Home

୭୨ତମ ସାଧାରଣତନ୍ତ୍ର ଦିବସ ପାଳନ: ରାଜ୍ୟପାଳ କଲେ ପତାକା ଉତ୍ତୋଳନ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ସାରା ଦେଶ ଆଜି ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସାଧାରଣ ଦିବସ ପାଳିତ ହୋଇଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଏହାସହ…

ବଜେଟ ଦିନ ଚାଷୀଙ୍କ ସଂସଦ ଭବନ ପଦଯାତ୍ରା

ନୂଅ।ଦିଲ୍ଲୀ, ୨୬।୧ (ପି.ଟି.): ସାଧାରଣତନ୍ତ୍ର ଦିବସରେ ଅ।ନ୍ଦୋଳନରତ ହଜାର ହଜାର ଚାଷୀ ଦିଲ୍ଲୀରେ ଟ୍ରାର ରାଲି କରିବାକୁ ଯାଉଥତ୍ବାବେଳେ ଫେବୃୟାରୀ ୧ ବଜେଟ ଉପସ୍ଥାପନ ଦିନ ସେମାନେ ପାର୍ଲାମେଣ୍ଟ ଭବନ ଅଭିମୁଖେ ପଦଯାତ୍ରାରେ ବାହାରିବେ ବୋଲି ସୋମବାର ଘୋଷଣା କରିଛନ୍ତି। ୩…

ଇ-ଭୋଟର ପରିଚୟପତ୍ର ଜାରି

ନୂଅ।ଦିଲ୍ଲୀ, ୨୬ା୧ (ପି.ଟି.): ଭାରତର ନିର୍ବାଚନ କମିଶନ ସୋମବାର ଭୋଟର ଫଟୋ ପରିଚୟପତ୍ରର ଇଲେ୍ରୋନିକ୍ ଭର୍ସନ (ଇ-ଭୋଟର କାର୍ଡ) ଜାରି କରିଛନ୍ତି। ଏହି ଡିଜିଟାଲ ପରିଚୟପତ୍ରକୁ ଭୋଟର ନିଜ ମୋବାଇଲ ଫୋନ୍ରେ ଷ୍ଟୋର କରିବା ସହ ବ୍ୟକ୍ତିଗତ କମ୍ପୁ୍ୟଟରରେ ଡାଉନ୍ଲେଡ୍ କରିହେବ।…

ସୈନ୍ୟ ପ୍ରତ୍ୟାହାର ଲାଗି ସହମତି

ନୂଆଦିଲ୍ଲୀ, ୨୬ା୧ (ପି.ଟି.): ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି) ଅନ୍ତର୍ଗତ ଅଞ୍ଚଳରେ ଦୀର୍ଘ ୯ ମାସ ହେଲା ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଲାଗି ରହିଥତ୍ବାବେଳେ ଅଚଳାବସ୍ଥା ଦୂର ପାଇଁ ଉଭୟ ପକ୍ଷର ସେନା…

ହିନ୍ଦୁ ଦେବତାଙ୍କୁ ଥଟ୍ଟା ଅଭିଯୋଗ: ଅଭିନେତା ଗିରଫ

ମୁମ୍ବାଇ, ୨୬ା୧: ହିନ୍ଦୁ ଦେବଦେବୀଙ୍କୁ ଥଟ୍ଟା କରିବା ଅଭିଯୋଗରେ ଭାରତୀୟ ହାସ୍ୟ ଅଭିନେତା ମୁନାଓ୍ବର ଫାରୁକିଙ୍କୁ ଗିରଫ କରାଯାଇଛି। ତେବେ ଯେଉଁ ଶୋରେ ସେ ଏପରି କରିଥତ୍ବା ଅଭିଯୋଗ ହୋଇଛି । ସେଠାରେ ସେ ଅ।ଦୌ ଯୋଗ ଦେଇ ନ ଥତ୍ଲେ।…

ଦୁର୍ଘଟଣାର ଦ୍ରୁତଗତି

ଅମିତ କୁମାର ସାମଲ ଅନୁଗୋଳ ଅଫିସ,୨୬ା୧- କରୋନା ସଂକ୍ରମଣ ରୋକିବାକୁ ଗତବର୍ଷ ଲକ୍‌ଡାଉନ୍‌, ଶଟ୍‌ଡାଉନ୍‌କୁ କଡ଼ାକଡ଼ି କରାଯାଇଥିଲା। ଫଳରେ ୨୦୨୦ରେ ରାଜ୍ୟର ଅନେକ ଜିଲାରେ ସଡ଼କ ଦୁର୍ଘଟଣା ପୂର୍ବାପେକ୍ଷା ହ୍ରାସ ପାଇଛି। କିନ୍ତୁ ଅନୁଗୋଳ ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ନାଇଟ୍‌କ୍ଲବ୍‌ରେ ପ୍ରଥମଥର ଦେଖି ଯୁବତୀଙ୍କୁ ମନ ଦେଇ ବସିଥିଲେ ଏହି କ୍ରିକେଟର୍‌

