Home

ବାସହରା ଖୋଜୁଛନ୍ତି ରାତ୍ରି ଆଶ୍ରୟସ୍ଥଳ

ଜଗତ୍‌ସିଂହପୁର ଅଫିସ, ୧୧।୧: ପ୍ରବଳ ଶୀତ ଯୋଗୁ ଗରିବ ବାସହରାଙ୍କ ଚିନ୍ତା ବଢ଼ିଯାଇଛି। ରାତ୍ରିଯାପନ କରିବା ପାଇଁ ସେମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୀତଯୋଗୁ ବାସହରା ହୋଇ କୌଣସି ବ୍ୟକ୍ତିଙ୍କ ଯେପରି ମୃତ୍ୟୁ ନ ହୁଏ ସେଥିପ୍ରତି ଦାୟିତ୍ୱବାନ ହେବାକୁ…

‘ହତ୍ୟାକାରୀଙ୍କୁ ଖସାଇବାକୁ ଉଦ୍ୟମ ଚାଲିଛି’

ସିଂହପୁର,୧୧।୧(ଡି.ଏନ.ଏ.): ବିଞ୍ଝାରପୁର ଥାନାଞ୍ଚଳର ଜଣେ ଯୁବକ ବିଶ୍ୱଜିତ୍‌ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ପ୍ରାୟ ୩ ମାସ ବିତିବାକୁ ବସିଲାଣି। ହେଲେ ପୋଲିସ ଘଟଣା ଉପରୁ ପରଦା ଉଠାଇପାରୁନାହିଁ। ଏଭଳିସ୍ଥଳେ ବିଶ୍ୱଜିତ୍‌ଙ୍କ ମା’ ସାବିତ୍ରୀ ନାୟକ ପୋଲିସ ବିରୋଧରେ ସଙ୍ଗିନ ଅଭିଯୋଗ…

ଦିଲ୍ଲୀରେ କମିଲା ଚିକେନ ଦାମ୍‌

ନୂଆଦିଲ୍ଲୀ,୧୧।୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣ ଥମି ନ ଥିବାବେଳେ ଏବେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି। ଏଠାରେ ୧୫ ପାର୍କରେ ୯୧ କାଉ ଏବଂ ୨୭ ବତକଙ୍କର ମୃତ୍ୟୁ ଘଟିଥିଲା। ୮ମୃତ ପକ୍ଷୀଙ୍କ ଠାରେ ବାର୍ଡ ଫ୍ଲୁ ଭୂତାଣୁ…

ମହାରାଷ୍ଟ୍ରରେ ସର୍ବାଧିକ କରୋନା ବର୍ଜ୍ୟ

ନୂଆଦିଲ୍ଲୀ,୧୧।୧: ଦେଶର ଗତ ୭ ମାସ ମଧ୍ୟରେ ୩୨ ହଜାର ୯୯୪ ଟନ୍‌ କରୋନା ବର୍ଜ୍ୟ ଜମା ହୋଇଛି। ସେଥିମଧ୍ୟରେ ପିପିଇ କିଟ୍‌, ମାସ୍କ୍‌, ଜୋତା କଭର, ଗ୍ଲୋଭସ୍‌, ପରୀକ୍ଷା କରାଯାଇଥିବା ରକ୍ତ ଏବଂ ଶରୀରର ଅନ୍ୟ ବର୍ଜ୍ୟ ପଦାର୍ଥ ରହିଛି।…

ଶୁଖିଲା ପଡ଼ିବ ୫ ଶହ ଏକର ଜମି

ପଟ୍ଟାମୁଣ୍ଡାଇ,୧୧।୧(ଡି.ଏନ.ଏ.): ପଟ୍ଟାମୁଣ୍ଡାଇ ଗ୍ରାମ ଉନ୍ନୟନ ବିଭାଗ ପକ୍ଷରୁ ମାଳିବସା ଠାରୁ ମିଜାଉଁଣୀ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ୫ କିମି ରାସ୍ତା ନିର୍ମାଣ ଚାଲିଛି। ଜଳସମ୍ପଦ ବିଭାଗ ୨ନଂ. କେନାଲ ବାମ ପାଶର୍‌ବ ଦେଇ ଏହି ରାସ୍ତା କାମ ଆରମ୍ଭ…

ଏହି ଲୋକପ୍ରିୟ କ୍ରିକେଟର୍‌ଙ୍କ ପରଲୋକ

କାଠମାଣ୍ଡୁ,୧୧।୧: ନେପାଳର ଯୁବ କ୍ରିକେଟର୍‌ କୁନ୍ଦନ ଶାହାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୨୫ ବର୍ଷ ହୋଇଥିଲା। ଗତ କିଛି ଦିନ ହେବ କୁନ୍ଦନ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କୁ ୨ଟି କିଡନୀ ଖରାପ ହୋଇଯାଇଥିଲା। ଗତ ଅଗଷ୍ଟରେ…

ଜଳ ପାଲଟିଛି ଜହର

କେନ୍ଦ୍ରାପଡା ଅଫିସ, ୧୧।୧: ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଏହି ନଦୀର ଜଳ ଏବେ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ…

ଚଳନ୍ତା ବସ୍‌ରେ ଲାଗିଲା ନିଆଁ

ବାଲିଗୁଡ଼ା,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗିଯାଇଛି। ସୌଭାଗ୍ୟ ବଶତଃ ଏଥିରେ ଥିବା ୩୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମିଳିଥିବା ସୂଚନାନୁସାରେ, ରୁଦ୍ରକାଳୀ ନାମକ ବସ୍‌ ବାଲିଗୁଡ଼ାରୁ ଦାରିଙ୍ଗବାଡ଼ି ଅଭିମୁଖେ ଯାଉଥିବା ବେଳେ…

ମ୍ୟାଚ୍‌ ବଞ୍ଚାଇବା ପାଇଁ ଭାରତର ସଂଘର୍ଷ ଜାରି

ସିଡନୀ,୧୧।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫିର ତୃତୀୟ ଟେଷ୍ଟ ରୋଚକ ସ୍ଥିତିରେ ପହଞ୍ଚିଛି। ଭାରତକୁ ଜିତିବା ପାଇଁ ୪୦୭ରନ୍‌ ଆବଶ୍ୟକ ଥିବାବେଳେ ଦଳ ଚା’ ପାନ ବିରତି ପର୍ଯ୍ୟନ୍ତ ୨୮୦ ରନ୍‌ରେ ୫ ଉଇକେଟ୍‌ ହରାଇଛି। ଭାରତକୁ…

ପ୍ରବଳ ଯନ୍ତ୍ରଣା ସତ୍ତ୍ୱେ ବ୍ୟାଟିଂ କରିବାକୁ ଆସି ଏମିତି କାରନାମା କଲେ ପନ୍ତ

ସିଡନୀ,୧୧।୧:ସିଡନୀ ଟେଷ୍ଟ ରୋଚକ ପରିସ୍ଥିତିରେ ପହଞ୍ଚିଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଏହି ଟେଷ୍ଟର ପଞ୍ଚମ ତଥା ଶେଷ ଦିନରେ ଭାରତକୁ ଜିତିବା ପାଇଁ ୩୦୯ ରନ୍‌ ଥିବାବେଳେ ଉଇକେଟ୍‌ କିପର ରିଷଭ ପନ୍ତ ଜବରଦସ୍ତ ଇନିଂସ ଖେଲିଛନ୍ତି। ଆହତ…

ବଡ ସଡ଼କ ଦୁର୍ଘଟଣା: ଟ୍ରକ୍‌ ସହ କାର୍‌ ପିଟିଦେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଲାହୋର,୧୧।୧: ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ଅଲରାଉଣ୍ଡର ସୋଏବ ମଲିକଙ୍କ ସହ ଏକ ବଡ ଦୁର୍ଘଟଣା ଘଟିଛି। ମଲିକଙ୍କ କାର ଲାହୋରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ତା କଡ଼ରେ ପାର୍କିଂ ହୋଇଥିବା ଟ୍ରକ ସହିତ ମଲିକଙ୍କ କାର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା…

ସ୍କୁଲ ପଡ଼ିଆରେ ବିଡିଏର ନିର୍ମାଣକୁ ବିରୋଧ

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ୟୁନିଟ୍‌-୬ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ନିଜ କବ୍‌ଜାରେ ରଖି ବେଆଇନ ନିର୍ମାଣ କରୁଛନ୍ତି। ଏଭଳି ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟର ପୁରାତନ ଛାତ୍ର ସଂଘ। ଯଦି ବିଡିଏ କର୍ତ୍ତୃପକ୍ଷ ଏଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?