Home

ପୁଣି କାନ୍ଦିଲେ ବାବା

ସୋସିଆଲ ମିଡିଆରେ ଦିଲ୍ଲୀର ‘ବାବା କା ଢାବା’ର ମାଲିକ କାନ୍ତା ପ୍ରସାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଏବେ ନିଜ ଜୀବନ ଜୀବନ ବଞ୍ଚାଇବା ପ୍ରାର୍ଥନା କରିଛନ୍ତି। ସେ ଏତେ ଭୟରେ ଅଛନ୍ତି ଯେ ଘରୁ ବାହାରକୁ ଯିବାକୁ ଡରୁଛନ୍ତି। ବାବା…

କାର୍ଯ୍ୟକାରୀ ହେଉନି ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା: ଶିଶୁ ମୁଣ୍ଡରେ ଇଟାବୋଝ

ମହାକାଳପଡା,୧୮ା୧୨(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଶିଶୁମାନଙ୍କ ପ୍ରତିଭା ବିକାଶ କରିବା ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ସମାଜରେ ନିଜର ସ୍ବାର୍ଥ ସାଧନ ପାଇଁ ଶିଶୁମାନଙ୍କୁ ଘରୋଇ, ନିର୍ମାଣ କାମ, ହୋଟେଲ ଓ ଅନ୍ୟ କାର୍ଯ୍ୟରେ ସ୍ବଳ୍ପ ମୂଲ୍ୟ…

ବେଆଇନ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରକୁ ଲଗାମ ନାହିଁ : ମିଳୁଥିବା ସାର୍ଟିଫିକେଟ କାମରେ ଲାଗୁନି

କେନ୍ଦ୍ରାପଡ଼ା ଅଫିସ, ୧୮।୧୨: ବୈଷୟିକ ଶିକ୍ଷା ପ୍ରତି ଯୁବତୀ ଯୁବକଙ୍କ ମଧ୍ୟରେ ଏବେ ଆକର୍ଷଣ ବଢୁଛି। କମ୍ପ୍ୟୁଟର ବିନା କାର୍ଯ୍ୟ କରିବା ଅସମ୍ଭବ ହେଉଛି। ଯୁବପିଢ଼ିଙ୍କ ପାଇଁ ଏହି ଶିକ୍ଷାର ଆବଶ୍ୟକତା ରହିଛି। ଏହାର ସୁଯୋଗ କେତେକ ଜାଲ ସଂସ୍ଥା ନେଉଛନ୍ତି।…

ଘରୋଇ ସ୍କୁଲ ରାସ୍ତା ନିର୍ମାଣକୁ ବିରୋଧ: ସେନା କର୍ମଚାରୀଙ୍କୁ ମିଳିଥିଲା ଜମି

ପଟ୍ଟାମୁଣ୍ଡାଇ,୧୮।୧୨(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବିଭିନ୍ନ ଗୋଚର, ଅନାବାଦୀ, ପତିତ ଆଦି ସରକାରୀ ଜମିକୁ ଚଞ୍ଚକତା କରି ପ୍ରଭାବଶାଳୀ ବ୍ୟକ୍ତିମାନେ ଜବରଦଖଲ କରି ଚାଲିଛନ୍ତି। ଏମିତି ଘଟିଛି ପଟ୍ଟାମୁଣ୍ଡାଇ ତହସିଲ ବେଲତଳ ମୌଜାରେ। ଅବସରପ୍ରାପ୍ତ ସ୍ବର୍ଗତ ସେନା କର୍ମଚାରୀ ପାଇଥିବା ଜମି ଉପରେ…

ଦେଢ଼ ବର୍ଷର ଶିଶୁ ଗିଳିଦେଇଥିଲେ ୬୫ ଗୁଲି: ଜଣାପଡ଼ିବା ପରେ…

ଲକ୍ଷ୍ନୌ, ୧୮।୧୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଜଣେ ଦେଢ଼ ବର୍ଷର ଶିଶୁ ଖେଳିବା ସମୟରେ ଗୋଟିଏ ପରେ ଗୋଟିଏ କରି ୬୫ଟି ଟ୍ୟାବଲେଟ ଚୁମ୍ବକ (ଗୁଲି) ଗିଳିଦେଇଥିଲେ। ୫ ଘଣ୍ଟାର ଅପରେସନ୍‌ ପରେ ଡାକ୍ତରମାନେ ସମସ୍ତ ଗୁଲିକୁ ବାହାର କରିବାରେ ସଫଳ…

ଇତିହାସ ରଚିଲେ ବିରାଟ କୋହଲି

ଆଡିଲେଡ୍‌,୧୮।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଆରମ୍ଭ ହୋଇଛି। ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଆଡିଲେଡରେ ଖେଳାଯାଉଛି। ଏହି ଦିବାରାତ୍ର ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି…

ଶାଳଗାଁରେ ହାତୀ ଉପଦ୍ରବ

ଚୌଦ୍ୱାର,୧୮ା୧୨(ଡି.ଏନ୍‌.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଶାଳଗାଁ ପଞ୍ଚାୟତ ଅଧୀନ ଶାଳଗାଁ ଗ୍ରାମରେ ଗୁରୁବାର ଭୋରରୁ ହାତୀ ଉପଦ୍ରବ ଦେଖିବାକୁ ମିଳିଥିଲା। ୧୬ଟିକିଆ ହାତୀପଲ ଧାନବିଲରେ ପଶି ଫସଲ ନଷ୍ଟ କରୁଥିବା ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଥିଲେ। ଏ ସମ୍ପର୍କରେ ଖବରପାଇ ଚୌଦ୍ୱାର…

ଏକାମ୍ର ପ୍ରକଳ୍ପ କାର୍ଯ୍ୟକୁ ଏଏସ୍‌ଆଇର ବିରୋଧ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ୫ଟି କାର୍ଯ୍ୟକ୍ରମ ଅଧୀନରେ ହେଉଥିବା ଏକାମ୍ର କ୍ଷେତ୍ର ବିକାଶ ପ୍ରକଳ୍ପକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ବିରୋଧ କରିଛି। ନିର୍ମାଣ କାର୍ଯ୍ୟକୁ ବେଆଇନ୍‌ ଦର୍ଶାଇ ଏଏସ୍‌ଆଇ ଭୁବନେଶ୍ୱର ସର୍କଲର ସୁପରିଣ୍ଟେଣ୍ଡିଂ ଆର୍କିଓଲୋଜିଷ୍ଟ ଅରୁଣ ମଲ୍ଲିକ ରାଜ୍ୟ ପୂର୍ତ୍ତ ବିଭାଗ…

ପରୀକୁ ନ୍ୟାୟ ମିଳୁ, ନିର୍ଦ୍ଦୋଷ ଦଣ୍ଡ ନ ପାଉ

ନୟାଗଡ଼ ଅଫିସ,୧୮ା୧୨: ପରୀ ନ୍ୟାୟ ପାଉ। ତେବେ ବାହାବା ନେବା ପାଇଁ ନିର୍ଦ୍ଦୋଷକୁ ଦଣ୍ଡ ଦିଆ ନ ଯାଉ। ଦୋଷର ପ୍ରମାଣ ମିଳିଲେ ହତ୍ୟାକାରୀଙ୍କୁ ଫାଶୀ ଦିଆଯାଉ। ହେଲେ ନିର୍ଦ୍ଦୋଷକୁ ଫସାଇବାକୁ ଚେଷ୍ଟା କରାଗଲେ ପ୍ରତିବାଦ କରାଯିବ। ଆମେ ରାଜରାସ୍ତାକୁ ଓହ୍ଲାଇବୁ…

ଏକଦା ଗୋଡରେ ଛିଡ଼ା ହୋଇପାରୁ ନ ଥିଲେ ସଲମାନ୍‌ଙ୍କ ଏହି ଅଭିନେତ୍ରୀ: ଏବେ…

୧୫ ବର୍ଷ ପୂର୍ବେ ସଲମାନ ଖାନ୍‌ଙ୍କ ସହ ଫିଲ୍ମ ‘ଲକି ନୋ ଟାଇମ୍‌ ଫର୍‌ ଲଭ୍‌’ରେ ଲିଡ୍‌ ଚରିତ୍ରରେ ଦେଖିବାକୁ ମିଳିଥିଲା ଅଭିନେତ୍ରୀ ସ୍ନେହା ଉଲ୍ଲାଲଙ୍କୁ। ଆଜି ସ୍ନେହା ୩୩ ବର୍ଷର ହୋଇଯାଇଛନ୍ତି। ସେ ୧୮ ଡିସେମ୍ବର, ୧୯୮୭ରେ ଓମାନାର ମସ୍କଟରେ…

ଗଙ୍ଗଓ୍ବାରଙ୍କୁ ଚିଠି ଲେଖିଲେ ନବୀନ : ଇପିଏଫ୍‌ ପେନ୍‌ସନ ପୁନଃ ନିର୍ଦ୍ଧାରଣ କରାଯାଉ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ୍‌) ପେନ୍‌ସନ ଉପଭୋକ୍ତାଙ୍କ ସର୍ବନିମ୍ନ ପେନ୍‌ସନ ପୁନଃ ନିର୍ଦ୍ଧାରଣ କରିବା ଲାଗି ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ହସ୍ତକ୍ଷେପ ଲୋଡିଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ କେନ୍ଦ୍ର ଶ୍ରମ ଓ ନିୟୋଜନ…

ଚନ୍ଦ୍ରରୁ ମାଟି ଆଣିଲା ଚାଇନା

ବେଜିଂ, ୧୮।୧୨: ଚାଇନାର ମହାକାଶଯାନ ଚାଙ୍ଗ’ଇ-୫ ଚନ୍ଦ୍ରପୃଷ୍ଠରୁ ମାଟି ନମୁନା ସଂଗ୍ରହ କରି ଗୁରୁବାର ପୃଥିବୀକୁ ଫେରଛିି। ଚାଇନା ଡିସେମ୍ବର ୨ରେ ରୋବଟ ସହ ମହାକାଶଯାନକୁ ଚନ୍ଦ୍ର ପୃଷ୍ଠର ନିର୍ଦ୍ଧାରିତ ସ୍ଥାନରେ ଅବତରଣ କରାଇଥିଲା। ଚାଇନା ନ୍ୟାଶନାଲ ସ୍ପେସ୍‌ ଆଡମିନିଷ୍ଟ୍ରେଶନ (ସିଏନ୍‌ଏସ୍‌ଏ)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri