ଧୋନୀଙ୍କ ନିଷ୍ପତ୍ତିରେ ଖୁସି ଆଇସିସି
ଦୁବାଇ,୨।୧୧: କିଙ୍ଗସ ଏକାଦଶ ପଞ୍ଜାବ ବିପକ୍ଷରେ ବିଜୟ ସହ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ ୨୦୨୦ରେ ନିରାଶାଜନକ ଯାତ୍ରା ଶେଷ କରିଛି। ମ୍ୟାଚ୍ ପୂର୍ବରୁ ଧୋନୀ ଚେନ୍ନାଇ ପାଇଁ ଏହା ତାଙ୍କର ଶେଷ ମ୍ୟାଚ ନୁହେଁ ବୋଲି…
ଇନୋଭା ଉପରେ ଓଲଟିପଡ଼ିଲା ବସ୍: ୨ ମୃତ, ୧୨ ଗୁରୁତର
ମାଧପୁର, ୨।୧୧: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କିଆକଟା ଥାନାର କିଆକଟା ବୌଦ୍ଧ ତ୍ରିବେଣୀ ଛକରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଇନୋଭା ଉପରେ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟିପଡ଼ିବାରୁ ଘଟଣାସ୍ଥଳରେ…
ନେପାଳ: ଶାସକ କମ୍ୟୁନିଷ୍ଟ ପାର୍ଟିରେ ବିଭାଜନ ଆଶଙ୍କା ଘନେଇଲା
କାଠମାଣ୍ଡୁ,୨।୧୧: ନେପାଳରେ ଶାସକ କମ୍ୟୁନିଷ୍ଟ ପାର୍ଟିରେ ବିଭାଜନ ଆଶଙ୍କା ଘନେଇବାରେ ଲାଗିଛି। ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଏବଂ ପାର୍ଟିର ବରିଷ୍ଠ ନେତା ପୁଷ୍ପ କମଲ ଦହଲଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଓଲି ପାର୍ଟିର ବିଭାଜନ ପାଇଁ ମାନସିକସ୍ତରରେ ପ୍ରସ୍ତୁତ…
ଅବସାଦ ପାଇଁ ଦାୟୀ ଅସନ୍ତୁଳିତ ଜୀବନଶୈଳୀ
ଆଜିକାଲିର ବ୍ୟସ୍ତମୟ ଜୀବନରେ ଆମେ ନିଜର ଜୀବନଶୈଳୀ ପ୍ରତି ସତର୍କ ହେବା ନିହାତି ଜରୁରୀ। ଖାଦ୍ୟପେୟ ପ୍ରତି ଯତ୍ନବାନ ହେବା ସହ ନିଜେ କିପରି ସୁସ୍ଥ ରହିବା ସେ ନେଇ ସ୍ବତନ୍ତ୍ର ଦୃଷ୍ଟି ଦେବା ଆବଶ୍ୟକ। କେତେକ ବ୍ୟକ୍ତି ନିଜର ଜୀବନଶୈଳୀକୁ…
୪୦ ଘଣ୍ଟା ଜଳିବ ମାଟିର ଏହି ଦୀପ: ଫୋନ୍କରି ଅର୍ଡର କରୁଛନ୍ତି ଲୋକେ
ଛତିଶଗଡ଼ର କୋଣ୍ଡାଗାଓଁରେ ରୁହନ୍ତି ଅଶୋକ ଚକ୍ରଧାରୀ । ବୃତ୍ତିରେ ସେ ଜଣେ କାରିଗର। ମାଟିରେ ସେ ଭିନ୍ନ ଭିନ୍ନ ଜିନିଷମାନ ତିଆରି କରି ବିକ୍ରି କରିଥାନ୍ତି। ଏବେ ସେ ମାଟିରେ ଏକ ସ୍ବତନ୍ତ୍ର ଦୀପ ତିଆରି କରିଛନ୍ତି। ଯାହାକି ୨୪ରୁ ୪୦…
୬୦ କୋଟି କରୋନା ଟିକା ବୁକିଂ କରିଛି ଭାରତ
ନୂଆଦିଲ୍ଲୀ,୨।୧୧: କରୋନା ମହାମାରୀ ଲଢ଼େଇରେ ଭାରତ ସରକାର ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଇତିମଧ୍ୟରେ ଭାରତ ସରକାର ୬୦ କୋଟି କରୋନା ଟିକା ବୁକିଂ କରିଛନ୍ତି। ସେହିପରି ଅନ୍ୟ ୧୦୦ କୋଟି ଟିକା ସଂଗ୍ରହ ପାଇଁ ଲକ୍ଷ୍ୟ ରଖିଛନ୍ତି। ଆଡଭାନ୍ସ୍ ମାର୍କେଟ…
‘ବାବା କା ଢାବା’କୁ ଚର୍ଚ୍ଚାକୁ ଆଣିଥିଲେ ଏହି ୟୁଟ୍ୟୁବର୍, ଏବେ ହେଉଛନ୍ତି ବଦ୍ନାମ: ଜାଣନ୍ତୁ କାହିଁକି
ଦକ୍ଷିଣ ଦିଲ୍ଲୀର ମାଲଭୀୟ ନଗର ସ୍ଥିତ ‘ବାବା କା ଢାବା’ ନିକଟରେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହୋଇଥିଲା। ଲୋକେ ଏହି ଢାବାକୁ ଚଳାଉଥିବା ୮୦ ବର୍ଷୀୟ କାନ୍ତା ପ୍ରସାଦ ଏବଂ ସ୍ତ୍ରୀଙ୍କ ଦୁଃଖ କାହାଣୀ ଶୁଣି ତାଙ୍କୁ ସହାୟତାର ହାତ…
ଆଜି ୧୦ ତଳେ କରୋନା ମୃତ୍ୟୁସଂଖ୍ୟା, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩…
କରୋନାରୁ ରକ୍ଷା ପାଇଁ ପିପିଇ କିଟ୍ ପିନ୍ଧିଲେ ଏହି ଲୋକପ୍ରିୟ ଅଭିନେତ୍ରୀ: ଏୟାରପୋର୍ଟରେ ଦେଲେ ପୋଜ୍
ମହାମାରୀ କରୋନା ମଧ୍ୟରେ ଯାତ୍ରା କରିବା ଲୋକଙ୍କ ପାଇଁ ସମସ୍ୟା ପାଲଟିଛି। ଏବେ ଯାତ୍ରା ସମୟରେ ଲୋକମାନେ ଭୟ ଅନୁଭବ କରୁଛନ୍ତି। ବଲିଉଡ୍ କଳାକାରଙ୍କ ମଧ୍ୟରେ ବି ସେମିତି କିଛି ଦେଖିବାକୁ ମିଳୁଛି। ସମସ୍ତ କଳାକାରମାନେ ସୁରକ୍ଷାର ସହ ଯାତ୍ରା କରିବାକୁ…
ବ୍ୟକ୍ତିତ୍ୱକୁ ପ୍ରଭାବିତ କରେ ଏକୁଟିଆପଣ
କେତେକ ବ୍ୟକ୍ତି ଏକୁଟିଆ ରହିବାକୁ ପସନ୍ଦ କରିଥାଆନ୍ତି। ଏହା ଅଭ୍ୟାସରେ ପରିଣତ ହୋଇଗଲେ ଏକୁଟିଆପଣର ପ୍ରଭାବ ବ୍ୟକ୍ତିତ୍ୱ ଉପରେ ପଡିବାର ଯଥେଷ୍ଟ ଆଶଙ୍କା ରହିଛି ବୋଲି ଜାଣିପାରିଛନ୍ତି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ। ‘ଏକୁଟିଆପଣ ଓ ବ୍ୟକ୍ତିତ୍ୱ’ ଶୀର୍ଷକ ବିଷୟକୁ ନେଇ ସେମାନେ…
ଆଜି ରାଜ୍ୟରେ ୧୩୮୯ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ୩୦ ଜିଲାରୁ ୧୩୮୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩, ୨୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭୯୮ ଜଣ…
ଶିଶୁକନ୍ୟାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରୁଛନ୍ତି ଅଧିକ ନିସନ୍ତାନ ଦମ୍ପତି
ନୂଆଦିଲ୍ଲୀ,୨।୧୧: ନିସନ୍ତାନ ଦମ୍ପତିମାନେ ଶିଶୁକନ୍ୟାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ଅଧିକ ପସନ୍ଦ କରୁଛନ୍ତି। ଏନେଇ ଏକ ସରକାରୀ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ୨୦୧୯ ଏପ୍ରିଲ୍ ୧ଠାରୁ ୨୦୨୦ ମାର୍ଚ୍ଚ ୩୧ ମଧ୍ୟରେ ୩ ହଜାର ୫୩୧ ଜଣ ଶିଶୁଙ୍କୁ ଅନାଥାଶ୍ରମରୁ…
Archives


