ହସ୍ପିଟାଲରେ ପହଞ୍ଚିଥିଲେ କରୀନା କପୁର
ବଲିଉଡ୍ ଅଭିନେତ୍ରୀ କରିନା କପୁର ଏବେ ନିଜର ଗର୍ଭାବସ୍ଥା ଉପଭୋଗ କରୁଛନ୍ତି। ବର୍ତ୍ତମାନ ତାଙ୍କର ୭ ମାସ ଚାଲିଛି। ନିକଟରେ ସୈଫ୍ ହିମାଞ୍ଚଳପ୍ରଦେଶରେ ତାଙ୍କର ଆଗାମୀ ଫିଲ୍ମ ‘ଭୂତ ପୋଲିସ’ର କରୁଥିବା ବେଳେ କରିନା(ବେବୋ) ପୁଅ ତୈମୁରଙ୍କ ସହ ସେଠାରେ ପହଞ୍ଚିଥିଲେ।…
ଆଉ କେତେ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଦେଖିବେ କେନ୍ଦ୍ର ସରକାର: ରାହୁଲ
ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ୧୭ ଦିନରେ ପହଞ୍ଚିଛି। ଇତିମଧ୍ୟରେ ୧୧ ଜଣ ଅନ୍ନଦାତାଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏହାକୁ ନେଇ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। କଂଗ୍ରେସ…
ରକ୍ତ ଯୁଡୁବୁଡୁ ଅବସ୍ଥାରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ମୃତଦେହ ଉଦ୍ଧାର
ଫିଲ୍ମ ‘ଦି ଡାର୍ଟି ପିକଚର୍ସ’ରେ ବିଦ୍ୟା ବାଲାନଙ୍କ ସହ କାମ କରିସାରିଥିବା ଅଭିନେତ୍ରୀ ଆର୍ଯ୍ୟ ବାନାର୍ଜୀଙ୍କର ୩୩ ବର୍ଷ ବୟସରେ ପରଲୋକ ଘଟିଛି। କଲିକତାସ୍ଥିତ ଘରୁ ଆର୍ଯ୍ୟଙ୍କ ମୃତଦେହ ସନ୍ଦିଗ୍ଧ ଅବସ୍ଥାରେ ମିଳିଛି। ରକ୍ତ ଯୁଡୁବୁଡୁ ଅବସ୍ଥାରେ ପୋଲିସ ତାଙ୍କ ମୃତଦେହକୁ…
ରାସ୍ତାରେ ଜମି ରହିଛି ୯ ଇଞ୍ଚର ବରଫ: ୨୭୦ କିମି ଦୀର୍ଘ ଜାତୀୟ ରାଜପଥ ବନ୍ଦ
ଶ୍ରୀନଗର,୧୨।୧୨: ପ୍ରବଳ ତୁଷାରପାତ ଯୋଗୁ ଜମ୍ମୁ-କଶ୍ମୀରରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଗତ ରାତିରୁ ଏଠାରେ ତୁଷାରପାତ ଜାରି ରହିଛି। ଏହାଯୋଗୁ ଡୋଡା ଜିଲାର କାଷ୍ଟିଗଡ଼ ଅଞ୍ଚଳର ଗୁରମୁଲ ଗାଁରେ ଭୂସ୍ଖଳନ ହୋଇଛି। ୮ ପରିବାରଙ୍କୁ ଉଦ୍ଧାରକାରୀ ଦଳ ସୁରକ୍ଷିତ ସ୍ଥାନକୁ…
ଅନ୍ତର୍ଜାତୀୟ ପତ୍ରିକାର କଭର ପେଜ୍ ପାଇଁ ଫଟୋଶୁଟ୍ କରି ଚର୍ଚ୍ଚାରେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ଭିନ୍ନ ଶୈଳୀ ପାଇଁ ସବୁବେଳେ ଦର୍ଶକଙ୍କ ହୃଦୟରେ ରାଜ୍ କରିଥାନ୍ତି। ଖୁବ୍ କମ୍ ସମୟ ମଧ୍ୟରେ ସେ ଇଣ୍ଡଷ୍ଟ୍ରିରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ନିକଟରେ ଉର୍ବଶୀ ଏକ ପ୍ରସିଦ୍ଧ ଆରବ ପତ୍ରିକା…
୨୦୨୦ ବର୍ଷରେ ହୋଇଛି ବହୁ ପରିବର୍ତ୍ତନ, ବିଗିଡ଼ିଥିବା ସ୍ଥିତି ପୁଣି ହେଉଛି ସ୍ବାଭାବିକ : ମୋଦି
ନୂଆଦିଲ୍ଲୀ,୧୨।୧୨: ଚଳିତ ୨୦୨୦ ବର୍ଷରେ ଭାରତ ସମେତ ସମଗ୍ର ପୃଥିବୀରେ ବହୁ ପରିବର୍ତ୍ତନ ହୋଇଛି। ୨୦-୨୦(ଟୋଣ୍ଟି-ଟୋଣ୍ଟି) କ୍ରିକେଟ ମ୍ୟାଚ୍ ଠାରୁ ଏହି ବର୍ଷ ଅଧିକ ତୀବ୍ର ବେଗରେ ଅନେକ କ୍ଷେତ୍ରରେ ଅଦଳବଦଳ ଦୃଷ୍ଟି ଗୋଚର ହୋଇଛି। କରୋନା ମହାମାରୀ ସଂକ୍ରମଣ ଯୋଗୁ…
ପିସି ଆଣ୍ଡ୍ ପିଏନ୍ଡିଟି ପୋର୍ଟାଲ ଲୋକାର୍ପିତ
ଭୁବନେଶ୍ୱର, ୧୨୧୨(ବ୍ୟୁରୋ): ଚଳିତ ବର୍ଷରୁ ରାଜ୍ୟ ସରକାର ଗର୍ଭଧାରଣ ଓ ପ୍ରସୂତି ପୂର୍ବ ରୋଗ ନିର୍ଣ୍ଣୟ (ପିସି ଆଣ୍ଡ୍ ପିଏନ୍ଡିଟି) ସମ୍ବନ୍ଧୀୟ ଅଲ୍ଟ୍ରାସାଉଣ୍ଡ୍ର ପଞ୍ଜୀକରଣ ଏବଂ ନବୀକରଣ ସୁବିଧାକୁ ଲୋକସେବା ଆଇନ ଅଧିକାର ପରିସରଭୁକ୍ତ କରିଛନ୍ତି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର…
ଡିସେମ୍ବର ୧୭ରେ ସିଏମ୍ଏସ୍-୦୧ ଉପଗ୍ରହ ଉତ୍କ୍ଷେପଣ କରିବ ଇସ୍ରୋ: ପାଗ ଉପରେ ଭରସା
ହାଇଦ୍ରାବାଦ୍,୧୨।୧୨: ପାଗ ଭଲ ରହିଲେ ଇସ୍ରୋ ପକ୍ଷରୁ ଡିସେମ୍ବର ୧୭ରେ ସିଏମ୍ଏସ୍-୦୧ ଉପଗ୍ରହକୁ ମହାକାଶକୁ ଉତ୍କ୍ଷେପଣ କରାଯିିବ। ଏନେଇ ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି। ଆନ୍ଧ୍ରପ୍ରଦେଶର ନେଲୁର ଜିଲାର ଶ୍ରୀହରିକୋଟା ସ୍ଥିତ ସତୀଶ ଧାଓ୍ବନ ମହାକାଶ ଗବେଷଣା କେନ୍ଦ୍ରର ଦ୍ୱିତୀୟ ଲଞ୍ଚ୍ପ୍ୟାଡ୍ରୁ…
ସିବିଆଇ ହେପାଜତରୁ ୧୦୩ କିଲୋଗ୍ରାମ୍ ସୁନା ଗାଏବ: ଆନୁମାନିକ ମୂଲ୍ୟ ୪୫ କୋଟି
ଚେନ୍ନାଇ,୧୨।୧୨: ତାମିଲନାଡୁରେ ସିବିଆଇ ହେପାଜତରୁ ୧୦୩ କିଲୋଗ୍ରାମ୍ ସୁନା ଗାଏବ ହୋଇଥିବା ଜଣାପଡ଼ିଛି। ଗାଏବ ହୋଇଥିବା ସୁନାର ଆନୁମାନିକ ମୂଲ୍ୟ ୪୫ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ୨୦୧୨ରେ ଚେନ୍ନାଇ ସ୍ଥିତ ସୁରାନା କର୍ପୋରେଶନ ଲିମିଟେଡ୍ ଉପରେ ଚଢ଼ାଉ କରାଯାଇ…
ଆକାଶଙ୍କୁ କ୍ରାଇମ୍ବ୍ରାଞ୍ଚର ମାରାଥନ ଜେରା
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଜେଲ ଯାଇଥିବା ଆଇଏଫ୍ଏସ୍ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ତେବେ ଟାଟା କମ୍ପାନୀରେ ଚାକିରି…
ପୁଅର ଚାକିରି ପାଇଁ ଅର୍ଥ ହରାଇ ମହିଳାଙ୍କ ଆତ୍ମହତ୍ୟା
ବିଞ୍ଝାରପୁର,୧୨ା୧୨(ଡି.ଏନ.ଏ.): ପୁଅର ଚାକିରି କରାଇ ଦେବା ପାଇଁ ଜଣେ ଯୁବକଙ୍କୁ ଟଙ୍କା ଦେଇଥିଲେ ମା’। ହେଲେ ପୁଅର ଚାକିରି ହେଲାନି, ଟଙ୍କା ବି ଫେରି ପାଇଲେନି। ତେଣୁ ମାନସିକ ଚାପରେ ରହି ମା’ ଗୁରୁବାର ରାତିରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।…
‘ଗବେଷଣାକୁ ପ୍ରାଥମିକତା ଦିଅ’
ଭୁବନେଶ୍ୱର, ୧୨।୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ରାଜ୍ୟର ୬ ବିଶ୍ୱବିଦ୍ୟାଳୟର ନବନିଯୁକ୍ତ କୁଳପତିଙ୍କ ସହିତ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟରେ ଗବେଷଣା କାର୍ଯ୍ୟକୁ ଅଧିକ ପ୍ରାଥମିକତା ଦେବା ସହ ଗବେଷଣାର ସନ୍ଦର୍ଭଗୁଡ଼ିକ ପ୍ରମୁଖ ପତ୍ରିକାରେ ପ୍ରକାଶନ…
Archives


