Home

କର୍ନାଟକ ବିଧାନ ପରିଷଦରେ ହାଇଡ୍ରାମା

ବେଙ୍ଗାଲୁରୁ,୧୬ା୧୨(ପି.ଟି.); କର୍ନାଟକ ବିଧାନ ପରିଷଦରେ ମଙ୍ଗଳବାର ହାଇଡ୍ରାମା ଦେଖିବାକୁ ମିଳିଛି। ଅନାସ୍ଥା ପ୍ରସ୍ତାବକୁ ନେଇ ଶାସକ ଭାଜପା ସହ ବିରୋଧୀ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ଏବଂ କଂଗ୍ରେସ ସଦସ୍ୟମାନେ ପରସ୍ପରକୁ ଟଣାଓଟରା କରି ଧସ୍ତାଧସ୍ତି ହୋଇଥିଲେ। ବିରୋଧୀ ସଦସ୍ୟମାନେ ଉପବାଚସ୍ପତିଙ୍କୁ…

ପିଲାଙ୍କୁ ଶିକ୍ଷା ପାଇଁ ମାସକୁ ୨ ହଜାର ଦିଅ

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ମହାମାରୀ କରୋନା ସମୟରେ ଚାଇଲ୍ଡ କେୟାର ଇନ୍‌ଷ୍ଟିଚ୍ୟୁଶନ (ସିସିଆଇ)ରୁ ଘରକୁ ଯାଇ ପରିବାର ସହ ଥିବା ଶିଶୁମାନଙ୍କୁ ଜଣ ପିଛା ମାସକୁ ୨ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ…

‘ବୃହତ୍‌ ଖଣ୍ଡପୀଠରେ ଅପିଲ ଅଧିକାର ରହୁ’

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଅଦାଲତ ଅବମାନନା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଦୁଇଟି ରିଭ୍ୟୁ ପିଟିଶନକୁ ବିଚାରକୁ ନିଆଯିବା ପୂର୍ବରୁ ତାଙ୍କ ପିଟିଶନର ଶୁଣାଣି କରିବା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପ୍ରଶାନ୍ତ ଭୂଷଣ ନ୍ୟାୟପାଳିକା ବିରୋଧରେ ଦୁଇଟି…

ପୃଷ୍ଠା ଲେଉଟାଇବା ସମୟ

ଓ୍ବାଶିଂଟନ,୧୬ା୧୨ ଆମେରିକା ନିର୍ବାଚନରେ ରିପବ୍ଲିକାନ୍‌ ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ହରାଇ ୭୮ ବର୍ଷୀୟ ଡେମୋକ୍ରାଟ ଜୋ ବାଇଡେନ୍‌ ବିଜୟୀ ହୋଇଛନ୍ତି। ଇଲେକ୍ଟୋରାଲ କଲେଜ ସୋମବାର ଏହି ବିଷୟ ଘୋଷଣା କରିଛି। ୫୩୮ ସଦସ୍ୟ ବିଶିଷ୍ଟ ଇଲେକ୍ଟୋରାଲ କଲେଜ ନିର୍ବାଚିତ ରାଷ୍ଟ୍ରପତି ବାଇଡେନ୍‌ କୁହୁକ…

ଜିଲା ପରିଷଦ ଜୋନ୍‌-୭ ଉପନିର୍ବାଚନ: ଦୁଇ ପ୍ରାର୍ଥୀଙ୍କ ନାଁ ସମାନ

କଟକ ସଦର, ୧୬ା୧୨(ଡି.ଏନ୍‌.ଏ.): କଟକ ଜିଲାପରିଷଦ ଜୋନ୍‌ ନଂ.୭ର ଉପନିର୍ବାଚନ ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ୩ ରାଜନୈତିକ ଦଳ ଓ ଜଣେ ସ୍ବାଧୀନ ପ୍ରାର୍ଥୀ ଘରକୁ ଘର ବୁଲି ପ୍ରଚାର ଆରମ୍ଭ କରିଛନ୍ତି। ବିଜେଡି ପ୍ରାର୍ଥୀ ବିଳାସ…

ଚୋରା ଚାଲାଣ ଉଦ୍ୟମ ପଣ୍ଡ, ୧୨ ଗିରଫ

କଟକ ଅଫିସ, ୧୬।୧୨: କଟକ ସହରର ବିଭିନ୍ନ ସ୍ଥାନରେ ଦାଦାବଟି ସହ ବେଆଇନ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ ପାଇଁ ପ୍ରସ୍ତୁତ ସରିଥିଲା ପୂରା ରୋଡ୍‌ମ୍ୟାପ। ଏଥିପାଇଁ ବିହାର ଓ ଅନ୍ୟ ପଡ଼ୋଶୀ ରାଜ୍ୟଗୁଡ଼ିକରୁ କିଣାଯାଇଥିଲା ବିପୁଳ ଅସ୍ତ୍ରଶସ୍ତ୍ର। ହେଲେ ସବୁକିଛି ହୋଇଗଲା…

ଏନ୍‌ଆର୍‌ଟିଏସ୍‌ ପରୀକ୍ଷା, ସାହିତ୍ୟ ପ୍ରଶ୍ନପତ୍ରରେ ତ୍ରୁଟି

ଆଳି,୧୬।୧୨(ଡି.ଏନ.ଏ.): ଚଳିତବର୍ଷର ଏନ୍‌ଆର୍‌ଟିଏସ୍‌ ପରୀକ୍ଷା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି ପରୀକ୍ଷାର ମାତୃଭାଷା (ସାହିତ୍ୟ) ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ପରିଲକ୍ଷିତ ହୋଇଛି। ଉକ୍ତ ପରୀକ୍ଷା ସାଧାରଣତଃ ୧୦୦ ମାର୍କ ପୂର୍ଣ୍ଣସଂଖ୍ୟା। ୨୫ ମାର୍କ ବିଶିଷ୍ଟ ୪ଟି ବିଷୟ ଭାଷା (ସାହିତ୍ୟ), ଗଣିତ,…

ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ପୋଷ୍ଟକରି ସ୍ବାମୀ ଗିରଫ

ରାୟଗଡ଼ା ଅଫିସ,୧୬ା୧୨: ସ୍ତ୍ରୀଙ୍କ ଅଶ୍ଳୀଳ ଫଟୋ ସୋସିଆଲ ମିଡିଆରେ ପୋଷ୍ଟକରି ସ୍ବାମୀ ଗିରଫ ହୋଇଛନ୍ତି। ରାୟଗଡ଼ା ଜିଲା ଗୁଣପୁର ଥାନା ପୋଲିସ ସୋମବାର ବଲାଙ୍ଗୀର ଜିଲା ଟିଟିଲାଗଡ଼ ଅଞ୍ଚଳର ଗୋବିନ୍ଦ ରାଓ(୪୧)ଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଗୋବିନ୍ଦ ୨୦୧୦ରେ ରାୟଗଡ଼ା…

ହାଲୁକା ବର୍ଷା ସାଙ୍ଗକୁ କୁହୁଡ଼ି

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଜ୍ୟରେ ଶୀତ କମିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, କଟକ, ନୟାଗଡ଼…

ଚାକିରି ନାଁରେ ୨୭ ଲକ୍ଷ ଠକେଇ

ଜଗନ୍ନାଥପ୍ରସାଦ,୧୬ା୧୨(ଡି.ଏନ.ଏ.): ବିଶାଖାପାଟଣା ପୋର୍ଟରେ ଚାକିରି ଦେବା ନାଁରେ ୨୭ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ ମଙ୍ଗଳବାର ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ପୋଲିସ ଜଣଙ୍କୁ କୋର୍ଟ ଚାଲାଣ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ସରକୁମ୍ପା ଗ୍ରାମର ବଂଶୀଧର…

ପ୍ରଥମ ପର୍ଯ୍ୟାୟରେ ୩.୨ ଲକ୍ଷ ଲୋକଙ୍କୁ ଟିକା

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): କରୋନା ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଟିକା ଦିଆଯିବ। ମଙ୍ଗଳବାର ଏ ସଂକ୍ରାନ୍ତରେ ସୂଚନା ଦେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି,…

୨ ଏଏନ୍‌ଏମ୍‌ଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ଭୁବନେଶ୍ୱର ଲୋୟର ପିଏମ୍‌ଜି ଧାରଣା ସ୍ଥଳରେ ଆମରଣ ଅନଶନରେ ବସିଥିବା ବେଳେ ମଙ୍ଗଳବାର ବାଲେଶ୍ୱର ଓ ଜଗତ୍‌ସିଂହପୁରର ୨ ସିସିଏଚ୍‌ ନିଯୁକ୍ତିପ୍ରାପ୍ତ ଏଏନ୍‌ଏମ୍‌ ସ୍ବାସ୍ଥ୍ୟ କର୍ମୀ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଦେହରେ କିରୋସିନ ଢାଳି ନିଆଁ ଲଗାଇବାକୁ ଯାଉଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri