Home

ଗୋଆରେ ଗୋମାଂସ ସଙ୍କଟ

ମୁମ୍ବାଇ,୨୧।୧୨: ଗୋଆରେ ଖ୍ରୀଷ୍ଟମାସ୍‌ ପାଳନ ବେଳେ ମୁଖ୍ୟ ବ୍ୟଞ୍ଜନ ଭାବେ ବିଫ୍‌ (ଗୋମାଂସ) ପରିବେଷଣ କରାଯାଇଥାଏ। ଏଥର ଖ୍ରୀଷ୍ଟମାସ୍‌ ପୂର୍ବରୁ ସେଠାରେ ଗୋମାଂସ ସଙ୍କଟ ଗୋଆବାସୀଙ୍କୁ ଚିନ୍ତାରେ ପକାଇଦେଇଛି। ଗୋମାଂସ ବିନା ଏଥର ଖ୍ରୀଷ୍ଟମାସ ପାଳନ ଫିକା ପଡ଼ିବ ବୋଲି ଅନେକେ…

କରୋନାରେ ଆଖିବୁଜିଲେ ତେନ୍ଦୁଲକରଙ୍କ ବନ୍ଧୁ: ୮୦ ଦଶକରେ ଖେଳୁଥିଲେ ଏକାଠି

ଭାରତୀୟ କ୍ରିକେଟ ଦଳର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ତାଙ୍କର ବନ୍ଧୁ ବିଜୟ ଶିର୍କେଙ୍କୁ ହରାଇଛନ୍ତି। ମହାମାରୀ କରୋନାରେ ଅକ୍ରାନ୍ତ ହୋଇ ବିଜୟ ଥାନେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଶନିବାର ସେ ସେଠାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବିଜୟ ଜଣେ…

ଏକାଠି ଦେଖାଯିବେ ବୃହସ୍ପତି-ଶନି

କୋଲକାତା,୨୧।୧୨: ଏକ ବିରଳ ସଂଯୋଗକ୍ରମେ ସୋମବାର ଶନି ଓ ବୃହସ୍ପତି ପରସ୍ପରର ନିକଟତର ହେବେ। ଏହାଯୋଗୁ ପୃଥିବୀ ପୃଷ୍ଠରୁ ଉଭୟ ଗ୍ରହ ଗୋଟିଏ ଉଜ୍ଜ୍ୱଳ ତାରକା ଭଳି ପ୍ରତୀୟମାନ ହେବେ। ୧୬୨୩ ମସିହା ପରଠାରୁ ଏଭଳି ଘଟଣା କେବେ ଦେଖିବାକୁ ମିଳି…

ଆକାଶଙ୍କ ଜେରାରୁ ଦୃଢ଼ ପ୍ରମାଣ ମିଳିଲା

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ଟାଟା ମୋଟର୍ସରେ ଚାକିରି ଦେବାକୁ କହି ବହୁକୋଟି ଠକେଇ ଓ ଟ୍ରାଭେଲ ଏଜେନ୍ସି ସ୍କାଏ କିଙ୍ଗ୍‌କୁ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ସମ୍ପୃକ୍ତ ଆକାଶ ପାଠକଙ୍କ ୪ ଦିନିଆ ରିମାଣ୍ଡ ରବିବାର ଶେଷ ହୋଇଛି। କମିଶନରେଟ ପୋଲିସର…

ଅଜଣା ଫାଇଲେରିଆ ମହାମାରୀ

ଫାଇଲେରିଆ ରୋଗ ଗୋଟିଏ ଅଜଣା ମହାମାରୀ ରୂପ ଧାରଣ କଲାଣି । ଦେଶର ୬୫୦ ନିୟୁତ ବ୍ୟକ୍ତି ଏଥିରେ ଆକ୍ରାନ୍ତ । ୨୫୦ ଜିଲାରେ ପରିବ୍ୟାପ୍ତ ୨୦ଟି ରାଜ୍ୟ ସଂକ୍ରମିତ । ୨୦୨୦ ସୁଦ୍ଧା ଏହି ରୋଗ ଭାରତରୁ ମୂଳପୋଛ କରିବା…

ରାଜ୍ୟରେ ଆଜି ୩୬୩ କରୋନା ପଜିଟିଭ୍‌ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୩୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ ଚିହ୍ନଟ…

ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳ ଏବେ ଅଷ୍ଟ୍ରେଲିଆରେ ଟେଷ୍ଟ ମ୍ୟାଚ୍‌ ଖେଳୁଛି। ଅନ୍ୟପଟେ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ରାସ୍ତାରେ ବୁଲୁଥିବାର ଦେଖିବାକୁ ମିଳିଛି। ଭାରତ-ଅଷ୍ଟ୍ରେଲିଆ ଟି-୨୦ ସିରିଜ୍‌ରେ ଚମତ୍କାର ପ୍ରଦର୍ଶନ ପରେ ହାର୍ଦ୍ଦିକ ଏବେ ନିଜ ପରିବାର ପାଖକୁ…

ଭାଜପା ଦୁଇ ଅଙ୍କ ଆସନ ଜିତିଲେ ଟୁଇଟର ଛାଡ଼ିଦେବି: ପ୍ରଶାନ୍ତ କିଶୋର

କୋଲକାତା,୨୧ା୧୨: ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ବେଶ୍‌ ସରଗରମ ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃତ୍ୱ ପଶ୍ଚିମବଙ୍ଗ ଜୟ କରିବା ପାଇଁ ଏକ ମିଶନ ଆରମ୍ଭ କରିଛି। ଏହି ସମୟରେ ଟିଏମ୍‌ସି ସଭାପତି ତଥା…

୪୦ ବର୍ଷରେ ନିର୍ବନ୍ଧ କଲେ ବଲିଉଡ୍‌ର ଏହି ଅଭିନେତା

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ସହ ଫିଲ୍ମ ‘ଲଭ୍‌ ଷ୍ଟୋରୀ ୨୦୫୦’ ଏବଂ ହ୍ବାଟସ୍‌ ୟୋର ରାଶି’ ରେ କାମ କରିସାରିଥିବା ଅଭିନେତା ହରମନ ବାବେଜା ନ୍ୟୁଟ୍ରେଶନ ହେଲ୍ଥ କୋଚ୍‌ ସାଶା ରାମଚନ୍ଦାନୀଙ୍କ ସହ ନିର୍ବନ୍ଧ କରିଛନ୍ତି। ସାଶାଙ୍କ ବନ୍ଧୁ ତଥା…

ଜନ୍ମଦିନରେ କ୍ରିକେଟକୁ ବାଏ ବାଏ କହିଲେ ଏହି ଦ୍ରୁତ ବୋଲର

ଚେନ୍ନାଇ,୨୧ା୧୨: ଆଜି ଅର୍ଥାତ୍‌ ଡିସେମ୍ବର ୨୧ରେ ତାମିଲନାଡୁ ତଥା ଚେନ୍ନାଇ ସୁପର କିଙ୍ଗ୍‌ସର ଉଦୀୟମାନ ଦ୍ରୁତ ବୋଲର ୟୋ ମହେଶଙ୍କ ଜନ୍ମଦିନ। ସେ ଆଜି ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ପ୍ରକୃତ ନାଁ ହେଉଛି ବିଜୟ କୁମାର ମହେଶ। ମହେଶ…

ଖୁସି ଖବର: ନୂଆବର୍ଷରୁ କରୋନା ଟିକାକରଣ

ନୂଆଦିଲ୍ଲୀ,୨୧ା୧୨: ଆସନ୍ତା ନୂଆବର୍ଷରୁ ଦେଶରେ କରୋନା ଟିକାକରଣ ଆରମ୍ଭ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ କହିଛନ୍ତି। ଟିକା ଦିଆଯିବା ନେଇ ସମସ୍ତ ଯୋଜନା ହୋଇଥିବା ବେଳେ ଏଥିରେ ଅବହେଳା କରାଯିବ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଦେଶରେ ଟିକା…

ବାପା ହେଲେ ଏହି ପ୍ରସିଦ୍ଧ ଅଭିନେତା

ଛୋଟ ପରଦାର ଲୋକପ୍ରିୟ ଅଭିନେତା କରଣଭୀର ବୋହରା ଦ୍ୱିତୀୟ ଥର ପାଇଁ ବାପା ହୋଇଛନ୍ତି। ତାଙ୍କର ସ୍ତ୍ରୀ ଟିଜେ ସିଦ୍ଧୁ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ପୂର୍ବରୁ ଅର୍ଥାତ୍‌ ୨୦୧୬ରେ ଏହି ଦମ୍ପତି ଯାଆଁଳା ଝିଅ ଭେଲା ବୋହରା ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri