କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର କମ୍ପ୍ୟୁଟର ଖତ ଖାଉଛି
ଖଣ୍ଡପଡା,୧୭।୧୨ (ସ୍ବ.ପ୍ର.):କମ୍ପ୍ୟୁଟର ଶିକ୍ଷା ମାଧ୍ୟମରେ ହାଇସ୍କୁଲ ଛାତ୍ରୀଛାତ୍ରମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ୨୦୧୩ରେ କେନ୍ଦ୍ର ଓ ରାଜ୍ୟ ସରକାର ଇ-ବିଦ୍ୟାଳୟ ଯୋଜନା ଆରମ୍ଭ କରିଥିଲେ। ଏଥିପାଇଁ ପ୍ରତି ହାଇସ୍କୁଲରେ ଜଣେ ଲେଖାଏ ଶିକ୍ଷା ସଂଯୋଜକଙ୍କୁ ୫ବର୍ଷିୟା ଚୁକ୍ତିନାମାରେ ନିଯୁକ୍ତି ମିଳିଥିଲା। ଚୁକ୍ତିନାମା…
ଚାଷୀଙ୍କ ନିକଟତର ହୁଅ: କୃଷିମନ୍ତ୍ରୀ
ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚାଷୀ ଏବଂ ଚାଷର ଉନ୍ନତି ଲାଗି ରାଜ୍ୟ ସରକାର ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି। ଚାଷୀଙ୍କ ନିକଟତର ହୋଇ ସେମାନଙ୍କୁ ଉନ୍ନତ ଜ୍ଞାନ କୌଶଳ ସମ୍ପର୍କରେ ସଚେତନ କରିବାକୁ ପଡ଼ିବ। ଫଳରେ କୃଷକ ଏହାର ଲାଭ ପାଇପାରିବେ। ତୃଣମୂଳସ୍ତରରେ…
ରାସ୍ତାରୁ ପାଇଥିବା ୩୦ ହଜାର ଫେରାଇଲେ ବୃଦ୍ଧା
ଗୋପ,୧୭।୧୨ (ଡି.ଏନ୍.ଏ.):ରାସ୍ତାରେ ପଡ଼ିଥିବା ଏକ ଟଙ୍କା ଭର୍ତ୍ତି ମନିପର୍ସ ପାଇବା ପରେ ଗୋପ ବ୍ଲକ ଷୋଳପୁର ଗ୍ରାମର ଗୀତାଞ୍ଜଳି ସ୍ବାଇଁ ହଜିଥିବା ପୁରୀ ଚନ୍ଦନପୁର ଅଞ୍ଚଳର ବିଜୟ କୁମାର ଗୋଚ୍ଛାୟତଙ୍କୁ ଫେରାଇଛନ୍ତି। ସୂଚନା ଥାଉ କି, ମଙ୍ଗଳବାର ପୂର୍ବାହ୍ନରେ ଚନ୍ଦନପୁରର ବିଜୟ…
ବଢ଼ୁଛି ଖାଦ୍ୟ ଅପମିଶ୍ରଣ
ଭୁବନେଶ୍ୱର,୧୭।୧୨ (ବ୍ୟୁରୋ):ରାଜ୍ୟରେ ଖାଦ୍ୟ ପଦାର୍ଥରେ ଅପମିଶ୍ରଣର ମାତ୍ରା ବଢ଼ିଚାଲିଛି। ୨୦୧୮-୧୯ରେ ୧,୯୨୬ ଖାଦ୍ୟ ନମୁନା ସଂଗ୍ରହ କରାଯାଇଥିବାବେଳେ ୨୦୧୯-୨୦ବର୍ଷରେ ଏହା ୨,୯୦୨କୁ ବୃଦ୍ଧି ପାଇଛି। ଏହି ୨୯୦୨ ଖାଦ୍ୟ ନମୁନା ମଧ୍ୟରୁ ୫୯୬ ଅପମିଶ୍ରଣ ବା ନକଲି ଜଣାପଡ଼ିବାପରେ ସେମାନଙ୍କ ବିରୋଧରେ…
ଫେସ୍ବୁକ୍, ଟୁଇଟରରେ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିବେ ଚାଷୀ
ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚଳିତ ଖରିଫ୍ ଧାନ ସଂଗ୍ରହକୁ ଅଧିକ ସୁବ୍ୟବସ୍ଥିତ କରାଯିବ। ଏକ୍ଷେତ୍ରରେ ଚାଷୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ହେବ। ଏଥିପାଇଁ ଚାଷୀମାନେ ଫେସ୍ବୁକ୍ ଓ ଟୁଇଟର ଜରିଆରେ ମନ୍ତ୍ରୀଙ୍କୁ ସିଧାସଳଖ ଅବଗତ କରାଇବାକୁ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।…
ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ
ପୁରୀ ଅଫିସ, ୧୬।୧୨:ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରେ ଖୋଲିବ। ଏ ନେଇ ନିକଟରେ ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ନିଷ୍ପତ୍ତି ହୋଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଥିଲେ। ବର୍ତ୍ତମାନ ମନ୍ଦିର ଯଦି ଖୋଲିବ କିଭଳି କଟକଣା ରହିବ…
କୁକୁର ସହ ଫୁଟ୍ପାଥ୍ରେ ଶୋଇଥିଲେ କୁନି ବାଳକ, କାରଣ ଜାଣିଲେ ଆଖିରେ ଆସିଯିବ ଲୁହ
ଲକ୍ଷ୍ନୌ,୧୭।୧୨: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାକଡରେ ଜଣେ ବେସାହାରା କୁନି ବାଳକ ଏକ କୁକୁର ସହିତ ଶୋଇଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋ ଭାଇରାଲ ହେବା ପରେ ଜିଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ…
ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୨ ପାକିସ୍ତାନୀ ନିହତ
ଅଟାରି,୧୭।୧୨: ପଞ୍ଜାବ ଅମୃତସରର ଅଟାରି ସୀମା ନିକଟରେ ଏକ ଅନୁପ୍ରବେଶ ଉଦ୍ୟମକୁ ବିଏସ୍ଏଫ୍ ଯବାନ ପଣ୍ଡ କରିଦେଇଛନ୍ତିି। ରାଜତାଲ ବିଓପିରେ ୨ ଜଣ ପାକିସ୍ତାନୀ ଭାରତରେ ଅନୁପ୍ରବେଶ ଉଦ୍ୟମ କରୁଥିଲେ। ବିଏସ୍ଏଫ୍ ଯବାନଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ…
ଦିବାରାତ୍ର ଟେଷ୍ଟରେ ଟସ୍ ଜିତିଲା ଭାରତ
ଆଡିଲେଡ୍,୧୭।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦିବାରାତ୍ର ପ୍ରଥମ ଟେଷ୍ଟ ଆଡିଲେଡରେ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରୁଛି। ଏହି ମ୍ୟାଚ୍ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଟସ ଜିତି ପ୍ରଥମେ ବ୍ୟାଟିଂ…
କହୁକହୁ କହିଦେଲେ ସତ: କମଳନାଥଙ୍କ ସରକାରଙ୍କୁ କ୍ଷମତାଚ୍ୟୁତ କରିଥିଲେ ମୋଦି
ଇନ୍ଦୋର,୧୭।୧୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ସରକାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମତାଚ୍ୟୁତ କରିଥିଲେ। ଏସମ୍ପର୍କରେ ଭାଜପା ମହାସଚିବ କୈଳାଶ ବିଜୟଭର୍ଗିୟ କହିଛନ୍ତି। ଇନ୍ଦୋରଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ଏଭଳି କହିଛନ୍ତି। ଏହା ସହିତ ସେ ଉପସ୍ଥିତ ଲୋକଙ୍କ ଏହା…
ଶାସକ ଏଲ୍ଡିଏଫ୍ ବିଜୟୀ
ଥିରୁଭାନନ୍ଥପୁରମ୍, ୧୭।୧୨: କେରଳ ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନରେ ଶାସକ ବାମ ଗଣତାନ୍ତ୍ରିକ ସାମ୍ମୁଖ୍ୟ (ଏଲ୍ଡିଏଫ୍) ବହୁ ଆଗରେ ରହି ବଡ଼ ବିଜୟ ହାସଲ କରିବାକୁ ଯାଉଛି। ଆସନ୍ତା ବର୍ଷ ସେଠାରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ତା’ ପୂର୍ବରୁ…
୧୩୧ତମ ସ୍ଥାନକୁ ଖସିଲା ଭାରତ
ନୂଆଦିଲ୍ଲୀ, ୧୭।୧୨: ଜାତିସଂଘର ମାନବ ବିକାଶ ସୂଚକାଙ୍କରେ ଭାରତ ଗୋଟିଏ ସ୍ଥାନ ତଳକୁ ଖସି ୧୩୧ରେ ରହିଛି। ମୋଟ ୧୮୯ଟି ଦେଶକୁ ନେଇ ଏହି ସୂଚକାଙ୍କ ପ୍ରସ୍ତୁତ କରାଯାଇଛି। ୨୦୧୮ରେ ଭାରତ ୧୩୦ତମ ସ୍ଥାନରେ ଥିଲା। ଦେଶର ସ୍ବାସ୍ଥ୍ୟ, ଶିକ୍ଷା ଓ…
Archives


