ଘରେ ପାଦ ଦେଉ ଦେଉ ଘଟିଲା ଏମିତି…
ନିଜର ଗୋଟିଏ ଘର ହେଉ ଏହି ସ୍ବପ୍ନ ସମସ୍ତେ ଦେଖିଥାନ୍ତି। ମାତ୍ର ବେଳେବେଳେ ଏହି ସ୍ବପ୍ନ ଡରାଇ ଦେଇଥାଏ। ଏମିତି କିଛି ଘଟିଛି ଲଣ୍ଡନରେ ରହୁଥିବା ଜେମି ଭିଲକିସଙ୍କ କ୍ଷେତ୍ରରେ। ଜେମି ଅନେକ ଦିନ ହେବ ନିଜ ପାଇଁ ଏକ ପ୍ଲାଟ୍…
ଆୟୁଷ ଡାକ୍ତର କରୋନା ପ୍ରତିରୋଧକ ସମ୍ପର୍କିତ ପରାମର୍ଶ ଦେଇ ପାରିବେ: ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ,୧୫।୧୨: ଏଣିକି ଆୟୁଷ ଡାକ୍ତର କରୋନା ମହାମାରୀ ସଂକ୍ରମଣ ସମ୍ପର୍କିତ ପ୍ରତିରୋଧକ ଶକ୍ତି ବୃଦ୍ଧି କରୁଥିବା ପରାମର୍ଶ ଦେଇପାରିବେ। କରୋନା ଆକ୍ରାନ୍ତଙ୍କୁ ଆୟୁଷ ଡାକ୍ତରମାନେ ସରକାରୀ ସରକାରୀ ସ୍ବୀକୃତି ପ୍ରାପ୍ତ ଆବଶ୍ୟକ ଔଷଧ ଏବଂ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରୁଥିବା ପରାମର୍ଶ…
ସ୍ତ୍ରୀ, ୨ ପିଲାଙ୍କୁ ଛାଡି ପ୍ରେମିକାଙ୍କ ହାତ ଧରିଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ଟେଷ୍ଟ ସିରିଜ ଆରମ୍ଭ ହେବାକୁ ମାତ୍ର ୨ ଦିନ ବାକି ଅଛି। ଏହି ସିରିଜରେ ଆୟୋଜକ ଦଳ ଅଷ୍ଟ୍ରେଲୀୟ ଅଫ ସ୍ପିନର ନାଥାନ ଲିଅନ ଭାରତୀୟ ଦଳ ପାଇଁ ଘାତକ ହୋଇପାରନ୍ତି। ସେ ସର୍ବଦା…
୧୪୦୦ ଘରୋଇ ସ୍କୁଲରେ ଅନ୍ଲାଇନ୍ କ୍ଲାସ୍ ବନ୍ଦ: ଫି ଦେବାକୁ ସକ୍ଷମ ନୁହନ୍ତି ଅଭିଭାବକ
ପୁଣେ,୧୫।୧୨: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ସ୍କୁଲ କଲେଜକୁ ବନ୍ଦ କରିଦିଆଯାଇଥିଲା। ଏବେ କେତେକ ରାଜ୍ୟରେ ସର୍ତ୍ତମୂଳକ ଭାବେ ସ୍କୁଲ ଖୋଲିଛି। ତେବେ ଅନ୍ୟ ରାଜ୍ୟରେ ସ୍କୁଲ ଖୋଲିବା ନେଇ କୌଣସି ନିଷ୍ପତ୍ତି ଗ୍ରହଣ କରାଯାଇନାହିଁ। ସ୍କୁଲ ବନ୍ଦ…
ଏସବୁ କଥା ମାନି ଚଳିଳେ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ହେବନି ଝଗଡ଼ା, ବଢ଼ିବ ଧନ
କୁହାଯାଏ, ସ୍ତ୍ରୀ-ସ୍ବାମୀ ଗୋଟିଏ ଗାଡିର ଦୁଇଟି ଚକ। ଯଦି ଗୋଟିଏ ଚକ ନ ରୁହେ, ତେବେ ଗାଡି ଚାଲିବା କଷ୍ଟକର ହୋଇପଡେ। ଠିକ୍ ସେହିପରି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଘଟିଥାଏ। ଜଣଙ୍କ ବିନା ଅନ୍ୟ ଜଣଙ୍କ ପାଇଁ ଜୀବନ ବିତାଇବା କଷ୍ଟକର ହୋଇପଡ଼େ।…
ଭାରତୀୟ ଦଳ ପାଇଁ ଖୁସି ଖବର
ଟିମ ଇଣ୍ଡିଆର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଅଭ୍ୟାସ ଆରମ୍ଭ କରିଛନ୍ତି। ସେ ବ୍ୟାୟାମ କରୁଥିବା ଏକ ଭିଡିଓ ଶେୟାର କରିଛନ୍ତି । ଟୁଇଟରରେ ଏହି ଭିଡିଓ ସେୟାର କରିବାବେଳେ ଜାଡେଜା ଶୀଘ୍ର ସୁସ୍ଥ ହେଉଥିବା କହିଛନ୍ତି। ଆହତ କାରଣରୁ ଜାଡେଜା ଅଷ୍ଟ୍ରେଲିଆ…
କରୋନା ସଂକ୍ରମଣରେ ନୌସେନା ଭାଇସ୍ ଆଡମିରାଲଙ୍କ ମୃତ୍ୟୁ
ନୂଆଦିଲ୍ଲୀ,୧୫।୧୨: କରୋନା ସଂକ୍ରମଣରେ ନୌସେନା ଭାଇସ୍ ଆଡମିରାଲ ଶ୍ରୀକାନ୍ତଙ୍କ ମୃତ୍ୟୁ ଘଟିଛି। ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ସୋମବାର ବିଳମ୍ବିତ ରାତ୍ରରେ ତାଙ୍କର ସ୍ବାସ୍ୟାବସ୍ଥା ଅଧିକ…
ବିବାହ ପାଇଁ କାର୍ଡ ବଣ୍ଟା ସରିଥିଲା, ଏହି କାରଣରୁ ବେଦିରେ ବସିବାକୁ ମନା କରିଦେଇଥିଲେ ସଲମାନ ଖାନ୍
ବଲିଉଡ୍ ଅଭିନେତା ସଲମାନ ଖାନଙ୍କ ବିବାହ ବିଷୟରେ ଅନେକ ସମୟରେ ପ୍ରଶ୍ନ ଉଠେ। ସେ କେବେ ବିବାହ କରିବେ, କାହାକୁ ବିବାହ କରିବେ ଏବଂ କରିବେ କିମ୍ବା କରିବେ ନାହିଁ ଏମିତି ଅନେକ ଗୁଡିଏ କଥା ଚର୍ଚ୍ଚା ହୁଏ। କିନ୍ତୁ ଏହାର…
କରୋନା ସଂକ୍ରମଣ ଆତଙ୍କ: ସଂସଦର ଶୀତ ଅଧବେଶନ ବାତିଲ
ନୂଆଦିଲ୍ଲୀ,୧୫।୧୨: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଚଳିତ ଥର ହେବାକୁ ଥିବା ସଂସଦର ଶୀତ ଅଧବେଶନକୁ ବାତିଲ କରି ଦିଆଯାଇଛି। ଏସମ୍ପର୍କରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ତେବେ…
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ୬ଟି ସ୍ଥାନରେ ୪୦ ଜଣିଆ ଟିମ୍ର ଚଢ଼ାଉ
ସୁନ୍ଦରଗଡ଼,୧୫।୧୨(ଡି.ଏନ୍.ଏ.): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜନସ୍ବାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନାରାୟଣ ପ୍ରଧାନ। ମଙ୍ଗଳବାର ସକାଳେ ତାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗର ୪୦ ଜଣିଆ ଟିମ୍ ନାରାୟଣଙ୍କ ଘର ସମେତ ଏକକାଳୀନ…
ପୁଣି ମାଡ଼ି ଆସିଲା ବିପଦ: ନୂଆ କରୋନା ଭୂତାଣୁର ସନ୍ଧାନ, ସରକାର ଜାରି କଲେ ଲକ୍ଡାଉନ୍
ଲଣ୍ଡନ,୧୫।୧୨: କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଏବେ ପୁଣି ବିପଦ ମାଡ଼ି ଆସୁଛି। ବ୍ରିଟେନରେ ସାର୍ବଜନୀକ ଭାବେ ଫାଇଜର ଏବଂ ବାୟୋଏନ୍ଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା ପ୍ରଦାନ କାର୍ଯ୍ୟ ଜାରି ରହିଛି। ତେବେ ଏଠାରେ ନୂଆର…
ଅନ୍ନଦାତାଙ୍କ ସହିତ ହେବ ନାହିଁ ଅନ୍ୟାୟ: ନୀତିନ ଗଡ଼କରୀ
ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପି ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର କହିଛନ୍ତି ଯେ, ଅନ୍ନଦାତାଙ୍କ ସହିତ କୌଣସି ଅନ୍ୟାୟ ହେବ ନାହିଁ। କୃଷି…
Archives


