Home

ଫଡ଼ନଭୀସ୍‌-ରାଜ୍‌ ଠାକ୍‌ରେଙ୍କ ସୁରକ୍ଷା ବ୍ୟବସ୍ଥା କମିଲା

ମୁମ୍ବାଇ,୧୦।୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ରବିବାର ଏକ ବିବାଦୀୟ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟରେ କେତେକ ବରିଷ୍ଠ ନେତାଙ୍କର ସୁରକ୍ଷା ବ୍ୟବସ୍ଥାକୁ କମାଇ ଦିଆଯାଇଛି। ସେମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସ୍‌, ଏମ୍‌ଏନ୍‌ଏସ୍‌ ପ୍ରମୁଖ ରାଜ୍‌…

ଗୋଟିଏ ଥରରୁ ଅଧିକ ଟଏଲେଟ୍‌ ଗଲେ ଦେବାକୁ ପଡ଼ିବ ଜରିମାନା, ଜାଣନ୍ତୁ କ’ଣ ରହିଛି କାରଣ

ଥରେ ଭାବିଲେ ସବୁ କିଛି ଅଟକାଇ ହେବ ଟଏଲେଟ୍‌ ଯିବା କ’ଣ କେହି କେବେ ଅଟକାଇ ପାରିବ? ଅଫିସରେ କାମ କରୁଛନ୍ତି, ଆପଣଙ୍କୁ ଟଏଲେଟ୍‌ ଯିବାକୁ ତ ପଡ଼ିବ କିନ୍ତୁ ଯଦି କେହି ଯିବା ବନ୍ଦ କରିଦିଏ ତେବେ ଅବସ୍ଥା କ’ଣ…

ଏହି କ୍ରିକେଟରଙ୍କ ନାମରେ ରହିଛି ଦିନିକିଆ ମ୍ୟାଚ୍‌ରେ ସବୁଠାରୁ ଲମ୍ବା ଓଭର୍‌ର ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୧୦।୧: ପାକିସ୍ତାନର କିଛି ବୋଲର୍‌ ବିଶ୍ୱ କ୍ରିକେଟ ଇତିହାସରେ ଚମକିଛନ୍ତି। ହେଲେ ଏଭଳି କେତେଜଣ ବୋଲର୍‌ ଅଛନ୍ତି ଯେଉଁମାନେ ଲଜ୍ଜାଜନକ ରେକର୍ଡ କରିଛନ୍ତି। ସେଭଳି ଜଣେ ଖେଳାଳି ହେଲେ ମହମ୍ମଦ ଶାମି। ୧୯ ବର୍ଷ ବୟସରେ କ୍ରିକେଟରେ ଡେବ୍ୟୁ କରିଥିଲେ ଶାମି।…

ମୁଖ୍ୟମନ୍ତ୍ରୀଙ୍କ ସଭାରେ ଅନ୍ନଦାତାଙ୍କୁ ପୋଲିସର ଲାଠି ମାଡ଼

କର୍ନାଲ,୧୦।୧: କୃଷି ଆଇନକୁ ନେଇ ପ୍ରଦର୍ଶନ କରୁଥିବା ଅନ୍ନଦାତାଙ୍କ ଦୁଃଖ ବୁଝିବା ତ ଦୂରର କଥା ବରଂ ସେମାନଙ୍କ ଉପରେ ଲଗାତାର ଲାଠିମାଡ଼ ହେବାରେ ଲାଗିଛି। ଏବେ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ସଭାରେ ପ୍ରଦର୍ଶନକାରୀ ଅନ୍ନଦାତାଙ୍କ ଉପରେ ପୋଲିସ…

ଓଡ଼ିଶାର ଲୋକକଳା କଥା

କାହିଁ କେଉଁ କାଳରୁ ଲୋକକଳାର ସୃଷ୍ଟି। ବହୁ ଆଗରୁ ଅବସରବିନୋଦନର ମୁଖ୍ୟମାଧ୍ୟମଥିଲାଏହି ଲୋକକଳା। ଏହା ଗୋଷ୍ଠୀଗତ ଜୀବନରେ ଖୁବ୍‌ ପ୍ରଭାବ ପକାଇଥାଏ। ଲୋକଙ୍କ ଜୀବନର ନିଚ୍ଛକ ପ୍ରତିଛବିର ପ୍ରତିବିମ୍ବ ସୃଷ୍ଟିକରେ ଲୋକକଳା। ସାରା ବିଶ୍ୱରେ ଲୋକଗୀତ ଓ ଲୋକ ସଙ୍ଗୀତର ରହିଛି…

ଭକ୍ତଙ୍କ ପାଇଁ ଖୁସି ଖବର: ୨୧ରୁ ହଟିବ କାଳିଆ ଦର୍ଶନ କଟକଣା

ପୁରୀ ଅଫିସ,୧୦।୧: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଉ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦରକାର ପଡ଼ିବନି। ଆସନ୍ତା ୨୧ ତାରିଖରୁ ଏହି କଟକଣା ହଟିଯିବ। ଏନେଇ ରବିବାର ଅନୁଷ୍ଠିତ ସମୀକ୍ଷା ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା…

କପିଲଙ୍କ ଯୋଗୁ ଇଡେନ୍‌ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ଶପଥ ନେଇଥିଲେ ‘ଲିଟିଲ୍‌ ମାଷ୍ଟର’: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୦।୧: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ କେହି ଗ୍ରହଣ କରିପାରି ନ ଥିଲେ। ଉଭୟ ବ୍ୟାଟ୍ସମ୍ୟାନ୍‌ ଇଂଲଣ୍ଡ ବିପକ୍ଷରେ ଦିଲ୍ଲୀ କୋଟଲା…

ଟ୍ବିଙ୍କଲଙ୍କ ଘରକୁ ଆସିଲେ ନୂଆ ଅତିଥି

ମୁମ୍ବାଇ : ଫିଲ୍ମରେ ଅଭିନୟକୁ ବାଏ ବାଏ କହିଦେବା ପରେ ନିର୍ମାତା ତଥା ଲେଖିକା ଟ୍ବିଙ୍କିଲ ଖାନ୍ନା ଆଜିକାଲି ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌ ରହୁଛନ୍ତି। ସେ ପ୍ରାୟତଃ ସୋସିଆଲ ମିଡିଆରେ ନିଜର ଫଟୋ ଏବଂ ଭିଡିଓ ଶେୟାର କରି ପ୍ରଶଂସକଙ୍କ…

ବିଶ୍ୱର ସବୁଠାରୁ ଧନୀ ହେଲେ ଏହି ବ୍ୟକ୍ତି: ଘଣ୍ଟାକୁ ରୋଜଗାର ୧୨୭ କୋଟି, ପ୍ରତି ସେକେଣ୍ଡକୁ ୭୬ ଲକ୍ଷ

ନୂଆଦିଲ୍ଲୀ,୧୦।୧: ଇଲେକ୍ଟ୍ରିକ୍‌ ଯାନ ନିର୍ମାତା ଟେସଲା ଏବଂ ସ୍ପେସ୍‌ଏକ୍ସର ସିଇଓ ଏଲନ ମସ୍କ ବିଶ୍ୱର ସବୁଠାରୁ ଧନୀବ୍ୟକ୍ତି ପାଲଟିଛନ୍ତି। ଆମାଜନର ଜେଫ୍‌ ବେଜୋସଙ୍କୁ ପଛରେ ପକାଇ ସେ ଏହି ମୁକୁଟ ପିନ୍ଧିଛନ୍ତି। ତେବେ କରୋନାକୁ ନେଇ ଆର୍ଥିକ ମାନ୍ଦାବସ୍ଥା ସତ୍ତ୍ୱେ ମସ୍କଙ୍କ…

ସକ୍ରିୟ ରାଜନେତା: ଟୁଇଟରରେ ମୋଦିଙ୍କର ସର୍ବାଧିକ ଫଲୋଅର୍ସ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଟୁଇଟର୍‌ ଆକାଉଣ୍ଟ୍‌ ଉପରେ ପ୍ରତିବନ୍ଧକ ଲାଗିବା ଦ୍ୱାରା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଜାଣତରେ ନୂଆ ରେକର୍ଡର ଅଧିକାରୀ ହୋଇଛନ୍ତି। ଏବେ ମୋଦି ଟୁଇଟରରେ ସର୍ବାଧିକ ଫଲୋଅର୍ସ ଥିବା ପୃଥିବୀର ଏକ ନମ୍ବର ସକ୍ରିୟ…

ମଝି ନଈରେ ଡଙ୍ଗାରେ ଓଢ଼ଣୀ ଉଡ଼ାଇ ନାଚୁଥିଲେ ମହିଳା, ଆଉ ତା’ ପରେ…

ଭୋପାଳ,୧୦।୧: ମଧ୍ୟପ୍ରଦେଶର ଖରଗୋନ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ନର୍ମଦା ନଦୀରେ ୧୧ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଓଲଟି ପଡ଼ିଛି। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ନିଖୋଜ ଅଛନ୍ତି। ଶନିବାର…

ଅନ୍‌ଲାଇନ୍‌ ପାଠପଢ଼ା: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଡାଟା କାର୍ଡ

ଚେନ୍ନାଇ,୧୦।୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ମାଗଣାରେ ୨ଜିବିର ଇଣ୍ଟରନେଟ୍‌ ଡାଟା କାର୍ଡ ଯୋଗାଇ ଦେବାକୁ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?