Home

ଖୁଚୁରା ମୁଦ୍ରାସ୍ଫୀତି ୬.୯୩%

ନୂଆଦିଲ୍ଲୀ: ଖୁଚୁରା ମୁଦ୍ରାସ୍ଫୀତି ନଭେମ୍ବରେ ୬.୯୩% ସ୍ତରକୁ ଖସିଛି। ଖାଦ୍ୟ ସାମଗ୍ରୀ ଦର କମିବାରୁ ଖୁଚୁରା ମୁଦ୍ରାସ୍ଫୀତିରେ ସାମାନ୍ୟ ହ୍ରାସ ହୋଇଛି। ହେଲେ ରିଜର୍ଭ ବ୍ୟାଙ୍କର ଧାର୍ଯ୍ୟ ଲକ୍ଷ୍ୟଠାରୁ ଏହା ଊର୍ଦ୍ଧ୍ୱରେ ରହିଥିବା ଜଣାପଡିଛି। ଅକ୍ଟୋବର ମାସରେ ଖାଉଟି ମୂଲ୍ୟସୂଚୀ (ସିପିଆଇ)ଭିତ୍ତିକ…

ସମ୍ପଦ ଦେଉନି ସମୃଦ୍ଧି

ଛେଣ୍ଡିପଦା,୧୫ା୧୨(ସ୍ୱ.ପ୍ର.): ପ୍ରାକୃତିକ ସମ୍ପଦର ସଦ୍‌ବିନିଯୋଗ ସମୃଦ୍ଧିର ଦ୍ୱାର ଉନ୍ମୁକ୍ତ କରେ। ଲୋକଙ୍କ ଆର୍ଥିକ ଅଭିବୃଦ୍ଧିକୁ ଏହା ବଳ ଯୋଗାଏ। କିନ୍ତୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ୬ଟି ପଞ୍ଚାୟତ ବସନ୍ତପୁର, ମାଛକୁଟା, ପାତ୍ରପଡ଼ା, ଶିମିଳିପାଳ, ରାଇଝରଣ ଓ କଙ୍କରେଇବାସୀଙ୍କ କ୍ଷେତ୍ରରେ ଏହାର…

ଟି୨୦ ବିଶ୍ୱକପ୍‌ ୨୦୨୨ ଯୋଗ୍ୟତା:୧୫ ସ୍ଥାନ ପାଇଁ ୮୬ ଦଳ, ଖେଳାଯିବ ୨୨୫ ମ୍ୟାଚ

ଦୁବାଇ, ୧୫ା୧୨ (ପି.ଟି.)-ଅଷ୍ଟ୍ରେଲିଆରେ ହେବାକୁଥିବା ଟି୨୦ ବିଶ୍ୱକପ୍‌ ୨୦୨୨ର ୧୫ଟି ସ୍ଥାନ ପାଇଁ ଲଢେଇ କରିବେ ୮୬ଟି ଟିମ୍‌। ୧୩ ମାସ ଧରି ଖେଳାଯିବ ୨୨୫ ମ୍ୟାଚ। ଏହା ଆସନ୍ତାବର୍ଷ ଏପ୍ରିଲରେ ଆରମ୍ଭ ହେବ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)…

ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଓ୍ବେଲିଂଟନ୍‌, ୧୫ା୧୨ (ଏପି): ସ୍ଥାନୀୟ ବେସିନ୍‌ ରିଜର୍ଭଠାରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଏକ ଇନିଂସ ଓ ୧୨ରନରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏଥିସହିତ ଦଳ ୨ ମ୍ୟାଚ ବିଶିଷ୍ଟ ସିରିଜ ୨-୦ରେ କ୍ଲିନ୍‌ ସୁଇପ୍‌ ବିଜୟ ହାସଲ…

ଏସବୁ ଖାଦ୍ୟ ନବଦମ୍ପତିଙ୍କୁ ମନା…

କର୍ନଫ୍ଲେକ୍ସକୁ ଅଧିକାଂଶଙ୍କ ପାଇଁ ଏକ ଲୋକପ୍ରିୟ ଖାଦ୍ୟ। ଏହାକୁ ଖାଇଲେ ମେଦବହୁଳତାରୁ ମୁକ୍ତି ମିଳେ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ଟରୋଣ୍ଟୋ ବିଶ୍ୱବଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ନବ ଦମ୍ପତିଙ୍କୁ କର୍ନଫ୍ଲେକ୍ସ ଖାଇବାକୁ ମନା କରାଯାଇଛି। ପୁରୁଷ ଓ…

ହାତରେ ଲୁଚି ରହିଛି ପ୍ରେମ ସଫଳତା ସୂଚନା…

ହାତରେ ବିଭିନ୍ନ ପର୍ବତ ରହିଛି। ଏସବୁ ଭିନ୍ନ ଭିନ୍ନ ଗ୍ରହକୁ ପ୍ରତିନିଧିତ୍ୱ କରିଥାନ୍ତି। ବୁଢ଼ା ଆଙ୍ଗୁଠି ତଳେ ଥିବା କ୍ଷେତ୍ର ଶୁକ୍ର ମହାଗ୍ରହଙ୍କୁ ପ୍ରତିନିଧିତ୍ୱ କରିଥାଏ। ଏଠାରେ ତ୍ରିଶୂଳ ଆକୃତିର ଚିହ୍ନ ବ୍ୟକ୍ତିକୁ ରୋମାଣ୍ଟିକ୍‌ କରିବା ସହିତ ପ୍ରେମରେ ସଫଳତା ପ୍ରଦାନ…

ସର୍ଦ୍ଦାର ପଟେଲଙ୍କ ଅବଦାନ ସବୁବେଳେ ଦେଉଥିବ ପ୍ରେରଣା

ନୂଆଦିଲ୍ଲୀ, ୧୫।୧୨: ସ୍ବାଧୀନ ଭାରତ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୭୦ ତମ ପୁଣ୍ୟତିଥି ମଙ୍ଗଳବାର ପାଳିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶ ପାଇଁ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ଅବଦାନ…

କ୍ୟାନ୍‌ସର ପୀଡିତଙ୍କ ପାଇଁ କେଶ ଦାନ

ବାରିପଦା ଅଫିସ,୧୫ା୧୨- ଶରୀରର ପ୍ରତ୍ୟେକଟି ଅଙ୍ଗକୁ ଦାନ କରିବା ପାଇଁ ରହିଛି ଇଚ୍ଛାଶକ୍ତି। ଚକ୍ଷୁଦାନ ଲାଗି ସ୍ବିକୃତୀ ଦେଇ ସାରିବା ପରେ ଏବେ କ୍ୟାନସର ପୀଡ଼ିତଙ୍କ ପାଇଁ ନିଜ କେଶକୁ ଦାନ କରି ଚର୍ଚ୍ଚାକୁ ଆସିଛନ୍ତି ଜଣେ କଲେଜ ଛାତ୍ରୀ। ମୃତ୍ୟୁ…

ବେବି ବମ୍ପ ଫଟୋ ଛାଡିଲେ କରିନା

ମୁମ୍ବାଇ,୧୫।୧୨-ବଲିଉଡ ଅଭିନେତ୍ରୀ କରିନା କପୁର ଖାନ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ରୁହନ୍ତି। କରିନା ୨ୟ ଥର ମା’ ହେବାକୁ ଯାଉଛନ୍ତି। ନିକଟରେ ନିଜ ଇନ୍‌ଷ୍ଟାଗ୍ରାମରେ କରିନା ଏକ ଫଟୋ…

ରାଜ୍ୟରେ ସୁସ୍ଥ ହେଲେ ୩୮୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୮୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୪୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୯, କଟକରୁ ୩୫, ମୟୁରଭଞ୍ଜରୁ ୨୮, ଅନୁଗୋଳରୁ ୨୪, ବରଗଡରୁ ୨୧, ବଲାଙ୍ଗୀରରୁ ୧୮, କଳାହାଣ୍ଡିରୁ ୧୮, କେନ୍ଦୁଝରରୁ…

ଟିକା ପାଇଁ ଜରୁରୀ ପଞ୍ଜୀକରଣ

ନୂଆଦିଲ୍ଲୀ,୧୪।୧୨-ଟିକା ପ୍ରଦାନ ନେଇ କେନ୍ଦ୍ର ସରକାର ସୋମବାର ଗାଇଡଲାଇନ ଜାରି କରିଛନ୍ତି। କେବଳ ପୂର୍ବ ପଞ୍ଜୀକୃତଙ୍କୁ ହିଁ ଟିକା ମିଳିବ ବୋଲି ନିୟମ ଜାରି କରାଯାଇଛି। ଜନସାଧାରଣ ଟିକା ପାଇଁ co-WIN ଆପରେ ପଞ୍ଜୀକରଣ କରିପାରିବେ। ପଞ୍ଜୀକରଣ ପାଇଁ ଭୋଟର ପରିଚୟ…

କ୍ୟାବିନେଟ୍‌ ନିଷ୍ପତ୍ତି: ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ଆଇନ

ଭୁବନେଶ୍ୱର,୧୪ା୧୨(ବ୍ୟୁରୋ)- ପୁରୀ ଶ୍ରୀମନ୍ଦିର ଭଳି ଭୁବନେଶ୍ୱରରେ ଥିବା ମହାପ୍ରଭୁ ଶ୍ରୀ ଲିଙ୍ଗରାଜ ମନ୍ଦିର ପରିଚାଳନା ପାଇଁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଆଇନ ଆଣିଛନ୍ତି। ଏହାଦ୍ୱାରା ମନ୍ଦିର, ଏହାର ସମ୍ପତ୍ତି , ପରିସର ମଧ୍ୟରେ ଓ ବାହାରେ ଥିବା ଅନ୍ୟ ମନ୍ଦିର,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri