Home

ଟାରିଫକୁ ନେଇ ଟ୍ରମ୍ପ ନେଲେ ୟୁ ଟର୍ଣ୍ଣ, ଚାଇନା କହିଲା ବାଘ ବେକରେ ଲାଗିଛି ଘଣ୍ଟି…ସେ ଖୋଲିପାରିବ ଯିଏ ୟାକୁ ବାନ୍ଧିଛି

ବେଜିଂ,୧୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ ଉପରେ ୟୁ-ଟର୍ଣ୍ଣ ନେଇଛନ୍ତି। ସେ କହିଥିଲେ ଯେ ଅନୁଚିତ ବାଣିଜ୍ୟ ସନ୍ତୁଳନ ପାଇଁ କୌଣସି ଦେଶକୁ ଛାଡ ଦିଆଯାଇନାହିଁ। ଶୁକ୍ରବାର କୌଣସି ଶୁଳ୍କ ଛାଡ଼ ଘୋଷଣା କରାଯାଇ ନାହିଁ। ଆମେରିକାର…

ଟାରିଫ୍‌ ହ୍ରାସ ଅପେକ୍ଷାରେ ବିଦ୍ୟୁତ୍‌ ଉପଭୋକ୍ତା

ଭୁବନେଶ୍ୱର,୧୪।୪(ରବିନାରାୟଣ ଜେନା): କେନ୍ଦ୍ରୀୟ କୋଇଲା ଆଇନ ଓ ଅଧିନିୟମକୁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି) ଉଲ୍ଲଂଘନ କରୁଥିବାରୁ ରାଜ୍ୟରେ ବିଦୁତ୍‌ ଟାରିଫ୍‌ ଅଧିକ ରହିଛି। ନିୟମ ଅନୁଯାୟୀ ୟୁନିଟ୍‌ ପିଛା ୩ଟାଙ୍କା ଭିତରେ ରହିବା କଥା, ମାତ୍ର ଏହା ଏବେ ୩.୪୦ଟଙ୍କା…

ପର୍ଯ୍ୟଟନ ବିକାଶରେ ସହାୟକ ଅଞ୍ଜୀ ଖଡ୍ଡ ରେଳ ବ୍ରିଜ୍‌

ଭୁବନେଶ୍ୱର,୧୪ା୪(ଅନୁରାଧା ମହାରଣା): ଭାରତର ପ୍ରଥମ କେବୁଲ ରେଳ ବ୍ରିଜ ଭାବେ ପରିଚିତ ଅଞ୍ଜୀ ଖଡ୍ଡ ବ୍ରିଜ୍‌ ଚେନାବ ବ୍ରିଜ୍‌ର ଦକ୍ଷିଣରେ ଥିବା ଅଞ୍ଜୀନଦୀର ଗଭୀରତାକୁ ବିସ୍ତାର କରିଛି। ଉଦାମପୁର-ଶ୍ରୀନଗର-ବାରମୁଲ୍ଲା ରେଳ ଲାଇନର କାତ୍ରା-ବନିହାଲ ସେକ୍ସନକୁ ସଂଯୋଗ କରୁଥିବା ଏହି କେବୁଲ ଜମ୍ମୁ…

ଶାଗୁଆନ କାଠ ଚୋରା ଚାଲାଣ ଉଦ୍ୟମ, ଜବତ କଲା ଜଙ୍ଗଲ ଓ ପରିବେଶ ବିଭାଗ

ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା କରଡ଼ା ରେଞ୍ଜ ଅଧୀନରେ ଥିବା ରଣବା ସେକ୍ସନର ଘାଟି ଖାରିଗୁଡ଼ା ଅଞ୍ଚଳରେ ଚାଲାଣ ପାଇଁ ଉଦ୍ୟମ ହେଉଥିବା ୨୭ଖଣ୍ଡ ଶାଗୁଆନ କାଠକୁ ଜବତ କରିଛି ଜଙ୍ଗଲ ଓ ପରିବେଶ ବିଭାଗ । ଘଞ୍ଚ ଜଙ୍ଗଲ ମଧ୍ୟରେ…

ନବୀନ ପଟ୍ଟନାୟକଙ୍କ ଟୁଇଟ୍‌ ହାସ୍ୟାସ୍ପଦ: ସମ୍ପଦ ସ୍ବାଇଁ

ଭୁବନେଶ୍ୱର,୧୪ା୪: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ଏକ ଟୁଇଟ୍‌ କରିଥିଲେ। ଏହାକୁ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ହାସ୍ୟାସ୍ପଦ ବୋଲି କହିଛନ୍ତି। ଇତିଶ୍ରୀ, ବେବିନା ଘଟଣା ବେଳେ ନବୀନ…

ପଳାଅ ନ ହେଲେ ଜେଲ

ଓ୍ବାଶିଂଟନ୍‌,୧୪ା୪: ଆମେରିକାରେ ବିନା ପଞ୍ଜୀକରଣରେ ୩୦ ଦିନରୁ ଅଧିକ ସମୟ ଧରି ବସବାସ କରୁଥିବା ବିଦେଶୀ ନାଗରିକଙ୍କୁ ଟ୍ରମ୍ପ୍‌ ପ୍ରଶାସନର ନୂଆ ଛାଟ। ଏଣିକି ଏଭଳି ବିଦେଶୀମାନେ ଆମେରିକା ଛାଡ଼ି ପଳାଇବେ ନଚେତ୍‌ ସେମାନଙ୍କୁ ଜେଲ ଯିବାକୁ ପଡ଼ିବ ବୋଲି ଦେଶର…

କ୍ଷମା ମାଗ, ନଚେତ୍‌ ନବୀନ ନିବାସ ଘେରିବୁ : ଭକ୍ତ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ବିଜେଡି ପକ୍ଷରୁ ପଣ୍ଡିତ ଜବାହର ଲାଲ୍‌ ନେହେରୁଙ୍କ ସହ ଭି.କେ. ପାଣ୍ଡିଆନଙ୍କୁ ତୁଳନା କରାଯିବାକୁ ନେଇ କଂଗ୍ରେସ ତରଫରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କ୍ଷମାପ୍ରାର୍ଥନା ନ କଲେ ନବୀନ…

Mehul Choksi Arrested: ଗିରଫ ହେଲେ ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସି, ବେଲଜିୟମରୁ ଆସିବେ ଭାରତ!

ବ୍ରୁସେଲ୍ସ,୧୪।୪: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଋଣ ଠକେଇ ମାମଲାରେ ଅଭିଯୁକ୍ତ ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ବେଲଜିୟମରେ ପୋଲିସ ଗିରଫ କରିଛି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଆବେଦନରେ ୬୫ ବର୍ଷୀୟ ଚୋକସିଙ୍କୁ ଶୁକ୍ରବାର (୧୧ ଏପ୍ରିଲ, ୨୦୨୫) ଗିରଫ…

୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା, ପୋଲିସ ଏନକାଉଣ୍ଟରରେ ନିହତ ହେଲେ ମୁଖ୍ୟ ଅଭିଯୁକ୍ତ

ବେଙ୍ଗାଲୁରୁ,୧୪।୪: କର୍ନାଟକର ହୁବଲିରେ ଜଣେ ୫ ବର୍ଷର ଝିଅକୁ ଅପହରଣ ଏବଂ ହତ୍ୟା କରିଥିବା ଅଭିଯୁକ୍ତକୁ ରବିବାର (୧୩ ଏପ୍ରିଲ) ପୋଲିସ ଏନକାଉଣ୍ଟରରେ ନିହତ କରିଛି। ଏହି ସୂଚନା ଅଧିକାରୀମାନେ ପ୍ରଦାନ କରିଛନ୍ତି। ଅଧିକାରୀଙ୍କ ଅନୁଯାୟୀ, ଅଭିଯୁକ୍ତ ରିତେଶ କୁମାରଙ୍କୁ ଧରାପଡ଼ିବା…

ଆଜି ମା’ରାମଚଣ୍ଡୀଙ୍କ ପ୍ରସିଦ୍ଧ ଝାମୁଯାତ୍ରା: ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦେବେ ଦର୍ଶନ

ମହାକାଳପଡ଼ା,୧୪ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀ ମନ୍ଦିରରେ ମହାବିଷୁବ ସଂକ୍ରାନ୍ତି ଅବସରରେ ସୋମବାର ଝାମୁ ଯାତ୍ରା ଅନୁଷ୍ଠିତ ହେବ। ଏହି ଅବସରରେ ମା’ ସୁନାବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେବେ । ମା’ରାମଚଣ୍ଡୀ ଆଞ୍ଚଳିକ…

ଏଇ ଭାରତରେ

ଚୋର ବିଭିନ୍ନ ଜିନିଷ ଚୋରି କରିବା କଥା ସମସ୍ତେ ଶୁଣିଥିବେ। ହେଲେ ଚୋରି କରିଥିବା ଜିନିଷକୁ ଚୋର କେବେ ସେହି ସ୍ଥାନକୁ ଫେରାଇବାକୁ ଆସିବା କଥା ଶୁଣିଛନ୍ତି! ଏକଥା ହୁଏତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ମନେ ହୋଇପାରେ। ମାତ୍ର ଏଭଳି ଏକ ଘଟଣା…

ପୁରୁଷ ଆଇନ କେତେ ଜରୁରୀ

ପୁରୁଷଙ୍କ ପାଇଁ ସ୍ବତନ୍ତ୍ର କମିଶନ ଗଠନ କରିବାର ନିଷ୍ପତ୍ତି ନେବା ଏକ ଜଟିଳ ପ୍ରସଙ୍ଗ। କାରଣ ସମାଜର ଗୋଟିଏ ବର୍ଗ ଏହାର ଆବଶ୍ୟକତା ଥିବାର କହୁଥିବାବେଳେ ଅନ୍ୟ ଏକ ବର୍ଗ ଏହା ଆଦୌ ଗ୍ରହଣୀୟ ନୁହେଁ ବୋଲି ଦର୍ଶାଉଛନ୍ତି। ତେବେ ପୁରୁଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri