Home

ଅମିତାଭ ବଚ୍ଚନଙ୍କ ଏହି ଗୋଟିଏ ସ୍ବପ୍ନ ଆଜି ପର୍ଯ୍ୟନ୍ତ ହୋଇନାହିଁ ପୂରଣ

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ପାଇଁ କୌଣସି ପରିଚୟର ଆବଶ୍ୟକତା ନାହିଁ। ତାଙ୍କର ସ୍ବର ଏବଂ ଉଚ୍ଚତା ପାଇଁ ସେ ଅନ୍ୟମାନଙ୍କ ଠାରୁ ଭିନ୍ନ। ତାଙ୍କର ଲୋକପ୍ରିୟତା କେବଳ ଭାରତରେ ନୁହେଁ ଭାରତ ବାହାରେ ମଧ୍ୟ ରହିଛି। ହେଲେ ଅମିତାଭଙ୍କର ଏକ…

ଗୁଜରାଟ ସୀମାରେ ଚାଇନା ଯୁଦ୍ଧ ବିମାନ

ଅହମଦାବାଦ୍‌,୮।୧୨: ଗୁଜରାଟ ସୀମାରେ ଚାଇନା ଯୁଦ୍ଧ ବିମାନ ଠୁଳ କରିବା ସହିତ ସୈନ୍ୟ ବାହିନୀଙ୍କ ସଂଖ୍ୟା ବଢ଼ାଇଛି। ପାକିସ୍ତାନ ସହିତ ଚାଇନା ମିଳିତ ଭାବେ ସୈନ୍ୟ ଅଭ୍ୟାସ ପାଇଁ ଏଭଳି କରିଛି। ପାକିସ୍ତାନର ଭୋଲାରି ଏୟାରବେସ୍‌ରେ ଚାଇନା ଯୁଦ୍ଧ ବିମାନ ଗୁଡ଼ିକ…

ଦିଗପହଣ୍ଡିରେ ଭାରତ ବନ୍ଦର ପ୍ରଭାବ: ରାଜ୍ୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ

ଦିଗପହଣ୍ଡି,୮।୧୨(ଡି.ଏନ୍‌.ଏ.): ନିଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଡାକରା କ୍ରମେ ମଙ୍ଗଳବାର ଗଞ୍ଜାମ ଜିଲା ଦିଗପହଣ୍ଡିରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସହର ମଧ୍ୟଦେଇ ଯାଇଥିବା ରାଞ୍ଚି – ବିଜୟ ୱାଡା ୩୨୬ ନଂ. ଜାତୀୟ ରାଜପଥ ସମେତ…

ଭାରତ ବନ୍ଦ, ବାଲେଶ୍ୱରରେ ପ୍ରଭାବ

ବାଲେଶ୍ୱର ଅଫିସ, ୮।୧୨: କେନ୍ଦ୍ର ସରକାରଙ୍କ ନୂତନ କୃଷିନୀତି ଆଇନକୁ ବିରୋଧିକରି ମଙ୍ଗଳବାର ପୂର୍ବାହ୍ନ ୬ ଟାରୁ ବନ୍ଦରେ ବାଲେଶ୍ୱର ଜିଲା ସାମିଲ ହୋଇଛି । ବିଭିନ୍ନ କୃଷକ ସଂଗଠନ ସହିତ କେନ୍ଦ୍ରୀୟ ଶ୍ରମିକ ସଂଗଠନ, କେନ୍ଦ୍ରୀୟ ଫେଡରେଶନ, କଂଗ୍ରେସ ଓ…

ତୁର୍କୀର ଷଡ଼ଯନ୍ତ୍ର: କଶ୍ମୀରକୁ ପଠାଇବ ଆତଙ୍କବାଦୀ

ଆଙ୍କାରା,୮।୧୨: ଭାରତରେ ଅଶାନ୍ତି ସୃଷ୍ଟି କରିବା ଲାଗି ପାକିସ୍ତାନ ଏବେ ତୁର୍କୀ ସହିତ ହାତ ମିଳାଇଛି। କଶ୍ମୀରକୁ ଆତଙ୍କବାଦୀ ପଠାଇବା ଲାଗି ତୁର୍କୀ ପାକିସ୍ତାନ ସହିତ ମିଶି ଷଡ଼ଯନ୍ତ୍ର ରଚିଥିବା କୁହାଯାଉଛି। ସିରିଆର ଆତଙ୍କବାଦୀ ସଂଗଠନକୁ ଏଥିରେ ସାମିଲ କରାଯାଇଛି। ପୂର୍ବରୁ…

ମୁକେଶ ଅମ୍ବାନିଙ୍କ ବଡ଼ ଘୋଷଣା: ୨୦୨୧ରେ ଜିଓ ଆଣିବ ୫-ଜି

ନୂଆଦିଲ୍ଲୀ,୮।୧୨: ଦେଶର ଜିଓ ଉପଭୋକ୍ତା ୨୦୨୧ରେ ୫-ଜି ସୁବିଧା ପାଇପାରିବେ। ଏନେଇ ମୁକେଶ ଅମ୍ବାନି ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ଭାରତୀୟ ମୋବାଇଲ କଂଗ୍ରେସର ଉଦ୍‌ଘାଟନୀ ଉତ୍ସବରେ ଯୋଗଦେଇ ମୁକେଶ ଏଭଳି କହିଛନ୍ତି। ଦେଶର ୩୦ କୋଟି ୨-ଜି ଉପଭୋକ୍ତାଙ୍କୁ ସ୍ମାର୍ଟଫୋନ୍‌…

ଥରକରେ ୧୦୦ ଜଣଙ୍କୁ ଦିଆଯିବ କରୋନା ଟିକା: ଜଣଙ୍କ ପାଇଁ ଅଧାଘଣ୍ଟା

ନୂଆଦିଲ୍ଲୀ,୮।୧୨: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଖୁବ୍‌ ଶୀଘ୍ର ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହେବ। ଜରୁରିକାଳୀନ ସ୍ଥିତିରେ ଭାରତରେ କରୋନା ଟିକା ଦିଆଯିବା ଲାଗି ଫାଇଜର ଏବଂ ସିରମ୍‌ ଇନଷ୍ଟିଚ୍ୟୁଟ ପକ୍ଷରୁ ଡ୍ରଗ୍‌ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ…

ଏଲ୍‌ଏସିର ୬-୭ ଅଞ୍ଚଳରେ କବ୍‌ଜା: ସେନାକୁ ନିର୍ଦ୍ଦେଶ ଦେଇଥିଲେ ସରକାର

ନୂଆଦିଲ୍ଲୀ,୮।୧୨: ପୂର୍ବ ଲଦାଖରେ ଭାରତ ଚାଇନା ସୀମାରେ ବାସ୍ତବିକ ନିୟନ୍ତ୍ରଣ ରେଖା(ଏଲଏସି)ରେ ଲଗାତାର ଉତ୍ତେଜନା ବଢୁଥିବାବେଳେ ଏହାକୁ ଦୃଷ୍ଟିରେ ରଖି ଭାରତୀୟ ସେନାଙ୍କ ପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ନିଦ୍ଦେର୍ଶ ମେ’ ମାସରେ ଜାରି କରାଯାଇଥିଲା। ନିର୍ଦ୍ଦେଶରେ ଭାରତ ସରକାର ଏଲ୍‌ଏସିର…

ଅନ୍ନଦାତାଙ୍କ ପ୍ରତି ମୋଦି-ଶାହାଙ୍କର ନାହିଁ ଦରଦ: ସଞ୍ଜୟ ରାଉତ

ମୁମ୍ବାଇ,୮।୧୨: ଦେଶବ୍ୟାପୀ ଅନ୍ନଦାତାଙ୍କ ପକ୍ଷରୁ ଜାରି ରହିଥିବା ଆନ୍ଦୋଳନ ନେଇ ଶିବସେନା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ୍‌ କରାଯାଇଛି। ଶିବସେନା ଏମ୍‌ପି ସଞ୍ଜୟ ରାଉତ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ଅନ୍ନଦାତାଙ୍କ ପ୍ରତି…

ବ୍ରିଟେନ୍‌ରେ ଟିକାକରଣ: ଭାରତୀୟ ବଂଶୋଦ୍ଭବ ହାରି ଶୁକ୍ଳାଙ୍କୁ ଟିକା

ନୂଆଦିଲ୍ଲୀ,୮।୧୨: ବ୍ରିଟେନରେ ମଙ୍ଗଳବାରଠାରୁ ଲୋକଙ୍କୁ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା ଦିଆଯିବା ଆରମ୍ଭ ହୋଇଛି। ପ୍ରଥମ ଟିକା ୯୦ ବର୍ଷ ବୟସ୍କା ମହିଳା ମାଗରିଟ୍‌ କିନାନ୍‌ଙ୍କୁ ଦିଆଯାଇଛି। ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ…

ଚକ-ଅଖ ଜାମ୍‌: ୧୯୮୮ର ପୁନରାବୃତ୍ତି, ମୋଦି ସରକାରଙ୍କ ପାଇଁ ଚେତାବନୀ

ନୂଆଦିଲ୍ଲୀ,୮।୧୨: କୃଷି ଆଇନକୁ ନେଇ ମଙ୍ଗଳବାର ଦେଶବ୍ୟାପୀ ଅନ୍ନଦାତାଙ୍କ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାରେ ଚକ-ଅଖ ଜାମ୍‌ ହୋଇ ଯାଇଛି। ପ୍ରଦର୍ଶନକାରୀ ଚାଷୀମାନେ ବହୁ ସ୍ଥାନରେ ରେଳ ରୋକ କରିଛନ୍ତି। ବିଭିନ୍ନ ଜାତୀୟ ରାଜପଥରେ ବସି ରହି ସେମାନେ ଯାନବାହନ…

ଏହି ପ୍ରସିଦ୍ଧ ବ୍ୟାଟ୍ସମ୍ୟାନ୍‌ଙ୍କୁ କପି କଲେ ବିରାଟ କୋହଲି: ମିଳିଲା ଏମିତି ପ୍ରତିକ୍ରିୟା

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆ ବିପକ୍ଷରେ ୩ ମ୍ୟାଚ୍‌ ବିଶିଷ୍ଟ ଟି -୨୦ ସିରିଜ୍‌ ଖେଳୁଛି। ଭାରତ ପ୍ରଥମ ମ୍ୟାଚକୁ ୧୧ ରନ ଏବଂ ଦ୍ୱିତୀୟ ମ୍ୟାଚରେ ୬ ଉଇକେଟ ବ୍ୟବଧାନରେ ଜିତିଥିଲା। ଦ୍ୱିତୀୟ ଟି -୨୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri