ବ୍ରେକ୍ଜିଟ୍: ଡିଲ୍ ଡନ୍
ଲଣ୍ଡନ,୨୫ା୧୨:‘ଡିଲ୍ ଇଜ୍ ଡନ୍’। ୟୁରୋପୀୟ ସଂଘ (ଇୟୁ)ଠାରୁ ବ୍ରିଟେନ ଅଲଗା ହେବା ପରେ ଉଭୟ ପକ୍ଷ ମଧ୍ୟରେ ଶେଷରେ ‘ପୋଷ୍ଟ ବ୍ରେକ୍ଜିଟ୍ ଡିଲ୍’ ସମ୍ପନ୍ନ ହୋଇଛି। ଏହାକୁ ନେଇ ଉଲ୍ଲସିତ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ ଗୁରୁବାର ରାତିରେ ସୋସିଆଲ ମିଡିଆରେ…
‘କରୋନାର ନୂଆ ଷ୍ଟ୍ରେନ୍, ଦ୍ୱିତୀୟ ଲହର ନୁହେଁ’
ଭୁବନେଶ୍ୱର,୨୫।୧୨(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମିଛି। ଗତ ୨୪ ଘଣ୍ଟାରେ ମାତ୍ର ୨୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା ୩,୨୭,୫୪୨ରେ ପହଞ୍ଚତ୍ଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୮ ଜିଲାରୁ ଜଣେ ବି ସଂକ୍ରମିତ ନାହାନ୍ତି। କିନ୍ତୁ ବ୍ରିଟେନରେ କରୋନାର ନୂଆ…
ସବୁବେଳେ ଶ୍ରୀଦେବୀଙ୍କ ପାଦ ଧରୁଥିଲେ ଏହି ସୁପରଷ୍ଟାର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବଲିଉଡ୍ର ପ୍ରସିଦ୍ଧ ଅଭିନେତା ଅନିଲ କପୁର ନିଜର ଫିଟ୍ନେସ୍କୁ ନେଇ ସବୁବେଳେ ସୋସିଆଲ ମିଡିଆରେ ସକ୍ରିୟ ରହିଥାନ୍ତି। ହେଲେ ଏବେ ଅନିଲ ଶ୍ରୀଦେବୀଙ୍କୁ ନେଇ ଏକ ବଡ଼ ରାଜ୍ ଖୋଲିଛନ୍ତି। ଏକ ସାକ୍ଷାତକାରରେ ଅନିଲ କହିିଛନ୍ତି ଯେ, ଶ୍ରୀଦେବୀଙ୍କର ମୃତ୍ୟୁ ହୋଇସାରିଥିଲେ…
ନଗ୍ମାଙ୍କ ପ୍ରେମରେ ପଡ଼ିଥିଲେ ସୌରଭ ଗାଙ୍ଗୁଲୀ…
ମୁମ୍ବାଇ,୨୫।୧୨: ସାଉଥ୍ ଅଭିନେତ୍ରୀ ନଗ୍ମା ଶୁକ୍ରବାର ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୪ ଡିସେମ୍ବର ୨୫ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ନନ୍ଦିତା ଅରବିନ୍ଦ ମୋରାରଜି ଥିଲା। ତେବେ ଫିଲ୍ମରେ ଅଭିନୟ ପରେ ତାଙ୍କର ନାମ ପରିବର୍ତ୍ତନ…
ଟୟଲେଟ ମଗରେ ଚା’ ପିଉଥିଲେ ସଲମାନ୍ ଖାନ୍
ବଲିଉଡ୍ର ଚୁଲବୁଲ ପାଣ୍ଡେ ସଲମାନ୍ ଖାନ୍ଙ୍କ ଜନ୍ମଦିନ ପାଖେଇ ଆସିଲାଣି। ୨୭ ଡିସେମ୍ବରରେ ସେ ୫୫ ବର୍ଷର ହୋଇଯିବେ। କିନ୍ତୁ ଚଳିତ ବର୍ଷ ସେ ନିଜର ଜନ୍ମଦିନ ପାଳନ କରିବେ ନାହିଁ। କାରଣ ସେ ଉକ୍ତ ସମୟରେ ତାଙ୍କର ଏକ ଫିଲ୍ମର…
ଆଲିଆଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ରଣବୀର: କହିଲେ, ମୁଁ ମୋ ଜୀବନର ଏହି ଲକ୍ଷ୍ୟକୁ ଶୀଘ୍ର ପୂରଣ କରିବାକୁ ଚାହୁଁଛି
ବଲିଉଡ୍ ଇଣ୍ଡଷ୍ଟ୍ରିର ଚର୍ଚ୍ଚିତ ଯୋଡି ମଧ୍ୟରୁ ଅନ୍ୟତମ ରଣବୀର କପୁର-ଆଲିଆ ଭଟ୍ଟ। ଏହି ଯୋଡି ଅଧିକାଂଶ ସମୟରେ ଚର୍ଚ୍ଚାରେ ରହିଥାନ୍ତି। କିନ୍ତୁ ଏବେ ସେମାନଙ୍କ ବିବାହକୁ ନେଇ ଚର୍ଚ୍ଚା ଯୋର୍ ଧରିଛି। ରଣବୀର, ଆଲିଆଙ୍କ ବିବାହକୁ ନେଇ ସେମାନଙ୍କ ପ୍ରଶଂସକ ମଧ୍ୟ…
କୋଟିପତି ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଗୁଣପୁର,୨୪।୧୨(ଡି.ଏନ୍.ଏ.)-ରାୟଗଡ଼ା ଜିଲା ଗୁଣପୁର ପୂର୍ତ୍ତ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଉଦ୍ଧବ ପାଢୀଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ରହିଥିଲା। ଗୁରୁବାର ତାଙ୍କ ସରକାରୀ ବାସଭବନ, କାର୍ଯ୍ୟାଳୟ ଏବଂ ବ୍ରହ୍ମପୁରସ୍ଥିତ ନିଜ ଘରେ ଭିଲିଲାନ୍ସ ଚଢାଉ…
ବଣକାଟି ଗଁାରେ ଦନ୍ତା: ଲୋକେ ଆତଙ୍କିତ
ଜଳେଶ୍ୱର,୨୪।୧୨(ସ୍ବ.ପ୍ର.)-ସପ୍ତାହେ ନ ପୂରୁଣୁ ପୁଣି ଏକ ଦନ୍ତା ହାତୀ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ରାଇବଣିଆସ୍ଥିତ ବଣକାଟି ଗଁାରେ ଆତଙ୍କ ଖେଳାଇଛି। ଶିମିଳିପାଳର ଏକ ଦନ୍ତା ଜଳେଶ୍ୱର ରେଞ୍ଜର ସୁରେଇ ସାହି, ରଙ୍ଗାମାଟିଆ ଜଙ୍ଗଲ ଦେଇ ବଣକାଟି ଗଁାରେ ପଶି…
ରାଜ୍ୟରେ ସୁସ୍ଥ ହେଲେ ୩୨୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୩୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୬୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୩୬, ଖୋର୍ଦ୍ଧାରୁ ୩୦, କଟକରୁ ୨୦, ପୁରୀରୁ ୧୯, ନୂଆପଡାରୁ ୧୭, ବାଲେଶ୍ବରରୁ ୧୭, ସମ୍ବଲପୁରରୁ ୧୪,…
ଟଳିଲେ ୨ ଆତଙ୍କବାଦୀ
ଶ୍ରୀନଗର,୨୪।୧୨-ଜମ୍ମୁ କଶ୍ମୀରର ବାରମୁଲା ଜିଲା ବନିଗାମ ପାଇନ ଅଞ୍ଚଳରେ ଗୁରୁବାର ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ ଆତଙ୍କୀଙ୍କ ପରିଚୟ ଖୋଜୁଛି। ଆତଙ୍କବାଦୀ…
ମେଡିକାଲରେ ଭର୍ତ୍ତି ହେଲେ ଜନ ଆବ୍ରାହମ
ବାରଣାସୀ,୨୪।୧୨-ଉତ୍ତରପ୍ରଦେଶ ବାରଣସୀରେ ଶୁଟିଂ ଚାଲିଥିବାବେଳେ ବଲିଉଡ ଅଭିନେତା ଜନ ଆବ୍ରାହମ ଗୁରୁବାର ଆହତ ହୋଇଛନ୍ତି। ଆଗାମୀ ଫିଲ୍ମ ’ସତ୍ୟମେବ ଜୟତେ ୨’ର ଶୁଟିଂରେ ସମୟରେ ଜନଙ୍କ ଡାହାଣ ହାତରେ ଶକ୍ତ ଆଘାତ ଲାଗିଛି। ଏହାପରେ ଜନଙ୍କୁ ଚିତିପୁର ସ୍ଥିତ ଏକ ଘରୋଇ…
ରାଉରକେଲାରେ ହେବ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ
ଭୁବନେଶ୍ୱର,୨୪।୧୨(ବ୍ୟୁରୋ)-୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପକୁ ଓଡ଼ିଶା ସରକାର ଆୟୋଜନ କରିବେ। ଏ ନେଇ କ୍ରୀଡ଼ା ଭିତ୍ତିଭୂମିର ବିକାଶ କରାଯାଉଛି। ବିଶ୍ୱକପକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଉରକେଲାର ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ଦେଶର ବୃହତମ ବିଶ୍ୱସ୍ତରୀୟ…
Archives


