Home

ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ କଲେ ସୌରଭ ଗାଙ୍ଗୁଲି

ଅହମ୍ମଦାବାଦ,୨୪।୧୨: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ଅର୍ଦ୍ଧଶତକ ହାସଲ କରିଥିବା ପ୍ରଥମ ଖେଳାଳି ହୋଇଛନ୍ତି। ସେ ବିସିସିଆଇ ସଚିବ ଜୟ ଶାହାଙ୍କ ଦଳ ବିପକ୍ଷରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଡିସେମ୍ବର ୨୪ରେ ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ…

ଭାରତ ହାରିଲା କେୟର୍ନ ଟିକସ ମାମଲା

ନୂଆଦିଲ୍ଲୀ,୨୪।୧୨ : ବ୍ରିଟେନର ଶକ୍ତିି କମ୍ପାନୀ କେୟର୍ନ ବିରୋଧରେ ଅନ୍ତର୍ଜାତୀୟ ଆର୍ବିଟ୍ରେଶନ ଟ୍ରିବ୍ୟୁନାଲରେ ଚାଲିଥିବା ଟିକସ ମାମଲାରେ ଭାରତକୁ ମଙ୍ଗଳବାର ବଡ଼ ଝଟ୍‌କା ଲାଗିଛି। ଉକ୍ତ କମ୍ପାନୀକୁ ୧.୪ ବିଲିୟାନ ଡଲାର (ପ୍ରାୟ ୮ ହଜାର କୋଟି ଟଙ୍କା) କ୍ଷତିପୂରଣ ଦେବାକୁ…

୧୧ ବର୍ଷ ବୟସରୁ ଯୋଗ କରୁଥିବା ଜଗ୍ଗି ବାସୁଦେବ ଏବେ ସଦ୍‌ଗୁରୁ: ଜାଣନ୍ତୁ ଆଧ୍ୟାତ୍ମ୍ୟ ପଥରେ କିଭଳି ଥିଲା ତାଙ୍କ ଯାତ୍ରା

ଯୋଗ ଏବଂ ଧ୍ୟାନର ପ୍ରଚାରକ ହେଲେ ଜଗ୍ଗି ବାସୁଦେବ ଓରଫ ସଦ୍‌ଗୁରୁ। ସେ ଇଶା ଫାଉଣ୍ଡେଶନର ସଂସ୍ଥାପକ ମଧ୍ୟ। ଏହି ଅନୁଷ୍ଠାନ ସାମାଜିକ କଲ୍ୟାଣ ଦିଗରେ କାର୍ଯ୍ୟ କରିଆସୁଛି। ଯୋଗର ପ୍ରଚାର-ପ୍ରସାର କରିବା ଫାଉଣ୍ଡେଶନର ମୁଖ୍ୟ ଉଦ୍ଦେଶ୍ୟ। ଅନେକଙ୍କ ଗୁରୁ ସାଜିଥିବା…

ସ୍ତ୍ରୀଙ୍କ ପାଇଁ ଭାରତ ଫେରିଲେ କୋହଲି

ଭାରତୀୟ କ୍ରିକେଟ ଦଳର ବିରାଟ କୋହଲି ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ଖେଳି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଜାନୁଆରୀରେ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ପ୍ରଥମ ସନ୍ତାନକୁ ଜନ୍ମ ଦେବେ। ତେଣୁ ଏହି ସମୟରେ ସ୍ତ୍ରୀଙ୍କ ସହ ରହିବା…

ମାତ୍ର ୧ ଟଙ୍କା ନେଇ ଗୀତ ଗାଉଥିଲେ ଏହି ପ୍ରସିଦ୍ଧ ଗାୟକ

ବଲିଉଡ୍‌ର ପ୍ରସିଦ୍ଧ ଗାୟକ ମହମ୍ମଦ ରଫିଙ୍କ ଆଜି ଜନ୍ମଦିନ। ୧୯୨୪ ଡିସେମ୍ବର ୨୪ ତାରିଖରେ ପଞ୍ଜାବର କୋଟଲ ସୁଲତାନ ସିଂହ ଗ୍ରାମରେ ହୋଇଥିଲା। ପିତା ହାଜି ଅଲ୍ଲୀ ମହମ୍ମଦଙ୍କର ଛଅଟି ସନ୍ତାନଙ୍କ ଭିତରୁ ରଫି ଥିଲେ ଦ୍ୱିତୀୟ। ତେଙ୍କୁ ଘରେ ସମସ୍ତେ…

ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିପାରୁନି ଓଡ଼ିଶା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ):ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ଓଡିଶା ୨୮ ରାଜ୍ୟ ମଧ୍ୟରେ ୧୬ତମ ସ୍ଥାନରେ ରହିଛି। ଅପପୁଷ୍ଟି କ୍ଷେତ୍ରରେ ଓଡିଶା ଜାତୀୟ ହାରଠାରୁ ସାମାନ୍ୟ ତଳେ ରହିଥିଲେ ମଧ୍ୟ ରାଜ୍ୟର ଆଦିବାସୀ ଅଞ୍ଚଳର ସ୍ଥିତି ଚିନ୍ତାଜନକ ରହିଛି। ମାଲକାନଗିରି ଜିଲାରେ…

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ…

ମୃତ୍ୟୁ ଦଣ୍ଡାଦେଶ ଖାରଜ କଲେ ହାଇକୋର୍ଟ

କଟକ ଅଫିସ୍‌, ୨୪ା୧୨:ଅନୁଗୋଳ ଜିଲାରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ହାଇକୋର୍ଟ ବୁଧବାର ଖାରଜ କରିଛନ୍ତି। ଏଥିସହ ପୋକ୍‌ସୋ ଅଦାଲତ ନିଜ ରାୟର ସମୀକ୍ଷା କରିବାକୁ ଉଚ୍ଚ ଅଦାଲତ କହିଛନ୍ତି।…

ଅଭିଯୁକ୍ତଙ୍କ ମା’ଙ୍କ ବୟାନ ବଦଳିଲା

ନୟାଗଡ଼ ଅଫିସ,୨୪ା୧୨:ପରୀ ଅପହରଣ ଓ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ନୟାଗଡ଼ ଜିଲା ସଦର ଥାନା ଅଧୀନ ଯଦୁପୁର ଗାଁର ଜଣେ କଲେଜ ଛାତ୍ରଙ୍କୁ ଏସ୍‌ଆଇଟି ଗିରଫ କରିବା ପରେ କୋର୍ଟ ଚାଲାଣ କରିଥିଲା। ଏବେ ଏସ୍‌ଆଇଟି ତାଙ୍କୁ ୩…

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ, ୨୪ା୧୨:କରୋନା ଯୋଗୁ ଗତ ୯ ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ବୁଧବାର ଖୋଲିଛି। ଭକ୍ତଙ୍କୁ ମହାପ୍ରଭୁ ଦର୍ଶନ ଦେଇଛନ୍ତି। ଫଳରେ ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିଛି। ପୁରୀ ଜିଲା ପ୍ରଶାସନର ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ…

ବୋଥ୍ରାଙ୍କ ପଲିଗ୍ରାଫ୍‌ ଟେଷ୍ଟ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ,୨୪ା୧୨:ପରୀ ହତ୍ୟା ତଦନ୍ତର ଦିଗ ବାରମ୍ବାର ବଦଳୁଛି। ଗତ ନଭେମ୍ବର ୨୫ରେ ବିଧାସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିବୃତି ରଖି ମେଡିକାଲ ତଥ୍ୟ ଯାଞ୍ଚ ଆଧାରରେ ବଳାତ୍କାର ହୋଇଥିବା ରିପୋର୍ଟ ହସ୍ତଗତ ହୋଇନାହିଁ ବୋଲି କହିଥିଲେ। କିନ୍ତୁ ଡିସେମ୍ବର…

୬୪ ବର୍ଷରେ ଅନୀଲ କପୁର: ବିବାହ ପରେ ବି ପଡ଼ିଥିଲେ ପ୍ରେମରେ…

ମୁମ୍ବାଇ,୨୪।୧୨: ବଲିଉଡ୍‌ର ଚକୋଲେଟ ହିରୋ ଅନୀଲ କପୁର ଗୁରୁବାର ୬୪ ବର୍ଷରେ ପାଦ ଦେଇଛନ୍ତି । ସେ ୧୯୫୬ ଡିସେମ୍ବର ୨୪ରେ ମୁମ୍ବାଇର ଚେମ୍ବୁରଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଫିଲ୍ମ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥାଏ। ଅନୀଲଙ୍କ ଫିଲ୍ମ କ୍ୟାରିୟର ପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri