Home

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତ କରି ଆହୁରି ଘନୀଭୂତ ହେବ। ୨୧ ତାରିଖ ସୁଦ୍ଧା ଅବପାତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଦିଲ୍ଲୀରୁ ଫେରିବା…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟା ୫ଟା ୩୦ ମିନିଟ୍ ସମୟରେ ଏହି ଲଘୁଚାପ କ୍ଷେତ୍ରଟି ସକ୍ରିୟ ହୋଇଛି।…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର ଜଳଧାରଣ କ୍ଷମତା ଶୀର୍ଷରେ ପହଞ୍ଚି ସାରିଥିବାରୁ ବନ୍ୟା ନିୟନ୍ତ୍ରଣ ଓ ଜଳାଶୟର ସୁରକ୍ଷା…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ ଏକ କନ୍ୟାରତ୍ନ ଆସିଛନ୍ତି। ନିଜର ଦ୍ୱିତୀୟ ସନ୍ତାନର ଆଗମନ ନେଇ ଦୀପିକା ଓ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ ପେଟାଠାରେ ଅନ୍ତଃରାଷ୍ଟ୍ରୀୟ ତଟ ସ୍ବଚ୍ଛତା ଦିବସ ପାଳିତ ହୋଇଛି। ଏହି ଅବସରରେ ସାଗର…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ ଗୁରୁତର ହୋଇ ଚିକିତ୍ସାଧୀନ ରହିଥିବା ବେଳେ ପୋଲିସ ସ୍ବାସ୍ଥ୍ୟକେନ୍ଦ୍ର ପହଞ୍ଚି ଆରମ୍ଭ କରିଛି…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା (୪୮)। ଶୁକ୍ରବାର ରାତିରେ ସେ ଘରେ ଶୋଇଥିବାବେଳେ ଏକ ବିଷଧର ସାପ ତାଙ୍କୁ…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ ଲୁକ୍‌ ସହିତ ସମସ୍ତଙ୍କ ହୃଦୟ ଜିତିଛନ୍ତି। ନିକଟରେ ସମ୍ପନ୍ନ ହୋଇଥିବା ଗଣେଶ ପୂଜା…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ସଭିଙ୍କ ଅମର ଆତ୍ମାର ସଦଗତି କାମନା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) କୋ-ୟୁନିଟ, ମହିଳା ଶାଖା, ଯୁବ ରେଡ୍‌କ୍ରସ ଓ ଏନ୍‌ସିସିର ମିଳିତ ଆନୁକୂଲ୍ୟରେ ଏହି…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର ୨୭ ରୁ ODI ସିରିଜ ସହିତ ଆରମ୍ଭ ହେବ। ପ୍ରଥମ ମ୍ୟାଚ ତିରୁଅନନ୍ତପୁରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?