Home

ଭତ୍ତା ପାଇଁ ଛେଳି ବିକିଦେଲେ ହରି

କୋରୁକୋଣ୍ଡା, ୨୬ା୧୨ (ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁଡି ପଞ୍ଚାୟତର ଘିସିଙ୍ଗିବେଡା ଗ୍ରାମର ହରି ଗୋଲପେଡା (୫୩) ଭତ୍ତା ପାଇବ ଲାଗି ବାରମ୍ବାର ବ୍ଲକ କାର୍ଯ୍ୟାଳୟକୁ ଦୌଡି କିଛି ସୁଫଳ ପାଇନାହାନ୍ତି। ଶେଷରେ ସେ ଏନେଇ ଆବେଦନ କରିବାକୁ ଜିଲାପାଳଙ୍କ…

ବାଜପେୟୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଦେଶକୁ ଶିଖରରେ ପହଞ୍ଚାଇଥିଲା

ମାଲକାନଗିରି/ଜୟପୁର,୨୬ା୧୨(ଡି.ଏନ୍‌.ଏ./ନି.ପ୍ର.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ନଗରଭବନଠାରେ ଜିଲା ଭାଜପା ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୬ତମ ଜୟନ୍ତୀ ତଥା ସୁଶାସନ ଦିବସ ପାଳିତ ହୋଇଯାଇଛି ା ଜିଲା ଭାଜପା ସଭାପତି ତଥା ବିଧାୟକ ଆଦିତ୍ୟ ମାଡ଼ିଙ୍କ…

ଚିତ୍ରକୋଣ୍ଡା: ବନ୍ଦ ରହିଛି ବିଇଓ କାର୍ଯ୍ୟାଳୟ

ଚିତ୍ରକୋଣ୍ଡା,୨୬ା୧୨(ଡି.ଏନ.ଏ.): ଚଳିତବର୍ଷ କୋଭିଡ଼-୧୯ କଟକଣା ପାଇଁ ପିଲାଙ୍କ ପାଠପଢା ବନ୍ଦ ରହିଛି। ଦୀର୍ଘଦିନ ହେଲା ବିଦ୍ୟାଳୟ ବନ୍ଦ ଥିବାରୁ ପିଲାମନେ ଘରେ ବସିଛନ୍ତି। ମାଲକାନଗିରି ଜିଲା ଚିତ୍ରକୋଣ୍ଡାରେ ନୂତନ ଭବେ ନିର୍ମିତ ବ୍ଲକ କାର୍ଯ୍ୟାଳୟ ତିନି ବର୍ଷ ହେଲା କାର୍ଯ୍ୟକ୍ଷମ ହୋଇ…

୨୦୨୧ରେ ବି ପୁଣି ସୃଷ୍ଟି ହୋଇପାରେ ଆତଙ୍କ !

ସୋଫିଆ,୨୬।୧୨: ବିଦାୟ ନେବାକୁ ଯାଉଛି ୨୦୨୦। ଆଉ କିଛି ଦିନ ପରେ ନୂଆବର୍ଷ ୨୦୨୧ ଆସିବ। ଲୋକେ ପୁରୁଣା ବର୍ଷର ଦୁଃଖ ଭୁଲି ନୂଆବର୍ଷକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ବୁଲଗେରିଆର ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ଦ୍ୱାରା…

ଆଜିଠୁ ସହରବାସୀଙ୍କ ଜଗା ଦର୍ଶନ

ପୁରୀ ଅଫିସ,୨୬ା୧୨: ପୁରୀବାସୀଙ୍କ ଦର୍ଶନକୁ ସୁବ୍ୟବସ୍ଥିତ କରିବା ପାଇଁ ପ୍ରଶାସନର ପ୍ରସ୍ତୁତି ଶୁକ୍ରବାର ଶେଷ ହୋଇଛି। ବ୍ୟାରିକେଡ୍‌ ଓ କରିଡର କାର୍ଯ୍ୟ ସରିଛି। ମୁଖ୍ୟ ବ୍ୟାରିକେଡ୍‌ ପାଖରେ ୮ଟି କିଓସ୍କୋ ରଖାଯାଇଛି। ପ୍ରତି କିଓସ୍କୋରେ କ୍ୟାମେରା ସଂଯୋଗ ହୋଇଛି। ପରିଚୟପତ୍ର ଓ…

ପୋଲିସ ଲାଠିମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା

ରାୟଗଡ଼ା ଅଫିସ,୨୬ା୧୨: ହେଲ୍‌ମେଟ ନ ପିନ୍ଧି ଗାଡ଼ି ଚଳାଇଥିବା ଜଣେ ଯୁବକ ପୋଲିସ ଲାଠିମାଡ଼ରେ ଆହତ ହୋଇଛନ୍ତି। ସେ ହେଲେ ରାୟଗଡ଼ା ଥାନା ଅଧୀନ ତଳ ସାଙ୍କେସ ଗ୍ରାମର ପୀତାମ୍ବର ହିମିରିକାଙ୍କ ପୁଅ ରାହୁଲ ହିମିରିକା(୧୮)। ରାହୁଲ ଏବଂ ଭାଇ କିଷାନ…

କମିଲା ଥଣ୍ଡା

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ଗତ କିଛି ଦିନ ଧରି ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଥିବା ବେଳେ ଶୁକ୍ରବାର ହ୍ରାସ ପାଇଛି। ପାରଦ ୨ରୁ ୩ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା…

ଶୁଖିଲା ପ୍ରକଳ୍ପ, ମେଣ୍ଟୁନାହିଁ ଶୋଷ

ଯାଜପୁର ଅଫିସ,୨୬ା୧୨: ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ନଳକୂପରେ ସୌରଚାଳିତ ପମ୍ପ୍‌ ସଂଯୋଗ କରାଯାଇଛି। ହେଲେ ଅଧିକାଂଶ ପ୍ରକଳ୍ପ ଅଚଳ ହୋଇ ପଡିଥିବାରୁ ଏଥିରେ ଲୋକଙ୍କ ଶୋଷ ମେଣ୍ଟୁ ନ ଥିବା ଅଭିଯୋଗ ହୋଇଛି। ଗତ…

ଘର ଭିତରେ ଅସ୍ତ୍ରାଗାର ଦେଖାଇଲେ ଡି’ ବ୍ରଦର୍ସ

କଟକ ଅଫିସ, ୨୬।୧୨: ଗ୍ୟାଙ୍ଗଷ୍ଟର ଡି’ ବ୍ରଦର୍ସ ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ୍‌ ପୋଲିସ ଗୁରୁବାରଠାରୁ ୩ ଦିନିଆ ରିମାଣ୍ଡରେ ଆଣିଛି। ଜେଲ ମଧ୍ୟରେ ରହି ଡି’ ବ୍ରଦର୍ସ କିପରି ଅପରାଧ ସାମ୍ରାଜ୍ୟ ଚଳାଉଥିଲେ ତାହା ଜାଣିବାକୁ ପୋଲିସ ଜୋର୍‌ଦାର…

ବିଜେଡି ଗଣମାଧ୍ୟମ ଟିମ୍‌ ଗଠିତ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ବିଜୁ ଜନତା ଦଳର ଗଣମାଧ୍ୟମ ଟିମ୍‌ର ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଟିମ୍‌ରେ ୬ ଜଣ ଜାତୀୟସ୍ତରର ମୁଖପାତ୍ର ଏବଂ ୧୬ ଜଣଙ୍କୁ ରାଜ୍ୟସ୍ତରର ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି।…

‘ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ’

ପୁରୀ ଅଫିସ,୨୬ା୧୨: ‘ନୂତନ ବର୍ଷ ଓଡ଼ିଶାବାସୀଙ୍କ ପାଇଁ ଖୁସିର ବର୍ଷ ହେଉ। ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ। ସାମଗ୍ରିକ ଭାବେ ସମସ୍ତଙ୍କର ଉନ୍ନତି ହେଉ। କରୋନା ଯୋଗୁ ରାଜ୍ୟ ଅର୍ଥନୀତି କିଛି ମାତ୍ରାରେ ପ୍ରଭାବିତ ହୋଇଛି। ମାତ୍ର ରାଜ୍ୟ ସରକାରଙ୍କ…

ବ୍ରିଟେନ୍‌ ଫେରନ୍ତା ୪ବର୍ଷ ଶିଶୁକନ୍ୟା ପଜିଟିଭ

ଭୁବନେଶ୍ୱର, ୨୬ା୧୨(ବ୍ୟୁରୋ): ବ୍ରିଟେନ୍‌ରୁ ଓଡ଼ିଶା ଫେରିଥିବା ଜଣେ ୪ବର୍ଷର ଶିଶୁକନ୍ୟା କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯିବା ପରେ ସହରରେ ଆତଙ୍କ ଖେଳିଯାଇଛି। ତେବେ ଆକ୍ରାନ୍ତ ଶିଶୁଙ୍କୁ ଚିକିତ୍ସା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri