Home

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ ଭିଡିଓ ଶେୟାର କରି ସ୍ପଷ୍ଟ କରିଛନ୍ତି ଯେ ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ମା’…

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ ଫସି ରହିଥିବା ଯାତ୍ରୀମାନଙ୍କୁ ସାହାଯ୍ୟ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫ ଡିଗ୍ରୀ ରହିଛି। ଫଳରେ ରାଜ୍ୟରେ ସବୁଠାରୁ କମ୍‌ ତାପମାତ୍ରା ବୋଲି କୁହାଯାଇଛି। ପ୍ରବଳ ଜାଡ଼…

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ ନିବେଦନ କରୁଥିବାର ଦେଖାଯାଉଛି। ସେ ଅଭିଯୋଗ କରିଛନ୍ତି ଯେ ତାଙ୍କ ସ୍ୱାମୀ ତାଙ୍କୁ କରାଚୀରେ…

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ ଲାଗି ଯାଇଛି। ଆଖି ଆଗରେ ହୁ ହୁ ହେଇ ଜଳିଯାଇଛି ପୁରା ନାଇଟ୍ କ୍ଲବ୍।…

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ ନିଷ୍ପତ୍ତି କରିଛନ୍ତି। ଏହି ଯୋଜନା ଜରିଆରେ ରେଶମକୀଟର ବିହନ ପ୍ରସ୍ତୁତି, ରେଶମ ପ୍ରଜାତିର ସଂରକ୍ଷଣ…

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପାଇଁ ନୂତନ ପଦ ସୃଷ୍ଟି ହୋଇଛି। ବିଦ୍ୟାଳୟରେ ପୂର୍ୱରୁ ଥିବା…

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ଲାଗି ସରକାର ୧୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେଉଛନ୍ତି। ହେଲେ ମୁଖ୍ୟ…

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର କରି ଗର୍ଭବତୀଙ୍କୁ ବୁହା ହେଉଛି ତ କେଉଁଠି ଖଟିଆରେ ବୋହି ମେଡ଼ିକାଲ ନେଉଥିବାବେଳେ ଅଧା…

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ ସ୍କୁଟି ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ ଗାଙ୍ଗପୁର ପଞ୍ଚାୟତ…

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଅପରାହ୍ନରେ ସେ ବ୍ରହ୍ମପୁରରୁ କାମସାରି ତାଙ୍କ ବାଇକ୍‌ରେ ଘରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri