Home

୮ ମାସରେ ୮୦୦ ଜୀବନ ବଞ୍ଚାଇଲେଣି ଏହି ବ୍ୟକ୍ତି, ମାଗଣାରେ ଯୋଗାଉଛନ୍ତି…

ପାଟଣା,୨୦ା୧୨: ସମଗ୍ର ବିଶ୍ୱ ବର୍ତ୍ତମାନ କରୋନା ମହାମାରୀ ସହିତ ସଂଘର୍ଷ କରୁଛି। ଏଭଳି ପରିସ୍ଥିତିରେ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଗୌରବ ରାୟ ନାମକ ଜଣେ ବ୍ୟକ୍ତି ଆଗେଇ ଆସିଛନ୍ତି। ଗୌରବ ଏମିତି କିଛି କାମ କରିଛନ୍ତି ଯାହା ଅନ୍ୟମାନଙ୍କ ପାଇଁ…

କୋହଲିଙ୍କ ସମର୍ଥନରେ ବାହାରିଲେ ବିଗ୍‌ ବି: କହିଲେ ‘ଆମ ସମସ୍ତଙ୍କ ଜୀବନରେ ଖରାପ ଦିନ ଆସେ’

ନୂଆଦିଲ୍ଲୀ,୨୦।୧୨: ଆଡିଲେଡ୍‌ ଟେଷ୍ଟରେ ୮ ଉଇକେଟରେ ଅଷ୍ଟ୍ରେଲିଆଠାରୁ ପରାଜିତ ହେବା ପରେ ଭାରତୀୟ ଦଳକୁ ସମାଲୋଚନାର ଶିକାର ହେବାକୁ ପଡ଼ିଛି। କୌଣସି ବ୍ୟାଟ୍ସମ୍ୟାନ୍‌ ଗୋଟିଏ ଇନିଂସରେ ଦୁଇଅଙ୍କ ଛୁଇଁ ନ ପାରିବାକୁ ନେଇ ସୋସିଆଲ ମିଡିଆରେ ତାତ୍ସଲ୍ୟ କରାଯାଉଛି। ହେଲେ ମେଗାଷ୍ଟାର…

ତୃତୀୟ ଶ୍ରେଣୀ ଛାତ୍ରୀ ସଂଗ୍ରହ କଲେ ବିଭିନ୍ନ ଦେଶର ୫୦୦୦ରୁ ଅଧିକ ଦିଆସିଲି

ଅନେକ ଲୋକ ବିଭିନ୍ନ ସ୍ଥାନକୁ ଯାଇ ସେଠାରେ ଫଟୋ ଉଠାଇବାକୁ ପସନ୍ଦ କରୁଥିବାବେଳେ ଆଉ କିଛି ଲୋକ ବିଭିନ୍ନ ଦେଶର ମୁଦ୍ରା ସଂଗ୍ରହ କରିଥାନ୍ତି। ସେହିପରି କିଛି ଲୋକ ବିଭିନ୍ନ ଦେଶର ଟିକେଟ ମଧ୍ୟ ସଂଗ୍ରହ କରିଥାନ୍ତି। କିନ୍ତୁ ଓଡ଼ିଶାର ଜଣେ…

କାର ବୋମା ବିସ୍ଫୋରଣ: ୯ ମୃତ

କାବୁଲ,୨୦।୧୨: ଆଫଗାନିସ୍ତାନରେ ରବିବାର କାର୍‌ ବୋମା ବିସ୍ଫୋରଣ ୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାବୁଲରେ ସଂସଦ ସଦସ୍ୟ…

ଟେଷ୍ଟ କ୍ୟାରିୟରରେ ଅଧିନାୟକ ଭାବେ ବିରାଟଙ୍କ ସହ ପ୍ରଥମ ଥର ଘଟିଲା ଏପରି: ଶେଷ ହେଲା..

ଆଡିଲେଡ,୨୦।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଜିତି ସ୍ବଦେଶ ଫେରିବାକୁ ଆଶା ରଖିଥିଲେ ଅଧିନାୟକ ବିରାଟ କୋହଲି। ହେଲେ ତାହା ହୋଇପାରିଲା ନାହିଁ। ବିରାଟଙ୍କ ନେତୃତ୍ୱରେ ଦଳ ଇତିହାସରେ ସବୁଠାରୁ ଖରାପ ପ୍ରଦର୍ଶନ କରିଥିଲା। ମାତ୍ର ଅଢ଼େଇ ଦିନରେ ଅଷ୍ଟ୍ରେଲିଆ…

ପୁଣି ଅନୁଭବଙ୍କ ନାଁରେ ଏତଲା ଦେଲେ ବର୍ଷା

କଟକ ଅଫିସ,୨୦ା୧୨ କେନ୍ଦ୍ରାପଡ଼ା ଏମ୍‌ପି ତଥା ଓଲିଉଡ ଅଭିନେତା ଅନୁଭବ ମହାନ୍ତିଙ୍କ ନାଁରେ ପୁଣି ଥରେ ଥାନାରେ ମାମଲା ରୁଜୁ ହୋଇଛି। ଏମ୍‌ପିଙ୍କ ଅଭିନେତ୍ରୀ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଏତଲା ଭିତ୍ତିରେ ପୁରୀଘାଟ ଥାନା ପୋଲିସ ତାଙ୍କ ବିରୋଧରେ ମାମଲା ରୁଜୁ…

ଏଲ୍‌ଏସିରେ ଉତ୍ତେଜନା: ନୂଆ ଜେନେରାଲଙ୍କୁ ନିଯୁକ୍ତି ଦେଲେ ଚାଇନା ରାଷ୍ଟ୍ରପତି

ବେଜିଂ,୨୦।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପରିସ୍ଥଳେ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଓ୍ବେଷ୍ଟର୍ନ ଥିଏଟର କମାଣ୍ଡ ପାଇଁ ନୂଆ ଜେନେରାଲଙ୍କୁ ନିଯୁକ୍ତ କରିଛନ୍ତି। ୨୦୧୭ରେ ଡୋକଲାମରେ ଚାଇନା ସୈନ୍ୟ ବାହିନୀର ନେତୃତ୍ୱ ନେଇଥିବା…

ରାଜ୍ୟରେ ଆଜି ୩୭୨ କରୋନା ପଜିଟିଭ୍‌ ଚିହ୍ନଟ, ଆଉ ୪ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ରବିବାର ରାଜ୍ୟରେ ୩୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୨୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୧୪ ଜଣ ଚିହ୍ନଟ…

ସ୍ତ୍ରୀଙ୍କ ସହ ଝଗଡ଼ା କରି ସ୍ବାମୀ ନେଲେ ଅଜବ ପଦକ୍ଷେପ, ଯାହା ଆଗରୁ କେବେ ଶୁଣି ନ ଥିବେ

ଇଟାଲୀର ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ସହ ଝଗଡ଼ା କରିବା ପରେ ନିଜ ମନକୁ ଶାନ୍ତ କରିବା ପାଇଁ ଘରୁ ବାହାରି ଚାଲିଗଲେ। ସେ ଏତେ ରାଗି ଯାଇଥିଲେ ଯେ କୌଣସି ଗାଡ଼ି ମୋଟରରେ କେଉଁଆଡ଼େ ନ ଯାଇ ସିଧା ୪୫୦ କିଲୋମିଟର…

ସ୍ଲିପରସେଲ୍‌ ନେଟ୍‌ଓ୍ବାର୍କ ବୃଦ୍ଧି ପାଇଁ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨୦।୧୨: ବିହାରରେ ଆତଙ୍କବାଦୀଙ୍କ ପକ୍ଷରୁ ସ୍ଲିପରସେଲ୍‌ ନେଟ୍‌ଓ୍ବାର୍କ ବୃଦ୍ଧି ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ରାଜ୍ୟର ସୀମାବର୍ତ୍ତୀ ଅଞ୍ଚଳରେ ଏଭଳି କାର୍ଯ୍ୟ ଜାରି ରହିଛି। ପଶ୍ଚିମବଙ୍ଗର ସିଲିଗୁଡ଼ି ତଥା ନେପାଳ ଏବଂ ବାଂଲାଦେଶରେ ବସି ଆତଙ୍କବାଦୀ ମୁଖିଆମାନେ ରାଜ୍ୟର ପୂର୍ଣ୍ଣିଆ,କଟିହାର, କିଶନଗଞ୍ଜ,ମଧୁବନି, ସମସ୍ତିପୁର…

ଛୋଟ ନବାବଙ୍କ ଜନ୍ମଦିନରେ ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବଲିଉଡ୍‌ର ଛୋଟ ନବାବ ତଥା କରୀନା କପୁର ଖାନ୍‌ଙ୍କ ପୁଅ ତୈମୁରଙ୍କ ଆଜି ହେଉଛି ଜନ୍ମଦିନ। ସେ ଆଜି ୪ ବର୍ଷରେ ପଦାର୍ପଣ କରିଛନ୍ତି। ସବୁଠାରୁ ଲୋକପ୍ରିୟ ଷ୍ଟାର କିଡ୍‌ସଙ୍କ ମଧ୍ୟରୁ ତୈମୁର ଅନ୍ୟତମ। ଛୋଟ ହେଲେ ମଧ୍ୟ ତୈମୁର…

ନେପାଳରେ ରାଜନୈତିକ ସଙ୍କଟ: ପ୍ରଧାନମନ୍ତ୍ରୀଙ୍କ ସଂସଦ ଭଙ୍ଗ ନିଷ୍ପତ୍ତି

କାଠମାଣ୍ଡୁ,୨୦।୧୨: ନେପାଳରେ ରାଜନୈତିକ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ରବିବାର ପୂର୍ବାହ୍ନ ୧୦ଟାରେ ପ୍ରଧାନମନ୍ତ୍ରୀ କେ.ପି.ଶର୍ମା ଓଲି କ୍ୟାବିନେଟ୍‌ର ଏକ ଜରୁରିକାଳୀନ ବୈଠକ ଡକାଇ ସଂସଦ ଭଙ୍ଗ କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟ୍‌ ପ୍ରସ୍ତାବକୁ ମଞ୍ଜୁରୀ ପାଇଁ ରାଷ୍ଟ୍ରପତି ବିଦ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri