ପାକିସ୍ତାନୀ ଖାଇପାରିବେନି ଅମଲେଟ୍: ଅଣ୍ଡା ଦାମ୍ ଆକାଶ ଛୁଆଁ
ଇସଲାମାବାଦ,୨୨।୧୨: ଏବେ ପାକିସ୍ତାନରେ ସାଧାରଣ ଲୋକଙ୍କ ପାଇଁ ଅମଲେଟ୍ ଖାଇବା ସାତ ସପନ ପାଲଟିବାକୁ ଯାଉଛି। ଦେଶରେ ଅଣ୍ଡା ଦାମ ଆକାଶ ଛୁଆଁ ହୋଇଛି। ଏଠାରେ ଅଣ୍ଡା ଡର୍ଜନ ୩୫୦ ଟଙ୍କାରେ ପହଞ୍ଚିଛି। ଅଣ୍ଡା ଦାମ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଥିବା…
ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ
କଳିଙ୍ଗନଗର,୨୨।୧୨(ଡି.ଏନ୍.ଏ.): ଯାଜପୁର ଜିଲା ଚୋରଦା-ଡୁବୁରୀ ୬ ଚକିଆ ରାସ୍ତା ନିର୍ମାଣ ପାଇଁ ସୋମବାରଠାରୁ ଦାନଗଦୀ ବଜାରରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ସକାଳ ୧୦ଟାରୁ ଆରମ୍ଭ ହୋଇଛି। ପ୍ରଥମେ ମାନପୁର ଓଭର ବ୍ରିଜ ନିକଟରୁ ଗୋଟିଏ ପଟ ଉଚ୍ଛେଦ କରାଯାଇଥିଲା। ସିଙ୍ଗାଗାଡିଆରେ ଦୋକାନ…
ରାଜ୍ୟରେ ୩୧୯ କରୋନା ପଜିଟିଭ ଚିହ୍ନଟ, ୪ ମୃତ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୩୧୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୯୧୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ନାହିଁ ସେଇ ମଜା
ଦୂର ଜାଗା ମନା:କରୋନା ପାଇଁ ଲାଗିଥିବା କଟକଣା କାରଣରୁ ଏବର୍ଷ ବୁଲାବୁଲି କରିବାର ସୁଯୋଗ ମିଳିନି। ହେଲେ ବର୍ଷ ଶେଷ ବେଳକୁ ଖ୍ରୀଷ୍ଟମାସ ଆଉ ନୂଆବର୍ଷ ପାଳିବାକୁ ଲୋକଙ୍କ ମନରେ କିଛିଟା ଉତ୍ସାହ ଦେଖାଦେଇଛି। ଏପଟେ କଟକଣା ଟିକିଏ କୋହଳ ହୋଇଥିବାରୁ…
ସାଥୀଙ୍କଠାରୁ ଦୂରରେ ଥିଲେ କରନ୍ତୁ ଏପରି, କେବେ ତୁଟିବନି ବନ୍ଧନ
ସାଥୀଙ୍କଠାରୁ ଦୂରେଇ ରହିବା ବାସ୍ତବରେ କଷ୍ଟଦାୟକ। କିନ୍ତୁ କିଛି ଲୋକ କୁହନ୍ତି, ଦୂରତା ଦୁଇଟି ହୃଦୟକୁ ନିକଟତର କରିଥାଏ। ଆଉ କିଛି ଭାବନ୍ତି, ଯିଏ ଆଖିରୁ ଦୂରରେ, ସେ ମଧ୍ୟ ହୃଦୟଠାରୁ ଦୂରରେ। ମାତ୍ର ଏମିତି ଭ୍ରାନ୍ତ ଧାରଣା ଦୂର କରିବା…
ବ୍ରିଟେନରୁ ଫେରିଥିବା ୫ ଯାତ୍ରୀ କରୋନା ପଜିଟିଭ୍: ଦିଲ୍ଲୀରେ ଆତଙ୍କ
ନୂଆଦିଲ୍ଲୀ,୨୨।୧୨: ବ୍ରିଟେନରୁ ଭାରତ ଫେରିଥିବା ୫ ଯାତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଥିବା ଜଣାପଡ଼ିଛି। ବ୍ରିଟେନ୍ରୁ ନୂଆଦିଲ୍ଲୀର ବିମାନବନ୍ଦରରେ ଆସି ପହଞ୍ଚିଥିବା ୨୬୬ ଯାତ୍ରୀଙ୍କର ନମୁନା ଯାଞ୍ଚ୍ କରାଯାଇଥିଲା। ଅଧିକ ପରୀକ୍ଷା ପାଇଁ ସମ୍ପୃକ୍ତ ୫ ଜଣଙ୍କ ନମୁନାକୁ ନ୍ୟାଶନାଲ…
ରୋମାନ୍ସରେ ନଂ- ୧ ଏହି ଭାରତୀୟ ଖେଳାଳି: ସ୍ତ୍ରୀଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ଏମିତି
ଭାରତୀୟ କ୍ରିକେଟ ଦଳର ଷ୍ଟାର ଖେଳାଳି ରୋହିତ ଶର୍ମା ଏବେ ଅଷ୍ଟ୍ରେଲିଆରେ କ୍ୱାରାଣ୍ଟାଇନ୍ ସମୟ ବିତାଉଛନ୍ତି। ଏହି ସମୟରେ ତାଙ୍କଠାରୁ ବହୁ ଦୂରରେ ଥିବା ସ୍ତ୍ରୀ ରିତିକା ୨୧ ଡିସେମ୍ବରରେ ନିଜର ଜନ୍ମଦିନ ପାଳନ କରୁଛନ୍ତି। ତେବେ ଏହି ଦମ୍ପତି ନିଜର…
କରୋନାର ନୂଆ ଏନ୍ତୁଡ଼ିଶାଳ ବିଟ୍ରେନ: ୬ରୁ ଅଧିକ ଦେଶକୁ ବ୍ୟାପିଛି ସଂକ୍ରମଣ
ଲଣ୍ଡନ,୨୨।୧୨: ବ୍ରିଟେନ ଏବେ କରୋନାର ନୂଆ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଛି। ବିଟ୍ରେନ୍ରୁ ଏହି ଭୂତାଣୁ ଇଟାଲୀ, ନେଦରଲାଣ୍ଡ, ଡେନମାର୍କ, ଫ୍ରାନ୍ସ୍ ଏବଂ ଅଷ୍ଟ୍ରେଲିଆ ସମେତ ଦକ୍ଷିଣ ଆଫ୍ରିକାର କେତେକ ଅଞ୍ଚଳକୁ ବ୍ୟାପିଥିବା ଅନୁମାନ କରାଯାଉଛି। ନୂଆ କରୋନା ଭୂତାଣୁ ୬ରୁ ଅଧିକ…
ଦୁଇଦିନ ହେଲା ୪୯ ନଂ ଜାତୀୟ ରାଜପଥ ଜାମ୍: ଯାତାୟାତ ବାଧାପ୍ରାପ୍ତ
କେନ୍ଦୁଝର,୨୨ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ମୁମ୍ବାଇ – କୋଲକାତା ଜାତୀୟ ରାଜପଥ (ଏନ୍ଏଚ୍) ୪୯ରେ ସଦର ଥାନା ଅନ୍ତର୍ଗତ ଠାକୁରଡିହି ନିକଟରେ ଦୁଇଟି ଟ୍ରକ୍ ବ୍ରେକ ଡାଉନ ହେବାରୁ ସୋମବାରଠାରୁ ଯାତାୟାତ ଠପ୍ ହୋଇଯାଇଛି। ଏହି ରାସ୍ତାରେ ହଜାର ହଜାର…
ଭିଜିଲାନ୍ସ ଜାଲରେ ଆର୍ବି ଡିଭିଜନ କିରାଣି
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ମଙ୍ଗଳବାର ଆର୍ବି ଡିଭିଜନ-୧ର କିରାଣି ଅସିତ କୁମାର ନାୟକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଏକା ସାଙ୍ଗରେ ୫ଟି ସ୍ଥାନରେ ଚଢ଼ାଉ ଜାରି ରଖିଛନ୍ତି। ଡୁମ୍ଡୁମାସ୍ଥିତ ୩ ମହଲା ଘର, ଜଟଣୀସ୍ଥିତ ଗୋଟିଏ…
ପରୀ ହତ୍ୟାକାଣ୍ଡ: ପୋଖରୀରୁ ପ୍ରମାଣ ଖୋଜୁଛି ଏସ୍ଆଇଟି, ନିଷ୍କାସନ ହେଉଛି ପାଣି
ନୟାଗଡ଼ ଅଫିସ, ୨୨।୧୨: ବହୁ ଚର୍ଚ୍ଚିତ ‘ପରୀ’ ହତ୍ୟାକାଣ୍ଡ ମାମଲାରେ ଏସ୍ଆଇଟି ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ତାଙ୍କ ଗାଁ ଯଦୁପୁରରେ ଥିବା ଏକ ପୋଖରୀରୁ ମଙ୍ଗଳବାର ସକାଳୁ ଜଳ ନିଷ୍କାସନ କରାଯାଉଛି। ଅଧିକ ପ୍ରମାଣ ଲାଗି ପୋଖରୀରୁ ଜଳ ନିଷ୍କାସନ…
ଏଏମ୍ୟୁରେ କୁରାନ ସହିତ ରହିଛି ଗୀତା-ରାମାୟଣ : ମୋଦି
ଅଲୀଗଡ଼,୨୨।୧୨: ଅଲୀଗଡ଼ ମୁସଲିମ୍ ବିଶ୍ୱବିଦ୍ୟାଳୟ (ଏଏମ୍ୟୁ)ର ଶତାବ୍ଦୀ ବର୍ଷ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଶିକ୍ଷାର୍ଥୀଙ୍କୁ ଦେଶଗଠନ ପାଇଁ ଆଗେଇ ଆସିବାକୁ ଆହ୍ବାନ ଜଣାଇଛନ୍ତି। ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତଙ୍କର ସେବା କରିବା ଉପରେ ମୋଦି ଗୁରୁତ୍ୱାରୋପ କରିଛନ୍ତି। ଏହାଦ୍ୱାରା…
Archives


