Home

ଏଣିକି ଶସ୍ତା ହୋଇଯିବ କାର୍‌: EU-ଭାରତ ମଧ୍ୟରେ ବଡ଼ ଡିଲ୍‌

ନୂଆଦିଲ୍ଲୀ,୨୬।୧: EU ଏବଂ ଭାରତ ମଧ୍ୟରେ ଚାଲିଥିବା ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଆଲୋଚନା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ପହଞ୍ଚିଛି। ସୂତ୍ର ଅନୁଯାୟୀ, ଭାରତ ୟୁରୋପୀୟ ସଂଘରୁ ଆମଦାନୀ ହେଉଥିବା କାର ଉପରେ ଶୁଳ୍କକୁ ୧୧୦ ପ୍ରତିଶତରୁ ୪୦ ପ୍ରତିଶତକୁ ହ୍ରାସ…

ଗାନ୍ଧି ମାର୍ଗରେ ତ୍ରିରଙ୍ଗା ଉଡ଼ାଇଲେ ରାଜ୍ୟପାଳ

ଭୁବନେଶ୍ବର,୨୬।୧: ଭୁବନେଶ୍ବରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧି ମାର୍ଗରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହାସହ ଭବ୍ୟ ପରେଡ ଆରମ୍ଭ ହୋଇଯାଇଛି। ରାଜ୍ୟପାଳ ଅଭିବାଦନ ଗ୍ରହଣ କରୁଛନ୍ତି। ଏଥର ପରେଡ୍‌ରେ ୫୪ଟି…

କେବେ ଘୁଞ୍ଚିବ କୋଟିଆ ଦୁଃଖ: ୭୮ ବର୍ଷ ପରେ ବି ଚିହ୍ନଟ ହୋଇନି ୩ ଭାଗ ରାଜସ୍ବ ଅଞ୍ଚଳ

ଭୁବନେଶ୍ୱର,୨୬ା୧(ରବିନାରାୟଣ ଜେନା):ଦେଶ ସ୍ବାଧୀନ ହେବାର ୭୮ ବର୍ଷ ବିତିଥିଲେ ହେଁ ଏବେ ବି କୋରାପୁଟ ଜିଲା କୋଟିଆ ଅଞ୍ଚଳର ୩ ଭାଗ ସୀମା ଚିହ୍ନଟ ହୋଇପାରିନାହିଁ। କୋଟିଆର ୨୮ ରାଜସ୍ବ ଗ୍ରାମ ମଧ୍ୟରୁ କତ୍ରାଗୁଡା, ଗୁମେଇପଦର, ତଳକାନ୍ତି, ଥୁରିଆ, ବଡ଼ବନ୍ଧ, ମାଥଲମ୍ବା…

କ୍ରିକେଟ୍‌ରେ ହଇଚଇ କଲେ ଅଭିଷେକ ଶର୍ମା: କଲେ ବିଶ୍ୱରେକର୍ଡ

ଗୌହାଟୀ,୨୬।୧: ଟିମ ଇଣ୍ଡିଆର ଷ୍ଟାର ଓପନର ଅଭିଷେକ ଶର୍ମା ଆଜିକାଲି ଚମତ୍କାର ଫର୍ମରେ ଅଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ତାଙ୍କ ବିସ୍ଫୋରକ ବ୍ୟାଟିଂ ଦ୍ୱାରା ବୋଲରମାନଙ୍କୁ ଚକିତ କରିସାରିଥିବା ଅଭିଷେକ ତୃତୀୟ ମ୍ୟାଚରେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ…

ସାଧାରଣତନ୍ତ୍ର ଦିବସରେ ବଡ଼ କଥା କହିଦେଲେ ମୋଦି: ଜୀବନରେ…

ନୂଆଦିଲ୍ଲୀ,୨୬ା୧: ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ଏହି ବିଶେଷ ଅବସରକୁ ପାଳନ କରିବା ପାଇଁ ଦିଲ୍ଲୀର କର୍ତ୍ତବ୍ୟ ପଥ ଉପରେ ପରେଡ ପାଇଁ ପ୍ରସ୍ତୁତି ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ…

କେଉଁଠି ରହିଲା ଭାରତ

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀରେ ଶାନ୍ତି ସ୍ଥାପନ ନିମନ୍ତେ ଜାତିସଂଘ ଗଠନ କରାଯାଇଥିଲା। ହେଲେ ବିଭିନ୍ନ ଦେଶ ଭିତରେ ବାରମ୍ବାର ଯୁଦ୍ଧ, ସଂଘର୍ଷ ଦେଖାଦେଉଥିଲେ ମଧ୍ୟ ଜାତିସଂଘ ଏବେ କେବଳ ଏକ ଦନ୍ତହୀନ ସଙ୍ଗଠନ ଭାବେ ରହିଛି। ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ହମାସ…

ଧାନକିଣା ପ୍ରସଙ୍ଗ: ୨ରୁ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଭୁବନେଶ୍ୱର,୨୬ା୧(ରବିନାରାୟଣ ଜେନା):ରାଜ୍ୟରେ କୃଷକମାନଙ୍କ ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ବିଜୁ ଜନତା ଦଳ(ବିଜେଡି) ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିବା ସହିତ ଆନ୍ଦୋଳନର ଚେତାବନୀ ଦେଇଛି। ଶଙ୍ଖ ଭବନରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର…

ଅଲ୍‌ବିଦା ଅଭିଜିତ୍‌: ଜାଣନ୍ତୁ କେମିତି ପାଇଥିଲେ ସଂଘର୍ଷରୁ ସଫଳତା

ଅଲ୍‌ବିଦା ଅଭିଜିତ୍‌। ଓଡ଼ିଆ ଚଳଚ୍ଚିତ୍ର ହେଉ କି ଆଲବମ୍‌ ଅବା ଷ୍ଟେଜ୍‌ ଶୋ’-ସେ ସତେଯେମିତି ତାଙ୍କର ଆଧିପତ୍ୟ ବିସ୍ତାର କରି ରହିଥିଲେ। ଗୀତ ଯେଉଁଭଳି ହେଉନା କାହିଁକି ତାକୁ ସେ ଏଭଳି ସ୍ବରାୟିତ କରୁଥିଲେ, ଯାହା ଶ୍ରୋତାଙ୍କୁ ପ୍ରଭାବିତ କରିବାରେ ସକ୍ଷମ…

କୋରାପୁଟରେ ହାଇକୋର୍ଟ ମୁଖ୍ୟ ବିଚାରପତି, କହିଲେ ଓକିଲାତି ଏକ ପେସା ନୁହେଁ ବ୍ରତୀ ହେବା ଆବଶ୍ୟକ

କୋରାପୁଟ,୨୫।୧(ଅମିତାଭ ବେହେରା ): ତିନି ଦିନିଆ ଗସ୍ତରେ କୋରାପୁଟ ଆସିଥିବା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ତଣ୍ଡନ ରବିବାର କୋରାପୁଟର ସମସ୍ତ କୋର୍ଟ ବୁଲି ଦେଖିବା ସହ ବାର ଆସୋସିଆନର ସମ୍ବୋଧନା ସଭାରେ ଯୋଗ ଦେଇଥିଲେ । କୋରାପୁଟ ଵାରରେ…

ଅଭିଷେକ, ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ୩-୦ରେ ଭାରତର ଆଗୁଆ ସିରିଜ୍‌ ବିଜୟୀ

ଗୁଆହାଟୀ,୨୫ା୧- ଅଭିଷେକ ଶର୍ମା ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ ମ୍ୟାଚ୍‌କୁ ଭାରତ ୮ ଉଇକେଟରେ ଜିତି ନେଇଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୫୪ ରନର ବିଜୟ ଲକ୍ଷ୍ୟକୁ…

ପାରିବାରିକ କଳହର କରୁଣ ପରିଣତି, ଗୋଟିଏ ପରିବାରର ୩ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆନନ୍ଦପୁୁର/ହାଟଡିହି,୨୫।୧(ସୁଶାନ୍ତ କୁମାର ସାହୁ/ ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ଖାଳିଆମେଣ୍ଟା ପଞ୍ଚାୟତ ଅଧୀନ ନିଆଳିଝରଣ ଗ୍ରାମରେ ଜମିବାଡ଼ି ବିବାଦରୁ ରବିବାର ସନ୍ଧ୍ୟାରେ ଟ୍ରିପଲ ମର୍ଡର ହୋଇଛି। ପାରିବାରିକ କଳହକୁ କେନ୍ଦ୍ର କରି ସାନ ଭାଇ, ଭାଇ ବୋହୂ…

ଗଜପତି ଜିଲାର ବିଜୁ ଯୁବ ଓ ଛାତ୍ର ଜନତା ଦଳର ସଭାପତିଙ୍କ ନାମ ଘୋଷଣା

ଗଜପତି, ୨୫ା୧(ଗିରିଧାରୀ ପରିଛା): ଗଜପତି ଜିଲାରେ ଦଳୀୟ ସଂଗଠନକୁ ଆହୁରି ମଜବୁତ କରିବା ପାଇଁ ଦଳୀୟ ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ସାଂଗଠନିକ ଦାୟିତ୍ବ ଘୋଷାଣା କରିଚାଲିଛନ୍ତି । ରବିବାର ଜିଲା ବିଜୁ ଯୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?