ସ୍ବାମୀଙ୍କୁ ଜାମିନରେ ଆଣିବାକୁ ଯାଇ ଜେଲ ଗଲେ ମହିଳା
କଟକ ଅଫିସ,୨୨।୧୨: ଡାକ୍ତରଙ୍କ ନକଲି ପ୍ରେସ୍କ୍ରିପ୍ସନ ତିଆରି କରି ଜଣେ ମହିଳା ଗିରଫ ହୋଇଛନ୍ତି। ସ୍ବାମୀଙ୍କୁ ଜାମିନରେ ଆଣିବା ପାଇଁ ନିଜେ ଅସୁସ୍ଥ ଦର୍ଶାଇ ମହିଳା ଜଣକ ଏପରି ଚକ୍ରାନ୍ତ କରିଥିଲେ। କୋର୍ଟରେ ଧରା ପଡିବା ପରେ ତାଙ୍କୁ ଜେଲ୍ ଯିବାକୁ…
୩ରୁ ଖୋଲିବ ଶାରଳା ମନ୍ଦିର, ଗୋରଖନାଥ ପୀଠ
ଜଗତ୍ସିଂହପୁର ଅଫିସ୍, ୨୨।୧୨: ଜାନୁୟାରୀ ୩ରୁ ଜଗତ୍ସିଂହପୁର ଜିଲାର ପ୍ରସିଦ୍ଧ ଶାରଳା ମନ୍ଦିର ଓ ଗୋରଖନାଥ ପୀଠ ଖୋଲିବ ବୋଲି ସୋମବାର ଜିଲାପାଳ ସରୋଜ କୁମାର ମିଶ୍ର ସୂଚନା ଦେଇଛନ୍ତି। ଏହି ୨ ପୀଠରେ କୋଭିଡ୍ ନିୟମାବଳୀ କଡ଼ାକଡ଼ି ଭାବେ ପାଳନ…
ଓଡ଼ିଶାରେ ୭୬୦ କଲରାପତରିଆ ବାଘ
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଶାରେ କଲରାପତରିଆ ବାଘ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧିପାଇଛି। ମାତ୍ର ୪ ବର୍ଷରେ ଏମାନଙ୍କ ସଂଖ୍ୟା ୧୦୦%ରୁ ଅଧିକ ବଢ଼ିଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍ଟିସିଏ) ପକ୍ଷରୁ ପ୍ରକାଶିତ ‘ଷ୍ଟାଟସ୍ ଅଫ୍ ଲିଓପାର୍ଡସ୍ ଇନ୍ ଇଣ୍ଡିଆ ୨୦୧୮’ ରିପୋର୍ଟରୁ…
ବିଜେଡି ରାଜ୍ୟ ପରିଷଦ ବୈଠକ: ଦୁର୍ନୀତି ବିକାଶର ବଡ଼ ଶତ୍ରୁ
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଦୁର୍ନୀତି ବିକାଶର ବଡ଼ ଶତ୍ରୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ବିରୋଧରେ ସବୁବେଳେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏବେ ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ସରପଞ୍ଚଙ୍କଠାରୁ ଆରମ୍ଭକରି ବ୍ଲକ ଚେୟାରମ୍ୟାନ, ଜିଲା…
ଜାନୁୟାରୀ ୬ରୁ ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା: ମାର୍ଗଦର୍ଶିକା ଜାରି କଲା ଉଚ୍ଚ ଶିକ୍ଷା ବିଭାଗ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ଯୁକ୍ତ୩ ପ୍ରଥମ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଜାନୁୟାରୀ ୬ରୁ ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ସମସ୍ତ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିବା ସହ ମାର୍ଗଦର୍ଶିକା ଜାରି କରିଛି। ଉକ୍ତ…
ପରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତ କୋର୍ଟଚାଲାଣ
ନୟାଗଡ ଅଫିସ,୨୨।୧୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରର ଶିଶୁକନ୍ୟା ପରୀକୁ ଅପହରଣ ଓ ହତ୍ୟା ମାମଲାରେ ସେହି ଗ୍ରାମର ଜଣେ କଲେଜ ଛାତ୍ରଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବେ ଦର୍ଶାଇଛି କ୍ରାଇମ୍ବ୍ରାଞ୍ଚ ଏସ୍ଆଇଟି। ଶନିବାରଠାରୁ ଅଟକ ଥିବା ଉକ୍ତ ଛାତ୍ରଙ୍କୁ ଏସ୍ଆଇଟି…
ଶୀତରେ ଥରୁଛି ଓଡ଼ିଶା
ଭୁବନେଶ୍ୱର,୨୨। ୧୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଶୀତ ଆରମ୍ଭ ହୋଇଛି। ସାରା ଓଡିଶା ଶୀତରେ ଥରୁଛି। ପାରଦ ୫ରୁ ୭ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ବଣ ପାହାଡ ଘେରା ଜିଲାଗୁଡିକରେ ଶୀତର ପ୍ରକୋପ ଆହୁରି ଭୟଙ୍କର ହୋଇଛି। ଦେହ ହାତ…
ଖୋଲିବ ଶ୍ରୀମନ୍ଦିର: ଦର୍ଶନ ପାଇଁ ଟୋକନ, ପରିଚୟପତ୍ର ଲୋଡ଼ା
ପୁରୀ ଅଫିସ,୨୨।୧୨: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ। ପର୍ଯ୍ୟାୟ କ୍ରମେ ଦର୍ଶନ ବ୍ୟବସ୍ଥା ପାଇଁ ପୁରୀ ଜିଲା ପ୍ରଶାସନ ସୋମବାର ଏସ୍ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଜାରି କରିଛି। ପ୍ରଥମ ୩ଦିନ କେବଳ ସେବାୟତ ପରିବାରର ସଦସ୍ୟ ମହାପ୍ରଭୁଙ୍କ ଦର୍ଶନ…
ସନ୍ତୁଷ୍ଟି ଦେଉନି ସବୁଜିମା ସର୍ଭେ
ଅନୁଗୋଳ ଅଫିସ,୨୨ା୧୨ ପ୍ରତିବର୍ଷ ଅନୁଗୋଳ ଜିଲାରେ ହେଉଛି ବନୀକରଣ। ସହସ୍ରାଧିକ ହେକ୍ଟର ଜମିରେ ଲଗାଯାଉଛି ଲକ୍ଷାଧିକ ଚାରା। ଏଥିରୁ ବନ ବିଭାଗ ନିଜେ କିଛି ରୋପଣ କରୁଥିବାବେଳେ ବଳକା ଚାରା ସରକାରୀ ଓ ବେସରକାରୀ ସଂସ୍ଥା ସହ ସାଧାରଣରେ ବଣ୍ଟନ କରାଯାଉଛି।…
ଏଫ୍ଆଇଏଚ୍ ର଼୍ୟାଙ୍କିଙ୍ଗ୍: ଭାରତୀୟ ପୁରୁଷ ୪, ମହିଳା ୯
ଲାଉସାନେ (ସୁଇଜରଲାଣ୍ଡ), ୨୨।୧୨(ପି.ଟି.)- କୋଭିଡ୍-୧୯ ମହାମାରୀ ପାଇଁ ବର୍ଷର ଅଧିକାଂଶଭାଗ ଖେଳ ଗୁରୁତର ପ୍ରଭାବିତ ହୋଇଥିବାବେଳେ ଏଫଆଇଏଚ୍ (ଅନ୍ତର୍ଜାତୀୟ ହକି ଫେଡେରେଶନ) ର଼୍ୟାଙ୍କିଙ୍ଗ୍ରେ ଭାରତୀୟ ପୁରୁଷ ୪ର୍ଥ ଓ ମହିଳା ଦଳ ୯ମ ସ୍ଥାନରେ ରହି ବର୍ଷ ଶେଷ କରିଛନ୍ତି। ବିଶ୍ୱ…
ବିଡବ୍ଲ୍ୟୁଏଫ୍ ଓ୍ବାଲର୍ଡ ଟୁର୍ ଫାଇନାଲ୍ସ: ଭାରତୀୟ ଦଳରେ ସିନ୍ଧୁ, ସାଇନା
ନୂଆଦିଲ୍ଲୀ, ୨୨ା୧୨ (ପି.ଟି.)-କରୋନା ଭାଇରସ୍ ବ୍ରେକ୍ ପରେ ପ୍ରଥମଥର ଭାରତର ଟପ୍ ବ୍ୟାଡ୍ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଓ ସାଇନା ନେହ୍ବାଲଙ୍କ ଖେଳ ଦେଖିବାକୁ ମିଳିବ। ସମ୍ମାନଜନକ ବିଡବ୍ଲ୍ୟୁଏଫ୍ ଓ୍ବାଲ୍ଡ ଟୁର ଫାଇନାଲ୍ସ ସମେତ ବ୍ୟାଙ୍କକ୍ରେ ଖେଳାଯିବାକୁଥିବା ୩ଟିି ଟୁର୍ନାମେଣ୍ଟରେ ସେମାନେ…
‘ଜାତୀୟ ଗଣିତ ଦିବସ’
ପ୍ରତି ବର୍ଷ ଡିସେମ୍ବର ୨୨ ତାରିଖକୁ ‘ଜାତୀୟ ଗଣିତ ଦିବସ’ ଭାବରେ ପାଳନ କରାଯାଇଥାଏ। ସେ ସମ୍ପର୍କରେ ଉପସ୍ଥାପନା… ବିଶିଷ୍ଟ ଗାଣିତିକ ଶ୍ରୀନିବାସ ରାମାନୁଜନଙ୍କ ଜନ୍ମଦିନ (ଡିସେମ୍ବର ୨୨)କୁ ଜାତୀୟ ଗଣିତ ଦିବସ ଭାବରେ ପାଳନ କରାଯାଇଥାଏ। ଏହି ବିଶିଷ୍ଟ ବ୍ୟକ୍ତି…
Archives


