ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆସନ୍ତା ୬ ମାସ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
ମୁମ୍ବାଇ,୨୦।୧୨-ସାରା ଦେଶରେ କରୋନା ତାର କାୟା ବିସ୍ତାର କରିଚାଲିଥିବାବେଳେ ଏଥିରେ ସବୁଠୁ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ବର୍ତ୍ତମାନ ଶୀତ ଋତୁ ଆରମ୍ଭ ହୋଇଯାଇଥିବାରୁ ମହାମାରୀ କରୋନା ବୃଦ୍ଧି ପାଇବା ଆଶଙ୍କା କରି ଆଗାମୀ ୬ ମାସ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି…
ସୁଟିଂ ସେଟ୍ରେ ଅସୁସ୍ଥ ହେଲେ ମିଥୁନ ଚକ୍ରବର୍ତ୍ତୀ
ନୂଆଦିଲ୍ଲୀ,୨୦।୧୨-ସୁଟିଂ ଚାଲିଥିବାବେଳେ ଅସୁସ୍ଥ ହୋଇପଡିଛନ୍ତି ବଲିଉଡର ପ୍ରସିଦ୍ଧ ଅଭିନେତା ମିଥୁନ ଚକ୍ରବର୍ତ୍ତୀ। ଉତ୍ତରାଖଣ୍ଡର ମସୁରୀଠାରେ ମିଥୁନ କଶ୍ମୀର ଫାଇଲ୍ସ ୱେବସିରିଜର ସୁଟିଂ କରୁଥିବାବେଳେ ହଠାତ୍ ତାଙ୍କ ସ୍ବାସ୍ଥ୍ୟ ବିଗିଡି ଯାଇଥିବା ଖବର ସାମ୍ନାକୁ ଆସୁଛି। ସୂଚନା ଅନୁଯାୟୀ, ମିଥୁନ ଚକ୍ରବର୍ତ୍ତୀଙ୍କୁ ଝାଡ଼ା…
କି ଦୋଷ କଲେ ଅନୁଷ୍କା ଶର୍ମା
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଆଜିକାଲି ତାଙ୍କ ଗର୍ଭାବସ୍ଥାକୁ ଉପଭୋଗ କରୁଛନ୍ତି। ତେବେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଖରାପ ପ୍ରଦର୍ଶନ ଯୋଗୁଁ ଅନୁଷ୍କା ଶର୍ମା ଅନେକ ଥର ଟ୍ରୋଲର ଟାର୍ଗେଟରେ ଆସିଛନ୍ତି। ଏବେ ପୁଣି ଥରେ…
ହସ୍ପିଟାଲରେ ଭର୍ତ୍ତି ହେଲେ ସୁଶାନ୍ତ ସିଂ ରାଜପୁତଙ୍କ ପିତା
ପାଟନା,୨୦।୧୨-ଦିବଂଗତ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପିତା କେକେ ସିଂହ ରବିବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହରିୟାଣା ଫରିଦାବାଦ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେକେ ସିଂହଙ୍କ ହସ୍ପିଟାଲରେ ଭର୍ତ୍ତି ଥିବା ଏକ ଫଟୋ…
ପୋଷ୍ଟର ବିବାଦ: ଅମିତ ଶାହାଙ୍କ ଫଟୋ ଉପରେ, ରବୀନ୍ଦ୍ରନାଥ ଟାଗୋରଙ୍କ ଫଟୋ ତଳେ
କୋଲକତା,୨୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ଅମିତ ଶାହାଙ୍କ ଶାନ୍ତି ନିକେତନ ଗସ୍ତ ମଧ୍ୟରେ ତୃଣମୂଳ କଂଗ୍ରେସ(ଟିଏମ୍ସି) ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟ ପରିସରରେ ପୋଷ୍ଟର ପ୍ରସଙ୍ଗ ଉଠାଇଛି। ଟିଏମସି କହିଛି ଯେ, ବିଶ୍ୱବିଦ୍ୟାଳୟ ପରିସରରେ ଭାଜପା ଲଗାଇଥିବା ପୋଷ୍ଟର ମଧ୍ୟରେ ଅମିତ ଶାହାଙ୍କ ଫଟୋ…
ଦିଲ୍ଲୀରେ ଆନ୍ଦୋଳନ କରୁଥିବା ଲୋକେ କୃଷକ ନୁହନ୍ତି,ଦଲାଲ
ପାଟନା,୨୦।୧୨: ଦିଲ୍ଲୀରେ କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ କୃଷକଙ୍କ ବିରୋଧ ୨୫ ଦିନରେ ପହଞ୍ଚିଛି। ବିରୋଧୀ କୃଷକମାନେ କୃଷି ଆଇନକୁ ରଦ୍ଦ କରିବାକୁ ଜିଦ ଧରିଛନ୍ତି। ଏହି ସମୟରେ ଦିଲ୍ଲୀରେ ଚାଲିଥିବା କୃଷକ ଆନ୍ଦୋଳନକୁ ବିହାର କୃଷି ମନ୍ତ୍ରୀ ଅମରେନ୍ଦ୍ର…
ପିକ୍ନିକ୍ କରିବାକୁ ଯାଇ କୋଏଲ ନଦୀରେ ଭାସିଗଲେ ୩; ଜଣେ ମୃତ, ୨ ନିଖୋଜ
ରାଉରକେଲା ଅଫିସ,୨୦ା୧୨: ନଦୀରେ ବୁଡ଼ି ଜଣକର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ନିଖୋଜ ଅଛନ୍ତି। ରାଉରକେଲା କୋଏଲ ନଦୀରେ ରବିବାର ଅପରାହ୍ନରେ ୩ ଜଣ ଯୁବକ ଗାଧୋଉଥିବା ବେଳେ ଜଳ ସ୍ରୋତରେ ଭାସି ଯାଇଥିଲେ। ପିକ୍ନିକ୍ କରିବାକୁ କିଛି ଯୁବକ…
ପେଟିଏମ୍ ଜରିଆରେ ବୁକ୍ କରନ୍ତୁ ଏଲ୍ପିଜି ସିଲିଣ୍ଡର: ମିଳୁଛି ୫୦୦ ଟଙ୍କା ପର୍ଯ୍ୟନ୍ତ କ୍ୟାଶବ୍ୟାକ୍ !
ନୂଆଦିଲ୍ଲୀ,୨୦।୧୨: ପେଟିଏମ୍ ମୋବାଇଲ ଆପ୍ ଜରିଆରେ ଏଲ୍ପିଜି ସିଲିଣ୍ଡରର ବୁକିଂ କଲେ ୫୦୦ ଟଙ୍କା ପର୍ଯ୍ୟନ୍ତ କ୍ୟାଶବ୍ୟାକ୍ ମିଳିବ। ପ୍ରଥମ ଥର ପାଇଁ କମ୍ପାନୀ ଏହି ଅଫର ଆଣିଛି। ଯଦି ଆପଣ ଅନ୍ୟ କୌଣସି ମାଧ୍ୟମରେ ସିଲିଣ୍ଡର ବୁକିଂ କରି ଆସୁଥିଲେ…
ଭାରତୀୟ ଦଳ ପାଇଁ ଖରାପ ଖବର!
ଆଡିଲେଡ୍,୨୦।୧୨: ଘରୋଇ ଅଷ୍ଟ୍ରେଲିଆଠାରୁ ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ପରାଜୟ ଭୋଗିବା ପରେ ଭାରତୀୟ ଦଳକୁ ଚାରିଆଡୁ ସମାଲୋଚନା କରାଯାଉଛି। ଏହି ସମୟରେ ଭାରତୀୟ ଦଳ ପାଇଁ ଆଉ ଏକ ଖରାପ ଖବର ଆସିଛି। ଦଳର ଷ୍ଟାର ବୋଲର ମହମ୍ମଦ ସାମି ଟେଷ୍ଟ…
ଭାରତର ଶୋଚନୀୟ ପରାଜୟ ପରେ ଲୋକେ ମାଗିଲେ ସୋନୁ ସୁଦଙ୍କ ସାହାଯ୍ୟ, ଏପରି ଟୁଇଟ୍ କଲେ ଅଭିନେତା
ମୁମ୍ବାଇ: ଅଭିନେତା ସୋନୁ ସୁଦ ଗରିବ ଲୋକଙ୍କୁ ସବୁବେଳେ ସାହାଯ୍ୟ କରି ଚର୍ଚ୍ଚାରେ ରହିଛନ୍ତି। ଅନେକ ସମୟରେ ପ୍ରଶଂସକଙ୍କ ଠାରୁ ଏପରି ଅନୁରୋଧ କରାଯାଇଥାଏ ଯେ, ସେଗୁଡ଼ିକ ପୂରଣ କରିବା ତ ଦୂରର କଥା ଏହାର ଉତ୍ତର ଦେବା ମଧ୍ୟ କଷ୍ଟକର…
ପହିଲାରୁ ବଦଳିବାକୁ ଯାଉଛି ବ୍ୟାଙ୍କିଂ ସହ ଜଡ଼ିତ ଏସବୁ ନିୟମ: ଜାଣନ୍ତୁ ଆପଣଙ୍କ ଉପରେ ପଡ଼ିବ କି ପ୍ରଭାବ
ନୂଆଦିଲ୍ଲୀ,୨୦।୧୨: ଶେଷ ହେବାକୁ ଯାଉଛି ବର୍ଷ ୨୦୨୦। ନୂଆ ବର୍ଷ ଆରମ୍ଭର ପ୍ରଥମ ଦିନରୁ ବ୍ୟାଙ୍କିଂ ସହ ଜଡ଼ିତ କାମରେ ପରିବର୍ତ୍ତନ ହେବାକୁ ଯାଉଛି। ଏହା ଆପଣଙ୍କ ଉପରେ ସିଧା ପ୍ରଭାବ ପକାଇବ। ଜାନୁଆରୀ ପହିଲାରୁ ୫୦ହଜାରରୁ ଅଧିକ ଚେକ୍ ଟ୍ରାନ୍ଜାକ୍ସନ…
ବିଗିଡିଲା ଭାଜପା ଏମ୍ପିଙ୍କ ସ୍ବାସ୍ଥ୍ୟାବସ୍ଥା
ଭୋପାଳ,୨୦।୧୨: ଭାରତୀୟ ଜନତା ପାର୍ଟି ଏମ୍ପି ସାଧ୍ୱୀ ପ୍ରଜ୍ଞା ସିଂ ଠାକୁର ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି। ଗତ କିଛି ମାସ ହେବ ରେଟିନାର ପଛ ଭାଗରେ ସଂକ୍ରମଣ ପାଇଁ ଚିକିତ୍ସିତ ହେଉଛନ୍ତି। ଦିଲ୍ଲୀ ଡାକ୍ତରଙ୍କ…
Archives


