ଦୀର୍ଘଦିନର ବ୍ୟବଧାନ ପରେ ଚାଇନାରେ କରୋନା: ଯାଞ୍ଚ ପାଇଁ ପହଞ୍ଚିଲା ଡବ୍ଲ୍ୟୁଏଚ୍ଓ ଟିମ୍
ଓ୍ବାଶିଂଟନ,୧୬।୧: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଏକ ଟିମ୍ ଚାଇନା ସହରରେ ପହଞ୍ଚିଛି। କରୋନା ମହାମାରୀର ବର୍ଷେ ପରେ ଡବ୍ଲୁଏଚ୍ଓର ୧୩ ବୈଜ୍ଞାନିକ ଏହି ମିଶନରେ ଭାଗ ନେଇ ଚାଇନାରେ ପହଞ୍ଚିଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇ ଅଧିକାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।…
ସଞ୍ଜିବନୀ ଭଳି କାମ କରିବ କରୋନା ଭ୍ୟାକ୍ସିନ: ସ୍ୱାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୬ ।୧: ସାରା ଦେଶରେ ଶନିବାର କରୋନା ମାହାମାରୀ ବିରୋଧରେ ଭ୍ୟାକ୍ସିନେଶନ ବା ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହାର ଶୁଭାରମ୍ଭ କରିଥିଲେ । ଏହାପରେ କରୋନା ଭ୍ୟାକ୍ସିନକୁ ନେଇ…
କୋରାପୁଟରେ ପ୍ରଥମେ ଟିକା ନେଲେ ସଫେଇ କର୍ମଚାରୀ ପଦ୍ମନ
କୋରାପୁଟ,୧୬/୧(ସ୍ବ.ପ୍ର) କୋରନା ବିରୋଧରେ ବିଶ୍ୱରେ ଆରମ୍ଭ ହୋଇଛି ସର୍ବ ବୃହତ ଲଢେଇ । ହାରିବ କୋରନା, ଜିତିବ ଜୀବନର ଲକ୍ଷ୍ୟ ନେଇ ଶନିବାରଠାରୁ ସାରା ଦେଶରେ ପ୍ରାଥମିକ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ଟିକାକରଣର…
କିନ୍ନରଙ୍କୁ ପୋଲିସ ବିଭାଗରେ ମିଳିବ ନିଯୁକ୍ତି
ପାଟନା,୧୬।୧: ଏଣିକି ବିହାରରେ ପୋଲିସ ବିଭାଗରେ କିନ୍ନରଙ୍କୁ ନିଯୁକ୍ତି ମିଳିବ। ଏନେଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଘୋଷଣା କରିଛନ୍ତି। ସିପାହୀ ଏବଂ ଦାରୋଗା ପଦବୀରେ କିନ୍ନରଙ୍କୁ ସିଧାସଳଖ ନିଯୁକ୍ତି ମିଳିବ। ରାଜ୍ୟରେ ବୃଦ୍ଧି ପାଉଥିବା ଅପରାଧକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ…
ଝାରପଡ଼ା ଜେଲରେ କଏଦୀ ମୃତ
ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ା ଜେଲ୍ରେ ଶନିବାର ଜଣେ କଏଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ନୟାଗଡ଼ ଜିଲାର ରବି ଦୁଲ୍ଲା। ରବି ୨୦୦୮ ମସିହାରୁ ଗିରଫ ହୋଇ ଝାରପଡ଼ା ଜେଲରେ ରହିଥିଲା। ନୟାଗଡ଼ ଥାନା ପୋଡି ଘଟଣାର ସେ…
କଟକଣା ନ ମାନି ଜଙ୍ଗଲ ମଧ୍ୟକୁ ପଶିଲେ ଶତାଧିକ ଚାଷୀ: ଘଟଣାସ୍ଥଳରେ ଉତ୍ତେଜନା
ମହାକାଳପଡ଼ା,୧୬।୧(ଡି.ଏନ୍.ଏ.) : ମହାକାଳପଡ଼ା ବତୀଘର ପଞ୍ଚାୟତର ହେଟାମୁଣ୍ଡିଆ ସଂରକ୍ଷିତ ଜଙ୍ଗଲ ଉପରେ ବନ ବିଭାଗ କଟକଣାକୁ ନ ମାନି ଶହ ଶହ ସଂଖ୍ୟାରେ କନ୍ଧାଚାଷୀ ଜଙ୍ଗଲ ମଧ୍ୟକୁ ପଶିଛନ୍ତି। ଘଟଣାସ୍ଥଳରେ ତହସିଲଦାର ମହାକାଳପଡ଼ା, ଡି ଏସ୍ପି ଏବଂ ବନ ବିଭାଗର ଅଧିକାରୀଙ୍କ…
ଟାର୍ଗେଟ ଶେଷ: ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ
ବିଜେପୁର,୧୬।୧(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ ଖରିଫ ଧାନ ବିକ୍ରିରେ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଟୋକନ ପାଇ ଚାଷୀ ବିକ୍ରି ପାଇଁ ଉତ୍ପାଦିତ ଧାନକୁ ମଣ୍ଡିକୁ ଆଣିଥିଲେ। ହେଲେ ସପ୍ତାହ ଅତିକ୍ରମ କଲେ ମଧ୍ୟ ଧାନ…
ଖିଲାଡି ହିରୋଙ୍କ ଦ୍ୱାରା ପ୍ରତାରିତ ହୋଇ ଆମେରିକା ଚାଲିଯାଇଥିଲେ ଏହି ଅଭିନେତ୍ରୀ
ବଲିଉଡ୍ର ଖିଲାଡି ହିରୋ ଅକ୍ଷୟ କୁମାରଙ୍କ ଅଭିନୟ କ୍ୟାରିୟର ବହୁତ ସଫଳ ରହିଛି । ଫିଲ୍ମକୁ ନେଇ ସେ ଯେତିକି ଚର୍ଚ୍ଚାରେ ଥାଆନ୍ତି ଅଭିନେତ୍ରୀଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ମଧ୍ୟ ସେମିତି। ଅଭିନେତ୍ରୀଙ୍କ ସହ ପ୍ରେମ ସମ୍ପର୍କ ରଖିବା ପରେ…
କରୋନା ଟିକା ସମ୍ପୂର୍ଣ୍ଣ ସୁରକ୍ଷିତ,କହିଲେ କେଜରିଓ୍ବାଲ-ଅମରିନ୍ଦର
ନୂଆଦିଲ୍ଲୀ,୧୬।୧: ଭାରତରେ ଶନିବାରଠାରୁ ସର୍ବବୃହତ୍ ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। କେନ୍ଦ୍ର ସରକାରଙ୍କ ସାର୍ବଜନୀକ ଟିକାକରଣକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂ ସ୍ବାଗତ କରିଛନ୍ତି। କେଜରିଓ୍ବାଲ ଜନସାଧାରଣଙ୍କୁ ଗୁଜବ ପ୍ରତି ଧ୍ୟାନ ନ…
ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୧୬।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବି.ତୁରୁବୁଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଜି.ସୂର୍ଯ୍ୟ ରେଡ୍ଡୀଙ୍କ ଧାନଗଦାରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ତେବେ କେଉଁ କାରଣରୁ ଦୁର୍ବୃତ୍ତ ଏହି ନିଆଁ ଲଗାଇଲେ…
ଯୁବକଙ୍କ ମଳଦ୍ୱାରରେ ଏୟାର ପ୍ରେସର ଦେଲେ ବନ୍ଧୁ: ଅବସ୍ଥା ହେଲା ଗୁରୁତର
ଭୋପାଳ,୧୬।୧: ବନ୍ଧୁଙ୍କ ମଧ୍ୟରେ ଥଟ୍ଟା ମଜା ହେବା ସାଧାରଣ କଥା। ମାତ୍ର ଏହି ଥଟ୍ଟା ମଜାରୁ ମଧ୍ୟପ୍ରଦେଶରେ ଜଣେ ଯୁବକ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। କଟନି ଜିଲାର ମାଧବ ନଗର ସ୍ଥିତ ଏକ ଡାଲି ମିଲ୍ରେ ସୁଖରାମ ଯାଦବ…
ବିଲ୍ ଗେଟସ୍ ଆମେରିକାର ଏକ ନମ୍ବର ଚାଷୀ: କିଣିଲେ ୨୪୨ ହଜାର ଏକର ଚାଷ ଜମି
ଓ୍ବାଶିଂଟନ,୧୬।୧: ମାଇକ୍ରୋସଫ୍ଟ ସଂସ୍ଥାପକ ତଥା ପୃଥିବୀର ଚତୁର୍ଥ ଧନୀକ ଭାବେ ଖ୍ୟାତି ହାସଲ କରିଥିବା ବିଲ୍ ଗେଟସ୍ ଏବେ ଆମେରିକାର ଏକ ନମ୍ବର ଚାଷୀ ପାଲଟିଛନ୍ତି। ସେ ଦେଶର ୧୮ଟି ରାଜ୍ୟରେ ମୋଟ ୨୪୨ ହଜାର ଏକର ଚାଷ ଜମି କିଣିଛନ୍ତି।…

