ତୁରେଇକେଲା-ହରିଶଙ୍କର ରୋଡ୍-ଲଖନା ପ୍ରକଳ୍ପ କାର୍ଯ୍ୟକ୍ଷମ
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ଟିଟିଲାଗଡ଼-ରାୟପୁର ଦୋହରୀକରଣ ପ୍ରକଳ୍ପର ତୁରେଇକେଲା-ହରିଶଙ୍କର ରୋଡ୍-ଲଖନା ମଧ୍ୟରେ ୨୫ କି.ମି. କାର୍ଯ୍ୟ ଗତ ୯ ତାରିଖରୁ ଶେଷ ହେବା ପରେ ଏବେ କାର୍ଯ୍ୟକ୍ଷମ ହୋଇଛି। ସେହିଭଳି ତୁରେଇକେଲା ଓ ହରିଶଙ୍କର ରୋଡ୍ରେ ଦୁଇଟି ନୂତନ ଆଧୁନିକ ଇଲେକ୍ଟ୍ରୋନିକ୍ ଇଣ୍ଟରଲକିଂ ପ୍ରଣାଳୀ…
ଏବର୍ଷ ରାଧାପାଦ ଦର୍ଶନ ବନ୍ଦ
ପୁରୀ ଅଫିସ,୧୩ା୧୧: ଶୀତଦିନେ କରୋନା ସଂକ୍ରମଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏଥିସହ କୋଭିଡ୍ କଟକଣାକୁ ଦୃଷ୍ଟିିରେ ରଖି ଚଳିତବର୍ଷ ଅଁଳା ନବମୀରେ ସାକ୍ଷୀଗୋପାଳ ମନ୍ଦିରରେ ରାଧାପାଦ ଦର୍ଶନ ବନ୍ଦ ରହିବ। ପ୍ରଶାସନିକ ସ୍ତରରେ ଏ ନେଇ ଆଲୋଚନା ହୋଇଛି। ଖୁବ୍ଶୀଘ୍ର…
ମୋ ଧାମ ମୋ ଗର୍ବ ଅଭିଯାନ: ସାଇକେଲରେ ବୁଲି ସ୍ଥିତି ପରଖିଲେ ଜିଲାପାଳ
ପୁରୀ ଅଫିସ,୧୩ା୧୧: ସ୍ବଚ୍ଛତା କ୍ଷେତ୍ରରେ ପୁରୀ ହେବ ଦେଶର ଏକ ନମ୍ବର ସହର। ୨୦୨୧ ସ୍ବଚ୍ଛ ସର୍ବେକ୍ଷଣରେ ପୁରୀକୁ କିପରି ଏହି ମାନ୍ୟତା ମିଳିବ ସେଥିଲାଗି ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଚାଲିଛି। ଏଥିଲାଗି ମୋ ଧାମ, ମୋ ଗର୍ବ ଅଭିଯାନ…
ବାରାକ ଓବାମାଙ୍କ ପୁସ୍ତକରେ ରାହୁଲ, ମନମୋହନଙ୍କ ବିଷୟରେ ଆଲୋଚନା
ଓ୍ବାଶିଂଟନ,୧୩।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ନୂତନ ପୁସ୍ତକ ‘ଏ ପ୍ରମିଜଡ୍ ଲ୍ୟାଣ୍ଡ୍’ ଏବେ ବେଶ୍ ଚର୍ଚ୍ଚାରେ ରହିଛି। ଓବାମାଙ୍କ ନୂତନ ପୁସ୍ତକରେ କେରଳର ୱାୟାନାଡର ଲୋକସଭା ଏମ୍ପି ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି।…
ସଂକ୍ଷିପ୍ତ ଫଟୋ ଭୋଟର ତାଲିକା ସଂଶୋଧନ: ଜାଲ୍ ଭୋଟରଙ୍କ ଉପରେ କଡ଼ା ନଜର
ପୁରୀ ଅଫିସ/ଖୋର୍ଦ୍ଧା ଅଫିସ,୧୩ା୧୧: ଭାରତୀୟ ନିିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଫଟୋ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପୁରୀ ଜିଲାରେ ଆରମ୍ଭ ହୋଇଛି। ଆସନ୍ତା ଜାନୁୟାରୀ ପହିଲା ସୁଦ୍ଧା ୧୮ବର୍ଷ ପୂରଣ ହେଉଥିବା ନାଗରିକମାନେ ଭୋଟର ଭାବେ ନାମ…
ଗୋଖାପଡ଼ାର ଶିଶୁବଳି ମାମଲା: ତାନ୍ତ୍ରିକ, ସହଯୋଗୀଙ୍କୁ ଆଜୀବନ କାରାଦଣ୍ଡ
କେନ୍ଦ୍ରାପଡା ଅଫିସ,୧୩।୧୧: ୨୦୧୫ରେ ବହୁଚର୍ଚ୍ଚିତ କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଗୋଖାପଡା ଶିଶୁବଳି ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ମାମଲାରେ ତାନ୍ତ୍ରିକ ଚୌଧୁରୀ ଅବିନାଶ ଦାସ ଓ ସହଯୋଗୀ ବଜରଙ୍ଗୀ ଓରଫ ବୈକୁଣ୍ଠନାଥ ଦାସଙ୍କୁ ବିଚାରପତି ଦୋଷୀ ସାବ୍ୟସ୍ତ କରିଛନ୍ତି।…
କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି
କଟକ ଅଫିସ,୧୩।୧୧: କଟକ ମହାନଗର ନିଗମ(ସିଏମ୍ସି) ଅଞ୍ଚଳରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍ଏମ୍ଆର୍ସି) ଭୁବନେଶ୍ୱର ଦ୍ୱାରା ହୋଇଥିବା ସର୍ବେକ୍ଷଣ ଅନୁଯାୟୀ, କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ସୃଷ୍ଟି…
ଜାଣନ୍ତୁ ଦୀପାବଳିରେ କାହିଁକି କରାଯାଏ ମା’ ଲକ୍ଷ୍ମୀ ଏବଂ ଗଣେଶଙ୍କ ପୂଜା
କାର୍ତ୍ତିକ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ପାଳନ କରାଯାଇଥାଏ ଆନନ୍ଦ ଉଲ୍ଲାସର ପର୍ବ ଦୀପାବଳି। ଏହି ରାତିଟି ଅମା ଅନ୍ଧାକାର ହୋଇଥିଲେ ମଧ୍ୟ ଦୀପ ଆଲୋକରେ ସମଗ୍ର ଅଞ୍ଚଳ ହୋଇଥାଏ ଆଲୋକିତ। ପୌରାଣିକ କଥା ଅନୁସାରେ, ଦୀପାବଳିରେ ଧନ ସମ୍ପଦ ଏବଂ…
ପୁସ୍ତକ ଲେଖିଲେ ସୋନୁ ସୁଦ୍, ଜାଣନ୍ତୁ କ’ଣ ରହିଛି ଖାସ୍
ଅଭିନେତା ସୋନୁ ସୁଦ କରୋନା ସମୟରେ ସମସ୍ତଙ୍କୁ ବହୁତ ସାହାଯ୍ୟ କରି ଚର୍ଚ୍ଚାକୁ ଆସିଥିଲେ। ପ୍ରବାସୀ ଶ୍ରମିକଙ୍କ ଘରକୁ ପଠାଇବାଠାରୁ ଆରମ୍ଭ କରି ବେରୋଜଗାରୀଙ୍କୁ ରୋଜଗାର ଯୋଗାଇବା ପର୍ଯ୍ୟନ୍ତ ସୋନୁ ଅନେକ ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିଛନ୍ତି। ସେ ସମସ୍ତଙ୍କ ହୃଦୟରେ…
ଦିନିକିଆରେ ବୁମ୍ରାଙ୍କ ଅସଲ ପରୀକ୍ଷା
ନୂଆଦିଲ୍ଲୀ: ନିକଟରେ ଶେଷ ହୋଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ରେ ଯଶପ୍ରୀତ୍ ବୁମ୍ରାଙ୍କ ପ୍ରଦର୍ଶନ ଅତ୍ୟନ୍ତ ପ୍ରଭାବୀ ରହିଥିଲା। ମାତ୍ର ତାଙ୍କର ଅସଲ ପରୀକ୍ଷା ଆଗକୁ ଆସୁଛି। ଭାରତୀୟ ଦଳ ଅଷ୍ଟ୍ରେଲିଆ ଗସ୍ତରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳିବ।…
ଏହି ଭାରତୀୟ କ୍ରିକେଟର୍ଙ୍କୁ ବିମାନ ବନ୍ଦରରେ ଅଟକାଇଲା ପୋଲିସ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଭାରତୀୟ କ୍ରିକେଟର କ୍ରୁନାଲ ପାଣ୍ଡ୍ୟାଙ୍କୁ ଗୁରୁବାର ମୁମ୍ବାଇ ବିମାନବନ୍ଦରରେ ରାଜସ୍ବ ଇଣ୍ଟେଲିଜେନ୍ସ (ଡିଆରଆଇ) ଅଧିକାରୀମାନେ ଅଟକାଇଥିଲେ। ଅଜ୍ଞାତ ସୁନା ଏବଂ କିଛି ମୂଲ୍ୟବାନ ସାମଗ୍ରୀ ଥିବା ସନ୍ଦେହରେ କ୍ରୁନାଲ ପାଣ୍ଡ୍ୟାଙ୍କୁ ବିମାନବନ୍ଦରରେ ଅଟକାଇ ପଚରାଉଚରା କରାଯାଇଥିଲା। ସେ ଇଣ୍ଡିଆନ ପ୍ରିମିୟର ଲିଗରେ…
ପରିବା ଦର ଆକାଶ ଛୁଆଁ
ଲାଠୋର, ୧୩।୧୧ (ଡି.ଏନ.ଏ.) ବଲାଙ୍ଗର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଛି । ଫଳରେ ଗରିବ ତଥା ମଧ୍ୟବିତ୍ତ ଶ୍ରେଣୀର ଲୋକଙ୍କ ପକ୍ଷେ ପରିବା କିଣି ଖାଇବା ସମ୍ଭବ ହେଉନାହିଁ । କରୋନା କଟକଣା…
Archives


