Home

ଓ୍ବେବ୍‌ସାଇଟ୍‌ରେ ଶ୍ରୀମନ୍ଦିରର ଭୁଲ୍‌ ଚିତ୍ର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ, ସଚିବଙ୍କ ବିରୋଧରେ ଏତଲା

ପୁରୀ ଅଫିସ,୯ା୧୨: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ୱେବ୍‌ସାଇଟ୍‌ରେ ଶ୍ରୀମନ୍ଦିର ସମ୍ପର୍କରେ ଭୁଲ୍‌ ତଥ୍ୟ ପ୍ରଦାନ କରାଯାଇଛି। ଶ୍ରୀମନ୍ଦିରକୁ ଏଥିରେ ଭୁଲ୍‌ ଚିତ୍ରଣ କରାଯାଇଥିବା ଅଭିଯୋଗ ହୋଇଛି। ଶ୍ରୀମନ୍ଦିର ଚିତ୍ର ପରିବର୍ତ୍ତେ ଏଥିରେ ବାଲେଶ୍ୱରର ଇମାମୀ ଜଗନ୍ନାଥ ମନ୍ଦିରର ଫଟୋ ଦିଆଯାଇଛି। ଏ…

ବିରାଟ-ଅନୁଷ୍କା ଜଣାଇଲେ ଖୁସି ଖବର, ଏହି ଫଟୋକୁ କରାଗଲା ସବୁଠୁ ଅଧିକ ପସନ୍ଦ

ବଲିଉଡ୍‌ ଏବଂ କ୍ରିକେଟ ଦୁନିଆର ସବୁଠାରୁ ପ୍ରସିଦ୍ଧ ଦମ୍ପତି ଅନୁଷ୍କା ଶର୍ମା ଏବଂ ବିରାଟ କୋହଲିଙ୍କ ପ୍ରଶଂସକ ସଂଖ୍ୟା ବଢ଼ିବାରେ ଲାଗିଛି। ଚଳିତ ବର୍ଷ ଅଗଷ୍ଟ ମାସରେ ବିରାଟ-ଅନୁଷ୍କା ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କ ସହ ଏକ ଖୁସି ଖବର ଶେୟାର…

କଟ୍‌ନୀ ଆଳରେ ଚାଷୀଙ୍କୁ ଲୁଟ୍‌

ବରଗଡ଼ ଅଫିସ୍‌,୯।୧୨: ଚିରାଚରିତ ଢଙ୍ଗରେ ଚାଲିଥିବା ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀ ପେଷି ହୋଇ ଗଲେଣି। ଧାନ କିଣାବିକା ସମୟରେ ଗୁଣବତ୍ତାକୁ ନେଇ କଟ୍‌ନୀଛଟ୍‌ନୀ ଆଳ ଅଭାବୀ ବିକ୍ରିର ମୁଖ୍ୟ କାରଣ ପାଲଟିଛି। ଧାନ କିଣାବିକାରେ ରହିଥିବା ଅବ୍ୟବସ୍ଥାକୁ ସୁଧାରିବା ବଦଳରେ…

ଆଜି କ୍ୟାବିନେଟ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ବୁଧବାର ଅପରାହ୍ନ ୬ଟା ୪୫ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ଲାଗିବ। ତେବେ ବୈଠକର ଏଜେଣ୍ଡାକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି।…

ଚାଷୀଙ୍କୁ ବିପୁଳ ସମର୍ଥନ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ବିଭିନ୍ନ କୃଷକ ସଂଗଠନ ଏବଂ ରାଜନୈତିକ ଦଳ ତରଫରୁ ମଙ୍ଗଳବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହାକୁ ଦେଶବ୍ୟାପୀ ବିପୁଳ ସମର୍ଥନ ମିଳିଛି। ଓଡ଼ିଶାରେ ମଧ୍ୟ…

୭୪ ବର୍ଷରେ ସୋନିଆ: ରାଜନୀତିକୁ ଆସିବାକୁ ଚାହୁଁ ନ ଥିଲେ  

ନୂଆଦିଲ୍ଲୀ,୯।୧୨: କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ବୁଧବାର ୭୪ ବର୍ଷରେ ପାଦ ଥାପିଛନ୍ତି। ୧୯୪୬ ଡିସେମ୍ବର ୯ରେ ସେ ଇଟାଲୀର ଲୁସିଆନାଠାରେ ସେ ଜନ୍ମଗ୍ରହଣ କରିଥିଲେ। ୧୯୬୮ରେ ସେ ରାଜୀବ ଗାନ୍ଧୀଙ୍କୁ ବିବାହ କରିଥିଲେ। ଦୀର୍ଘ…

ଆଣ୍ଠୁଗଣ୍ଠି ସମସ୍ୟା ଥିଲେ କରନ୍ତୁ ଏହି ଯୋଗାସନ

ଯୋଗ ଦ୍ୱାରା ଶରୀରର ବିଭିନ୍ନ ପ୍ରକାରର ସମସ୍ୟା ଦୂର ହୋଇଥାଏ। ଯୋଗର ବିଭିନ୍ନ ଅଲଗା ଅଲଗା ଆସନ ରହିଛି। ଯାହା ଦ୍ୱାରା ରୋଗ ଦୂର ହେବାର ସମ୍ଭାବନା ରହିଥାଏ। ଏଥି ମଧ୍ୟରୁ ହଳାସନ ଅନ୍ୟତମ। ଏହା କାନ୍ଧ ଓ କହୁଣୀ ସମେତ…

ସ୍ତ୍ରୀଙ୍କ ସହ ପାଟିତୁଣ୍ଡ ହେବାରୁ ରାଗ ଶାନ୍ତ କରିବାକୁ ଏମିତି ପଦକ୍ଷେପ ନେଲେ ସ୍ବାମୀ: ଶୁଣିଲେ ହେବେ…

ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ପାଟିତୁଣ୍ଡ ସାଧାରଣ କଥା। ହେଲେ ଏକ ଦମ୍ପତିଙ୍କ ମଧ୍ୟରେ କୌଣସି କଥାକୁ ନେଇ ପାଟିତୁଣ୍ଡ ହେବାରୁ ସ୍ବାମୀ ନିଜକୁ ଶାନ୍ତ କରିବା ପାଇଁ ୪୫୦ କିମି ଚାଲିଲେ। ଏମିତି ଘଟଣା ଘଟିଛି ସ୍ବିଜରଲାଣ୍ଡ ସୀମା ନିକଟ ଇଟାଲୀର କୋମା…

୩୯ ବର୍ଷରେ ଦିୟା ମିର୍ଜା: ‘ତୁମ୍‌ସା ନେହିଁ ଦେଖା’ର ଏକ ଚୁମ୍ବନ ଦୃଶ୍ୟରେ ହରାଇଥିଲେ ନିଜର ନିୟନ୍ତ୍ରଣ…

ମୁମ୍ବାଇ,୯।୧୨: ବଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ଦିୟା ମିର୍ଜା ବୁଧବାର ୩୯ ବର୍ଷରେ ପାଦ ଦେଇଛନ୍ତି। ୧୯୮୧ ଡିସେମ୍ବର ୯ରେ ସେ ଜନ୍ମଗ୍ରହଣ କରିଥିଲେ। ପ୍ରଥମେ ଏକ ମଲ୍ଟି ମିଡ଼ିଆ କମ୍ପାନୀର ମାକେର୍ଟିଂ ଏକ୍ସିକ୍ୟୁଟିଭ୍‌ ଭାବେ ଦିୟା ନିଜର କ୍ୟାରିୟର ଆରମ୍ଭ କରିଥିଲେ।…

ସପ୍ତାହରେ ୩ ଥର ଚାମୁଚେ ଲେଖାଏଁ ଏହି ଗୁଣ୍ଡ: ଡାଇବେଟିସ୍‌ରୁ ରହିବେ ଦୂରେଇ…

ନୂଆଦିଲ୍ଲୀ: ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୩ ଥର ଚାମୁଚେ ଲେଖାଏଁ ମେଥିଗୁଣ୍ଡ ଉଷୁମ ପାଣିରେ ପିଇଲେ ଡାଇବେଟିସ୍‌ରୁ ଦୂରେଇ ହେବାରେ ସହାୟତା ମିଳିଥାଏ। ଏହା ଶରୀରରେ ଇନସୁଲିନ୍‌…

ଏଲିୟନଙ୍କୁ ନେଇ ବଡ ଖୁଲାସା: ଅସ୍ଥିତ୍ୱ ସତ୍ୟ, ଏଥିପାଇଁ ସେମାନେ ରହସ୍ୟ

ନୂଆଦିଲ୍ଲୀ,୮।୧୨: ମହାକାଶର ଅନେକ ଫର୍ଦ୍ଦ ଆଜିବି ରହସ୍ୟାବୃତ। ତନ୍ମଧ୍ୟରୁ ଏଲିୟନମାନଙ୍କ ଅବସ୍ଥିତି ଗୋଟିଏ। ତେବେ ସେମାନଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ଇସ୍ରାଏଲର ପୂର୍ବତନ ଜେନେରାଲ ତଥା ବର୍ତ୍ତମାନର ପ୍ରଫେସର ହେମ୍‌ ଇସେଡ୍‌। ସେ କହିଛନ୍ତି ଏଲିୟନ ମାନେ ପ୍ରକୃତ। ସେମାନେ…

ଭାରତରେ କରୋନା ଟିକା ପାଇଁ କାର୍ଯ୍ୟକାରୀ ହେବ ଏହି ସ୍ବତନ୍ତ୍ର ଆପ୍‌: ନିଜକୁ କରିବାକୁ ହେବ ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୮।୧୨: ଦେଶରେ ଖୁବ୍‌ଶୀଘ୍ର ଉପଲବ୍ଧ ହେବ କରୋନା ଟିକା। ଏଥି ପାଇଁ ସ୍ବତନ୍ତ୍ର ଆପ୍‌ କୋ-ଓ୍ବିନ୍‌ କାର୍ଯ୍ୟକାରୀ ହେବ। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି। ଆପ୍‌ ଦ୍ୱାରା ଟିକା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri