Home

ଆଜି ରାଜ୍ୟରୁ ୧୫୦ ପଜିଟିଭ୍‌ ଚିହ୍ନଟ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରବିବାର ରାଜ୍ୟରେ ୧୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୩୦୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯ ଜଣ ଚିହ୍ନଟ…

ଜୁଲାଇ ୧୭ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌

ଲଣ୍ଡନ, ୨୪।୧: ବ୍ରିଟେନ୍‌ରେ କରୋନା ମହାମାରୀ ସଂକ୍ରମଣର ନୂଆ ଷ୍ଟ୍ରେନ୍‌ ନେଇ ଆତଙ୍କ ସୃଷ୍ଟି ହୋଇଛି। ସରକାରୀ ପ୍ରତିବନ୍ଧକ ସତ୍ତ୍ୱେ କରୋନା ସଂକ୍ରମଣକୁ ରୋକିବା ସମ୍ଭବ ହୋଇ ପାରୁ ନାହିଁ। ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ଜାରି…

ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଦିଲ୍ଲୀରେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ, ୨୪।୧: ଜାନୁୟାରୀ ୨୬ରେ ଦିଲ୍ଲୀ, ଅଯୋଧ୍ୟା ଏବଂ ବୋଧଗୟାରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ରଚାଯାଇଛି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା ଆଧାରରେ ଦିଲ୍ଲୀକୁ ହାଇ ଆଲର୍ଟରେ ରଖାଯାଇଛି। ସୁରକ୍ଷା…

କିଏ ଏହି ମଡେଲ, ଯାହାଙ୍କୁ ଟ୍ରମ୍ପ୍‌ କରିଥିଲେ ବ୍ଲକ; ବାଇଡେନ କରୁଛନ୍ତି ଫଲୋ

ଓ୍ବାଶିଂଟନ,୨୪।୧ : ଆମେରିକାର ନବନିଯୁକ୍ତ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଅଫିସିଆଲ ଟୁଇଟର ଆକାଉଣ୍ଟ ମିଳିଛି। ଏହି ଆକାଉଣ୍ଟରେ ସେ ୧୩ ଜଣ ଲୋକଙ୍କୁ ଫଲୋ କରୁଛନ୍ତି। ଏହି ୧୩ ଜଣଙ୍କ ମଧ୍ୟରେ ବାଇଡେନଙ୍କ ସ୍ତ୍ରୀ ଜିଲ୍‌ ବାଇଡେନ, କମଳା ହାରିସଙ୍କ ସମେତ…

ମହିଳାଙ୍କ ଅଜାଣତରେ ଫଟୋ ଉଠାଇ ଛେଚା ଖାଇଲେ ଯୁବକ

ଉଦଳା,୨୪।୧(ଡି.ଏନ.ଏ.): ଜନୈକା ମହିଳାଙ୍କ ଅଜାଣତରେ ତାଙ୍କ ଫଟୋ ଉଠାଇବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ଧରାପଡ଼ିବା ପରେ ଯିଏ ଯେମିତି ପାରିଲା ବାଡ଼େଇ ଚାଲିଲା। ନିସ୍ତୁକ ମାଡ଼ ମାରିସାରିବା ପରେ ଲୋକେ ତାଙ୍କୁ ପୋଲିସ ଜିମା ଦେଇଥିଲେ। ପରେ ଆପୋଷ…

ମାଡ଼ି ଆସୁଛି ବିପଦ: ପୁରୁଣା ନଦୀବନ୍ଧ ଯୋଜନା ସୃଷ୍ଟି କରିବ ଆତଙ୍କ

ଜେନେଭା, ୨୪।୧: ପୃଥିବୀ ଉପରେ ବଡ଼ ଧରଣର ବିପଦ ମାଡ଼ି ଆସୁଛି। ଦିନେ ଲୋକଙ୍କ ସୁରକ୍ଷା ପାଇଁ ନିର୍ମାଣ କରାଯାଇଥିବା ନଦୀ ବନ୍ଧ ଯୋଜନା ଯୋଗୁ ଆଗାମୀ ଦିନରେ ସଙ୍କଟ ସୃଷ୍ଟି ହେବ। ଏନେଇ ଜାତିସଂଘର ଏଜିଂ ଓ୍ବାଟର ଇନଫ୍ରାଷ୍ଟ୍ରକଚର ରିପୋର୍ଟରେ…

ଭିତ୍ତିଭୂମି ନାହିଁ,ଚାଷ ଛାଡ଼ୁଛନ୍ତି ଚାଷୀ

କେନ୍ଦ୍ରାପଡ଼ା ଅଫିସ,୨୪।୧: କେନ୍ଦ୍ରାପଡ଼ା ଜିଲା ସର୍ଭେ ରିପୋର୍ଟ ଅନୁଯାୟୀ ମଧ୍ୟମ ଓ ବୃହତ୍‌ ଶିଳ୍ପ ସଂଖ୍ୟା ଶୂନ । ଜିଲାର ଅର୍ଥନୀତି ୭୯ ପ୍ରତିଶତ ଚାଷ ଦ୍ୱାରା ପରିଚାଳିତ । ଜିଲାରେ ୭ ନଦୀ ଓ ୨୭ ଶାଖା ନାଳ ଅଛି…

ତୁରନ୍ତ ଟ୍ରେନ ଚଳାଇବାକୁ ଏମ୍‌ପି ଚନ୍ଦ୍ରାଣୀଙ୍କ ଦାବି

କେନ୍ଦୁଝର, ୨୪।୧(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ ପୁରୀ -ବଡ଼ବିଲ ଇଣ୍ଟରସିଟି ଏକ୍ସପ୍ରେସ ଚଳାଚଳ ପାଇଁ ଏମ୍‌ପି ଚନ୍ଦ୍ରାଣୀ ମୂର୍ମୁ କେନ୍ଦ୍ର ରେଳମନ୍ତ୍ରୀଙ୍କଠାରେ ଦାବି କରିଛନ୍ତି। କରୋନା ମହାମାରୀ ପାଇଁ ଏହି ଟ୍ରେନ ମାର୍ଚ୍ଚ ୨୦୨୦ରୁ ବନ୍ଦ ରହିଥିଲା। ଏବେ ଜୀବନ ଯାତ୍ରା ସ୍ବାଭାବିକ…

ପିକ୍‌ନିକ୍‌ ସ୍ପଟ୍‌: ଓ୍ବାଇଲ୍ଡଲାଇଫ୍‌ ୱାଚ୍‌ ଟାୱାର

ରାୟଗଡ଼ା ଜିଲାର ଅନେକ ସ୍ଥାନ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ଏଥିପାଇଁ ବର୍ଷ ତମାମ ଭିଡ଼ ଜମିଥାଏ। ହେଲେ ଜିଲାର ଚନ୍ଦ୍ରପୁର ବ୍ଲକ୍‌ର ଅନ୍ୟତମ ଆକର୍ଷଣ ‘ଓ୍ବାଇଲ୍ଡଲାଇଫ୍‌ ଓ୍ବାଚ୍‌ ଟାଓ୍ବାର’ ଅନେକଙ୍କ ପାଇଁ ଏବେ ବି ଅଜଣା। ଡାଙ୍ଗସୋରଡ଼ା ପଞ୍ଚାୟତଠାରୁ ୫ କି.ମି.…

ଜୟ ହିନ୍ଦ୍‌ କହିବା ଅବା ଜନ ଗଣ ମନ ଗାନ କରିବା ନୁହେଁ ରାଷ୍ଟ୍ରବାଦ: ଉପରାଷ୍ଟ୍ରପତି

ହାଇଦ୍ରାବାଦ୍‌,୨୪।୧: କେବଳ ଜୟ ହିନ୍ଦ୍‌ କହିବା ଅବା ଜନ ଗଣ ମନ ଗାନ କରିବା ରାଷ୍ଟ୍ରବାଦ ନୁହେଁ। ଦେଶର ସମସ୍ତ ଜନତାଙ୍କ ସୁଖ ସୁବିଧା ପ୍ରତି ଧ୍ୟାନ ଦେବା, କୌଣସି ଭେଦଭାବ ନ କରିବା ହିଁ ପ୍ରକୃତ ଜୟ ହିନ୍ଦ୍‌। ସେହିପରି…

ଏଣିକି ସବୁ ଅଭିଯୋଗ ପାଇଁ ‘୧୩୯’

ଭୁବନେଶ୍ୱର,୨୪।୧(ବ୍ୟୁରୋ): ଭାରତୀୟ ରେଳପଥ ପକ୍ଷରୁ ସମସ୍ତ ହେଲ୍ପଲାଇନ ନମ୍ବରକୁ ଗୋଟିଏ ହେଲ୍ପଲାଇନ ନମ୍ବର-୧୩୯ ସହିତ ମିଶ୍ରଣ କରାଯାଇଛି। ଯାତ୍ରୀମାନେ ହେଲ୍ପଲାଇନ ନମ୍ବରକୁ ସହଜରେ ମନେରଖିବା ପାଇଁ ଏଭଳି ବ୍ୟବସ୍ଥା କରାଯାଇଛି। ଏଣିକି ଏହି ନମ୍ବରକୁ ମନେ ରଖି ରେଲଓ୍ବେ ସହିତ ଯୋଗାଯୋଗ…

ଜଳ ଯୁଦ୍ଧ ପାଇଁ ଷଡ଼ଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୨୪।୧: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନା ଧରୁନି। ଏଠାରେ ଜାଣିଶୁଣି ଚାଇନା ସୀମା ବିବାଦକୁ ଅଧିକ ସଙ୍କଟ ଜନକ କରୁଛି। ଇତିମଧ୍ୟରେ ଦୁଇପକ୍ଷଙ୍କ ମଧ୍ୟରେ ୮ଥର କମାଣ୍ଡର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇସାରିଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?