ଆରୋଗ୍ୟ ବନ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୩୧ା୧୦(ପିଆଇବି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟ ଗସ୍ତରେ ଯାଇ ଶୁକ୍ରବାର କଓ୍ବେଡିଆଠାରେ ବିଭିନ୍ନ ସମନ୍ବିତ ବିକାଶ ପରିଯୋଜନାର ଉଦ୍ଘାଟନ କରିଛନ୍ତି। ଆରୋଗ୍ୟ ବନ, ଆରୋଗ୍ୟ କୁଟୀରର ସେ ଶୁଭ ଉଦ୍ଘାଟନ କରିବା ସହ ଏକତା ମଲ୍ ଓ ଶିଶୁ ପୋଷଣ…
ତୁର୍କୀ, ଗ୍ରୀସ୍ରେ ଭୂକମ୍ପ ପରେ ସୁନାମି
ଇସ୍ତାନବୁଲ/ଏଥେନ୍ସ,୩୧।୧୦: ଗ୍ରୀସ୍ ଓ ତୁର୍କୀରେ ଶୁକ୍ରବାର ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିବା ସହ ଶତାଧିକ ଆହତ ହୋଇଛନ୍ତି। ବହୁ ବିଲ୍ଡିଂ ଧୂଳିସାତ୍ ହୋଇଯାଇଛି। ଭୂମିକମ୍ପ ପରେ ସୁନାମି ଆସିବାରୁ ତୁର୍କୀର ଇଜ୍ମିର୍ ରିସର୍ଟ…
ତେଜୁଛି ମାକ୍ରଁ ବିରୋଧୀ ବିକ୍ଷୋଭ
ନୂଆଦିଲ୍ଲୀ/ପ୍ୟାରିସ୍,୩୧ା୧୦: ତଥାକଥିତ ଇସ୍ଲାମ ବିରୋଧୀ ଆଭିମୁଖ୍ୟକୁ ନେଇ ଫ୍ରାନ୍ସକୁ ନିନ୍ଦିତ ହେବାକୁ ପଡ଼ିଛି। ବିଶେଷକରି ମୁସଲମାନ ବହୁଳ ରାଷ୍ଟ୍ରଗୁଡ଼ିକରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନ୍ବେଲ ମାକ୍ରଁଙ୍କୁ କଡ଼ା ବିରୋଧ କରାଯାଇଛି। ଏପରି କି ଭାରତର ବିଭିନ୍ନ ରାଜ୍ୟରେ ମଧ୍ୟ ମାକ୍ରଁଙ୍କ କୁଶ ପୁତ୍ତଳିକା…
‘କେବଳ ବିବାହ ପାଇଁ ଧର୍ମାନ୍ତରୀକରଣ ଗ୍ରହଣୀୟ ନୁହେଁ’
ନୂଆଦିଲ୍ଲୀ,୩୧।୧୦: କେବଳ ବିବାହ ପାଇଁ ଧର୍ମାନ୍ତରୀକରଣ ଗ୍ରହଣୀୟ ନୁହେଁ ବୋଲି ଆଲ୍ଲାହାବାଦ ହାଇକୋର୍ଟ ଏକ ମାମଲାର ବିଚାର ବେଳେ କହିଛନ୍ତି। ଏଥିସହିତ ଅଦାଲତ ଏକ ଦମ୍ପତିଙ୍କ ପିଟିଶନକୁ ଖାରଜ କରିଦେଇଛନ୍ତି। ରିପୋର୍ଟ ଅନୁଯାୟୀ ମହିଳା ଜଣକ ମୁସଲମାନ ହୋଇଥିବାବେଳେ ସେ ବିବାହର…
ଟିକା ପାଇଁ ବୀମା କବଚ
ବ୍ରସେଲ୍ସ,୩୧ା୧୦: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କରୋନା ଭାକ୍ସିନର ଏକ ବୀମା ଯୋଜନା ପ୍ରସ୍ତୁତ କରାଯାଉଛି। ଏହି ସ୍କିମ ପାଇଁ ଅନ୍ୟ କେତେକ ପକ୍ଷଙ୍କ ସହ ମିଶି ଡବ୍ଲ୍ୟୁଏଚ୍ଓ ଏକ ପାଣ୍ଠି ଗଠନ କରିବ। ବୀମା ଯୋଜନାରେ ୯୨ ସ୍ବଳ୍ପ…
ଇନ୍ଦ୍ରପୁରୀ ହେବନାହିଁ ବିଷ୍ଣୁପୁରୀ
ଓଡ଼ାପଡ଼ା, ୩୧ା୧୦ କରୋନା ଆତଙ୍କ ଯୋଗୁ ସତେ ଯେମିତି କେଉଁଠି ଅଟକିଯାଇଛି ପୃଥିବୀ। ପ୍ରଭାବିତ ହୋଇଛନ୍ତି ମଣିଷ। ଅସ୍ତବ୍ୟସ୍ତ ହୋଇଛି ଜୀବନଯାତ୍ରା। ସବୁଠୁ ବେଶି ପ୍ରତିକୂଳ ପ୍ରଭାବ ପଡ଼ିଛି ହୋଇଛି କଳା, ସଂସ୍କୃତି ଏବଂ ଶିକ୍ଷା ଉପରେ। ଗଣେଶପୂଜା, ଦଶହରା ପରେ…
ଟୋକିଓ ଅଲିମ୍ପିକ୍ସ: ଜାପାନରେ ଟିକେଟ କ୍ରେତା ମୂଲ୍ୟ ଫେରିପାଇବେ
ଟୋକିଓ, ୩୧ା୧୦ (ଏପି): ଜାପାନରେ ଟୋକିଓ ଅଲିମ୍ପିକ୍ସର ଟିକେଟ କ୍ରେତାମାନେ ଚାହିଁଲେ ସେମାନଙ୍କ ମୂଲ୍ୟ ଫେରିପାଇବେ। ଏଥିପାଇଁ ସ୍ଥାନୀୟ ଆୟୋଜକ ଶୁକ୍ରବାର ଗ୍ୟାରେଣ୍ଟି ପ୍ରଦାନ କରିଛି। କିନ୍ତୁ ଜାପାନ ବାହାରେ ନ୍ୟାଶନାଲ ଅଲିମ୍ପିକ କମିଟି ଦ୍ୱାରା ନିଯୁକ୍ତ ସ୍ବୀକୃତିପ୍ରାପ୍ତ ଟିକେଟ ରିସେଲରଙ୍କଠାରୁ…
ଦିଲ୍ଲୀ ପାଇଁ କର ବା ମର ପରିସ୍ଥିତି
ଦୁବାଇ,୩୧।୧୦: ଶନିବାର ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପରକୁ ଭେଟିବେ। ଗତଥରର ଚାମ୍ପିୟନ ମୁମ୍ବାଇ ପ୍ଲେ- ଅଫ୍ରେ ସ୍ଥାନ ପାଇସାରିଥିତ୍ବାରୁ ଏହି ମ୍ୟାଚ୍ ଦିଲ୍ଲୀ ପାଇଁ ଅଧିକ ଗୁରୁତ୍ୱବହନ କରୁଛି। ଏଥିରେ ବିଜୟୀ ହୋଇ ମୁମ୍ବାଇ ଦିଲ୍ଲୀର…
ପ୍ଲେ- ଅଫ୍ରେ ସ୍ଥାନ ହାସଲ ଲକ୍ଷ୍ୟରେ ବାଙ୍ଗାଲୋର
ଶାରଜା,୩୧।୧୦(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୫୨ତମ ମ୍ୟାଚ୍ରେ ବିରାଟ କୋହଲିଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓ ଡେଭିଡ୍ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ସନ ରାଇଜର୍ସ ହାଇଦ୍ରାବାଦ୍ ମୁହଁାମୁହିଁ ହେବେ। ଶନିବାର ସ୍ଥାନୀୟ ଶାରଜା କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି…
ନଭେମ୍ବରରେ ଖୋଲିବ ସ୍କୁଲ
ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ନଭେମ୍ବରରେ ସ୍କୁଲ ଖୋଲିବ। ଏନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଏ ସଂକ୍ରାନ୍ତରେ ପ୍ରସ୍ତାବ ପଠାଯାଇଛି। ଅନୁମୋଦନ ପରେ ସ୍କୁଲ ଖୋଲିବା ନେଇ…
ରାଜ୍ୟରେ ସୁସ୍ଥ ହେଲେ ୧୮୦୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୦ା୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୮୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୩୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୪୮, ନୂଆପଡାରୁ ୧୦୦, ମୟୂରଭଞ୍ଜରୁ ୯୪, ଅନୁଗୋଳରୁ ୮୧, ସୁନ୍ଦରଗଡରୁ ୭୬, କେନ୍ଦୁଝରରୁ ୭୪, ବାଲେଶ୍ୱରରୁ ୭୨, ପୁରୀରୁ…
ଘୋଡା ଉପରେ ବସିବାକୁ ଉଦ୍ୟମ କରୁଥିଲେ ଯୁବକ: ଆଉ ତା ପରେ ଘଟିଲା ଏମିତି…
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେବାରେ ଲାଗିଛି। ବର୍ତ୍ତମାନ ଜଣେ ଯୁବକ ଘୋଡା ଉପରେ ବସିବାକୁ ଉଦ୍ୟମ କରୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ଗୋଟିଏ ଘୋଡା ପଡିଆରେ ଠିଆ ହୋଇଛି। ସେହି ସମୟରେ ଜଣେ ଯୁବକ…
Archives


