Home

ଦଳ ଇଚ୍ଛାରେ କାର୍ଯ୍ୟ କରିବି: ରାହୁଲ

ନୂଆଦିଲ୍ଲୀ, ୨୦।୧୨: ଦଳୀୟ ସଂଗଠନରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ପାଇଁ ଚିଠି ଲେଖିଥିବା ବରିଷ୍ଠ କଂଗ୍ରେସ ନେତାମାନଙ୍କୁ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦୀର୍ଘ ମାସ ପରେ ଶନିବାର ଭେଟିଥିଲେ। ରାହୁଲ ଗାନ୍ଧୀ ପୁଣି ଥରେ କଂଗ୍ରେସର ଅଧ୍ୟକ୍ଷ ପଦ ସମ୍ଭାଳିବା ପାଇଁ…

ବାଇଡେନଙ୍କ ଟିମ୍‌ରେ ବେଦାନ୍ତ

ଓ୍ବାଶିଂଟନ୍‌, ୨୦ା୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ ଶୁକ୍ରବାର ହ୍ବାଇଟ ହାଉସ୍‌ କମ୍ୟୁନିକେଶନ ଓ ପ୍ରେସ ଷ୍ଟାଫଙ୍କ ନାଁ ଘୋଷଣା କରିଛନ୍ତି। ଏହି ଟିମ୍‌ରେ ଭାରତୀୟ ବଂଶୋଭବ ବେଦାନ୍ତ ପଟେଲଙ୍କୁ ଆସିଷ୍ଟାଣ୍ଟ ପ୍ରେସ୍‌ ସେକ୍ରେଟାରୀ ପଦବୀ ମିଳିଛି। ପଟେଲ…

ଆମେରିକା ଉପରେ ସାଇବର ଆକ୍ରମଣ

ୱାଶିଂଟନ,୨୦।୧୨: ୨୦୧୬ ରାଷ୍ଟ୍ରପତି ନିର୍ବାଚନରେ ରୁଷିଆର ହସ୍ତକ୍ଷେପକୁ ନେଇ ଉଠିଥିବା ଝଡ଼ ବିଗତ ୪ ବର୍ଷ ଧରି ଆମେରିକା ରାଜନୀତିକୁ ପ୍ରଭାବିତ କରିଆସିଥିଲା। ଏବେ ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଆଗରେ ରୁଷିଆ ଏହାଠୁ ଆହୁରି ବଡ଼ ସମସ୍ୟା ଛିଡ଼ା କରାଇଥିବା…

ହୋଟେଲରେ ଖାଇବା ବିଲ୍‌ ୧୫ହଜାର, କିନ୍ତୁ ଓ୍ବେଟରଙ୍କୁ ଟିପ୍ସ‌ ଦେଲେ ୩ ଲକ୍ଷ

ସାଧାରଣତଃ ଆମେ ଖାଇବାକୁ ବାହାର କୌଣସି ହୋଟେଲକୁ ଗଲେ ଭଲ ସେବା ପାଇଁ ଓ୍ବେଟରଙ୍କୁ ଟିପ୍‌ ଦେଇଥାଉ। ହେଲେ ଆମେରିକାରେ କିଛି ସାଙ୍ଗ ହୋଟେଲକୁ ଖାଇବାକୁ ଯାଇ ବିଲ୍‌ଠାରୁ ଅଧିକ ଟିପ୍ସ ଦେଇ ଏବେ ଚର୍ଚ୍ଚାରେ। ଘଟଣାଟି ପେନସିଲଭାନିଆର। ବନ୍ଧୁମାନେ ମିଶି…

କରୋନା ଭୂତାଣୁକୁ ବିନାଶ କରିବ ଏଲ୍‌ଇଡି ଲାଇଟ୍

ପ୍ରାୟ ବର୍ଷେ ହେବ ସାରା ବିଶ୍ୱ କରୋନା ମହାମାରୀ ସହ ସଂଘର୍ଷ କରିଆସୁଛି। ଏହି ଭୂତାଣୁ ଦୂର କରିବା ପାଇଁ ପ୍ରତ୍ୟେକ ଦେଶ ନିରନ୍ତର ଅନୁସନ୍ଧାନ ଜାରି ରଖିଛନ୍ତି। ଅନେକ ଦେଶରେ କରୋନା ହେବାର ଆଶଙ୍କା ହ୍ରାସ କରିବାକୁ ଟିକା ପ୍ରସ୍ତୁତି…

ଏମିତି ଶପିଂ ମଲ୍‌, ଯେଉଁଠି କେବଳ ବିକ୍ରି ହୋଇଥାଏ ପୁରୁଣା ସାମଗ୍ରୀ

ସାଧାରଣତଃ ଯେକୌଣସି ଶପିଂ ମଲରେ ନୂଆ ପୋଷାକଠାରୁ ଆରମ୍ଭ କରି ଘରକରଣା ସାମଗ୍ରୀ ଆଦି ବିକ୍ରି ହେଉଥିବା ଦେଖିଥିବେ। ମାତ୍ର ଏମିତି ଏକ ମଲ୍‌ ଅଛି ଯେଉଁଠି କେବଳ ପୁରୁଣା ସାମଗ୍ରୀ ବିକ୍ରି ହୋଇଥାଏ। ତେବେ ଏପରି ଏକ ଶପିଂ ମଲ୍‌…

ରାତାରାତି ଷ୍ଟାର ପାଲଟିବା ପାଇଁ ଇଣ୍ଟିମେଟ୍‌ ସିନ୍‌ କରିଥିଲେ ସଞ୍ଜିଦା…

ମୁମ୍ବାଇ,୨୦।୧୨: ଛୋଟପରଦାର ବୋଲ୍ଡ ଅଭିନେତ୍ରୀ ସୁନ୍ଦରୀ ସଞ୍ଜିଦା ଶେଖ୍‌ ରବିବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ଡିସେମ୍ବର ୨୦ରେ ସେ କୁଏତ୍‌ରେ ଜନ୍ମଗ୍ରହଣ କରିଥିଲେ। ୨୦୦୫ରେ କ୍ୟା ହୋଗା ନିମ୍ମୋ କା ଟିଭି ଶୋ’ରୁ ଆରମ୍ଭ କରିଥିଲେ ନିଜ କ୍ୟାରିୟର।…

ରୋଗରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି…

ନାହିରେ ହାତ ରଖି ଆୟୁର୍ବେଦ ଚିକିତ୍ସକ ରୋଗ ସମ୍ପର୍କରେ ଜାଣିପାରିଥାନ୍ତି। ମା’ ପେଟରେ ଶିଶୁ ଥିବା ସମୟରେ ନାହିି ନଳୀ ଦେଇ ସମସ୍ତ ପୋଷକ ତତ୍ତ୍ୱ ଗର୍ଭସ୍ଥ ଶିଶୁ ଶରୀରକୁ ଯାଇଥାଏ। ନାହିରେ ତେଲ ଲଗାଇବା ଦ୍ୱାରା କେତେକ ରୋଗରୁ ମୁକ୍ତି…

କେନ୍ଦ୍ରୀୟ ସଂସ୍ଥାକୁ ଦିଆଯାଉ ପରୀ ହତ୍ୟାକାଣ୍ଡର ତଦନ୍ତ ଭାର

ନୟାଗଡ଼ ଅଫିସ,୧୯ା୧୨ : ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତରେ ତ୍ରୁଟି ଥିବା ଦର୍ଶାଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଏନ୍‌ସିପିସିଆର) । ମାମଲାକୁ ଅଧିକ ଗୁରୁତ୍ୱ ଦେବା ଓ କେନ୍ଦ୍ରୀୟ…

କଂଗ୍ରେସରୁ ଇସ୍ତଫା ଦେଲେ ଋଚି ଗୁପ୍ତା

ନୂଆଦିଲ୍ଲୀ, ୧୯।୧୨-କଂଗ୍ରେସର ଛାତ୍ର ଶାଖା ନ୍ୟାସନାଲ ଷ୍ଟୁଡେଣ୍ଟ ୟୁନିୟନ ଅଫ ଇଣ୍ଡିଆ(ଏନଏସୟୁଆଇ)ର ଭାରପ୍ରାପ୍ତ ଯୁଗ୍ମ ସମ୍ପାଦକ ଋଚି ଗୁପ୍ତା ଶନିବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସାଂଗଠନିକ ପରିବର୍ତ୍ତନରେ ବିଳମ୍ବ ହେଉଥିବାରୁ ସେ ଦଳ ଛାଡ଼ିଲେ ବୋଲି କହିଛନ୍ତି। ଏଥିପାଇଁ ସେ…

ସ୍ତ୍ରୀ ସମ୍ମୁଖରେ ସ୍ବାମୀଙ୍କ ଗଣ୍ଡି-ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ

ପଡିଆ, ୧୯ା୧୨(ଡି.ଏନ.ଏ.)-ମାଲକାନଗିରି ଜିଲା ପଡିଆ ଥାନା ପଡିଆ ପଞ୍ଚାୟତ କମାରଗୁଡା ନିକଟସ୍ଥ ନନ୍ଦାଗୁଡା ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। କେତେକ ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କୁ ଘରୁ ଉଠାଇ ନେଇ ତାଙ୍କ ମୁଣ୍ଡରୁ ଗଣ୍ଡି ଅଲଗା କରି ହତ୍ୟା…

ବଣ୍ଡାଘାଟିରେ ଓଲଟିଲା ପ୍ରସୂତିଙ୍କୁ ନେଇ ଯାଉଥିବା ପିକଅପ୍‌ ଭ୍ୟାନ୍‌

ଖଇରପୁଟ ୧୯ା୧୨(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଖଇରପୁଟ ବ୍ଲକର ବଣ୍ଡାଘାଟିରେ ଶନିବାର ଏକ ପିକଅପ ଭ୍ୟାନ୍‌ ଓଲଟି ୪ଜଣ ଗୁରୁତର ହୋଇଛନ୍ତି। ବଣ୍ଡାଘାଟି ଗ୍ରାମର ଜଣେ ପ୍ରସୂତିଙ୍କୁ ନେଇ ଭ୍ୟାନଟି ମୁଦୁଲିପଡା ଯାଉଥିବା ବେଳେ ଏକ ବୁଲାଣିରେ ଭାରସାମ୍ୟ ହରାଇ ରାସ୍ତା ପର୍ଶ୍ୱକୁ ଓଲଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri