ଡ୍ରେନକୁ ଜାମ କଲା ଅଳିଆ ଆବର୍ଜନା: ନାକ ଟେକିଲେ ପର୍ଯ୍ୟଟକ
ଦାରିଙ୍ଗବାଡି,୧୬/୪ (ଅରୁଣ ସାହୁ)-ଦାରିଙ୍ଗବାଡି ଏବେ ଅଳିଆ ଆବର୍ଜନା ଆଉ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପର୍ଯ୍ୟଟକ ଆଉ ଦାରିଙ୍ଗବାଡିକୁ ନା କହିବା ଆରମ୍ଭ କଲେଣି । ଅଳିଆ ଆବର୍ଜନା, ବର୍ଜ୍ୟବସ୍ତୁ, ଅଇଁଠା ଖଲିପତ୍ର, ପ୍ଲାଷ୍ଟିକ, ପଲିଥିନ ଯୁଆଡେ ଦେଖିବେ କୁଢ଼ କୁଢ଼…
ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା
ଭୁବନେଶ୍ୱର,୧୬ା୪(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଆଦି ଜିଲାକୁ…
୧୦ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ
ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ ପୁଅକୁ ଫେରିପାଇଛନ୍ତି। ଆଜି ଧର୍ମର ଜୟ ହୋଇଛି। ପୁଅକୁ ପାଇ ବହୁତ ଖୁସି ଅନୁଭବ…
ମନେପଡ଼ିଲେ ଦେହ ଥରୁଛି: ୧୯୭୮ ଏପ୍ରିଲ ୧୬ ଘୂର୍ଣ୍ଣିଝଡ଼ ବିଭୀଷିକା
ଆନନ୍ଦପୁର,୧୬ା୪(ସୁଶାନ୍ତ କୁମାର ସାହୁ):ସେଦିନ ଥିଲା ଏପ୍ରିଲ ୧୬। ଅପରାହ୍ନ ସମୟରେ ହଠାତ୍ କଳାବାଦଲ ଆକାଶରେ ଘୋଟିଆସିଥିଲା। କେହି କିଛି ବୁଝିବା ପୂର୍ବରୁ ଚାହୁଁ ଚାହୁଁ ପ୍ରଳୟଙ୍କାରୀ ଘୂର୍ଣ୍ଣିଝଡ଼ର ରୂପନେଇ ସବୁକିଛି ଛାରଖାର କରିଦେଇଥିଲା। ଘୂର୍ଣ୍ଣିଝଡ଼ ଏତେ ଭୟଙ୍କର ଥିଲା ଯେ, ଘଟଣାରେ…
ଓଡ଼ିଶାରେ ୫ ବର୍ଷରେ ୮,୪୦୩ ଶିଶୁ ନିଖୋଜ
ଭୁବନେଶ୍ୱର, ୧୬।୪(ସତ୍ୟଜିତ୍ ରାଉତ):ରାଜ୍ୟରେ ଗତ ୫ ବର୍ଷରେ ୮ ହଜାର ୪୦୩ ଜଣ ଶିଶୁ ନିଖୋଜ ଅଛନ୍ତି। ବିଧାନସଭାରେ ଗତ ଫେବୃଆରୀ ୧୭ରେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ତଥ୍ୟ ଦେଇଥିଲେ। ୨୦୨୦ରୁ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶାବଳରେ ଆକ୍ରମଣ: ବାପ-ପୁଅ ଗୁରୁତର
ହିଞ୍ଜିଳିକାଟୁ, ୧୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ରାଳବ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଆକ୍ରମଣ ଓ ପ୍ରତି ଆକ୍ରମଣ ଘଟିଛି। ଏଥିରେ ଗୋଟିଏ ପରିବାରର ବାପା ଓ ପୁଅ ଗୁରୁତର ଆହତ ହୋଇଛନ୍ତି।…
ରୋମାଞ୍ଚକ ମ୍ୟାଚରେ ପଞ୍ଜାବ ବିଜୟୀ, ମାତ୍ର ୯୫ ସ୍କୋରରେ କୋଲକାତା ଅଲଆଉଟ୍
ଚଣ୍ଡିଗଡ଼,୧୫ା୪: ଚଳିତ ଆଇପିଏଲ୍ରେ ମଙ୍ଗଳବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍ ରାଇଡର୍ସ(କେକେଆର୍)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ ଲକ୍ଷ୍ୟ ଆଗରେ କେକେଆର ମାତ୍ର ୯୫ ରନ କରିବାକୁ…
ଲଭର୍ ବଏ ଲୁକ୍ରେ ମାହି, ହାତରେ ଲାଲ୍ ହୃଦୟ ବେଲୁନ୍ ଧରି କହୁଛନ୍ତି ଡାଏଲଗ୍; ଅଭିନୟରେ କରିବେ ଡେବ୍ୟୁ!
ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ, ସେ ନିଶ୍ଚିତ ଭାବରେ ଧୋନୀଙ୍କର ପ୍ରଶଂସକ। କିନ୍ତୁ ଏବେ ମାହିଙ୍କ ବିଷୟରେ ଏପରି ଏକ…
ବିବାହର ୯ ବର୍ଷ ପରେ ଛାଡ଼ପତ୍ର ନେବାକୁ ଯାଉଛନ୍ତି ଦିବ୍ୟଙ୍କା? ଜାଣନ୍ତୁ ଖବର ପଛର ସତ
ମୁମ୍ବାଇ: ଟେଲି ପରଦାର ଲୋକପ୍ରିୟ ଯୋଡ଼ି ମଧ୍ୟରୁ ଦିବ୍ୟଙ୍କା ତ୍ରିପାଠୀ ଏବଂ ବିବେକ ଦହିଆଙ୍କ ଯୋଡ଼ି ଅନ୍ୟତମ। ଦୁହିଁଙ୍କ ବିବାହକୁ ଇତି ମଧ୍ୟରେ ୯ ବର୍ଷ ବିତିଛି। ହେଲେ ଏବେ ସେମାନେ ଅଲଗା ହେବାକୁ ଯାଉଥିବା ଖବର ସୋସିଆଲ ମିଡିଆରେ ଘୁରି…
ଏବର୍ଷ ମୌସୁମୀରେ କିପରି ହେବ ବର୍ଷା ? IMDର ବଡ଼ ଭବିଷ୍ୟବାଣୀ, ତାତିକୁ ନେଇ ବି କଲା ସତର୍କ
ନୂଆଦିଲ୍ଲୀ,୧୫।୪: ଆଗାମୀ ମୌସୁମୀ ଋତୁରେ ଭାରତରେ ସ୍ବାଭାବିକଠାରୁ ଅଧିକ ବୃଷ୍ଟିପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ମଙ୍ଗଳବାର କହିଛି। ଫଳରେ କୃଷିଭିତ୍ତିକ ଅର୍ଥନୀତି ପାଇଁ ଭଲ ଫସଲ ଅମଳ ହେବାର ଆଶା ସଞ୍ଚାର ହୋଇଛି। ଭାରତରେ ଦକ୍ଷିଣପଶ୍ଚିମ ମୌସୁମୀ…
କେରଳରେ ବସ୍ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ
ମୋହନା,୧୫ା୪ (ମନ୍ମଥ ମିଶ୍ର): ଗଜପତିରେ ପୁଣି ଦାଦନ ଦୁଃଖ। କେରଳରେ ବସ ଧକ୍କାରେ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ମୋହନା ଥାନା ଚନ୍ଦ୍ରଗିରି ଗ୍ରାମ ହରିଜନ ସାହିର ରସାନ୍ତ କୁମାର ମାଳି। ରସାନ୍ତ ୨ବର୍ଷ ତଳେ କେରଳର…
ନାରୀ ନିର୍ଯାତନା-ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ: ଦାରିିଙ୍ଗବାଡ଼ିରେ କଂଗ୍ରେସର ମଶାଲ ଶୋଭାଯାତ୍ରା
ଦାରିଙ୍ଗବାଡି,୧୫।୪ (ଅରୁଣ ସାହୁ)- ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଓ ରନ୍ଧନ ଗ୍ୟାସର ଦରବୃଦ୍ଧି ପ୍ରତିବାଦରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା କରାଯାଇ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଦିନକୁ ଦିନ ରାଜ୍ୟରେ ମହିଳାଙ୍କୁ…
Archives


