Home

ପର୍ତ୍ତୁଗାଲ ରାଷ୍ଟ୍ରପତି କରୋନା ପଜିଟିଭ୍‌

ଲିସବନ୍‌,୧୨।୧: ପର୍ତ୍ତୁଗାଲ ରାଷ୍ଟ୍ରପତି ମାର୍କେଲୋ ରେବେଲୋ ଡେ ସୌସାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ତାଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥିବା ରାଷ୍ଟ୍ରପତି କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ତାଙ୍କର କେତେକ ପରୀକ୍ଷା କରାଯାଇଥିଲା।…

ବିରାଟ-ଅନୁଷ୍କା ଝିଅର ନାମ କ’ଣ ରଖିଲେ ଜାଣନ୍ତୁ…

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ସୋମବାର ପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା କନ୍ୟା ସନ୍ତାନର ଜନନୀ ହୋଇଛନ୍ତି। ଅନୁଷ୍କା ଏବଂ ଝିଅ ଉଭୟ ଭଲରେ ଥିବା ବିରାଟ କହିଛନ୍ତି।…

ଦିଲ୍ଲୀ ପହଞ୍ଚିଲା କରୋନା ଭ୍ୟାକ୍ସିନ

ନୂଆଦିଲ୍ଲୀ,୧୨ ।୧: ରାଜଧାନୀ ଦିଲ୍ଲୀରେ କରୋନା ଭ୍ୟାକ୍ସିନ ପହଞ୍ଚିଯାଇଛି । ଏହାସହ ୧୬ ଜାନୁୟାରୀରେ ଦେଶବ୍ୟାପି ଆରମ୍ଭ ହେବାକୁ ଥିବା କରୋନା ଟିକାକରଣ ପାଇଁ କାଉଣ୍ଟଡାଉନ ବି ଆରମ୍ଭ ହୋଇଗଲାଣି । ପୁଣେ ସ୍ଥିତ ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆରୁ ଦେଶର…

ମଦ ମୃତ୍ୟୁ ନେଇ ଶିବରାଜଙ୍କ ଚିନ୍ତା ବଢ଼ିଲା

ଭୋପାଳ,୧୨।୧: ମଧ୍ୟପ୍ରଦେଶ ମୋରେନା ଜିଲାରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ବିରୋଧୀ ଏହି ଘଟଣାରେ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ମୋରେନାର ସୁମାଓ୍ବଲି ଅଞ୍ଚଳରେ…

କୋହଲି ପିତା ହେବା ପରେ ହୃଦୟସ୍ପର୍ଶୀ ବାର୍ତ୍ତା ଦେଲେ ଏହି କ୍ରିକେଟର୍‌

ଜାନୁଆରୀ ୧୧ ତାରିଖ ଟିମ ଇଣ୍ଡିଆର ପ୍ରଶଂସକଙ୍କ ପାଇଁ ଦ୍ୱିଗୁଣ ଖୁସି ଆଣିଛି। ଗୋଟିଏ ପଟେ ଭାରତୀୟ କ୍ରିକେଟ ଦଳ ସିଡନୀରେ ଅଷ୍ଟ୍ରେଲିଆ ବିପକ୍ଷରେ ତୃତୀୟ ଟେଷ୍ଟକୁ ଚମତ୍କାର ଢଙ୍ଗରେ ଡ୍ର କରିଥିବାବେଳେ ଅନ୍ୟ ପଟେ ମୁମ୍ବାଇରେ ସେହି ଦଳର ଅଧିନାୟକ…

ଡ୍ରଗ୍ସ୍‌ ମାମଲାରେ ନିଶୁଆ ପାନବାଲା ଗିରଫ

ମୁମ୍ବାଇ,୧୨।୧: ଡ୍ରଗ୍ସ୍‌ ମାମଲାରେ ମୁମ୍ବାଇର ନିଶୁଆ ପାନବାଲା ରାମକୁମାର ତିଓ୍ବାରିଙ୍କୁ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ପକ୍ଷରୁ ଗିରଫ କରାଯାଇଛି। ତାଙ୍କ ପାଖରୁ ଅଧା କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଛି। ଖର ଅଞ୍ଚଳରେ ବାସ କରୁଥିବା ବ୍ରିଟେନ ନାଗରିକ କରନ ସଜନାନିଙ୍କୁ ସେ…

ମା’ ହେଲେ ଏହି ପ୍ରସିଦ୍ଧ ଖେଳାଳି

ରେସଲର ବବିତା ଫୋଗାଟ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ସେ ସୋସିଆଲ ମିଡିଆରେ ପୁଅର ପ୍ରଥମ ଫଟୋ ଶେୟାର କରିଥିଲେ। ଫଟୋ ଶେୟାର କରି ହରିୟାଣାର ଚାରଖୀ ଦାଦ୍ରି ଜିଲାର ବଲାଲି ଗାଁରେ ରହୁଥିବା ବବିତା ଏକ ସୁନ୍ଦର ବାର୍ତ୍ତା…

ସୋମନାଥ ଭାରତୀ ଗିରଫ

ଆମେଠି, ୧୨।୧(ପି.ଟି.): ଆପତ୍ତିଜନକ ମନ୍ତବ୍ୟ ଦେବା ଅଭିଯୋଗରେ ଆମ୍‌ ଆଦ୍‌ମୀ ପାର୍ଟି ବିଧାୟକ ସୋମନାଥ ଭାରତୀଙ୍କୁ ସୋମବାର ଉତ୍ତରପ୍ରଦେଶର ରାଏବରେଲିରୁ ଗିରଫ କରାଯାଇଛି। ଗିରଫ ପୂର୍ବରୁ ତାଙ୍କ ଉପରକୁ ଜଣେ ଯୁବକ ସ୍ୟାହି ଫିଙ୍ଗିଥିଲେ। ଧମକ ଦେବା ଓ ଗୋଷ୍ଠୀ ମଧ୍ୟରେ…

ଊର୍ଦ୍ଦୁ କବି ନାସିର ତୁରାବିଙ୍କ ପରଲୋକ

କରାଚୀ, ୧୨ା୧:ଭାରତ ଜନ୍ମିତ ପାକିସ୍ତାନର ଖ୍ୟାତାନାମା ଊର୍ଦ୍ଦୁ କବି ନାସିର ତୁରାବିଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତ ଯୋଗୁ ତାଙ୍କ ମୃତ୍ୟୁ ଘଟିଥିବା ‘ଦ ଡନ୍‌’ ଖବରକାଗଜରେ ପ୍ରକାଶ ପାଇଛି। ହାଇଦ୍ରାବାଦର ଡେକାନଠାରେ ସେ…

୪୦ ବର୍ଷ ପରେ ନ ଥିବ ଆମାଜନ

ବ୍ରାଜିଲିଆ, ୧୨ା୧: ବିଶ୍ୱର ସବୁଠାରୁ ବଡ଼ ଟ୍ରପିକାଲ ଜଙ୍ଗଲ ଆମାଜନ ଏବେ ବିପଦରେ। ବଦଳୁଥିବା ପାଣିପାଗ, ବ୍ୟାପକ ଗଛ କଟା ଯୋଗୁ ଏହି ଜଙ୍ଗଲର ଅସ୍ତିତ୍ୱ ଉପରେ ସଙ୍କଟ ଘନେଇଛି। ଏପରିକି ଆଗାମୀ ୪୦ ବର୍ଷ ପରେ ଆମାଜନ୍‌ ନିଜର ସତ୍ତା…

ଦିଲ୍ଲୀ ସମେତ ୧୦ ରାଜ୍ୟରେ ବାର୍ଡ ଫ୍ଲୁ

ନୂଆଦିଲ୍ଲୀ, ୧୨।୧: କରୋନା ମହାମାରୀ ଦୂର ହୋଇ ନ ଥିବାବେଳେ ଏବେ ବାର୍ଡ ଫ୍ଲୁ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ଇତିମଧ୍ୟରେ ଆଭିଆନ୍‌ ଇନ୍‌ଫ୍ଲୁଏଞ୍ଜା ୧୦ଟି ରାଜ୍ୟକୁ ବ୍ୟାପି ସାରିଲାଣି। ଉତ୍ତରପ୍ରଦେଶ, କେରଳ, ରାଜସ୍ଥାନ, ମଧ୍ୟପ୍ରଦେଶ, ହିମାଚଳପ୍ରଦେଶ, ହରିୟାଣା ଓ ଗୁଜରାଟରେ…

ହ୍ବାଟ୍ସଆପ୍‌ ଛାଡ଼ୁଛନ୍ତି ୟୁଜର୍ସ

ମୁମ୍ବାଇ, ୧୨ା୧: ନୂଆ ପ୍ରିଭେସି ପଲିସି ୟୁଜର୍ସଙ୍କ ପାଇଁ ବାଧ୍ୟତାମୂଳକ କରାଯିବା ପରେ ଏବେ ବିକଳ୍ପ ବାଛିବାରେ ବ୍ୟସ୍ତ ହ୍ବାଟ୍ସଆପ୍‌୍‌ ବ୍ୟବହାରକାରୀ। ଅପଡେଟ୍‌ ପରେ ମୂଳ କମ୍ପାନୀ ଫେସ୍‌ବୁକ୍‌ ସହ ହ୍ବାଟ୍ସଆପ୍‌ ୟୁଜର୍ସ ସେମାନଙ୍କ ବ୍ୟକ୍ତିଗତ ତଥ୍ୟ ଶେୟାର ହେବା ସର୍ତ୍ତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?