ପିଲାଙ୍କ ସ୍ମୃତିଶକ୍ତିକୁ ପ୍ରଖର କରିବା ପାଇଁ…
ଛୋଟପିଲାଙ୍କ ମନ ସବୁବେଳେ ଚଳଚଞ୍ଚଳ। ତେବେ ସେମାନଙ୍କ ସ୍ମୃତି ଶକ୍ତିକୁ ପ୍ରଖର କରିବା ପାଇଁ କାର୍ଟୁନ୍ ବହିର ଗପ ଅବା ଗୀତ ବେଶ୍ ଉପଯୋଗୀ ହୋଇଥାଏ। ଏନେଇ ଆମେରିକା ଡାଇଟ୍ରିକ୍ କଲେଜ ଅଫ୍ ହ୍ୟୁମାନଟିଜ୍ ଆଣ୍ଡ୍ ସାଇନ୍ସ୍ ପକ୍ଷରୁ କରାଯାଇଥିବା ଏକ…
ପ୍ରବଳ ଥଣ୍ଡା: ଏଠାରେ ହିଟିଂ ଗ୍ୟାରେଜ୍ରେ ଗରମ ହୁଏ ଗାଡ଼ି ଗିୟର ବକ୍ସ୍….
ରୁଷିଆର ପୂର୍ବାଞ୍ଚଳରେ ଥିବା ସାଖା ଜିଲାର ୟାକୁଟିଆ ପୃଥିବୀର ସବୁଠାରୁ ଥଣ୍ଡା ଅଞ୍ଚଳଭାବେ ପରିଚିତି ହାସଲ କରିଛି। ଏଠାକାର ତାପମାତ୍ରା ଶୀତଦିନେ ମାଇନସ୍ ୫୮ ଡିଗ୍ରୀ ସେଲସିୟସ୍ ହୋଇଥାଏ। ଏବେ ଏଠାକାର ତାପମାତ୍ରା ମାଇନସ୍ ୪୪ ଡିଗ୍ରୀ ରହିଛି। ଏଠାରେ ସୂର୍ଯ୍ୟ…
ଏଭଳି ନେତା ଯାହାଙ୍କୁ ଦେଖି ଥରୁ ଥିଲା କଂଗ୍ରେସ
ହାଇଦ୍ରାବାଦ୍,୨୨।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ. ଏସ୍. ଜଗନ ମୋହନ ରେଡ୍ଡୀ ସୋମବାର ୪୮ ବର୍ଷରେ ପାଦ ଦେଇଛନ୍ତି। ୟୁବାଜନ ଶ୍ରମିକ ରିଥୁ କଂଗ୍ରେସ ପାର୍ଟି (YSRCP)ର ମୁଖ୍ୟ ଜଗନ ମୋହନ ରେଡ୍ଡୀଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓ ଲୋକ…
ସ୍ପେଶାଲ ପ୍ଲାନିଂ ଅଫିସ ଟ୍ରେସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବଲାଙ୍ଗୀର ଅଫିସ,୨୧ା୧୨-ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଟିମ୍ ବଲାଙ୍ଗୀର ସ୍ପେଶାଲ ପ୍ଳାନିଂ ଅଫିସର ଟ୍ରେସର(ନକ୍ସା ଅଙ୍କନକାରୀ)ଜୀବଦୀଶ ପାତ୍ରଙ୍କ ଘର ଓ ଅଫିସରେ ସୋମବାର ଚଢ଼ାଉ କରିଥିଲା। ଭିଜିଲାନ୍ସ ଟିମ୍ ପାତ୍ରଙ୍କ ବଲାଙ୍ଗୀର ସହର ଆଦର୍ଶପଡାସ୍ଥିତ ଘର, ଭାଇଙ୍କ ଘର, କଲେଜ…
୧୦୦ ଟଙ୍କାରେ ଆଣ୍ଟିଜେନ୍ ଟେଷ୍ଟ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ରାଜ୍ୟର ଘରୋଇ ଲ୍ୟାବ୍ରେ କରୋନା ଚିହ୍ନଟ ପାଇଁ କରାଯାଉଥିବା ରାପିଡ୍ ଆଣ୍ଟିଜେନ୍ ଟେଷ୍ଟର ମୂଲ୍ୟ ୧୦୦ କରିଛନ୍ତି ରାଜ୍ୟ ସରକାର। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଘରୋଇ ଲାବୋରୋଟୋରିଗୁଡ଼ିକ…
ସିକିମ୍ ସଡ଼କ ଦୁର୍ଘଟଣା: ଆସନ୍ତାକାଲି ଆସିବ ଓଡ଼ିଆ ଯବାନଙ୍କ ମୃତଦେହ
କବିସୂର୍ଯ୍ୟନଗର,୨୧ା୧୨-ସିକିମ୍ର ନାଥୁଲାରେ ଏକ ବରଫାବୃତ୍ତ ରାସ୍ତାରେ ଯବାନଙ୍କ ଜିପ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଜଣେ ଓଡ଼ିଆଙ୍କ ସମେତ ୩ ଯବାନ ଓ ଜିପ୍ରେ ଥିବା କମାଣ୍ଡିଂ ଅଫିସରଙ୍କ ୭ ବର୍ଷୀୟ ପୁଅଙ୍କ ମୃତ୍ୟୁ ଘଟିଥିଲା। ମୃତ ଓଡ଼ିଆ ଯବାନ ହେଲେ ଗଞ୍ଜାମ…
