ଆଜି ଧର୍ମେନ୍ଦ୍ରଙ୍କ ରୋଡ୍ ଶୋ’, ପ୍ରସ୍ତୁତି ଜୋର୍ଦାର
ରଘୁନାଥପୁର,୩୦ା୧୦(ଡି.ଏନ.ଏ.): ତିର୍ତ୍ତୋଲ ଉପନିବାର୍ଚନ ପାଇଁ ଜମୁଛି ପ୍ରଚାର। ନିଜ ଦଳ ସପକ୍ଷରେ ଭୋଟ୍ ଭିକ୍ଷା କରିବା ପାଇଁ ବିଧାୟକ, ମନ୍ତ୍ରୀ ଏବେ ତିର୍ତ୍ତୋଲ ଅଞ୍ଚଳରେ ଡେରା ପକାଇଛନ୍ତି। ଏହିକ୍ରମରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦଳୀୟ ପ୍ରାର୍ଥୀ ରାଜକିଶୋର ବେହେରାଙ୍କ ପାଇଁ…
ଇଦ୍-ଏ-ମିଲାଦ୍ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୩୦।୧୦: ଆଜି ସମଗ୍ର ଦେଶରେ ମହମ୍ମଦଙ୍କ ଜନ୍ମଦିନ ଇଦ୍-ଏ-ମିଲାଦ୍ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ସମାଜର ଉନ୍ନତି ତଥା ଦେଶରେ ଶାନ୍ତି…
ଏବର୍ଷ ନାଗାର୍ଜୁନ ବେଶ ଦର୍ଶନ ବନ୍ଦ
ପୁରୀ ଅଫିସ,୩୦।୧୦: ଚଳିତବର୍ଷ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ଦେଖିପାରିବେନି ଭକ୍ତ। କୋଭିଡ୍ କଟକଣା ପାଇଁ ଶ୍ରଦ୍ଧାଳୁଙ୍କୁ ଏହି ବେଶ ଦର୍ଶନରୁ ବଞ୍ଚିତ ହେବାକୁ ପଡ଼ିବ। ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ସବ୍ କମିଟି…
ଏବର୍ଷ ହେବନି ବାଲିଯାତ୍ରା
କଟକ ଅଫିସ,୩୦ା୧୦: ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ହେବ ନାହିଁ। କରୋନା ମହାମାରୀ ସମୟରେ ଏଭଳି ଆୟୋଜନ ସମ୍ଭବ ନୁହେଁ। ଏନେଇ ସୂଚନା ଦେଇଛନ୍ତି କଟକ ଜିଲାପାଳ ଭବାନୀ ଶଙ୍କର ଚୟନି। ଏଥିସହିତ କଟକର ଧବଳେଶ୍ୱରଙ୍କ ପୀଠରେ ମଧ୍ୟ ବଡ଼ଓଷା ହେବନାହିଁ।…
ଫିକା ପଡ଼ିବ ଗଣପର୍ବ ଗଜଲକ୍ଷ୍ମୀ ପୂଜା
କେନ୍ଦ୍ରାପଡ଼ା ଅଫିସ,୩୦।୧୦: କରୋନା ସଂକ୍ରମଣ ଭୟ ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାର ଗଣପର୍ବ ମା’ ଗଜଲକ୍ଷ୍ମୀଙ୍କ ପୂଜାକୁ ଫିକା ପକାଇବ। କୋଭିଡ୍ ୧୯ର ସମସ୍ତ ନିୟମ ପାଳନ ହେବ ବୋଲି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାରୁ ସ୍ଥାନୀୟ ବ୍ୟବସାୟୀ ଚିନ୍ତାରେ ଅଛନ୍ତି। ଏଥିପ୍ରତି…
ଜଳସେଚନ ପ୍ରକଳ୍ପକୁ ଗିଳୁଛି ପଥର ଖାଦାନ
ଯାଜପୁର ଅଫିସ,୩୦।୧୦ରାଜ୍ୟ ସରକାର ଜଳସେଚନ ଜମିର ପରିମାଣ ବୃଦ୍ଧି କରିବାକୁ ବୃହତ୍, ମଧ୍ୟମ ଓ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ସମେତ ଡଗ୍ୱେଲ, ବୋର୍ୱେଲ ଇତ୍ୟାଦି ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କିନ୍ତୁ ଯାଜପୁର ଜିଲା ପ୍ରଶାସନ ପ୍ରଭାବଶାଳୀ ଗୋଷ୍ଠୀଙ୍କ ସ୍ବାର୍ଥକୁ ଗୁରୁତ୍ୱ ଦେଉଥିବାରୁ…
ବ୍ୟାଙ୍କ୍ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଡାକ୍ତର ଏବଂ କୋଭିଡ୍ ଯୋଦ୍ଧାମାନେ ଜନସାଧାରଣଙ୍କ ଜୀବନ ବଞ୍ଚାଇବା ପାଇଁ ସଂଗ୍ରାମ କରୁଥିବାବେଳେ ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଜନସାଧାରଣଙ୍କ ଜୀବିକା ବଞ୍ଚାଇବା କ୍ଷେତ୍ରରେ ମୁଖ୍ୟ ଭୂମିକା ନିର୍ବାହ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର ଭର୍ଚୁଆଲ୍ ମୋଡ୍ରେ…
ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେଲା ଜୈବିକ ଖତ
ଖୋର୍ଦ୍ଧା ଅଫିସ,୩୦।୧୦: ଖୋର୍ଦ୍ଧା ପୌରପାଳିକା ଅଞ୍ଚଳରୁ ବାହାରୁଥିବା ଦୈନିକ ବର୍ଜ୍ୟବସ୍ତୁରୁ ଜୈବିକ ଖତ ପ୍ରସ୍ତୁତ ଲାଗି ଏକ ମାଇକ୍ରୋ କମ୍ପୋଷ୍ଟ କେନ୍ଦ୍ର ଏବଂ ପୃଥିକୀକରଣ କେନ୍ଦ୍ରକୁ ଗତ ଅଗଷ୍ଟ ୩୧ରେ ମୁଖ୍ୟମନ୍ତ୍ରୀ ଭିଡିଓ କନଫେରନ୍ସ ମାଧ୍ୟମରେ ଉଦ୍ଘାଟନ କରିଥିଲେ। ଗୃହ ଓ…
ଥଇଥାନ ପ୍ୟାକେଜ୍ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଅନୁଗୋଳ ଜିଲାର ମନ୍ଦାକିନୀ କୋଇଲା ଖଣି ଉତ୍ଖନନ ନେଇ ରହିଥିବା ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁବାର ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ ବୈଠକ ମାଧ୍ୟମରେ ଏହାର…
ଚୌଦ୍ୱାର ରୂପଯାତ୍ରା ଉତ୍ସବ ବାତିଲ
ଚୌଦ୍ୱାର,୩୦।୧୦(ଡି.ଏନ୍.ଏ.): ଚଳିତବର୍ଷ କରୋନା କଟକଣା ଯୋଗୁ ଚୌଦ୍ୱାରର ପ୍ରସିଦ୍ଧ ରୂପଯାତ୍ରା ଉତ୍ସବକୁ କମିଶନରେଟ୍ ପୋଲିସ ପକ୍ଷରୁ ବାତିଲ କରାଯାଇଛି। ଏ ନେଇ ଚୌଦ୍ୱାର ଥାନାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି ହୋଇଛି। ଚୌଦ୍ୱାର ଥାନା ଆଇଆଇସି ବିରଞ୍ଚି ନାରାୟଣ ପତିଙ୍କ ପୌରୋହିତ୍ୟରେ…
ଅନ୍ଲାଇନରେ ହେବ ବୋଟ୍ ବୁକିଂ
ପୁରୀ ଅଫିସ,୩୦ା୧୦: ଆସିଲାଣି ପର୍ଯ୍ୟଟନ ଋତୁ। ଚିଲିକାକୁ ଦେଶ, ବିଦେଶର ପର୍ଯ୍ୟଟକଙ୍କ ଆଗମନ ବଢିବ। ପର୍ଯ୍ୟଟକମାନେ ଯେପରି କୌଣସି ହଇରାଣ ନ ହୁଅନ୍ତି ତାହା ଉପରେ ପୁରୀ ଜିଲା ପ୍ରଶାସନ ଗୁରୁତ୍ୱ ଦେଇଛି। ବିଭିନ୍ନ ସମୟରେ ସାତପଡ଼ାରେ ବୋଟ୍ ବୁକିଂକୁ ନେଇ…
ବଣଭୋଜି ସହ ଏଥର ଗ୍ଲାମ୍ପିଂର ମଜା
ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଶୀତ ଆଗମନ ସହ ଆରମ୍ଭ ହୋଇଛି ପର୍ଯ୍ୟଟନର ଋତୁ। ଏଭଳି ସମୟରେ କୋଭିଡ୍ କଟକଣା ମଧ୍ୟରେ ପର୍ଯ୍ୟଟନ ସ୍ଥଳୀଗୁଡିକରେ ପର୍ଯ୍ୟଟକଙ୍କ ଗହଳି ଚହଳି ମଧ୍ୟ ଦେଖିବାକୁ ମିଳୁଛି। ପୁରୀ, ଗୋପାଳପୁର, ଚାନ୍ଦବଲି, ଚନ୍ଦ୍ରଭାଗା ଆଦି ସମୁଦ୍ରକୂଳର ମଜାନେବା ସହ ଓଡ଼ିଶାର…
Archives


