ଡ୍ରଗ୍ସ ମାମଲାରେ ନୋଟିସ୍ ପରେ ଟ୍ରୋଲ ହେଉଛନ୍ତି କରନ୍ ଜୋହର: ଲୋକେ କହୁଛନ୍ତି ଏବେ ‘କଫି ଉଇଥ୍ ଏନ୍ସିବି’ର ସମୟ
ବମ୍ବେ: ବଲିଉଡ୍ ପାଇଁ ଅଡ଼ୁଆ ପାଲଟିଲାଣି ଏନ୍ସିବି ଯାଞ୍ଚ। ଗୋଟିଏ ପରେ ଗୋଟିଏ ଅଭିନେତାଙ୍କୁ ଏନ୍ସିବିରୁ ଡାକରା ଆସୁଛି। ଡ୍ରଗ୍ସ ସେବନଠାରୁ ଆରମ୍ଭ କରି ବିଭିନ୍ନ ଦିଗକୁ ନେଇ ସେମାନଙ୍କୁ ପଚରାଉଚରା କରାଯାଉଛି। ନିକଟରେ କମେଡିଆନ ଭାରତୀ ସିଂହ, ଅଭିନେତ୍ରୀ ଦୀପିକା…
ଶୂନରେ ଆଉଟ୍ ହେବାପରେ ସହଜ କ୍ୟାଚ୍ ଛାଡ଼ିଲେ ପୃଥ୍ବୀ ଶ: ରାଗିଗଲେ କୋହଲି
ଆଡିଲେଡ୍,୧୮।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ୍ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍ର ପ୍ରଥମ ଦିନରେ ଅଧିନାୟକ ବିରାଟ କୋହଲୀ ଟସ୍ ଜିତି ବ୍ୟାଟିଂ କରିବା ନିଷ୍ପତ୍ତି ନେଇଥିଲେ। ପରେ ଭାରତ ପ୍ରଥମ ଇନିଂସରେ ୨୪୪ ରନ୍ କରି…
ଶୀଘ୍ର ମା’ ହେବାକୁ ଚାହୁଁଛି: ସନା
ବମ୍ବେ: ପ୍ରେମିକଙ୍କଠାରୁ ଅଲଗା ହେବା ପରେ ପ୍ରଥମେ ଅଭିନୟଜଗତ ଛାଡ଼ିଥିଲେ ଅଭିନେତ୍ରୀ ସନା ଖାନ। ଆଉ ଏବେ ବିବାହ କରି ସେ ଚର୍ଚ୍ଚାରେ। ମୁଫ୍ତି ଅନସଙ୍କ ହାତ ଧରିଥିବା ସନା ଶୀଘ୍ର ମା’ ହେବାକୁ ଚାହୁଁଛନ୍ତି। ୨୦୧୭ରେ ମକ୍କା ଯାଇଥିବା ବେଳେ…
ବାଘ ଗଣନା ଆରମ୍ଭ
ପୁରୁଣାକଟକ,୧୮।୧୨(ଡି.ଏନ.ଏ.): ନୟାଗଡ ବନ୍ୟପ୍ରାଣୀ ବନଖଣ୍ଡ ଅଧୀନସ୍ଥ ମହାନଦୀ ବନ୍ୟପ୍ରାଣୀ ଅଭୟାରଣ୍ୟର କୁଶଙ୍ଗ, ଛମୁଣ୍ଡିଆ, କୁଆଁରିଆ ଏବଂ ବାଣିଗୋଛା ଭଳି ୪ଟି ବନାଞ୍ଚଳରେ ବୁଧବାର ଠାରୁ ଚଳିତବର୍ଷ ବାଘ ଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ୬ ଦିନ ଧରି ଡିଜିଟାଲ ସର୍ଭେ, ଆପ୍…
ଦେଢ଼ମାସରେ ୧୧ଶହ କୋଟି ଜିଏସ୍ଟି ଠକେଇ
ଭୁବନେଶ୍ୱର,୧୭୧୮।୧୨(ବ୍ୟୁରୋ): ନା କିଣା ହୋଇଛି ସାମଗ୍ରୀ, ନା ବିକ୍ରି। କେବଳ କାଗଜକଲମରେ କୋଟିକୋଟି ଟଙ୍କାର କାରବାର ଦର୍ଶାଯାଉଛି। ଏଭଳି ଜାଲିଆତି କରି ସରକାରଙ୍କୁ ଶହ ଶହ କୋଟି ଟଙ୍କାର ବସ୍ତୁ ଓ ସେବା କର(ଜିଏସ୍ଟି) ଚୂନ ଲଗାଉଛନ୍ତି ଅସାଧୁ ବ୍ୟବସାୟୀ। ଜାଲ୍…
ଜୀବନ ବରବାଦ କରିଦିଅନ୍ତି ଏହି ଝିଅ
ନାରୀ ଘର ଭାଙ୍ଗିଥାଏ ଏବଂ ଗଢ଼ିଥାଏ ମଧ୍ୟ। ତେବେ ପ୍ରତେକ ବ୍ୟକ୍ତିଙ୍କ ଜୀବନରେ ଜଣେ ମହିଳା ବା ନାରୀର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ। କିନ୍ତୁ ଏହି ନାମଧାରୀ ଝିଅମାନେ ସବୁଠାରୁ ବେଶି ରାଗି ହୋଇଥାନ୍ତି। ରାଗ ଯୋଗୁ ସେମାନେ ନିଜ ଜୀବନ…
ଫଟା ଜୋତା ପିନ୍ଧି ପଡ଼ିଆରେ ନଜର ଆସିଲେ ମହମ୍ମଦ ଶାମି, ପ୍ରଶଂସକ ହେଲେ ଆଶ୍ଚର୍ଯ୍ୟ