ଭାରତୀୟ ଯବାନଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ: ୪ ମୃତ
ଗ୍ୟାଙ୍ଗଟକ,୨୧।୧୨-ଉତ୍ତର ପୂର୍ବ ସିକିମ ନାଥୁଲାର ଚୀନ-ଭାରତ ସୀମା ନିକଟ ଜବାହରଲାଲ ନେହେରୁ ରୋଡରେ ରବିବାର ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ଭାରତୀୟ ସେନାର ଏକ ଗାଡି ଘାଟିରୁ ଖସିପଡିବାରୁ ୩ ଜଣ ଯବାନଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା…
ଏମ୍ପି ଅନୁଭବ ମହାନ୍ତିଙ୍କୁ ମହିଳା କମିଶନଙ୍କ ନୋଟିସ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦ ଏବେ ଚରମ ସୀମାରେ ପହଞ୍ଚତ୍ଛି। ଗତ ୧୫ ତାରିଖରେ ବର୍ଷା ରାଜ୍ୟ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇ ନିର୍ଯାତନା ଅଭିଯୋଗ…
ଦୁର୍ନୀତି ହିଁ ବିକାଶର ସବୁଠାରୁ ବଡ ଶତ୍ରୁ: ନବୀନ
ଭୁବନେଶ୍ୱର,୨୧।୧୨(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭକରି ସମସ୍ତ ରାଜନେତା, ସରକାରୀ କର୍ମଚାରୀ ପ୍ରତିବର୍ଷ ନିଜର ସମ୍ପତ୍ତି ତାଲିକା ଦେବାକୁ ବାଧ୍ୟ।…
ତାଜମହଲ ସମ୍ମୁଖରେ ଡ୍ୟାନ୍ସ କଲେ ବଲିଉଡର ଏହି ପ୍ରସିଦ୍ଧ ଅଭିନେତା : ଭାଇରାଲ ହେଲା ଭିଡିଓ
ଆଗ୍ରା,୨୧।୧୨-ମହାମାରୀ ଯୋଗୁ ଦୀର୍ଘଦିନ ଧରି ବନ୍ଦ ରହିଥିଲା ଫିଲ୍ମ ଶୁଟିଂ। ଲକଡାଉନ ପରେ ବର୍ତ୍ତମାନ ପୁଣି ଥରେ ଆରମ୍ଭ ହୋଇ ଫିଲ୍ମ ଶୁଟିଂ। ବଲିଉଡ ଅଭିନେତା ଅକ୍ଷୟ କୁମାର ନିଜର ଅପକମିଂ ଫିଲ୍ମ ’ଅତରଙ୍ଗିରେ’ ନଜର ଆସିବେ। ଏହି ଫିଲ୍ମର ଶୁଟିଂ…
ଗୁଜରାଟରେ ହେବ ବିଶ୍ୱର ସର୍ବବୃହତ୍ ଚିଡ଼ିଆଖାନା
ନୂଆଦିଲ୍ଲୀ, ୨୧।୧୨: ଭାରତରେ ବିଶ୍ୱର ସର୍ବବୃହତ୍ ଚିଡ଼ିଆଖାନା ନିର୍ମାଣ ହେବାକୁ ଯାଉଛି। ମୁକେଶ ଅମ୍ବାନୀଙ୍କ ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍ ଲିମିଟେଡ୍ (ଆରଆଇଏଲ୍) ଗୁଜରାଟର ଜାମନଗରରେ ଏହି ବୃହତ୍ ଜୁ’ ନିର୍ମାଣ କରିବ। ଏଥିଲାଗି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁଜସଙ୍କେତ…
ନୂଆ ଲୁକରେ ନଜର ଆସିଲେ କାର୍ତ୍ତିକ ଆର୍ଯ୍ୟନ
ମୁମ୍ବାଇ,୨୧।୧୨-ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ନୂଆ ଲୁକରେ ନଜର ଆସିଛନ୍ତି। ଏହି ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଫଟୋରେ କାର୍ତ୍ତିକ ଲମ୍ବା କେଶ ସାଙ୍ଗକୁ ଚଷମା ଆଉ ବ୍ଲୁ ଫର୍ମାଲ ସୁଟରେ ଏକ ଭିନ୍ନ ଅନ୍ଦାଜରେ ନଜର…
Archives