ଟେଷ୍ଟ କ୍ରିକେଟର ଅନ୍ୟତମ ସଫଳ ବୋଲର ହେଲେ ଇଂଲଣ୍ଡର ଜିମି ଆଣ୍ଡରସନ। ୧୫୭ଟି ମ୍ୟାଚରେ ୬୦୦ରୁ ଅଧିକ ଟେଷ୍ଟ ଉଇକେଟ ନେଇଥିବା ସେ ବିଶ୍ୱର ଏକମାତ୍ର ପେସ୍‌ ବୋଲର୍‌। ଏପର୍ଯ୍ୟନ୍ତ ଟେଷ୍ଟ କ୍ରିକେଟରେ ୫୦୦ରୁ ଅଧିକ ଉଇକେଟ ନେବାରେ କେବଳ ସ୍ପିନରମାନେ…

ବିସ୍ତାରବାଦୀ ଉଦ୍ୟମକୁ ପଣ୍ଡ କରିଛନ୍ତି ଆମ ବୀର ଯବାନ- ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧: ଭାରତ ସବୁବେଳେ ଶାନ୍ତି ପାଇଁ ପ୍ରତିଶ୍ରୁତିବଦ୍ଧ ରହିଆସିଛି। ଏହା ସତ୍ତ୍ୱେ ବିସ୍ତାରବାଦୀ ଶକ୍ତି ସୀମାନ୍ତ ଅଞ୍ଚଳ କବ୍‌ଜା କରିବା ଲାଗି ଉଦ୍ୟମ ଚଳାଇଛନ୍ତି। ସେମାନଙ୍କର ଏହି ଉଦ୍ୟମକୁ ଆମ ବୀର ଯବାନମାନେ ପଣ୍ଡ କରିଦେଇଛନ୍ତି। ଗତବର୍ଷ ଲଦାଖରେ ଚାଇନାର ବିସ୍ତାରବାଦୀ…

ନୂଆପଡ଼ା ହଳଦିଗାଁରେ ବୁଲୁଛି ବାଘ

ତରବୋଡ/ନୂଆପଡା ଅଫିସ,୨୫।୧: ନୂଆପଡ଼ା ଜିଲା ଖରିଆର ରୋଡ ବନାଞ୍ଚଳ ଅଧୀନ ହଳଦିଗାଁରେ ସୋମବାର ୪ଟି କଲରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି। ଖବର ପ୍ରଚାର ପରେ ଭୟଭିତ ହୋଇପଡିଛନ୍ତି ଗ୍ରାମବାସୀ । ପାହାଡ଼ ତଳିଆ ଗାଁ ହୋଇଥିବାରୁ ଦିନରେ ବି ବାଘ…

ରିଷଭ ପନ୍ତଙ୍କୁ ମୂଷା କହିଲେ ଏହି ଖେଳାଳି

ଅଷ୍ଟ୍ରେଲିଆରେ ଏକ ଐତିହାସିକ ଟେଷ୍ଟ ସିରିଜ ଜିତିଇବା ପରେ ଭାରତୀୟ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଏବେ ଚର୍ଚ୍ଚାରେ। ସେ ସୋସିଆଲ ମିଡିଆରେ ଟ୍ରୋଲ ହୋଇଛନ୍ତି। ତାଙ୍କୁ କେହି ନୁହେଁ ବରଂ ତାଙ୍କର ଦୁଇ ବିଶେଷ ବନ୍ଧୁ ତାଙ୍କୁ ଟ୍ରୋଲ କରିଥିଲେ।…

ଆଖିବୁଜିଲେ ପ୍ରସିଦ୍ଧ ଅଭିନେତ୍ରୀ

୨୦୨୦ ଚଳଚ୍ଚିତ୍ର ଶିଳ୍ପ ପାଇଁ ଅତ୍ୟନ୍ତ ଖରାପ ବୋଲି ପ୍ରମାଣିତ ହୋଇଛି। ଗତ ବର୍ଷ ଇଣ୍ଡଷ୍ଟ୍ରି ଅନେକ ପ୍ରସିଦ୍ଧ ତାରକାଙ୍କୁ ହରାଇଛି। ୨୦୨୧ ବର୍ଷ ଆରମ୍ଭ ହେବାର ଇତିମଧ୍ୟରେ ୨୫ ଦିନ ହୋଇଗଲାଣି। ଏବେ କନ୍ନଡ ଫିଲ୍ମ ଜଗତରୁ ଏକ ଖରାପ…

ଆଜ୍‌ମା ରୋଗୀଙ୍କ ପାଇଁ…

ଆଜ୍‌ମା ଏକ ଶ୍ୱାସଜନିତ ରୋଗ। ଏଥିପାଇଁ ଖାଦ୍ୟପେୟ ଉପରେ ଗୁରୁତ୍ୱ ଦେବାକୁ ପଡେ। ଜଣେ ଆଜ୍‌ମା ରୋଗୀ ନିଜର ଖାଦ୍ୟ ତାଲିକାରେ ପ୍ରୋଟିନଯୁକ୍ତ ଖାଦ୍ୟ ସାମିଲ କରିବା ଦରକାର। ଏହାଦ୍ୱାରା ଆଜ୍‌ମା ଅନେକାଂଶରେ ନିୟନ୍ତ୍ରଣରେ ରହିଥାଏ। ସବୁବେଳେ ଓଜନ କିପରି ସନ୍ତୁଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?