Home

ମହିଳାଙ୍କୁ ଭାକ୍ସିନ୍‌ ଭୟ

ନୂଆଦିଲ୍ଲୀ, ୧୮।୧୨:କରୋନା ମହାମାରୀରୁ ଦେଶକୁ ରକ୍ଷା କରିବାକୁ ସରକାର ଟିକାକରଣ ପାଇଁ ଜୋରଦାର ଉଦ୍ୟମ ଚଲାଇଥିବାବେଳେ ଲୋକେ କିନ୍ତୁ ଭାକ୍ସିନ୍‌ ନେବେ କି ନା ସେନେଇ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ଭାରତରେ ଅର୍ଦ୍ଧାଧିକ ଲୋକ ଏଥିପାଇଁ ପଛଘୁଞ୍ଚା ଦେଉଥିବା ଏବଂ ଅନେକ ଲୋକ…

ଯିଏ ଯିବ ଯାଅ: ଭାଜପାମୁହାଁ ନେତାଙ୍କୁ ମମତାଙ୍କ ଜବାବ

ପ୍ରଥମେ ମୁକୁଲ ରାୟ, ଏବେ ଶୁଭେନ୍ଦୁ ଅଧିକାରୀ ଓ ଆଗକୁ ଅନେକ। ପଶ୍ଚିମବଙ୍ଗରେ ଏପରି ଭାବେ ଜଣେ ପରେ ଜଣେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତା ଦଳତ୍ୟାଗ କରିବାରେ ଲାଗିଛନ୍ତି। ସେମାନେ ଭାଜପାମୁହଁା ହେଉଥିବା କୁହାଯାଉଛି। ରାଜ୍ୟରେ ୨୦୨୧ ଏପ୍ରିଲ ଆଡ଼କୁ…

ପ୍ରଦୀପଙ୍କ ସହଯୋଗୀ ସର୍ବେଶ୍ୱର ଗିରଫ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରମୁଖ ସହଯୋଗୀ ଭି. ସର୍ବେଶ୍ୱର ରାଓଙ୍କୁ ଗୁରୁବାର କ୍ରାଇମବ୍ରାଞ୍ଚ ଏସ୍‌ଆଇଟି ଗିରଫ କରିଛି। ଟାଟା ମୋଟର୍ସ ନାଁରେ ଜାଲ୍‌ ନିଯୁକ୍ତି ଓ ଠକେଇ ମାମଲାରେ ବ୍ରହ୍ମପୁରରେ ଡେରା ପକାଇଥିବା କ୍ରାଇମବ୍ରାଞ୍ଚ ଟିମ୍‌ ପ୍ରଥମେ ସର୍ବେଶ୍ୱରଙ୍କୁ…

ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ସୁପାରିସ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଦୁର୍ନୀତି ବିରୋଧରେ ସର୍ବଦା କଡ଼ା ଆଭିମୁଖ୍ୟ ପୋଷଣ କରିଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁୁବାର ଆଉ ଏକ ପଦକ୍ଷେପ ନେଇଛନ୍ତି। ଦୁର୍ନୀତି ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଚାକିରିରୁ ନିଲମ୍ବିତ ହୋଇ ଜେଲ ଯାଇଥିବା ଭାରତୀୟ ବନ…

ଭାକ୍ସିନ ଚ୍ୟାଲେଞ୍ଜ:୧୩୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସରକାର କେତେ ପ୍ରସ୍ତୁତ

ଟିକାକରଣ ଭାରତ ପାଇଁ ନୂଆ ନୁହେଁ। ତେବେ ଦେଶର ୧୩୦ କୋଟି ଲୋକଙ୍କୁ ବ୍ୟବସ୍ଥିତ ଢଙ୍ଗରେ କୋଭିଡ୍‌-୧୯ ଭାକ୍ସିନ ଦେବା ନିଶ୍ଚିତ ଭାବେ ଏକ ବଡ଼ ଆହ୍ବାନ। କାରଣ ଉତ୍ପାଦନ କେନ୍ଦ୍ରରୁ ରାଜ୍ୟଗୁଡ଼ିକର ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ପହଞ୍ଚାଇବାଠାରୁ ନେଇ ଦରକାରୀ ଲୋକଙ୍କ…

ମାତିଲେ ଶିଶୁ ହତ୍ୟାକାରୀ

ପରୀ, ସ୍ବାତୀ, ପିହୁ ପରେ ଗଁା ଦାଣ୍ଡରୁ ନିଖୋଜ ହୋଇଯାଇଥିଲା କାଳିଆ। ଗୁରୁବାର କାଳିଆର ମୃତଦେହ କୂଅରୁ ମିଳିଛି। ହାର୍ଦ୍ଦିକ ହଜିଯାଇଛି। ନୟାଗଡ଼ରୁ ଯାଜପୁର, ବାଲେଶ୍ୱରରୁ ଗଜପତି ଓ ଢେଙ୍କାନାଳ ଯାଏ ଗୋଟିଏ ପରେ ଗୋଟିଏ ଶିଶୁ ନିଖୋଜ, ଅପହରଣ ଅଥବା…

ୱେସ୍କୋ ଘରୋଇକରଣକୁ ବିରୋଧ

ଦେବଗଡ଼,୧୮ା୧୨ (ଡି.ଏନ୍‌.ଏ.) ୱେସ୍କୋ ଘରୋଇକରଣକୁ ବିରୋଧ କରି ଦେବଗଡ଼ ବିଦ୍ୟୁତ୍‌ ବିଭାଗର କର୍ମଚାରୀମାନେ ବିଭାଗ ମୁଖ୍ୟ କାର୍ଯ୍ୟାଳୟଠାରେ ଧାରଣା ଦେଇଥିଲେ ା ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ, ହିରା ଜିଇଡ଼ି କର୍ମଚାରୀ ସଂଘ, ସ୍ବେସ୍କୋ ଇଞ୍ଜିନିୟର୍ସ୍‌ ସର୍ଭିସ୍‌ ଆସୋସିଏଶନ୍‌ ଏବଂ ଡ଼ିପ୍ଲୋମା…

ସକାଳୁ ଛାଡନ୍ତୁ ଶୀଘ୍ର ବିଛଣା…

ସକାଳୁ ଉଠିବା ଦ୍ୱାରା ଦେହ ଓ ମନ ଉଭୟ ସୁସ୍ଥ ରହେ। ତେବେ ଶୀତଦିନ ସକାଳୁ ବିଛଣା ଛାଡ଼ିଲେ ବହୁ ଉପକାର ମିଳିଥାଏ। ସାଧାରଣତଃ ଶୀତଦିନେ ପରିବେଶ ଥଣ୍ଡା ରହିଥିବାରୁ ମେଟାବୋଲିକ୍‌ ପ୍ରକ୍ରିୟା ଧୀମା ହୋଇଥାଏ। ତେଣୁ ଶରୀରର ତାପମାତ୍ରା ବୃଦ୍ଧି…

ଟେଷ୍ଟ କ୍ରିକେଟ୍‌ରେ ପ୍ରଥମ ଶତକ ମାରିଥିବା ଭାରତୀୟ କିଏ ଥିଲେ ଜାଣନ୍ତି କି

କ୍ରିକେଟରେ ଅନେକ ରେକର୍ଡ ସୃଷ୍ଟି ହୁଏ। ପ୍ରତ୍ୟେକ ମ୍ୟାଚ୍‌ କିଛି ରେକର୍ଡ ଭାଙ୍ଗି ମଧ୍ୟ ଥାଏ। ଟେଷ୍ଟରେ ୫୧ଟି ଟେଷ୍ଟ ଶତକ ହାସଲ କରି ସଚିନ ତେନ୍ଦୁଲକର ବିଶ୍ୱ କ୍ରିକେଟରେ ଶୀର୍ଷରେ ରହିଛନ୍ତି, କିନ୍ତୁ ଭାରତର ଲାଲା ଅମରନାଥ ପ୍ରଥମ ଶତକ…

ଶ୍ରୁତିଙ୍କୁ ୪୩ : ଏକ ଅନ୍ତରଙ୍ଗ ସିନ୍‌ରେ ଶୁଟିଂ ସେଟ୍‌ରେ ହରାଇଥିଲେ ନିୟନ୍ତ୍ରଣ

ମୁମ୍ବାଇ,୧୮।୧୨: ବଲିଉଡ୍‌ ଅଭିନେତ୍ରୀ ଶ୍ରୁତି ସେଠ୍‌ ଶୁକ୍ରବାର ୪୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୭ ଡିସେମ୍ବର ୧୮ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ୨୦୦୩ଠାରୁ ୨୬ ବୟସରେ ସେ ଅଭିନୟ କରିବା ଆରମ୍ଭ କରିଥିଲେ। ଛୋଟପରଦାରେ ସରାରତ୍‌ ତାଙ୍କୁ ନୂଆ ପରିଚୟ…

ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ ଉପକାରୀ ମୂଳା

ଶୀତଦିନେ ମୂଳା ଭରପୂର ମାତ୍ରାରେ ମିଳେ। ଏହାର ପ୍ରଚୁର ଔଷଧୀୟ ଗୁଣ ରହିଛି। ରକ୍ତଚାପଠାରୁ ଆରମ୍ଭ କରି ଡାଇବେଟିସ ପର୍ଯ୍ୟନ୍ତ ରୋଗର ମହୋଷଧୀ ଏହି ମୂଳାରେ ହିଁ ରହିଛି। ମୂଳାରେ ଫାଇଟୋକେମିକାଲସ ଓ ଏନ୍ଥୋକ୍ୟାନିସ ନାମକ ତତ୍ତ୍ୱ ରହିଥାଏ ଯାହା କ୍ୟାନ୍ସର…

ଓଡିଶାରୁ ଅପହୃତ ନାବାଳକ ପଶ୍ଚିମବଙ୍ଗରୁ ଉଦ୍ଧାର: ୪ ଗିରଫ

ରାଉରକେଲା ଅଫିସ, ୧୭ା୧୨-ରାଉରକେଲା ରେଳଷ୍ଟେଶନ ନିକଟରୁ ଅପହୃତ ହୋଇଥିବା ୫ବର୍ଷର ନାବାଳକକୁ ପଶ୍ଚିମବଙ୍ଗ ମେଦିନାପୁରରୁ ଉଦ୍ଧାର କରାଯାଇଛି। ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ଏହି ଘଟଣାରେ ଗୁରୁବାର ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଉଦିତନଗର ଥାନା ଅନ୍ତର୍ଗତ ବିରଜାପାଲ୍ଲୀର ଅଶ୍ରଫ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri