତ ହେବ ପୃଥିବୀର ତୃତୀୟ ବୃହତ ଅର୍ଥବ୍ୟବସ୍ଥା

ନୂଆଦିଲ୍ଲୀ,୨୬।୧୨: ଆସନ୍ତା ୧୦ ବର୍ଷ ମଧ୍ୟରେ ଭାରତ ପୃଥିବୀର ତୃତୀୟ ବୃହତ ଅର୍ଥବ୍ୟବସ୍ଥା ଭାବେ ଉଭା ହେବ। ରିସର୍ଚ୍ଚ ସଂସ୍ଥା ଥିଙ୍କ୍‌ ଟାଙ୍କ୍‌ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏନେଇ ଉଲ୍ଲେଖ କରାଯାଇଛି। ୨୦୩୦ ବେଳକୁ ଭାରତ ଏହି ସ୍ଥାନ…

ମେଲବୋର୍ନରେ ଟେଷ୍ଟ ଡେବ୍ୟୁ କରି ଭାବବିହ୍ବଳ ହେଲେ ଏହି କ୍ରିକେଟର: ବାପାଙ୍କ ମୃତ୍ୟୁ ପରେ ବି ଅନ୍ତିମ ସଂସ୍କାରରେ ଯୋଗ ଦେଇପାରି ନ ଥିଲେ

ମେଲବୋର୍ନ,୨୬।୧୨: ବିଶ୍ୱର ପ୍ରତ୍ୟେକ କ୍ରିକେଟ ଖେଳାଳି ଦିନେ ନା ଦିନେ ଦେଶ ପାଇଁ ଟେଷ୍ଟ କ୍ରିକେଟ ଖେଳିବାକୁ ସ୍ବପ୍ନ ଦେଖିଥାନ୍ତି। ଏହା ପୂରଣ ହେବା ବେଶ୍‌ ଖୁସି ଦେଇଥାଏ। ହେଲେ ହାଇଦ୍ରାବାଦର ୨୬ ବର୍ଷୀୟ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ କ୍ଷେତ୍ରରେ…

ଏହି ମାମଲାରେ ବିରାଟଙ୍କୁ ପଛରେ ପକାଇଲେ ବୁମ୍‌ରା: ଟପ୍‌-୫ରୁ ରୋହିତ ଶର୍ମା ଗାଏବ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ ଦଳର ଦ୍ରୁତ ବୋଲର ଜଶପ୍ରିତ ବୁମ୍‌ରା ଅଧିନାୟକ ବିରାଟ କୋହଲୀଙ୍କୁ ପଛରେ ପକାଇଛନ୍ତି। ୨୦୨୦ରେ ବିସିସିଆଇ ପକ୍ଷରୁ ଅଧିକ ପାଉଣା ନେଇଥିବା ଖେଳାଳି ତାଲିକା ଶୀର୍ଷରେ ରହିଛନ୍ତି ସେ। ବର୍ଷ ଆରମ୍ଭରୁ ଅନ୍ତରାଷ୍ଟ୍ରୀୟ କ୍ରିକେଟକୁ ଫେରିଥିଲେ ବୁମ୍‌ରା। ସେ…

ରାଜ୍ୟରେ ପୁଣି ୩୩୪ କରୋନା ପଜିଟିଭ ଚିହ୍ନଟ, ୪ ମୃତ

ଭୁବନେଶ୍ୱର, ୨୬।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୩୪ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୨୦୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ…

ଷ୍ଟିଭ୍‌ ସ୍ମିଥ୍‌ଙ୍କ ପାଇଁ ‘କଳା ଦିନ’: ପ୍ରଥମ ଥର ପାଇଁ ଖାତା ନ ଖୋଲି ଫେରିଲେ

ମେଲବୋର୍ନ,୨୬।୧୨: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ୍‌ ସ୍ମିଥଙ୍କ ଦୀର୍ଘଦିନର ରେକର୍ଡ ଭାଙ୍ଗିଛି। ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ସେ ଖାତା ଖୋଲିପାରିନାହାନ୍ତି। ଏହା ପ୍ରଥମ ଥର ପାଇଁ ହୋଇଛି। ଅଫ୍‌ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ବଲ୍‌ରେ ସେ କ୍ୟାଚ୍‌ ଆଉଟ୍‌ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକ: ଆଖିବୁଜିଲେ ଏହି ମହାନ ଖେଳାଳି

ଇଲଂଣ୍ଡ ପାଇଁ ୪ଟି ଟେଷ୍ଟ ଏବଂ ୧୫ଟି ଦିନିକିଆ ଅନ୍ତରାଷ୍ଟ୍ରିୟ ମ୍ୟାଚ୍‌ ଖେଳିସାରିଥିବା ପୂର୍ବତନ କ୍ରିକେଟର ରବିନ ଜ୍ୟାକ୍‌ମ୍ୟାନ୍‌ଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା। ଅନ୍ତରାଷ୍ଟ୍ରୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ଏହି ଶୁକ୍ରବାର ସୂଚନା…

ମେଲବୋର୍ନ ଟେଷ୍ଟରେ ଭାରତର ଦବ୍‌ଦବା: ୧୯୫ ରନ୍‌ରେ ଅଷ୍ଟ୍ରେଲିଆ ଅଲ୍‌ଆଉଟ୍‌

ମେଲବୋର୍ନ,୨୫।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଭାରତୀୟ ଦଳ ଭଲ ପ୍ରଦର୍ଶନ କରିଛି। ଶନିବାର ମ୍ୟାଚ୍‌ର ପ୍ରଥମ ଦିନରେ ଅଷ୍ଟ୍ରେଲିଆ ଦଳ ୧୯୫ରନ୍‌ରେ ଅଲଆଉଟ୍‌ ହୋଇଛନ୍ତି। ପରେ ଭାରତୀୟ ଦଳ ନିଜର ପ୍ରଥମ ପାଳିରେ ୧୧ ଓଭର ଖେଳି ୩୬…

୨୧ ବର୍ଷ ବୟସ୍କା କଲେଜ ଛାତ୍ରୀ ହେବେ ମେୟର

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଜଣେ ୨୧ ବର୍ଷ ବୟସ୍କା କଲେଜ ଛାତ୍ରୀ ମେୟର ହେବାକୁ ଯାଉଛନ୍ତି। ଷ୍ଟୁଡେଣ୍ଟ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆର କର୍ମୀ ଭାବେ କାର୍ଯ୍ୟ କରୁଥିବା ଆର୍ଯ୍ୟା ରାଜେନ୍ଦ୍ରନ ରାଜ୍ୟ ବାଳସଂଘର ସଭାପତି ଦାୟିତ୍ୱରେ ଅବସ୍ଥାପିତ ଅଛନ୍ତି। ସିପିଆଇ(ଏମ୍‌) ପକ୍ଷରୁ ପୌର…

ଆଡିଲେଡ୍‌ ଟେଷ୍ଟ ବେଳେ ଭାରତୀୟ କ୍ରିକେଟରଙ୍କୁ ଏଭଳି ଡାକିଥିଲେ କୁନି ପ୍ରଶଂସକ: ଜବାବରେ…

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଚାଲିଥିବା ବେଳେ ଜଣେ ଛୋଟ ପିଲା ଏମିତି କିଛି କରିଥିଲେ ଯାହାକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଆଡିଲେଡ୍‌ ଟେଷ୍ଟ ସମୟରେ ଜଣେ ଛୋଟ ପ୍ରଶଂସକ ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri