ଶିବରାତ୍ରି ପୂର୍ବରୁ ରାସ୍ତା ପ୍ରଶସ୍ତୀକରଣ
ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧ା୧୧(ଡି.ଏନ୍.ଏ.): ଆସନ୍ତା ମହାଶିବରାତ୍ରି ପୂର୍ବରୁ ଲିଙ୍ଗରାଜ ମନ୍ଦିରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ହେବ। ଏଥିସହିତ ଭକ୍ତମାନଙ୍କ ଯିବା ଆସିବା ସହଜ କରିବାକୁ ବିକଳ୍ପ ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ…
ଶ୍ରୀମନ୍ଦିର ଖୋଲିବା ଆଶା କ୍ଷୀଣ
ପୁରୀ ଅଫିସ,୧ା୧୧: ରାଜ୍ୟ ସରକାର ଶନିବାର ଅନ୍ଲକ୍-୬ ଗାଇଡ୍ଲାଇନ ଜାରି କରିଛନ୍ତି। ଏହି ଗାଇଡ୍ଲାଇନ ଅନୁସାରେ ସ୍ଥାନୀୟ ପ୍ରଶାସନ ଅନୁମତିରେ ଧର୍ମାନୁଷ୍ଠାନ ଖୋଲିପାରିବ। ଅର୍ଥାତ୍ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ପରିସ୍ଥିତିକୁ ଦେଖି ଏ ନେଇ ଅନୁମତି ଦେଇପାରିବେ। ତେବେ ଏହି ଗାଇଡ୍ଲାଇନକୁ…
ମାଡ଼ି ଆସୁଛି ବିପଦ: ପୃଥିବୀକୁ ଧକ୍କାଦେବ ଗ୍ରହାଣୁପିଣ୍ଡ, ହେବ ପ୍ରଚଣ୍ଡ ବିସ୍ଫୋରଣ
ଓ୍ବାଶିଂଟନ,୧।୧୧: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆସନ୍ତା ୪୮ ବର୍ଷ ପରେ ୨୦୬୮ ଏପ୍ରିଲ୍ ୧୨ରେ ଏକ ଗ୍ରହାଣୁପିଣ୍ଡ ପୃଥିବୀକୁ ତୀବ୍ର ବେଗରେ ଧକ୍କାଦେବ। ଏହାଯୋଗୁ ପ୍ରଚଣ୍ଡ ବିସ୍ଫୋରଣ ହେବ। ବିସ୍ଫୋରଣର ତୀବ୍ରତା ୮୮ କୋଟି ଟନ୍ ଟ୍ରାଇ ନାଇଟ୍ରୋ…
ଆଉ ଏକ ଖଣି ଦୁର୍ନୀତିର ପୂର୍ବାଭାସ
ଯାଜପୁର ଅଫିସ,୧ା୧୧: ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର, ହରଦେଇପୁର ପ୍ରଭୃତି ଅଞ୍ଚଳରେ ଶନିବାର ବିପୁଳ ପରିମାଣର ଚୋରା ଲୁହାପଥର ଜବତ ହୋଇଛି। ଯାଜପୁରରୋଡ ଖଣି ଉପନିର୍ଦ୍ଦେଶାଳୟ ପକ୍ଷରୁ ପ୍ରାୟ ୨୦୦ଟନ୍ ଚୋରା ଲୁହାପଥର ଜବତ କରାଯାଇଛି। ରିପୋର୍ଟ ଲେଖା…
ପୁଣି ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୩୧ରେ ପହଞ୍ଚିଲା
ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩…
ରାଜ୍ୟରେ ଆଜି ୧୭୦୯ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧।୧୧(ବ୍ୟୁରୋ): ରବିବାର ୩୦ ଜିଲାରୁ ୧୭୦୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୮୫ ଜଣ…
୬୨ ମିଟର ଦୂର ଚାଲିଲା ୫ ମହଲା କୋଠା: ସୁରକ୍ଷିତ ସ୍ଥାନକୁ ହେଲା ସ୍ଥାନାନ୍ତର
ବେଜିଂ,୧।୧୧: ଜୀବିତ ପ୍ରାଣୀ ଚାଲବୁଲ କରିଥାନ୍ତି। ତେବେ କୋଠା ଚାଲିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଏଭଳି ଘଟଣା ଚାଇନାର ସାଙ୍ଘାଇରେ ଘଟିଛି। ରୋବୋଟିକ୍ ଗୋଡ଼ ଲଗାଇ ଚାଇନାର ଏକ ୫ ମହଲା କୋଠାକୁ ୬୨ ମିଟର ଦୂର…
ହୁଗୁଳା ହେଉଛି ସାତକୋଶିଆ ସୁରକ୍ଷା
ବନ୍ତଳା,୧ା୧୧: ମହାବଳ ବାଘ ମହାବୀରର ମୃତ୍ୟୁ ପରଠାରୁ ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଭବିଷ୍ୟତ ଅନ୍ଧକାରକୁ ଠେଲି ହୋଇଯାଇଛି। ଏଠାରେ ପ୍ରଥମ କରି ଆରମ୍ଭ କରାଯାଇଥିବା ଦେଶର ଆନ୍ତଃରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତର ପ୍ରକଳ୍ପକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍ଟିସିଏ)…
ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଶାହାପୁର-କିରନି-କ୍ୱାସବା ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼
ଶ୍ରୀନଗର,୧।୧୧: ଜମ୍ମୁୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ରବିବାର ସକାଳ ୭ଟା ୩୦ରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ସୀମାବର୍ତ୍ତୀ ଅଞ୍ଚଳର ପୁଞ୍ଚ୍ ଜିଲାର ଶାହାପୁର,କିରନି ଏବଂ କ୍ୱାସବା ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼…
ବାହୁବଳୀ ବିଧାୟକଙ୍କ ହୋଟେଲ ଉପରେ ଚାଲିଲା ବୁଲ୍ଡୋଜର
ଲକ୍ଷ୍ନୌ,୧।୧୧: ଉତ୍ତରପ୍ରଦେଶର ମଉ ବିଧାନସଭା ଆସନର ବାହୁବଳୀ ବିଧାୟକ ମୁକ୍ତାର ଅନସାରୀଙ୍କ ହୋଟେଲରେ ରବିବାର ସକାଳେ ପ୍ରଶାସନ ପକ୍ଷରୁ ବୁଲ୍ଡୋଜର ଚଲାଯାଇଛି। ବେଆଇନ ନିର୍ମାଣ ହଟାଇବା ଲାଗି ଏଭଳି କରାଯାଇଛି। ଗାଜିପୁରଠାରେ ଥିବା ଅନସାରୀଙ୍କ ହୋଟେଲ ଗଜଲ୍ରେ ଅତିକ୍ରମଣ ହଟାଯାଇଛି। ଶନିବାର…
ମୋଦିଙ୍କ କଡ଼ା ଜବାବ: ବିହାରରେ ଡବଲ୍ ଯୁବରାଜଙ୍କ ସ୍ଥିତି ହେବ ଦୟନୀୟ, ଡବଲ ଇଞ୍ଜିନ ସରକାର ଆଗେଇବ
ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଛପରାଠାରେ ଆୟୋଜିତ ସଭାରେ ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ସେ କଂଗ୍ରେସର ରାହୁଲ ଗାନ୍ଧୀ ଏବଂ ଆର୍ଜେଡ଼ିର ତେଜସ୍ବୀ ଯାଦବଙ୍କ ନାମ ନ ନେଇ କହିିଛନ୍ତି ଯେ, ବିହାରରେ…
ମୋଦିଙ୍କୁ ତେଜସ୍ବୀଙ୍କ ପ୍ରଶ୍ନ: ଚପରାସି ଚାକିରି ପାଇଁ ଆବେଦନ କରୁଛନ୍ତି ଇଞ୍ଜିନିୟରିଂ ସ୍ନାତକ
ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାରଠାରୁ ୨ ଦିନିଆଗସ୍ତରେ ଆସିବେ। ଏହାର କେଇଘଣ୍ଟା ପୂର୍ବରୁ ଆର୍ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ମୋଦିଙ୍କୁ କଡ଼ା ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାର ବିକାଶର କଥା କହୁଥିବାବେଳେ ବିହାରର…
Archives


