ଲହୁଣୀପଡା ପୋଲିସ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ
ଲହୁଣୀପଡା, ୧୧।୧୨ (ଡି.ଏନ.ଏ)- ସୁନ୍ଦରଗଡ ଜିଲା ଲହୁଣୀପଡା ପୋଲିସ ପକ୍ଷରୁ ସଡକ ସୁରକ୍ଷା ନିମନ୍ତେ ବୁଧବାର ଏକ ଜନ ସଚେତନତା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହି ଜନସଚେତନତା କାର୍ଯ୍ୟକ୍ରମରେ ନେତୃତ୍ୱ ନେଇଥିଲେ ଲହୁଣୀପଡା ଥାନାର ଆଇପିଏସ ଅଧିକାରିଣୀ ଏସ ସ୍ବାତୀ…
ବଲାଙ୍ଗୀର ପ୍ରଶାସନର କଡ଼ା ଆଭିମୁଖ୍ୟ, ରାସ୍ତା ଉପରେ ବେପାର ମନା
ବଲାଙ୍ଗୀର ଅଫିସ,୧୧ା୧୨ ବଲାଙ୍ଗୀର ସହର ମୁଖ୍ୟ ରାସ୍ତା ଉପରେ ଆଗକୁ ଆଉ ବେପାର କରିବାକୁ ଦିଆଯିବ ନାହିଁ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ରାସ୍ତା ଉପରେ ଯେଉଁ ଉଠାଦୋକାନୀ ଓ ପନିପରିବା ବ୍ୟବସାୟୀ ବେପାର…
ଏଥିପାଇଁ ବୈବାହିକ ଜୀବନରେ ଆସେ ଝଡ଼, ସାଥୀଙ୍କ ସହ ବିବାଦରୁ ରକ୍ଷା ପାଇବା ପାଇଁ ମାନନ୍ତୁ ଚାଣକ୍ୟଙ୍କ ଏହି ୪ କଥା
ବିବାଦରେ ଫସୁଥିବା ଲୋକ ପାଖରେ ଜ୍ଞାନ ଏବଂ ଦୁରଦର୍ଶିତା କମ୍ ଥାଏ ବୋଲି ଚାଣକ୍ୟ କୁହନ୍ତି। କାରଣ ବିବାଦ ଧିରେ ଧିରେ ନୂଆ ନୂଆ ବିପଦ ଆଣି ଦେଇଥାଏ। ବିବାଦର ଅନ୍ତ ଯନ୍ତ୍ରଣାଦାୟକ ହୋଇଥାଏ। ଏପରି ପରିସ୍ଥିତିରେ, ପ୍ରତ୍ୟେକ ମଣିଷ ବିବାଦ…
ଟିକା ହିଁ ଆଶା
ଗତବର୍ଷ ଶେଷ ଆଡ଼କୁ ବିଶ୍ୱକୁ ଅଭିଶାପ ଭଳି ମାଡ଼ିଆସିଥିଲା ଏକ ଅଜଣା ଭୂତାଣୁ, ଯାହାକୁ ପରବର୍ତ୍ତୀ ସମୟରେ କରୋନା ବା କୋଭିଡ୍-୧୯ ରୂପେ ନାମକରଣ କରାଯାଇଥିଲା। ଏହି ମହାମାରୀର ଚେର ଅଦ୍ୟାବଧି ୨୨୫ରୁ ଊର୍ଦ୍ଧ୍ୱ ଦେଶକୁ ଲମ୍ବିସାରିଛି। ଏଥିରେ ୬୯,୪୧୮,୪୬୪ ଜଣ…
ଜମି ହରାଉଛନ୍ତି ଏସ୍ସି, ଏସ୍ଟି
ଯାଜପୁର ଅଫିସ,୧୧ା୧୨:ରାଜ୍ୟର ୯ ଜିଲାରେ ୨୦୦୯-୧୦ରୁ ୨୦୧୯-୨୦ ବର୍ଷ ମଧ୍ୟରେ ଅନୁସୂଚିତ ଜାତି(ଏସ୍ସି) ଓ ଜନଜାତି(ଏସ୍ଟି)ଙ୍କ ୨୩୩୭.୮୧୧ ଏକର ଜମି ବିକ୍ରି ପାଇଁ ୭,୮୪୭ ସାଧାରଣ ବର୍ଗଙ୍କ ସପକ୍ଷରେ ଅନୁମତି ତଥା ଭୂସଂସ୍କାର (ଓଏଲ୍ଆର୍) ପ୍ରମାଣପତ୍ର ଦିଆଯାଇଛି। ଏଥିରେ ଖଣି ଓ…
ମୁଖ୍ୟମନ୍ତ୍ରୀ ନାହିଁ କଲେ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):କୋଭିଡ-୧୯ ମହାମାରୀ ସଂକ୍ରମଣ ଆଶଙ୍କାରେ ଗତ ୯ ମାସ ହେବ ରାଜ୍ୟରେ ସମସ୍ତ ସ୍କୁଲ, କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। କେତେକ କ୍ଷେତ୍ରରେ ଅନ୍ଲାଇନରେ ପଢା ହେଉଛି। ତେବେ ଅଧିକାଂଶ ପିଲା ଏହି ଶିକ୍ଷାଦାନରୁ ବଞ୍ଚିତ ହେଉଛନ୍ତି। ପାଠପଢା…
ରଚନାଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ଅସୁବିଧାରେ ପଡ଼ିଥିଲେ ବାବୁଲ ସୁପ୍ରିଓ: ବିରୋଧୀ ସତ୍ତ୍ୱେ ସହାୟତା କରିଥିଲେ ମମତା
ବମ୍ବେ: ଅଭିନୟଜଗତରେ ନାମ କମାଇବା ପରେ ରାଜନୀତିକୁ ବାଛି ନିଅନ୍ତି ଅନେକ କଳାକାର। ସେ ଅଭିନେତା ହୁଅନ୍ତୁ ଅବା ଗାୟକ, ରାଜନୀତିରେ ନିଜର ପତିଆରା ବିସ୍ତାର ପାଇଁ ଲାଗିପଡ଼ନ୍ତି। ସେଭଳି ଜଣେ ହେଲେ ବାବୁଲ ସୁପ୍ରିଓ। ପେସାରେ ସେ ଜଣେ ଗାୟକ…
୧୪ରୁ ଖୋଲିବ ହରିୟାଣା ସ୍କୁଲ: ଛାତ୍ରୀଛାତ୍ରମାନେ ଦାଖଲ କରିବେ କୋଭିଡ୍ ନେଗେଟିଭ୍ ସାର୍ଟିଫିକେଟ
ଚଣ୍ଡିଗଡ଼, ୧୦।୧୨- ହରିୟାଣାରେ ଆସନ୍ତା ୧୪ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଏଥିପାଇଁ ପିଲାଙ୍କୁ କୋଭିଡ୍ ନେଗେଟିଭ୍ ସାର୍ଟିଫିକେଟ ଦାଖଲ କରିବାକୁ ପଡ଼ିବ। ପ୍ରତିଦିନ ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ୩ ଘଣ୍ଟା ସ୍କୁଲ…
ଦେଶର ନୂତନ ସଂସଦ ଭବନ ଗୋଲାକାର ନୁହେଁ ବରଂ ନିର୍ମାଣ ହେବ ତ୍ରିଭୁଜ ଆକାରର, ଜାଣନ୍ତୁ ଏହା ପଛର କାରଣ
ନୂଆଦିଲ୍ଲୀ: ଆମ ଦେଶର ନୂତନ ସଂସଦ ଭବନର ପ୍ରାରମ୍ଭିକ ଫଟୋ ପ୍ରକାଶ ପାଇଛି। ଟାଟା ପ୍ରୋଜେକ୍ଟ ଲିମିଟେଡ୍ ଅଧୀନରେ ନିର୍ମାଣ ହେବାକୁ ଥିବା ଏହି ନୂତନ କୋଠାର ଭିତ୍ତିପ୍ରସ୍ତର ଡିସେମ୍ବର ୧୦ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସ୍ଥାପନ କରାଯାଇଛି।…
ଏ ହେଉଛନ୍ତି ଭାରତର ସବୁଠୁ ଧନୀ ମହିଳା: ମିଡିଆରେ କରୁଥିଲେ କାମ…
ଚଳିତ ବର୍ଷ ହୁରୁନ ଇଣ୍ଡିଆ କୋଟକ ଓ୍ବେଲ୍ଥ ସହ ମିଶି ଭାରତର ସବୁଠାରୁ ଧନୀ ୧୦୦ ମହିଳାଙ୍କ ତାଲିକା ପ୍ରକାଶ କରିଛି। ଏହି ତାଲିକାର ସବୁଠୁ ଶୀର୍ଷ ସ୍ଥାନରେ ରହିଛନ୍ତି ରୋଶନୀ ନାଦର। ଅର୍ଥାତ୍ ରୋଶନୀ ହେଉଛନ୍ତି ଭାରତର ସବୁଠୁ ଧନୀ…
୯୮ ବର୍ଷରେ ଟ୍ରାଜେଡି କିଙ୍ଗ୍ ଦିଲ୍ଲୀପ କୁମାର
ମୁମ୍ବାଇ,୧୧।୧୨: ଟ୍ରାଜେଡି କିଙ୍ଗ୍ ଦିଲ୍ଲୀପ କୁମାର ଶୁକ୍ରବାର ୯୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୨ ଡିସେମ୍ବର ୧୧ରେ ସେ ପେଶଓ୍ବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ମହମ୍ମଦ୍ ୟୁସୁଫ ଖାଁ। ରାଜକପୁର, ଦେବାନନ୍ଦ ଏବଂ ଦିଲ୍ଲୀପ ବିଭାଜନ ସମୟରେ ପାକିସ୍ତାନରୁ…
ପତ୍ର ତୋଳିଲେ ଗଛକୁ ବି ହୁଏ କଷ୍ଟ…
ତେଲ୍ ଅଭିବ୍: ମଣିଷକୁ ଆଘାତ ଲାଗିଲେ କଷ୍ଟ ହୋଇଥାଏ। ଅନୁରୂପ ଭାବେ ଛୋଟ ବଡ଼ ସମସ୍ତ ପ୍ରାଣୀଙ୍କୁ ମଧ୍ୟ ଏଭଳି ଅନୁଭୁତି ହୋଇଥାଏ। ତେବେ ଗଛଲତାକୁ କାଟିଲେ ଅବା ପତ୍ର ଛିଣ୍ଡାଇଲେ କଷ୍ଟ ହୋଇଥାଏ। ଏନେଇ ଇସ୍ରାଏଲ୍ ତେଲ୍ ଅଭିବ୍ ବିଶ୍ୱବିଦ୍ୟାଳୟରେ…
Archives


