ବୟସ ୪୦ ଟପିଲେ ହୋଇପାରେ ଏସବୁ ରୋଗ
ଯଦି ବୟସ ୪୦ ଟପିଗଲାଣି ତେବେ ସତର୍କ ହୋଇଯାଆନ୍ତୁ ବୋଲି ଆମେରିକାର ଏକ ସ୍ବାସ୍ଥ୍ୟ ବିଶେଷଜ୍ଞ ଟିମ୍ ଗବେଷଣା କରି କହିଛନ୍ତି। ଉକ୍ତ ଟିମ୍ କହିଛି, ଏହି ସମୟରେ ନିଜର ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ଜରୁରୀ। ଏହି ବୟସରେ ରୋଗ…
ଚୟନରେ ସ୍ବଚ୍ଛତାକୁ ଦେବାଶିଷଙ୍କ ଗୁରୁତ୍ୱ
ଭୁବନେଶ୍ୱର, ୨୬।୧୨(କ୍ରୀଡ଼ା ପ୍ରତିନିଧି)-”ଓଡ଼ିଶାରେ ବହୁ ପ୍ରତିଭାସମ୍ପନ୍ନ କ୍ରିକେଟର ଅଛନ୍ତି, ମାତ୍ର ସେମାନଙ୍କୁ ତାହା ପ୍ରଦର୍ଶନ ମାଧ୍ୟମରେ ଦେଖାଇବାକୁ ପଡ଼ିବ। ତା’ ହେଲେ ଯାଇ ଜାତୀୟ ଦଳପାଇଁ ସୁଯୋଗ ସୃଷ୍ଟି ହୋଇପାରିବ। ନ ହେଲେ ଚୟନକର୍ତ୍ତା କିଛି କରିପାରିବେନି। କୋଭିଡ୍ ପାଇଁ ଯଦିଓ…
ଗୁମ୍ଫା ବୁଲିବା ପାଇଁ ଟିକଟ ଦାମ ୨ ଲକ୍ଷ ଟଙ୍କା…
ଦୁନିଆର ଭୟଙ୍କର ଗୁମ୍ଫା ବୁଲିବା ପାଇଁ ପର୍ଯ୍ୟଟକଙ୍କୁ ୨ ଲକ୍ଷ ଟଙ୍କାର ଟିକଟ କିଣିବାକୁ ପଡ଼େ। ଏହା ଶୁଣିଲେ ହୁଏତ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ଏହା ସତ। ଭିଏତ୍ନାମ୍ରେ ରହିଛି ଏପରି ଏକ ଗୁମ୍ଫା। ଏହାର ଲମ୍ବ…
ଡ୍ୟାମ୍ରେ ବୁଡିଗଲେ ଏହି ପ୍ରସିଦ୍ଧ ମାଲାୟାଲମ ଅଭିନେତା
ନୂଆଦିଲ୍ଲୀ,୨୫।୧୨-ପ୍ରସିଦ୍ଧ ମାଲାୟାଲମ ଅଭିନେତା ଅନୀଲ ନେଦୁମଙ୍ଗଦଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସାଙ୍ଗମାନଙ୍କ ସହ କେରଳର ଥୋଡୁପୁଝା ମଲନକାରା ଡ୍ୟାମରେ ଅନୀଲ ଗାଧୋଉଥିବା ବେଳେ ଗଭୀର ପାଣିରେ ବୁଡ଼ି ଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସୂଚନା ମୁତାବକ, ଅନୀଲ…
ରାଜ୍ୟରେ ସୁସ୍ଥ ହେଲେ ୪୦୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୫।୧୨(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡରୁ ଜିଲାରୁ ସର୍ବାଧିକ ୫୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୨, କେନ୍ଦ୍ରାପଡାରୁ ୩୩, କଟକରୁ ୨୭, ସମ୍ବଲପୁରରୁ ୨୬, ବଲାଙ୍ଗିରିରୁ ୨୪, ଯାଜପୁରରୁ ୨୪, ମୟୂରଭଞ୍ଜରୁ ୨୨, ପୁରୀରୁ…
ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ଦାଉଦର ପୁତୁରା କରୋନା ମୃତ
ଇସଲାମବାଦ,୨୫।୧୨-ମୋଷ୍ଟ ୱାଣ୍ଟେଡ ଆତଙ୍କବାଦୀ ଦାଉଦ ଇବ୍ରାହିମର ପୁତୁରା ସିରାଜ କାସକର(୩୮) ମହାମାରୀ କରୋନାରେ ଶୁକ୍ରବାର ମୃତ୍ୟୁବରଣ କରିଛି। ସିରାଜ କରୋନାରେ ଆକ୍ରାନ୍ତ ହେବା ପରେ ପାକିସ୍ତାନର କରାଚୀସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଦୀର୍ଘ ଏକ ସପ୍ତାହ ଧରି ଡାକ୍ତରଖାନାରେ…
ବ୍ରିଟେନ ଫେରନ୍ତା ଶିଶୁ କରୋନା ପଜିଟିଭ
ଭୁବନେଶ୍ୱର,୨୫।୧୨(ବ୍ୟୁରୋ)-ବ୍ରିଟେନ ଫେରନ୍ତା ୪ ବର୍ଷର ଶିଶୁ କରୋନା ପଜିଟିଭ ଚିହ୍ନଟ ହୋଇଛି। ଗତ ୨୦ ତାରିଖରେ ବାପା-ମାଆଙ୍କ ସହ ଶିଶୁ ବ୍ରିଟେନରୁ ଭୁବନେଶ୍ୱର ଫେରିଥିଲେ। ସମସ୍ତଙ୍କର କୋଭିଡ ଟେଷ୍ଟ ହୋଇଥିଲା। ବାପା ଓ ମାଆଙ୍କର କୋଭିଡ ଟେଷ୍ଟ ନେଗେଟିଭ ଆସିଥିବା ବେଳେ…
ପରିବାର ସହ ମିଶି ଖ୍ରୀଷ୍ଟମାସ ପାଳିଲେ କରୀନା
ମୁମ୍ବାଇ,୨୫।୧୨-ବଲିଉଡ ଅଭିନେତ୍ରୀ କରୀନା କପୁର ଖାନ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି। ଖ୍ରୀଷ୍ଟମାସ ଅବସରରେ କରୀନା ତାଙ୍କ ପରିବାର ଲୋକଙ୍କ ସହ ନଜର ଆସିଛନ୍ତି। କରୀନା ପରିବାର…
ମୟୂରଭଞ୍ଜରେ ପୁଣି ଭୂକମ୍ପ ଝଟକା
ବାରିପଦା ଅଫିସ/ବୈଶିଙ୍ଗା(ଡି.ଏନ.ଏ.),୨୫ା୧୨-ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅପରାହ୍ନ ୨ଟା ୧୫ ମିନିଟ ସମୟରେ ଜିଲାର ବଡ଼ସାହି, ବେତନଟୀ, ବୈଶିଙ୍ଗା, ଖୁଣ୍ଟା ଓ ଗୋପବନ୍ଧୁନଗର ଆଦି ଅଞ୍ଚଳରେ ଅନୁଭୂତ ଏହି ମୃଦୁ ଭୂମିକମ୍ପ ବିଷୟରେ ଲୋକେ ହଠାତ୍ କିଛି…
ଭାଜପାରେ ମିଶିଲେ ଜେଡିୟୁର ୬ ବିଧାୟକ
ପାଟନା,୨୫।୧୨-ନୀତିଶ କୁମାରଙ୍କ ଦଳ ଜନତା ଦଳ ୟୁନାଇଟେଡ (ଜେଡିୟୁ)କୁ ଲାଗିଛି ଶକ୍ତ ଝଟକା। ଦଳର ୬ ଜଣ ବିଧାୟକ ଭାଜପାରେ ସାମିଲ ହୋଇଛନ୍ତି। ଅରୁଣାଚଳ ପ୍ରଦେଶରେ ଜେଡିୟୁର ୭ଜଣ ବିଧାୟକଙ୍କ ମଧ୍ୟରୁ ୬ ଜଣ ଦଳ ଛାଡି ଶୁକ୍ରବାର ଭାଜପାରେ ଯୋଗ…
ଗ୍ୟାଙ୍ଗଷ୍ଟର ଡି-ବ୍ରଦର୍ସଙ୍କ ଘରୁ ପୁଣି ମିଳିଲା ଗୁଳି ଓ ବନ୍ଧୁକ
ଭୁବନେଶ୍ୱର,୨୫।୧୨(ବ୍ୟୁରୋ)-ଗ୍ୟାଙ୍ଗଷ୍ଟର ଡି-ବ୍ରଦର୍ସଙ୍କ ଘରୁ ପୁଣି ମିଳିଲା ବନ୍ଧୁକ ଓ ଗୁଳି। ଶୁକ୍ରବାର କମିଶନରେଟ ପୋଲିସ ଚଢାଉ କରି ୩ଟି ବନ୍ଧୁକ ଓ ୧୭୦ ରାଉଣ୍ଡ ଗୁଳି ଜବତ କରିଛି। ଏ ନେଇ ପୋଲିସ କମିଶନର ଡକ୍ଟର ସୁଧାଂଶୁ ଷଡଙ୍ଗୀ ସୂଚନା ଦେଇଛନ୍ତି।…
ବୋଲେରୋ ଉପରେ ଚଢିଗଲା ଟ୍ରକ
ବାଲିଆ,୨୫।୧୨-ଉତ୍ତରପ୍ରଦେଶର ବାଲିଆ ଜିଲା ସାହାଟୱାର ପୋଲିସ ଷ୍ଟେସନ ନିକଟ ବାଶଂଡିହ-ରେବତୀ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ମାଲ ବୋଝେଇ ଟ୍ରକ ବୋଲେରୋ ଉପରେ ଚଢିଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି।…
Archives