ଆଡିଲେଡ୍,୧୮ା୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିରେ ଭାରତୀୟ ଦଳ ପ୍ରଥମ ଇନିଂସରେ ୨୪୪ ରନ୍ ସଂଗ୍ରହ କରିଛି। ପିଙ୍କ୍ ବଲ୍ ସହିତ ଖେଳାଯାଉଥିବା ଏହି ଟେଷ୍ଟ ମ୍ୟାଚରେ ଭାରତ ଭଲ ସ୍କୋର କରିଛି। ଉଭୟ ଅଷ୍ଟ୍ରେଲୀୟ ଓପନରଙ୍କୁ…
ପାନପୋଷ ରେଳଧାରଣା କଡ଼ରେ ପଡ଼ିଛି ୨ ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ
ରାଉରକେଲା ଅଫିସ,୧୮।୧୨: ସୁନ୍ଦରଗଡ଼ ଜିଲା ପାନପୋଷ ରେଳ ଷ୍ଟେଶନରୁ ୨ ଜଣ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହକୁ ରେଳବାଇ ପୋଲିସ ଶୁକ୍ରବାର ଜବତ କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ରାଉରକେଲା ସରକାରୀ ଡାକ୍ତରଖାନାକୁ ପଠାଇଛି। ସେମାନଙ୍କର ମୃତ୍ୟୁର କାରଣ…
ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ମାଲକାନଗିରି ଡିଏସ୍ପି ଅଟକ
ମାଲକାନଗିରି,୧୮ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲାରେ କାର୍ଯ୍ୟରତ ଡିଏସ୍ପି ଅକ୍ଷୟ କୁମାର ନାୟକଙ୍କୁ ଗୁରୁବାର ରାତିରେ କେସିଙ୍ଗା ପୋଲିସ ଉଠାଇ ନେଇଥିବା ଜଣାପଡିଛି। ସେ କଳାହାଣ୍ଡି ଜିଲା କେସିଙ୍ଗା ଥାନାରେ ଏସ୍ଡିପିଓ ଭାବରେ ଥିବା ବେଳେ ଜଣେ ମହିଳା କନଷ୍ଟେବଳଙ୍କୁ ପ୍ରେମ କରି ମନ୍ଦିରରେ…
ପିତାଙ୍କ ସହ ନଜର ଆସିଲେ ଅନୁଷ୍କା, ବେବି ବମ୍ପ୍ ଦେଖି ପ୍ରଶଂସକ କହିଲେ…
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଖୁବ୍ଶୀଘ୍ର ଦୁଇରୁ ତିନି ଜଣ ହେବାକୁ ଯାଉଛନ୍ତି। ଏହା କହିବାର ଅର୍ଥ ହେଲା ଅନୁଷ୍କାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛନ୍ତି। ଏ ବିଷୟରେ…
ଦେଶୀ ଗାଈ ପାଳିଲେ ମିଳିବ ବଡ ଲାଭ: ଏମ୍ବିଏ,ବିଟେକ୍ ଛାତ୍ରୀଛାତ୍ର ଶିଖିବେ କୌଶଳ
ଦେଶୀଗାଈ ପାଳିଲେ ଗୋଟିଏ ନୁହେଁ, ଅନେକ ଲାଭ ଅଛି। ଦେଶୀ ଗାଈ ବ୍ୟବସାୟ କରି ଆପଣ ଏକ ବଡ଼ ଲାଭ ମଧ୍ୟ କରିପାରିବେ। କେବଳ ଏତିକି ନୁହେଁ, ଏହି ବ୍ୟବସାୟ କରିବା ଦ୍ୱାରା ପରିବେଶ ଏବଂ ସମାଜ ଉପରେ ମଧ୍ୟ ଭଲ…
ମଣିଷକୁ ଭିତରୁ ଭାଙ୍ଗି ଦିଏ ଏହି ୪ ଦୁଃଖ, ସଳଖି ଛିଡ଼ା ହେବା ହୋଇପଡେ କଷ୍ଟକର; ଜାଣନ୍ତୁ..
ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରଶ୍ନର ଉତ୍ତର ଦେଇଛନ୍ତି ଆଚାର୍ଯ୍ୟ ଚାଣକ୍ୟ। ଧନ, ମାନ-ସମ୍ମାନ, ସୁଖଶାନ୍ତି ଏବଂ ବୈବାହିକ ଜୀବନକୁ ନେଇ ଅନେକ କଥା ସେଥିରେ ଉଲ୍ଲେଖ ରହିଛି। ଉକ୍ତ ନୀତିଗୁଡ଼ିକୁ ଆପଣାଇଲେ ସଫଳତା ପାଇବା ସହଜ। ଚାଣକ୍ୟ…
Archives


