Home

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର

ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ ସିଂହଦ୍ୱାର ଫିଟାଯିବା ପରେ ଦର୍ଶନ ଆରମ୍ଭ ହୋଇଛି। ତେବେ ଆଜିଠୁ ୩ଦିନ ସେବାୟତ…

ବ୍ରିଟେନ୍‌ ଯାତ୍ରୀଙ୍କ ପାଇଁ ଏସ୍‌ଓପି ଜାରି

ନୂଆଦିଲ୍ଲୀ, ୨୩।୧୨: ଉତ୍ତରପଶ୍ଚିମ ୟୁରୋପରେ କରୋନା ଭୂତାଣୁର ଏକ ନୂଆ ରୂପ ବ୍ୟାପିବା ଫଳରେ ନିକଟରେ ବ୍ରିଟେନ ଯାତ୍ରା କରିଥିବା ଲୋକଙ୍କ ପାଇଁ କେନ୍ଦ୍ର ସରକାର ମଙ୍ଗଳବାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି। କୋଭିଡ୍‌ର ଏହି ନୂଆ ରୂପ…

ନେପାଳରେ ଅନିଶ୍ଚିତତା

କାଠମାଣ୍ଡୁ, ୨୩।୧୨: ବିବାଦୀୟ ଘଟଣାକ୍ରମରେ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ହଠାତ୍‌ ପାର୍ଲାମେଣ୍ଟ ଭଙ୍ଗ କରି ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଘୋଷଣା କରିବା ପରେ ଦେଶରେ ସାମ୍ବିଧାନିକ ସଙ୍କଟ ସୃଷ୍ଟି ହୋଇଛି। ନେପାଳ ସମ୍ବିଧାନରେ ପ୍ରଧାନମନ୍ତ୍ରୀ ଏକତରଫା ଭାବେ ପାର୍ଲାମେଣ୍ଟ ଭଙ୍ଗ…

ଅଭିଯୁକ୍ତ ଛାତ୍ରଙ୍କୁ ୩ ଦିନ ରିମାଣ୍ଡ

ନୟାଗଡ଼ ଅଫିସ,୨୩ା୧୨: ଏସ୍‌ଆଇଟି ସୋମବାର ଗିରଫ କରିଥିବା କଲେଜ ଛାତ୍ରଙ୍କୁ କୋର୍ଟରେ ହାଜର କରିବା ସହ ରିମାଣ୍ଡ ପାଇଁ ଆବେଦନ କରିଥିଲା। ଏଥିପାଇଁ କୋର୍ଟ ୩ ଦିନ ଅନୁମତି ପ୍ରଦାନ କରିଛନ୍ତି। ୨୨, ୨୩ ଓ ୨୪ ତାରିଖ ଯାଏ ଗିରଫ…

ଯୁଦ୍ଧ ଜାହାଜରେ ବୁଲିଲେ ବିଧାୟକ,ଏମ୍‌ପି

ପାରାଦୀପ,୨୩ା୧୨(ସ୍ବ.ପ୍ର.) : ରାଜ୍ୟର ୧୦୧ ବିଧାୟକ ଓ ଜଣେ ଏମ୍‌ପି ମଙ୍ଗଳବାର ପାରାଦୀପ ଗସ୍ତରେ ଆସି ଭାରତୀୟ ନୌସେନାର ଦ୍ବିତୀୟ ବୃହତ୍‌ ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌ ଜଲାସ୍ବରେ ବୁଲିଛନ୍ତି। ଏହା ନୌସେନା ଇତିହାସରେ ପ୍ରଥମ ବୋଲି କାର୍ଯ୍ୟକ୍ରମ ଶେଷରେ ରିୟଲ ଆଡମିରାଲ୍‌…

ବରଫ ଝଡ଼ ବେଳେ କାର୍‌ରେ ବୁଲୁଥିଲେ ଏହି ବ୍ୟକ୍ତି, ଗାଡ଼ିକୁ ଟ୍ରକ୍‌ ଧକ୍କା ମାରିବା ପରେ ଘଟିଲା ଏପରି..

କଥାରେ ଅଛି ରଖେ ହରି ତ ମାରେ କିଏ। ସେଭଳି କିଛି ଘଟିଛି ଆମେରିକାର ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ। ଦୀର୍ଘ ୧୦ ଘଣ୍ଟା ଧରି ବରଫ ତଳେ କାର୍‌ ଭିତରେ ଫସି ରହିଥିଲେ ସେ। ହେଲେ ସୌଭାଗ୍ୟବଶତଃ ସେ ନୂଆ ଜୀବନ…

ଦକ୍ଷେଶ୍ୱର ମନ୍ଦିରରୁ ଚୋରି

ଖୋର୍ଦ୍ଧା ଅଫିସ୍‌/ ବାଣପୁର, ୨୩ା୧୨ (ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁରର ଐତିହାସିକ ଶୈବପୀଠ ଶ୍ରୀଦକ୍ଷେଶ୍ୱର ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୨୨ଟି ଅଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଛି। ଏନେଇ ମଙ୍ଗଳବାର ପାଳିଆସେବକ ଶଙ୍କର ନାୟକ ବାଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…

ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କ ପୁରସ୍କୃତ ହେବେ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟର କୃଷକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏସ୍‌ଜି) ଏବଂ ଏମ୍‌ଏସ୍‌ଏମ୍‌ଇକୁ ଋଣ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅର୍ଥନୀତିର ପୁନରୁଦ୍ଧାର ଲାଗି ଲକ୍ଷଲକ୍ଷ ଚାଷୀ, ମିଶନ ଶକ୍ତି ଗୋଷ୍ଠୀ ଏବଂ କ୍ଷୁଦ୍ର ଓ ମଧ୍ୟମ…

୨ ଦିନିଆ ରିମାଣ୍ଡରେ ଆସିଲେ ଅଭୟକାନ୍ତ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କୁ ମଙ୍ଗଳବାର ୨ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ ପୋଲିସ। ଟ୍ରାଭେଲ ସଂସ୍ଥା ସ୍କାଏ କିଙ୍ଗ୍‌କୁ ଠକେଇ ମାମଲାରେ ଅଭୟକାନ୍ତଙ୍କ ସମ୍ପୃକ୍ତି ଅଛି…

ହାତ ପତେଇବେ ଅଭିନେତ୍ରୀ ମୀରା

ପୁରୁଣା ଭୁବନେଶ୍ୱର, ୨୩।୧୨(ଡି.ଏନ୍‌.ଏ.): କରୋନା ମହାମାରୀ ପାଇଁ ରାଜ୍ୟର ବିଭିନ୍ନ କଳାକାର ହାତବାନ୍ଧି ବସିଛନ୍ତି। ପ୍ରଭାବିତ ହୋଇଛି ଜୀବିକା। ଓଡ଼ିଆ ଫିଲ୍ମ ଜଗତର ହାସ୍ୟ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ମୀରା ମହାନ୍ତି କେନ୍ଦ୍ର ସରକାର ପକ୍ଷରୁ କଳାକାର ଭତ୍ତା ପାଉଥିଲେ। ମାତ୍ର…

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ କର୍ମକର୍ତ୍ତାଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ୨୬ରେ ବିଜୁ ଜନତା ଦଳ ୨୪ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି ଅବସରରେ ରାଜ୍ୟବାସୀଙ୍କର ଦଳ ଉପରେ ରହିଥିବା ଆସ୍ଥା ବଜାୟ ରଖିବା, ଜନସସେବାକୁ ରାଜନୀତିର ମୂଳମନ୍ତ୍ର ଭାବେ ଗ୍ରହଣ କରି କାମ କରିବାକୁ ବିଜେଡି ସଭାପତି…

ଟିକାକରଣ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): କୋଭିଡ୍‌ ଟିକାକରଣ ସହ ବ୍ୟାପକ ସଚେତନତା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri