Home

୯ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଆସନ୍ତା ୩ ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ରାୟଗଡ଼ା,ନୟାଗଡ଼, କଟକ, ଜଗତ୍‌ସିଂହପୁର ଏବଂ ଅନୁଗୋଳ ଜିଲାର…

ଅର୍ବାନ ଗଭର୍ନାନ୍ସରେ ଓଡ଼ିଶା ୧ ନମ୍ବର

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଅର୍ବାନ ଗଭର୍ନାନ୍ସ ଇଣ୍ଡେକ୍ସ (ସହରାଞ୍ଚଳ ଶାସନ ସୂଚକାଙ୍କ)-୨୦୨୦ରେ ଓଡ଼ିଶା ଶ୍ରେଷ୍ଠ ରାଜ୍ୟ ବିବେଚିତ ହୋଇଛି। ଦେଶର ପ୍ରମୁଖ ରାଜ୍ୟଗୁଡ଼ିକୁ ପଛରେ ପକାଇ ଓଡ଼ିଶା ଏକ ନମ୍ବର ସ୍ଥାନ ହାସଲ କରିଛି। ସ୍ବେଚ୍ଛାସେବୀ ସଙ୍ଗଠନ ପ୍ରଜା ଫାଉଣ୍ଡେଶନ ପକ୍ଷରୁ ଦିଲ୍ଲୀ ସମେତ ୨୮…

ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

ରାଜନଗର,୧୦ା୧୨(ଡି.ଏନ.ଏ.) :ସ୍ବାଧୀନତା ସଂଗ୍ରାମୀ, ଗାନ୍ଧିବାଦୀ ନେତା, ସାମ୍ବାଦିକ, ସାମାଜିକ କର୍ମୀ ଜୟସିଂହ ମହାପାତ୍ରଙ୍କ ବୁଧବାର ଅପରାହ୍ନରେ ୯୫ ବର୍ଷରେ ପରଲୋକ ହୋଇଯାଇଛି। ସପ୍ତାହେ ଧରି ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ପରଲୋକ ହୋଇଯାଇଛି।…

କ୍ୟାନ୍‌ସର ହସ୍ପିଟାଲର ୨ ଓପିଡି ସ୍ଥାନାନ୍ତର ହେବ

କଟକ ଅଫିସ, ୧୦ା୧୨:ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନର ଦୁଇଟି ଓପିଡି ସପ୍ତାହକ ମଧ୍ୟରେ ସ୍ଥାନାନ୍ତର କରାଯିବ। ଅନୁଷ୍ଠାନର ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଢଙ୍ଗୀ କହିଛନ୍ତି, ମୁଖ୍ୟ ଓପିଡିରେ ସବୁବେଳେ ଗହଳି ଲାଗି ରହୁଛି ା ଅନ୍‌ଲକ୍‌ ପରଠାରୁ ରାଜ୍ୟ…

ପ୍ରଧାନ ବିଚାରପତିଙ୍କ ମା’ ଠକାମିର ଶିକାର: ୨.୫ କୋଟି ଟଙ୍କା ଠକି ନେଲେ

ନୂଆଦିଲ୍ଲୀ,୧୦।୧୨: ଭାରତର ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କ ମା’ ମୁକ୍ତା ବୋବଡେଙ୍କ ଠକାମିର ଶିକାର ହୋଇଛନ୍ତି। ତାଙ୍କ କେୟରଟେକର ୨.୫ କୋଟି ଟଙ୍କା ଠକି ନେଇଯାଇଛନ୍ତି। ଅଭିଯୁକ୍ତ ତାପସ ଘୋଷଙ୍କୁ ଗିରଫ କରାଯାଇଥିଲା। ନାଗପୁର ପୋଲିସ କମିଶନର ଅମିତେଶ କୁମାର…

ଏହି ସ୍କୁଲରେ ପାଠ ପଢୁଥିଲେ ମୁକେଶ ଅମ୍ବାନୀଙ୍କ ପୁଅ, ଏବେ ବିଶିଷ୍ଟ ଶିଳ୍ପପତି

ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ମୁମ୍ବାଇସ୍ଥିତ ଧୀରୁଭାଇ ଅମ୍ବାନୀ ଇଣ୍ଟରନ୍ୟାଶନାଲ ସ୍କୁଲରେ ପଢୁଥିଲେ। ଯେଉଁ ସ୍କୁଲକୁ ମୁକେଶ ତାଙ୍କ ପିତା ଧୀରୁଭାଇ ଅମ୍ବାନୀଙ୍କୁ ସ୍ମରଣ କରିବା ପାଇଁ ଖୋଲିଥିଲେ। ଅନନ୍ତ ହେଉଛନ୍ତି ମୁକେଶଙ୍କ ସାନ ପୁଅ। ଅନନ୍ତଙ୍କ ଉପରେ ଭାଇ ଆକାଶ…

ସ୍ତ୍ରୀଙ୍କର ବିନା ପୋଷାକ ପେଣ୍ଟିିଂ କରି ଚର୍ଚ୍ଚାରେ ଥିଲେ ଏହି ଅଭିନେତା…

ମୁମ୍ବାଇ, ୧୦।୧୨: ବଲିଉଡ୍‌ ଅଭିନେତା ଅଶୋକ କୁମାରଙ୍କର ପୁଣ୍ୟତିଥି ଗୁରୁବାର ପାଳିତ ହେଉଛି। ୨୦୦୧ ଡିସେମ୍ବର ୧୦ ତାରିଖରେ ସେ ଦେହତ୍ୟାଗ କରିଥିଲେ। ୧୯୧୧ ଅକ୍ଟୋବର ୧୩ରେ ତାଙ୍କର ଜନ୍ମ ହୋଇଥିଲା। ଅଶୋକ କୁମାର ଜଣେ ଆଗଧାଡ଼ିର ଅଭିନେତା ସହିତ ଭଲ…

ମଙ୍ଗଳ ଦୋଷ ଥିଲେ ଆପଣାନ୍ତୁ ଏହି ଉପାୟ: କିଛି ଦିନ ମଧ୍ୟରେ ମିଳିବ ଶୁଭଫଳ

ଜାତକରେ ଯେତେବେଳେ ଲଗ୍ନ ଚତୁର୍ଥ, ସପ୍ତମ, ଅଷ୍ଟମ କିମ୍ବା ଦ୍ୱାଦଶ ଘରେ ଥାଏ, ସେତେବେଳେ ବ୍ୟକ୍ତିଙ୍କ ମଙ୍ଗଳ ଦୋଷ ରହିଥିବା ଜ୍ୟୋତିର୍ବିଦମାନେ କୁହନ୍ତି। ମଙ୍ଗଳ ଏକ ନିଷ୍ଠୁର ଗ୍ରହ। ତେଣୁ ବିବାହ ଉପରେ ଏହାର ପ୍ରଭାବ ଦେଖାଯାଏ । ଯଦି ମଙ୍ଗଳ…

ବେଳେବେଳେ ଏପରି ହୁଏ: କଥା କହିବାକୁ ବି ଲାଗେ ଡର…

ନୂଆଦିଲ୍ଲୀ: କେତେକ ଲୋକଙ୍କଠାରେ ଏକ ପ୍ରକାର ସମସ୍ୟା ରହିଥାଏ। ସେମାନେ ସମବେତ ଲୋକଙ୍କ ସମ୍ମୁଖରେ କଥା କହିବାକୁ ଭୟ କରନ୍ତି। କିଛି ଲୋକ ନିଜର ପ୍ରଦର୍ଶନ ନେଇ ଅକ୍ଷମତା ପ୍ରକାଶ କରିଥାନ୍ତି। କାଳେ କହିବା ବେଳେ କିଛି ଭୁଲ୍‌ ହୋଇଯିବ ସେ…

ରତି ଅଗ୍ନିହୋତ୍ରୀଙ୍କୁ ୬୦: ଅଭିନୟ ପାଇଁ ଇଛା ନ ଥାଇ ବି ସହିଥିଲେ ଏସବୁ…

ମୁମ୍ବାଇ,୧୦।୧୨: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ରତି ଅଗ୍ନିହୋତ୍ରୀ ଗୁରୁବାର ୬୦ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୦ ଡିସେମ୍ବର ୧୦ରେ ସେ ଜନ୍ମଗ୍ରହଣ କରିଥିଲେ। ସେ ହିନ୍ଦୀ, ତେଲୁଗୁ, କନ୍ନଡ଼ ଆଦି ଭାଷାର ଅନେକ ଫିଲ୍ମରେ ଅଭିନୟ କରିଛନ୍ତି। ରତି ଫିଲ୍ମରେ ଅଭିନୟ…

ମା’ଙ୍କ ଡ୍ରାଇଭିଂ ଲାଇସେନ୍ସ ପାଇଁ ଏମିତି କଲେ ପୁଅ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବ୍ରାଜିଲ୍‌: ସାଧାରଣତଃ ଡ୍ରାଇଭିଂ ଲାଇସେନ୍ସ ପାଇବାକୁ ହେଲେ ଟେଷ୍ଟରେ ଗାଡ଼ି ଚଳାଇ ଦେଖାଇବାକୁ ପଡ଼ିଥାଏ। କିନ୍ତୁ ବ୍ରାଜିଲ୍‌ର ଜଣେ ମହିଳାଙ୍କ ନିକଟରେ ଡ୍ରାଇଭିଂ ଲାଇସେନ୍ସ ନ ଥିଲା। ତେଣୁ ତାଙ୍କ ପୁଅ ଏକ ଅଜବ ଉପାୟ ଆପଣାଇଥିଲେ। ଯାହା ଜାଣିଲେ ଆଶ୍ଚର୍ଯ୍ୟ…

ବିଚ୍‌ ରାସ୍ତାରେ ଉଲଗ୍ନ କଲେ, ଉଠ୍‌ବସ କରାଇଲେ

ଉଦଳା,୯ା୧୨(ଡି.ଏନ.ଏ.)- ବିଚ୍‌ ରାସ୍ତାରେ ଯୁବକଙ୍କୁ ମାଡ଼। ତାହା ପୁଣି ରାଜ୍ୟ ରାଜପଥରେ ଶତାଧିକ ଲୋକଙ୍କ ସମ୍ମୁଖରେ। ଉଦଳା ଥାନା ପୋଲିସ୍‌ ଘଟଣାସ୍ଥଳରେ ଉପସ୍ଥିତ ଥାଇ ମଧ୍ୟ ନୀରବଦ୍ରଷ୍ଟା ସାଜିଥିଲା। ଆଇନକୁ ହାତକୁ ନେଇ ଜଣେ ଯୁବକଙ୍କୁ ଉଲଗ୍ନ କରି କାନ ଧରାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri