Home

ବିରଳ ସିଂହକୁ ଖାଦ୍ୟ ଖୁଆଇଲେ ଏହି ଅଭିନେତ୍ରୀ

ଛୋଟ ପରଦାର ଚର୍ଚ୍ଚିତ ଅଭିନେତ୍ରୀ ମୋନି ରୟ ଏବେ ଦୁବାଇରେ ଛୁଟି କାଟୁଛନ୍ତି। ଏହି ସମୟର ଫଟୋ ସେ ସୋସିଆଲ ମିଡିଆରେ ଶେୟାର ମଧ୍ୟ କରୁଛନ୍ତି। ନିକଟରେ ସେ ଏକ ଭିଡିଓ ଶେୟାର କରିଥିଲେ । ଏଥିରେ ମୋନି ସିଂହକୁ ନିଜ…

୫୫ ଲକ୍ଷ ଖର୍ଚ୍ଚକରି ୨ ଇଞ୍ଚ ବଢ଼ିଲେ ଡାକ୍ତରୀ ଛାତ୍ର

ଓ୍ବାଶିଂଟନ୍‌, ୨୧।୧: ଶରୀରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକ ଲୋକ କସ୍‌ମେଟିକ୍‌ ସର୍ଜରୀ କରିଥାନ୍ତି। ଏବେ ଏହା ଦ୍ୱାରା ଉଚ୍ଚତା ବୃଦ୍ଧି ହେଉଥିବା ଚର୍ଚ୍ଚା ହେଉଛି। ଆମେରିକାର ଡେଲ୍ଲାସରେ ରହୁଥିବା ଛାତ୍ର ଅନଫୋନ୍‌ସୋ ଫ୍ଲୋର୍ସଙ୍କ ଉଚ୍ଚତା ୫ ଫୁଟ ୧୧ ଇଞ୍ଚ…

ବିବାହିତା ସତ୍ତ୍ୱେ ମା’ ନ ହେବାକୁ ନିଷ୍ପତ୍ତି ନେଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ: କାରଣ…

ବଲିଉଡ୍‌ ଅଭିନେତ୍ରୀ ଅରୁଣା ଇରାନୀ ତାଙ୍କ ସମୟର ସଫଳ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ। ତାଙ୍କର ଅଭିନୟଠାରୁ ଆରମ୍ଭ କରି ନୃତ୍ୟ ପାଇଁ ଲୋକେ ପାଗଳ ହୋଇଯାଉଥିଲେ। ଅଧିକାଂଶ ଫିଲ୍ମରେ ସେ ଖଳନାୟିକା ଚରିତ୍ରରେ ଅଭିନୟ କରିଛନ୍ତି। ତାଙ୍କର ଏହି ଚରିତ୍ରକୁ ଲୋକେ…

ଏହି ସୁପରଷ୍ଟାରଙ୍କ ସହ କାମ କରିବାକୁ ଚାହୁଁ ନ ଥିଲେ ଶ୍ରୀଦେବୀ, ଐଶ୍ୱର୍ଯ୍ୟା

ବଲିଉଡ୍‌ର ଆକ୍ସନ ହିରୋଙ୍କ ମଧ୍ୟରେ ଅନ୍ୟତମ ସନି ଦେଓଲ। ସନ୍ନିଙ୍କୁ ତାଙ୍କ ସମୟର ସବୁଠାରୁ ସଫଳ ଏବଂ ହିଟ୍‌ ହିରୋଙ୍କ ତାଲିକାରେ ଗଣନା କରାଯାଏ। ସେ ଅନେକ ସୁପରହିଟ୍‌ ଫିଲ୍ମ ଯେପରି, ଘାୟଲ, ଖାତକ, ଦାମିନୀ ଏବଂ ଗଦ୍ଦର ଆଦିରେ କାମ…

ଅଷ୍ଟ୍ରେଲିଆରୁ ଫେରି ବାପାଙ୍କ ସମାଧିସ୍ଥଳକୁ ଗଲେ ଏହି ଭାରତୀୟ କ୍ରିକେଟର, କୋରାନ ପଢ଼ି ଦେଲେ ଶ୍ରଦ୍ଧାଞ୍ଜଳି

ହାଇଦ୍ରାବାଦ,୨୧।୧: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ଜିତିବା ପରେ ସ୍ବଦେଶ ଫେରିଛି ଟିମ୍‌ ଇଣ୍ଡିଆ। ଏହି ସିରିଜ୍‌ରେ ଟେଷ୍ଟ କ୍ରିକେଟରେ ଡେବ୍ୟୁ କରିଥିବା ଭାରତୀୟ ଯୁବ ପେସ୍‌ ବୋଲର୍‌ ମହମ୍ମଦ ସିରାଜ ଗୁରୁବାର ହାଇଦ୍ରାବାଦରେ ପହଞ୍ଚିଥିଲେ। ସେଠାରୁ ସେ ସିଧା ଖେରାତାବାଦରେ…

ଅନୁଷ୍କାଙ୍କ ସହ ଦୁଇଟି ଚଷମାରେ ନଜର ଆସିଲେ କୋହଲି, ଲୋକେ ପଚାରୁଛନ୍ତି ଏମିତି

ମୁମ୍ବାଇ : ଆଜିକାଲି କ୍ରିକେଟର ବିରାଟ କୋହଲିଙ୍କ ଗୋଡ଼ ଆଉ ତଳେ ଲାଗୁନି। କାରଣ ତାଙ୍କ ଘରକୁ ଏକ ଛୋଟ ପରୀ ଆସିଛି। ଏହି ଖୁସିରେ ବିରାଟଙ୍କ ମନ ଆକାଶରେ ଉଡୁଛି। ସେହିପରି ମା’ ହେବାର ୧୦ ଦିନ ପରେ ଅନୁଷ୍କାଙ୍କୁ…

ନବୀନଙ୍କ ନୂଆ ଉପଲବ୍ଧି: ଛୁଟୁଛି ଶୁଭେଚ୍ଛାର ସୁଅ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ନିକଟରେ ହୋଇଥିବା ସର୍ଭେରେ ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ବିବେଚିତ ହୋଇଥିଲେ ନବୀନ ପଟ୍ଟନାୟକ। ଏବେ ସେ ନିଜର ଅଫିସିଆଲ ଟୁଇଟର ପୃଷ୍ଠାରେ ୩ ଲକ୍ଷ ଫଲୋଅର୍‌ ରେଖା ଅତିକ୍ରମ କରିଛନ୍ତି। ନବୀନ ଏନେଇ ଖୁସି ପ୍ରକାଶ କରିବା…

କେକ୍‌ ଭାବି ଅନ୍‌ଲାଇନ୍‌ରୁ ଅର୍ଡର କଲେ ଘଷି: ଖାଇବା ପରେ ଦେଲେ ଏଭଳି ରିଭ୍ୟୁ

ଅନ୍‌ଲାଇନ୍‌ ସପିଂ କରିବାର ଅନେକ ଲାଭ ରହିଛି। ସବୁଠାରୁ ବଡ଼ ଲାଭ ହେଲା ଘରେ ବସି ଜିନିଷ ପାଇପାରିବା। ଅନ୍‌ଲାଇନ୍‌ରୁ ଅର୍ଡର କରିବା ପୂର୍ବରୁ ପ୍ରଥମେ ରିଭ୍ୟୁ ଦେଖିବା ପରେ ତାହା କିପରି ହୋଇଥିବ ଜଣାପଡ଼ିଥାଏ। ବେଳେବେଳେ ରିଭ୍ୟୁରେ ଲେଖାଯାଇଥିବା କିଛି…

ଝିଅ ହୋଇ ପୁଅ ଚରିତ୍ରରେ ନଜର ଆସୁଥିଲେ, ଏବେ ଛାଡ଼ିଲେ ଶୋ’

ବମ୍ବେ: ପରଦାରେ ପୁଅ ହେଲେ ବାସ୍ତବରେ ଝିଅ। ଆମେ କଥା ହେଉଛୁ ଟେଲି ଧାରାବାହିକ ‘ଛୋଟି ସରଦାରନୀ‘ରେ ପରମ ଭୂମିକାରେ ନଜର ଆସୁଥିବା ଶିଶୁ କଳାକାର କେଭିନା ଟାକଙ୍କ ବିଷୟରେ। ତାଙ୍କୁ ବୟସ ଏବେ ମାତ୍ର ଛଅ ବର୍ଷ। ଶୋ’ରେ ସରବଜୀତ…

ନଷ୍ଟ ହେଉଛି ଡୋଜ୍‌: ସରକାର ଜାରି କଲେ ସଚେତନତା ପୋଷ୍ଟର

ନୂଆଦିଲ୍ଲୀ, ୨୧।୧: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଜାରି ରହିଛି। ତେବେ ଟିକାର ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଫଳରେ ଲୋକେ ଟିକା ନେବାକୁ ଅମଙ୍ଗ ହେଉଛନ୍ତି। ଏହାଯୋଗୁ ଡୋଜ୍‌ ନଷ୍ଟ ହେବାରେ ଲାଗିଛି। ଏହାକୁ…

ଏମିତି ବୁଲେଟ୍‌ ଯିଏ ଦେଖୁଛି, ଘଡ଼ିଏ ଅଟକି ଯାଉଛି; ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ଆପଣ କେବେ କାଠର ବୁଲେଟ୍‌ ଦେଖିଛନ୍ତି? କିନ୍ତୁ କେରଳର ଜଣେ ଯୁବକ ଏମିତି ନିଆରା ବୁଲେଟ୍‌ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି। ବୁଲେଟ୍‌ଟି ସମ୍ପୂର୍ଣ୍ଣ କାଠରେ ତିଆରି। ଏହାକୁ ଯିଏ ଦେଖୁଛି ଘଡ଼ିଏ ଅଟକି ରହିଯାଉଛି। କାରୁଲଇ କଲାମ ଅଞ୍ଚଳ ଶାଗୁଆନ…

ଜେଲରୁ ମୁକୁଳିଲେ ଅଭିନେତ୍ରୀ

ସ୍ୟାଣ୍ଡେଲଉଡ୍‌ ଡ୍ରଗ୍ସ ମାମଲାରେ ପ୍ରାୟ ମାସେ ହେବ ଜେଲରେ ଥିବା କନ୍ନଡ ଅଭିନେତ୍ରୀ ରାଗିଣୀ ଦ୍ୱିବେଦୀ ଏଥିରୁ ମୁକ୍ତି ପାଇଛନ୍ତି। ଗୁରୁବାର ସୁପ୍ରିମକୋର୍ଟଙ୍କ ରାୟ ପରେ ତାଙ୍କୁ ଜାମିନ ମିଳିଛି। ଡ୍ରଗ୍ସ କାରବାର ମାମଲାରେ ରାଗିଣୀଙ୍କୁ ୪ ସେପ୍ଟେମ୍ବର ୨୦୨୦ରେ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?