୨,୫୦୦ କୋର୍ଟରେ ରହିବ ଭିଡିଓ କନ୍ଫରେନ୍ସ କ୍ୟାବିନ୍
ନୂଆଦିଲ୍ଲୀ, ୭।୧୨(ପି.ଟି.): ତଳ କୋର୍ଟଗୁଡ଼ିକରେ ଅନ୍ଲାଇନ ଶୁଣାଣି ସାମର୍ଥ୍ୟ ବଢ଼ାଇବା ଲାଗି ଦେଶର ୨,୫୦୬ କୋର୍ଟ କମ୍ପ୍ଲେକ୍ସରେ ଭିଡିଓ କନ୍ଫରେନ୍ସ କ୍ୟାବିନ୍ ପ୍ରତିଷ୍ଠା କରାଯିବ। ଏଥିପାଇଁ ପାଣ୍ଠି ବ୍ୟବସ୍ଥା କରାଯାଇଥିବା ଆଇନ ମନ୍ତ୍ରଣାଳୟ କହିଛି। ସେପ୍ଟେମ୍ବରରେ ୫.୨୧ କୋଟି ଟଙ୍କା ଦିଆଯାଇଥିବାବେଳେ…
ଟିଏମ୍ସି ଖରାପ, ଭାଜପା ତା’ଠୁ ୧୦୦୦ ଗୁଣ
କୋଲକାତା, ୭।୧୨:ଦୀର୍ଘ ୯ ବର୍ଷର ନିର୍ବାଚନ ପରେ ଘର ତଥା ନିଜର ରାଜନୈତିକ ଗଡ଼ ପଶ୍ଚିମବଙ୍ଗର ପଶ୍ଚିମ ମିଦନାପୁର ଫେରିଥିବା ସିପିଆଇଏମ୍ର ହେଭିଓ୍ବେଟ୍ ନେତା ସୁଶାନ୍ତ ଘୋଷ ଟିଏମ୍ସି ଓ ଭାଜପା ଉପରେ ବର୍ଷିଛନ୍ତି। ୨୦୦୨ରେ ସୁଶାନ୍ତଙ୍କ ପୈତୃକ ଘର ନିକଟରୁ…
ରାଜା ଆସନ୍ତୁ, ଦେଶ ବଞ୍ଚାନ୍ତୁ
କାଠମାଣ୍ଡୁ,୭ା୧୨: ଅଢ଼େଇ ବର୍ଷ ପୂର୍ବେ ଦୁଇଜଣ ନେପାଳୀ ଯୁବକ ହିମାଳୟ ରାଷ୍ଟ୍ରର ପୁରୁଣା ଜାତୀୟ ସଙ୍ଗୀତ ଗାଇ ଗିରଫ ହୋଇଥିଲେ। ପରେ ସେମାନଙ୍କ ସାଥୀମାନେ ଦେଶବ୍ୟାପୀ ପୁରୁଣା ଜାତୀୟ ସଙ୍ଗୀତ ଅଭିଯାନର ଘୋଷଣା କାଠମାଣ୍ଡୁରେ କରିଥିଲେ। ସେମାନଙ୍କ ଦାବି ଥିଲା ନେପାଳରେ…
ନୂଆବର୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି
ଭୁବନେଶ୍ୱର,୭ା୧୨(ବ୍ୟୁରୋ): ବେପରୁଆ ଗାଡ଼ି ଚାଳକ ସାବଧାନ। ଏଣିକି ନିୟମ ଉଲ୍ଲଂଘନ କଲେ ଆଉ ନିସ୍ତାର ନାହିଁ। ଆସନ୍ତା ଜାନୁୟାରୀରୁ ରାଜ୍ୟରେ ଗାଡ଼ି ଯାଞ୍ଚକୁ ଜୋରଦାର କରାଯିବ। ନିୟମ ନ ମାନିଲେ ତଣ୍ଡ ଗଣିବାକୁ ପଡ଼ିବ। ହେଲମେଟ୍, ସିଟ୍ ବେଲ୍ଟ ଓ ପରିବହନ…
ଦାବି ସହ ସାଲିସ ନାହିଁ
ନୂଆଦିଲ୍ଲୀ,୭ା୧୨: କେନ୍ଦ୍ର ସରକାର ଯେତେ ଭୁଆଁ ବୁଲାଇଲେ ବି ଦାବି ସହ ସାଲିସ କରାଯିବ ନାହିଁ ବୋଲି ରବିବାର ସ୍ପଷ୍ଟ କରିଛନ୍ତି ଆନ୍ଦୋଳନରତ କୃଷକ। ଆସନ୍ତା ୯ ତାରିଖରେ କୃଷକ-କେନ୍ଦ୍ର ମଧ୍ୟରେ ଷଷ୍ଠ ପର୍ଯ୍ୟାୟ ଆଲୋଚନା ହେବାକୁ ଥିବାବେଳେ ସରକାର ଏହି…
ପ୍ରଦୀପ-ପାଠକ ପରିବାର ଗୁମର ଖୋଲିଲେ ପିଟର
ଭୁବନେଶ୍ୱର,୭ା୧୨(ବ୍ୟୁରୋ): ଟାଟା ମୋଟର୍ସ କମ୍ପାନୀରେ ଚାକିରି ଦେବା ଆଳରେ ଠକେଇ କରି ଜେଲ ଯାଇଥିବା ଆକାଶ ପାଠକଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଡେଭିଡ୍ ପିଟରଙ୍କୁ ୩ଦିନ ଧରି ମାରାଥନ ଜେରା ଚାଲିଛି। ପୁଣେରୁ ଉଠାଇ ଆଣି ଭୁବନେଶ୍ୱରର ଏକ ଅଜ୍ଞାତ ସ୍ଥାନରେ…
ପରଲୋକରେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ଟିଭି ଇଣ୍ଡଷ୍ଟ୍ରିକୁ ସୋମବାର ସକାଳେ ଏକ ବଡ଼ ଝଟକା ଲାଗିଛି। ଗତ କିଛି ଦିନ ହେବ ଭେଣ୍ଟିଲେଟରରେ ଜୀବନ ସହ ସଂଗ୍ରାମ କରୁଥିବା ଅଭିନେତ୍ରୀ ଦିବ୍ୟା ଭଟ୍ଟନାଗରଙ୍କ ଦେହାନ୍ତ ହୋଇଛି। ଟିଭି ସିରିଏଲ ‘ୟେ ରିସ୍ତା କ୍ୟା କେହଲତା ହୈ’ରେ ‘ଗୁଲାବୋ’…
ଖରସ୍ରୋତାରୁ ଭଦ୍ରକକୁ ପାଣିଦେବା ବିବାଦ: ପାଣି ନ ଛାଡ଼ିବାକୁ ଜଳ ସତ୍ୟାଗ୍ରହ
କେନ୍ଦ୍ରାପଡ଼ା ଅଫିସ/ରାଜକନିକା,୭ା୧୨ (ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହାରେ ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣିଦେବା ବିବାଦ ତୀବ୍ର ହେବାରେ ଲାଗିଛି। ଖରସ୍ରୋତା ବଞ୍ଚାଅ ସଂଗ୍ରାମ ସମିତିର ଶତାଧିକ ମହିଳା ରବିବାର ପୂର୍ବାହ୍ନରେ ହାତରେ ଗରା ଧରି ବରୁଣାଡିହାଠାରେ ନଦୀରେ ପଶି…
୧୯ ଡିଗ୍ରୀ ତଳେ ସାରା ରାଜ୍ୟ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ରାଜ୍ୟରେ ଶୀତ ଲହରି ଜାରି ରହିଛି। ଧୀରେ ଧୀରେ ପାରଦ ଖସୁଥିବାରୁ ରାତି ଅପେକ୍ଷା ଭୋର ସମୟରେ ଥଣ୍ଡାର ପ୍ରକୋପ ଅଧିକ ରହୁଛି। ଶୀତ ସହ ଘନ କୁହୁଡ଼ି ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ବିଶେଷକରି ସୋନପୁରରେ ପ୍ରବଳ…
୫ ଆତଙ୍କବାଦୀ ଗିରଫ
ନୂଆଦିଲ୍ଲୀ,୭।୧୨: ଦିଲ୍ଲୀ ପୋଲିସକୁ ବଡ ସଫଳତା ମିଳିଛି। ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍ ଶଙ୍କରପୁର ଅଞ୍ଚଳରେ ଏନକାଉଣ୍ଟର ସମୟରେ ୫ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସମସ୍ତ ଆତଙ୍କବାଦୀ ଇସଲାମିକ ଏବଂ ଖଲିସ୍ତାନ ସଂଗଠନ ସହ ଜଡିତ। ଦୀର୍ଘ ଦିନ ହେବ ଶଙ୍କରପଚୁର…
ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁର ବାବାଙ୍କ ଦେହାନ୍ତ
ଭୁବନେଶ୍ୱର,୭ା୧୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଝିଇଁଣ୍ଟି ଶାସନ ତ୍ରାହି ଅଚ୍ୟୁୁତ ଆଶ୍ରମର ମୁଖ୍ୟ ସୁର ବାବା ଓରଫ ସୁରେନ୍ଦ୍ର ମିଶ୍ରଙ୍କ ରବିବାର ରାତିରେ ଦେହାନ୍ତ ହୋଇଯାଇଛି। ଦୀର୍ଘ ଦିନ ଧରି ଅସୁସ୍ଥତା ଯୋଗୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ।…
ଅଖାବସ୍ତାରୁ ମା’ ଝିଅଙ୍କ ମୃତଦେହ ଜବତ
ନିରାକାରପୁର,୬ା୧୨(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଭୁଷଣ୍ଡପୁର ଫାଣ୍ଡି ଅଧୀନ ଅଭିମାନପୁର ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ଘରର ବାରିପଟରେ ଥିବା ଏକ ଅଖାବସ୍ତାରୁ ଜଣେ ମହିଳା ଓ ତାଙ୍କ ୧୦ମାସର ଝିଅର ମୃତଦେହକୁ ପୋଲିସ…
Archives


