Home

ଅନ୍ଧବିଶ୍ୱାସ ଯୋଗୁ ସାରା ଜୀବନ ଅବିବାହିତ ରହିଥିଲେ ଏହି ଅଭିନେତା

ବଲିଉଡ ଅଭିନେତା ସଞ୍ଜୀବ କୁମାର ଜଣେ ଅତୁଳନୀୟ ଅଭିନେତା ଥିଲେ। ୧୯୩୮ ମସିହା ଜୁଲାଇ ୯ରେ ଗୁଜୁରାଟର ସୁରଟରେ ଜନ୍ମଗ୍ରହଣ କରିଥିବା ସଞ୍ଜୀବ ଜଣେ ଚମତ୍କାର କଳାକାର ତଥା ଅତି ଭଦ୍ର ବ୍ୟକ୍ତି ମଧ୍ୟ ଥିଲେ। ଶୋଲେ ଫିଲ୍ମରେ ଠାକୁରଙ୍କ ଚରିତ୍ର…

ଦାନଗଦୀ ମେଡିକାଲ ଗୃହ ନିର୍ମାଣରେ ଅନିୟମିତତା

କଳିଙ୍ଗନଗର,୬ା୧୧(ଡି.ଏନ.ଏ.): ଦାନଗଦୀ ସ୍ବାସ୍ଥ୍ୟକେନ୍ଦ ପରିସରରେ ପ୍ରାୟ ୬କୋଟି ଟଙ୍କାରେ ଏକ ମେଡିକାଲ ଗୃହ ନିର୍ମାଣ କରାଯାଉଛି। ତେବେ ଏଥିରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ସାଧାରଣ ଲୋକଙ୍କ ଜାଣିବା ନିମନ୍ତେ ସରକାରଙ୍କ ପକ୍ଷରୁ କାର୍ଯ୍ୟସ୍ଥଳୀରେ ସୂଚନା ଫଳକ ଲଗାଇବାର ନିୟମ…

‘ମଲିକା-ଇ-ତାଜ’ରେ ସ୍ନେହାଶ୍ରୀ ପ୍ରଥମ ରନର୍ସ ଅପ୍‌

ପୁରୁଣା ଭୁବନେଶ୍ୱର,୬ା୧୧(ଡି.ଏନ୍‌.ଏ.): ଆଗ୍ରାରେ ଅନୁଷ୍ଠିତ ହୋଇଥିବା ମଲିକା-ଇ-ତାଜ୍‌ ସିଜନ-୨ ମଡେଲିଂରେ ପ୍ରଥମ ରନର୍ସ ଅପ ଭାବେ ୧୪ବର୍ଷୀୟା ଓଡ଼ିଆ ଝିଅ ପୁରୁଣା ଭୁବନେଶ୍ୱର ଅଞ୍ଚଳର ସ୍ନେହାଶ୍ରୀ ସାହୁ କୃତିତ୍ୱ ଅର୍ଜନ କରିଛନ୍ତି। ଗତ ୧ତାରିଖରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବଲିଉଡ୍‌ କଳାକାର…

ପ୍ରଚାର ସାରି ଫେରୁଥିବାବେଳେ ପ୍ରାର୍ଥୀଙ୍କୁ ଗୁଳିମାଡ

ପାଟନା,୬।୧୧: ବିହାର ବିଧାନସଭା ନିବାର୍ଚନର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ନଭେମ୍ବର ୭ରେ ଅନୁଷ୍ଠିତ ହେବ। କିନ୍ତୁ ଏହା ପୂର୍ବରୁ ହାୟାଘାଟ ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥୀ ରବୀନ୍ଦ୍ର ନାଥ ସିଂହଙ୍କ ଉପରକୁ ଗୁଳିମାଡ କରାଯାଇଛି। ଗୁରୁବାର ରାତିରେ ତୃତୀୟ…

କାର୍ଯ୍ୟକ୍ଷମ ହୋଇପାରୁନି କୃଷକ ବଜାର

ପୁରୀ ଅଫିସ,୬।୧୧: ପୁରୀ ସହରରେ ଥିବା ବ୍ୟବସାୟ ପ୍ରତିଷ୍ଠାନ ତଥା ଗୋଦାମକୁ ସାମଗ୍ରୀ ଆଣି ଆସୁଥିବା ଗାଡ଼ି ପାଇଁ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ପର୍ଯ୍ୟଟକ ଓ ସ୍ଥାନୀୟ ଲୋକେ ନାନା ହଇରାଣ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶ୍ରୀକ୍ଷେତ୍ର…

ମୋ ବସ୍‌କୁ ୨ ବର୍ଷ: ଆଜି ନିରାଡ଼ମ୍ବର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୬।୧୧ (ବ୍ୟୁରୋ): ‘ମୋ ବସ୍‌’ ସେବାକୁ ଇତି ମଧ୍ୟରେ ଦୁଇବର୍ଷ ପୂରିଛି। ରାଜଧାନୀ ଭୁବନେଶ୍ୱର ସମତେ କଟକ, ଖୋର୍ଦ୍ଧା, ପୁରୀ ଓ କୋଣାର୍କରେ ଯାତ୍ରୀଙ୍କୁ ଭରସାଯୋଗ୍ୟ ସ୍ବଳ୍ପକାଳୀନ ସେବା ଯୋଗାଇବା ସହ ଲୋକଙ୍କ ଆସ୍ଥା ଭାଜନ ହୋଇପାରିଛି ମୋ ବସ୍‌। ସ୍ବଚ୍ଛତା,…

କରୋନା କଟକଣା: ବାଣ ଫୁଟିବନି, ପ୍ରସ୍ତୁତକାରୀ ହତାଶ

କେନ୍ଦ୍ରାପଡ଼ା ଅଫିସ,୬ା୧୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୧୦ରୁ ୩୦ ତାରିଖ ପର୍ଯ୍ୟନ୍ତ ବାଣ ଫୁଟାଇବା ଉପରେ କଟକଣା ଜାରି ହୋଇଛି। ବିକ୍ରି କିମ୍ବା ବାଣ ଫୁଟାଇଲେ ଆଇନ ଜାଲରେ ଛନ୍ଦିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି…

ଏବେ ଖୋଲିବନି ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଚଳିତମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ଯେଉଁ ନିଷ୍ପତ୍ତି ହୋଇଥିଲା ତାକୁ ରାଜ୍ୟ ସରକାର ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।…

ଟ୍ରମ୍ପଙ୍କୁ ଆଉ ଏକ ସୁପର୍‌ ଝଟ୍‌କା

ଓ୍ବାଶିଂଟନ୍‌,୬।୧୧: ଆମେରିକାରେ ମତଦାନର ଦୁଇ ଦିନ ପରେ ମଧ୍ୟ ରାଷ୍ଟ୍ରପତି ପଦବୀ ପାଇଁ ଚିତ୍ର ସ୍ପଷ୍ଟ ହୋଇନାହିଁ। ଭୋଟ ଗଣତି ମଧ୍ୟରେ ଡେମୋକ୍ରାଟ ପ୍ରାର୍ଥୀ ଜୋ ବାଇଡେନ ୨୫୩ ଭୋଟ ସହ ଆଗରେ ଅଛନ୍ତି। ଏଥି ସହିତ ବର୍ତ୍ତମାନର ରାଷ୍ଟ୍ରପତି ତଥା…

ମଞ୍ଚରୁ ଆଉ ଶୁଭିବନି ‘ମୁଁ ଅନ୍ଧ ଭିକାରି’ ଗୀତ

ଖଣ୍ଡପଡ଼ା,୬ା୧୧(ସ୍ବ.ପ୍ର.): ଭଜନ ମଣ୍ଡପରୁ ଆଉ ଶୁଭିବନି ‘ମୁଁ ଅନ୍ଧ ଭିକାରି, ହାତ ଧରି ମୋତେ କରିଦେ ପାରି..’ ଗୀତ। ଜୀବନବ୍ୟାପୀ ଜଗନ୍ନାଥ ସଙ୍ଗୀତର ସଫଳ ସାଧକ କଣ୍ଠଶିଳ୍ପୀ ଭିକାରୀ ମହମ୍ମଦ ଆଉ ନାହାନ୍ତି। ଗୁରୁବାର ଭୋର ସମୟରେ ୭୧ ବର୍ଷ ବୟସରେ…

ଦିନକରେ ୪୭ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ୬୭୦ ମୃତ୍ୟୁ

ନୂଆଦିଲ୍ଲୀ,୬।୧୧: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୪୭ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୭ ହଜାର ୬୩୮ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୬୭୦…

ବୃକ୍ଷ ପ୍ରେମରେ ଛାତ୍ର, ଅଧ୍ୟାପକ

ଖୋର୍ଦ୍ଧା ଅଫିସ,୬ା୧୧: କରୋନା ମହାମାରୀ ଯୋଗୁ ଦୀର୍ଘ ୮ମାସ ଧରି ରାଜ୍ୟର ସମସ୍ତ ସ୍କୁଲ, କଲେଜରେ ପାଠପଢ଼ା ବନ୍ଦ ରହିଛି। କରୋନା ମୁକାବିଲା ଲାଗି ସାମୂହିକ କାର୍ଯ୍ୟ ଉପରେ କଟକଣା ଲଗାଯିବା ସହ ବିନା କାରଣରେ ଘରୁ ନ ବାହାରିବାକୁ ପ୍ରଶାସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri