Home

ଯାହାକୁ ଭଲ ପାଉଥିଲି ବିବାହ କରିଥିଲେ ଆଜି ଜେଜେ ବାପା ହୋଇଥାନ୍ତି : ସଲମାନ

ମୁମ୍ବାଇ: ସୁପରଷ୍ଟାର ସଲମାନ ଖାନ୍‌ କେବେ ବିବାହ କରିବେ ଏନେଇ ପ୍ରଶଂସକଙ୍କ ମନରେ ଅନେକ ପ୍ରଶ୍ନ ଉଙ୍କି ମାରିଥାଏ। ଏପରିକି ପ୍ରତିବର୍ଷ ସଲମାନଙ୍କୁ ଏହି ପ୍ରଶ୍ନର ସାମ୍ନା କରିବାକୁ ପଡ଼େ। କିନ୍ତୁ ଏହି ପ୍ରଶ୍ନର ଉତ୍ତର ବର୍ତ୍ତମାନ ସୁଦ୍ଧା କାହା ପାଖରେ…

ଏହି ବୁଲା କୁକୁରକୁ ଦେଖି ଲୋକେ କରୁଛନ୍ତି ଭୟ, ଜାଣନ୍ତୁ କାହିଁକି

ହାଇଦ୍ରାବାଦ୍‌,୧୭।୧: ତେଲେଙ୍ଗାନାର କେସାଲାପୁର ଗାଁରେ ବାଘ ସଦୃଶ କୁକୁର କୌତୁହଳର ବିଷୟ ପାଲଟିଛି। ଏହି କୁକୁରକୁ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କୁକୁରର ଶରୀରରେ ବାଘ ଭଳି ଧାର ଅଛି। ଗ୍ରାମବାସୀ କହିଛନ୍ତି ଯେ, କୁକୁର ଶରୀରରେ ଥିବା ଏହି ଧାରଗୁଡ଼ିକ…

ବିଶ୍ୱରେକର୍ଡ କଲେ ୪୧ ବର୍ଷୀୟ କ୍ରିକେଟର୍‌

ସୟଦ ମୁସ୍ତାକ ଅଲି ଟ୍ରଫି ଚଳିତ ସିଜନରେ ଯୁବ ଖେଳାଳିମାନେ ନିଜର ଶକ୍ତି ପ୍ରଦର୍ଶନ କରୁଛନ୍ତି। କିନ୍ତୁ ରବିବାର ପୁଡୁଚେରୀର ୪୧ ବର୍ଷୀୟ ପେସର୍‌ ସାନ୍ଥା ମୂର୍ତ୍ତିଙ୍କ ସହ ହଇଚଇ ସୃଷ୍ଟି କରିଥିଲେ, ଯିଏ ୪ ଓଭରରେ ୨୦ ରନ ପାଇଁ…

୭୩ ବର୍ଷ ହେବ ଯାହା ଘଟି ନ ଥିଲା ତାହା କରିଦେଖାଇଲେ ସୁନ୍ଦର

ବ୍ରିସବେନ୍‌,୧୭।୧: ଅଷ୍ଟ୍ରେଲିଆ ବିପକ୍ଷରେ ବ୍ରିସବେନ୍‌ ଟେଷ୍ଟରେ ଡେବ୍ୟୁ କରୁଥିବା ଓ୍ବାଶିଂଟନ୍‌ ସୁନ୍ଦର କମାଲ ପ୍ରଦର୍ଶନ କରିଛନ୍ତି। ତାମିଲନାଡୁର ଏହି ଖେଳାଳି ନିଜ ପ୍ରଥମ ଟେଷ୍ଟରେ ଇତିହାସ ରଚିଛନ୍ତି। ଗତ ୭୩ ବର୍ଷରେ ଯେକୌଣସି ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯାହା କରି ନ ଥିଲେ,…

ପ୍ରେମିକଙ୍କ ସହ ଫୋନ୍‌ରେ କଥା ହେଉଥିଲେ ଝିଅ, ବାପା ମନା କରିବାରୁ ଘଟାଇଲେ ଏମିତି କାଣ୍ଡ

ଭୋପାଳ,୧୭।୧: ମଧ୍ୟପ୍ରଦେଶର ବୈତୁଲରୁ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ପ୍ରେମିକ ସହ କଥା ନ ହେବା ପାଇଁ ଝିଅକୁ ବାପା ମନା କରିବାରୁ ନାବାଳିକା ଝିଅଟି ପ୍ରେମିକ ଏବଂ ବନ୍ଧୁଙ୍କ ସହ ମିଶି ନିଜ ବାପାଙ୍କୁ ହତ୍ୟା କରିଛନ୍ତି। ଏହି…

ବୁମ୍‌ରାଙ୍କୁ ‘ବେବି ବୋଲର୍‌’ କହିଲେ ଏହି ପାକିସ୍ତାନୀ କ୍ରିକେଟର: ରାଗିଲେ ପ୍ରଶଂସକ

ନୂଆଦିଲ୍ଲୀ,୧୭।୧: ଭାରତୀୟ ଦଳର ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରାଙ୍କ ବଲ୍‌କୁ ଖେଳିବାକୁ ବିଶ୍ୱର ଦିଗ୍ଗଜ ବ୍ୟାଟ୍ସମ୍ୟାନ୍‌ ଡରିଥାନ୍ତି। ଖୁବ୍‌ କମ୍‌ ଦିନର ଅନ୍ତରାଷ୍ଟ୍ରୀୟ କ୍ୟାରିୟରରେ ସେ ବହୁତ ଲୋକପ୍ରିୟତା ହାସଲ କରିସାରିଲେଣି। ଏବେ ଭାରତୀୟ ଦଳର ପ୍ରମୁଖ ବୋଲର୍‌ ଭାବେ ତାଙ୍କୁ…

୩୦ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଏହି ଦୁଇ ଭାରତୀୟ କ୍ରିକେଟର: ଡେବ୍ୟୁ ମ୍ୟାଚ୍‌ରେ…

ବ୍ରିସବେନ୍‌,୧୭।୧: ଅଷ୍ଟ୍ରେଲିଆ ବିପକ୍ଷରେ ଏଠାରେ ଚାଲୁଥିବା ନିର୍ଣ୍ଣାୟକ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ଦଳ ଦୃଢ଼ ପ୍ରତ୍ୟାବର୍ତ୍ତନ କରିଛି। ପ୍ରଥମ ପାଳିରେ ଘରୋଇ ଟିମ୍‌ ୩୬୯ରନ୍‌ କରିଥିବା ବେଳେ ଭାରତ ୩୩୬ରନ୍‌ରେ ଅଲ୍‌ଆଉଟ୍‌ ହୋଇଛି। ହେଲେ ଖେଳକୁ ଦେଖିଲେ ୧୮୬ ରନ୍‌ରେ ଭାରତୀୟ…

ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି: ଜରୁରିକାଳୀନ ଅବତରଣ କଲା ଇଣ୍ଡିଗୋ ବିିମାନ

ଭୋପାଳ,୧୭।୧: ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଇଣ୍ଡିଗୋର ଏକ ଯାତ୍ରୀବାହୀ ବିମାନକୁ ରବିବାର ମଧ୍ୟପ୍ରଦେଶର ଭୋପାଳ ବନ୍ଦରରେ ଜରୁରିକାଳୀନ ଅବତରଣ କରାଯାଇଛି। ବିମାନରେ ଥିବା ସମସ୍ତ ୧୭୨ ଯାତ୍ରୀ ସୁରକ୍ଷିତ ରହିଥିବା ବିମାନ ବନ୍ଦର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଉଛି।…

ଆତଙ୍କବାଦ ପଥ ଛାଡ଼ି ଘର ବାହୁଡ଼ି ଆସନ୍ତୁ ଯୁବବର୍ଗ

ଶ୍ରୀନଗର,୧୭।୧: ଜମ୍ମୁ-କଶ୍ମୀରରେ ସ୍ଥିତିରେ ଧୀରେଧୀରେ ପରିବର୍ତ୍ତନ ଆସିବାରେ ଲାଗିଛି। ତେବେ ଏବେ ବି ଏଠାରେ ୨୧୭ ଆତଙ୍କବାଦୀ ଲୁଚି ରହିଛନ୍ତି। ଗତ ୧୦ ବର୍ଷ ମଧ୍ୟରେ ଏହି ସଂଖ୍ୟା ସର୍ବନିମ୍ନ। ପାକିସ୍ତାନ ବିଭିନ୍ନ ପ୍ରଲୋଭନ ଦେଖାଇ ଏଠାକାର ଯୁବବର୍ଗଙ୍କୁ ଆତଙ୍କବାଦୀ ତାଲିମ…

ରେଷ୍ଟୁରାଣ୍ଟ୍‌ରେ ମିଳୁଛି ଶ୍ୱଶୁରଘର ଭଳି ଜ୍ୱାଇଁ ଭୋଜନ…

ରାୟପୁର,୧୭।୧: ଏବେ ସୋସିଆଲ୍‌ ମିଡ଼ିଆରେ ଏକ ରେଷ୍ଟୁରାଣ୍ଟ୍‌ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ରେଷ୍ଟୁରାଣ୍ଟ୍‌ରେ ଘର ଭଳି ଖାଦ୍ୟ ମିଳୁଥିବା ସାଇନ୍‌ ବୋର୍ଡରେ ଲେଖା ହୋଇଥାଏ। ମାତ୍ର ଏହି ରେଷ୍ଟୁରାଣ୍ଟ୍‌ରେ ଶ୍ୱଶୁରଘର ଭଳି ଜ୍ୱାଇଁ ଭୋଜନ ମିଳୁଥିବା ନେଇ ଗ୍ଲୋ…

ଭାରତୀୟଙ୍କ ସହ ବାଇଡେନଙ୍କ ରହିଛି ଏମିତି ସମ୍ପର୍କ, ନିଜେ କରିଛନ୍ତି ଖୁଲାସା

ଓ୍ବାଶିଂଟନ,୧୭।୧ : ଜୋ ବାଇଡେନ ଜାନୁୟାରୀ ୨୦ ତାରିଖରେ ଆମେରିକାର ରାଷ୍ଟ୍ରପତି ପଦ ପାଇଁ ଶପଥ ନେବେ। ଶପଥ ନେବା ପୂର୍ବରୁ ବାଇଡେନଙ୍କ ସମ୍ପର୍କରେ ନୂଆ ନୂଆ କଥା ସବୁ ସାମ୍ନାକୁ ଆସୁଛି। ଯାହାକି ଆମେରିକାରେ ଖୁବ୍‌ ଚର୍ଚ୍ଚା ହେଉଛି। ଏହି…

୩୦ ଦିନରେ ୭୮୨ ଥର ଭୂକମ୍ପ: ଲୋକେ ଆତଙ୍କିତ

ଜାକର୍ତ୍ତା,୧୭।୧: ଇଣ୍ଡୋନେସିଆରେ ଘଟିଥିବା ଭୂକମ୍ପରେ ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ୫୬ ଛୁଇଁଛି। ସେହିପରି ଏହି ଘଟଣାରେ ଆହତଙ୍କ ସଂଖ୍ୟା ୮୦୦ ଟପିଛି। ସୁରକ୍ଷା ଦୃଷ୍ଟିରୁ ୧୫ ହଜାରରୁ ଅଧିକ ଲୋକଙ୍କୁ ପ୍ରଶାସନ ପକ୍ଷରୁ ସ୍ଥାନାନ୍ତର କରାଯାଇଛି। ଲଗାତାର ଭୂକମ୍ପ ଯୋଗୁ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?