ବାଟ ଦେଖାଇଛି ବାୟୋ ଫ୍ଲକ
ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ପଞ୍ଚାୟତ ତୁଳସୀପୁର ଗ୍ରାମର ୩୩ ବର୍ଷ ବୟସ୍କ ମହେଶ୍ୱର ସାମଲ ଓରଫ ଟୁନା (ବାପା-ସ୍ବର୍ଗତ କୈଳାଶ ଚନ୍ଦ୍ର ସାମଲ, ମା-ଶାନ୍ତିଲତା ସାମଲ, ମୋ : ୮୮୪୭୮୬୬୮୨୯)। କରୋନା ମହାମାରୀ ସମୟରେ ତାଙ୍କୁ ଏକ ନୂଆ…
ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ। ବାରିପଦାରେ ଅବସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟକୁ ଏବେ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା…
କରୋନାର ନୂଆ ସ୍ବରୂପ: ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ନୂଆଦିଲ୍ଲୀ,୨୩।୧୨: କରୋନା ଭୂତାଣୁର ନୂଆ ସ୍ବରୂପ ନେଇ ଦିଲ୍ଲୀ ହାଇକୋର୍ଟ ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ବ୍ରିଟେନ୍ରୁ ଦିଲ୍ଲୀ ଫେରିଥିବା ଲୋକଙ୍କର ଯାଞ୍ଚ୍ କରାଯିବା ସହିତ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବା ଉପରେ କୋର୍ଟ ଗୁରୁତ୍ୱାରୋପ କରିଛନ୍ତି। କେନ୍ଦ୍ର…
ରଣବୀରଙ୍କ ସହ ବିବାହକୁ ନେଇ ଏମିତି କହିଲେ ଆଲିଆ
ବଲିଉଡ୍ର ଚର୍ଚ୍ଚିତ ଖବର ମଧ୍ୟରେ ଅନ୍ୟତମ ରଣବୀର କପୁର-ଆଲିଆ ଭଟ୍ଟଙ୍କ ବିବାହ। ଉଭୟଙ୍କ ବିବାହକୁ ନେଇ ଅନେକ ଦିନ ହେବ ଚର୍ଚ୍ଚା ଚାଲିଛି। ଗତ ୨ ବର୍ଷ ହେବ ଉଭୟ ପରସ୍ପରକୁ ଡେଟ୍ କରିଆସୁଛନ୍ତି। ବିବାହ ଋତୁ ଆରମ୍ଭ ହେବା ମାତ୍ରେ…
ଗମ୍ଭୀରଙ୍କ ଫର୍ମୁଲା: ଦ୍ୱିତୀୟ ଟେଷ୍ଟରେ ୫ ବୋଲର ଖେଳାଯାଉ; ବିରାଟଙ୍କ ସ୍ଥାନରେ ଆସନ୍ତୁ ଏହି କ୍ରିକେଟର
ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଭାରତୀୟ ଟିମ୍ ୫ଜଣ ବୋଲର୍ଙ୍କୁ ନେଇ ପଡ଼ିଆକୁ ଓହ୍ଲାଉ। ଅଧିନାୟକ ଅଜିଙ୍କ୍ୟ ରାହାଣେ ଚତୁର୍ଥ ସ୍ଥାନରେ ବ୍ୟାଟିଂ କରିବାକୁ ଆସନ୍ତୁ ବୋଲି ପୂର୍ବ ଓପନର ଗୌତମ ଗମ୍ଭୀର କହିଛନ୍ତି। ଦଳର ନିୟମିତ ଅଧିନାୟକ…
ସନ୍ୟାସ ଘୋଷଣା ପରେ ପ୍ରଥମ ଥର ମୁହଁ ଖୋଲିଲେ ଆମିର: କହିଲେ ‘ଏହି ଦୁଇଜଣଙ୍କ ପାଇଁ ଏଭଳି କଠିନ ନିଷ୍ପତ୍ତି ନେବାକୁ ବାଧ୍ୟ ହେଲି’
ଲାହୋର,୨୩।୧୨: ଗତ ସପ୍ତାହରେ ପାକିସ୍ତାନର ଦ୍ରୁତ ବୋଲର ମହମ୍ମଦ ଆମିର ହଠାତ୍ ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଥିଲେ। ଏହା ପଛରେ କି କାରଣ ରହିଛି ତାହାକୁ ନେଇ ପ୍ରଶ୍ନ କରାଯାଉଥିଲା। ଏବେ ଆମିରଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ…
ରାଜ୍ୟରେ ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ, ୩ ମୃତ
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉି ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୨୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ…
ପୃଥ୍ବୀ ଶ’ଙ୍କ ସମର୍ଥନରେ ବାହାରିଲେ ‘ମିଷ୍ଟର କ୍ରିକେଟ’: କହିଲେ ‘ଦଳରୁ ବାହାର କରା ନ ଯାଉ’
ଆଡିଲେଡ୍,୨୩।୧୨: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଖରାପ ପ୍ରଦର୍ଶନ କରିବା ଯୋଗୁ ଭାରତ ଏକାଦଶରୁ ପୃଥ୍ବୀ ଶ’ଙ୍କୁ ବାହାର କରିବାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ସମୟରେ ଅଷ୍ଟ୍ରେଲିଆର ପୂର୍ବ କ୍ରିକେଟର ତଥା ‘ମିଷ୍ଟର କ୍ରିକେଟ’ ନାମରେ ଖ୍ୟାତ ମାଇକେଲ ହସେ ପୃଥ୍ବୀଙ୍କ…
ଦିଲ୍ଲୀରେ ହାଇ ଅଲର୍ଟ: ଘରଘର ବୁଲି ୭୦୦୦ ବ୍ରିଟେନ୍ ଫେରନ୍ତାଙ୍କର ହେବ ଯାଞ୍ଚ୍
ନୂଆଦିଲ୍ଲୀ,୨୩।୧୨: ବ୍ରିଟେନ୍ରେ କରୋନା ଭୂତାଣୁର ନୂଆ ରୂପ ଏବେ ମାରାତ୍ମକ ସ୍ଥିତି ସୃଷ୍ଟି କରିଛି। ଏହାକୁ ନେଇ ଭାରତ ସରକାରଙ୍କ ପକ୍ଷରୁ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇଛି। ଗତ ଦୁଇ ସପ୍ତାହ ମଧ୍ୟରେ ୯ ଡିସେମ୍ବର ସୁଦ୍ଧା ବ୍ରିଟେନ୍ରୁ ଭାରତ ଫେରିଥିବା…
ଶାଢ଼ି ବଦଳରେ ଏମିତି ପୋଷାକ ପିନ୍ଧି ଟ୍ରୋଲ ହେଲେ କଙ୍ଗନା
ବଲିଉଡ୍ର ପଙ୍ଗା କୁଇନ୍ କୁହାଯାଉଥିବା କଙ୍ଗନା ରଣାଓ୍ବତ୍ ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। ସୋସିଆଲ ମିଡିଆରେ ନିଜର ବିବୃତ୍ତି ପାଇଁ ସେ ସବୁବେଳେ ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି। ନିକଟରେ କୃଷକ ଆନ୍ଦୋଳନ ଉପରେ ବିବୃତ୍ତି ରଖି ଚର୍ଚ୍ଚାକୁ ଆସିଥିଲେ। ଏବେ…
ଆଣ୍ଟାର୍କଟିକାରେ ପହଞ୍ଚିଲା କରୋନା: ୩୬ ଗବେଷକ ଆକ୍ରାନ୍ତ
ଓ୍ବାଶିଂଟନ,୨୩।୧୨: ଏବେ ପୃଥିବୀର ସମସ୍ତ ସ୍ଥାନରେ କରୋନା ସଂକ୍ରମଣ ପହଞ୍ଚି ସାରିଛି। କୌଣସି ଅଞ୍ଚଳ କରୋନା ସଂକ୍ରମଣରୁ ମୁକ୍ତ ରହିବାକୁ ସକ୍ଷମ ହୋଇନାହିଁ। ଶେଷରେ ଅଣ୍ଟାର୍କଟିକାରେ କରୋନା ପହଞ୍ଚିଛି। ଏଠାରେ କାର୍ଯ୍ୟରତ ୩୬ ଜଣ ଗବେଷକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗବେଷକଙ୍କ…
ତାଡ଼ି ପିଇଲେ ହେବନି କରୋନା: ବିଏସ୍ପି ନେତା
ଲକ୍ଷ୍ନୌ,୨୩।୧୨: ଦେଶରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳେ ଉତ୍ତରପ୍ରଦେଶର ବିଏସ୍ପି ଭୀମ୍ ରାଜଭରଙ୍କ ଏକ ବିବାଦୀୟ ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଭୀମ୍ କହିଛନ୍ତି ଯେ, ତାଡ଼ି ପିଇଲେ କରୋନା ସଂକ୍ରମଣ ହେବ ନାହିଁ। ତାଡ଼ି ଗଙ୍ଗାଜଳଠାରୁ…
Archives


